Home Left

ଆତ୍ମସମର୍ପଣ କଲେ ଝାଡ଼ଖଣ୍ଡର ଗ୍ରୁପ ବି ମହିଳା ମାଓବାଦୀ

ରାଉରକେଲା,୩୦।୩(ସଂଗୀତା ଜେନା): ସୀମାନ୍ତ ଅଞ୍ଚଳକୁ ମାଓବାଦୀ ମୁକ୍ତ କରିବାରେ ରାଉରକେଲା ପୋଲିସର ଜାରି ରହିଥିବା ଉଦ୍ୟମକୁ ପୁଣି ଏକ ସଫଳତା ମିଳିଛି। ସରଣ୍ଡା ଜଙ୍ଗଲରେ ସକ୍ରିୟ ଥିବା ମାଓବାଦୀ କ୍ୟାଡ଼ର୍‌ ନେତା ତଥା ଅନମୋଲ ଟିମର ଜଣେ ଗ୍ରୁପ ବି ମହିଳା…

ଯୁଦ୍ଧ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ଶାହରୁଖ ଖାନ୍‌: ସିନେ ଇଣ୍ଡଷ୍ଟ୍ରିରେ ପଡ଼ିଗଲା ଚହଳ

ମଧ୍ୟପ୍ରାଚରେ ଚାଲିଥିବା ଯୁଦ୍ଧ ସାରା ବିଶ୍ୱରେ ପ୍ରଭାବ ପକାଇଛି। କେବଳ ଘରୋଇ ବଜାରରେ ନୁହେଁ ବରଂ ସିନେ ଇଣ୍ଡଷ୍ଟ୍ରିରେ ମଧ୍ୟ ଏହାର ପ୍ରଭାବ ଦେଖିବାକୁ ମିଳିଛି। ବଲିଉଡ ବାଦଶାହା ଶାହାରୁଖ ଏହି ଯୁଦ୍ଧ ଦେଖି ଭୟଭୀତ ହୋଇପଡ଼ିଛନ୍ତି। ସେ ତାଙ୍କ ଆକ୍ସନ-ଥ୍ରୀଲର…

ପାକିସ୍ତାନ ମାଧ୍ୟମରେ ଇରାନକୁ ଏମିତି ପ୍ରସ୍ତାବ ଦେଲେ ଟ୍ରମ୍ପ, ରାଗିଗଲା ତେହେରାନ, ଦେଲା ଏମିତି ଜବାବ

ନୂଆଦିଲ୍ଲୀ,୩୦।୩: ମଧ୍ୟପ୍ରାଚ୍ୟ ବିବାଦ ମଧ୍ୟରେ ଇରାନ ଆମେରିକାର ୧୫-ସୂତ୍ରୀ ପ୍ରସ୍ତାବକୁ ପ୍ରତ୍ୟାଖ୍ୟାନ କରିଛି। ଇରାନର ବୈଦେଶିକ ମନ୍ତ୍ରଣାଳୟର ମୁଖପାତ୍ର ଇସମାଇଲ ବାଘାଇ କହିଛନ୍ତି , ତେହେରାନକୁ ଦିଆଯାଇଥିବା ପ୍ରସ୍ତାବରେ ପ୍ରାୟତଃ ଅଗ୍ରାହ୍ୟ ଜିନିଷ ରହିଛି। ସେ କହିଛନ୍ତି, “ଆମେ କିଛି ମଧ୍ୟସ୍ଥିଙ୍କ…

ହର୍ମୁଜ ଶକ୍ତି ସଙ୍କଟ ମଧ୍ୟରେ ବଡ଼ ନିଷ୍ପତ୍ତି ନେଲେ ସରକାର: ଏବେ ଗହମ-ଚାଉଳ ସହିତ ମିଳିବ…

ନୂଆଦିଲ୍ଲୀ,୩୦।୩: ଇରାନ ଉପରେ ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ପରେ, ଇରାନ ହର୍ମୁଜ ପ୍ରଣାଳୀକୁ ବନ୍ଦ କରିଦେଇଛି। ଏହା ଭାରତ ସମେତ ବିଶ୍ୱକୁ ଶକ୍ତି ଯୋଗାଣକୁ ପ୍ରଭାବିତ କରିଛି। ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ବିଶ୍ୱ ଶକ୍ତି ଯୋଗାଣ ଉପରେ ଚାପ ବୃଦ୍ଧି…

ସ୍ତ୍ରୀଙ୍କ ତଣ୍ଟିଚିପି ମାରିଦେଇଥିଲେ ସ୍ବାମୀ: ମିଳିଲା ଏମିତି ଦଣ୍ଡ

ଗୁଣପୁର,୩୦।୩(ସୁଜାତା ପାଢ଼ୀ): ସ୍ତ୍ରୀ ହତ୍ୟା ମାମଲାରେ ସ୍ବାମୀଙ୍କୁ ଆଜୀବନ ସଶ୍ରମ କାରାଦଣ୍ଡ ହୋଇଛି। ରାୟଗଡ଼ା ଜିଲା ଗୁଣପୁର ବ୍ଲକ ଗାଦିଆଖଳା ପଞ୍ଚାୟତ ବାୟାଗୁଡ଼ା ଗ୍ରାମର ସୁରେନ୍ଦ୍ର ଶବର ଗୁଣପୁର ଢେପ ସାହିର ଝିଲି ବାଉରୀଙ୍କ ଝିଅ ସନ୍ତୋଷୀ ବାଉରୀକୁ ବିବାହ କରିଥିଲେ।…

ପେନସନ୍‌ କରାଇ ଦେବାକୁ ୩ ହଜାର ଲାଞ୍ଚ ନେଉଥିଲେ ବରିଷ୍ଠ କିରାଣୀ, ବାନ୍ଧିଲା ଭିଜିଲାନ୍ସ

ନୟାଗଡ/ଖଣ୍ଡପଡା,(ଲୋକନାଥ ମିଶ୍ର/ଅଜୟ କୁମାର ମହାରଣା)୩୦ା୩: ଭିଜିଲାନ୍ସ ଜାଲରେ ନୟାଗଡ଼ ଜିଲା ଖଣ୍ଡପଡ଼ା ସବ-ଟ୍ରେଜେରୀ କର୍ମଚାରୀ ସରୋଜ କୁମାର ସାହୁ । ପେନସନ୍‌ କରାଇ ଦେବାକୁ ଲାଞ୍ଚ ନେଉଥିବା ବେଳେ ମାଡିବସିଲା ଭିଜିଲାନ୍ସ ଟିମ୍ । ନୟାଗଡ଼ର ସବଟ୍ରେଜେରୀ ଅଧିକାରୀଙ୍କ କାର୍ଯ୍ୟାଳୟର ବରିଷ୍ଠ…

ଧାନ କିଣା ନେଇ କାଲି ଥିଲା ଶେଷ ତାରିଖ, ଏପଟେ ଯୋଗାଣ ମନ୍ତ୍ରୀ କହିଦେଲେ…

ଭୁବନେଶ୍ୱର,୩୦।୩:ଚାଷୀଙ୍କ ପାଇଁ ବଡ଼ ଅପ୍‌ଡେଟ୍‌। ଧାନ ସଂଗ୍ରହ ନେଇ ଖାଦ୍ୟ ଯୋଗାଣ ମନ୍ତ୍ରୀ କୃଷ୍ଣ ଚନ୍ଦ୍ର ପାତ୍ରଙ୍କ ବଡ଼ ସୂଚନା। କାଲି ସୁଦ୍ଧା ଧାନ କିଣା ନେଇ ଡେଡ୍‌ଲାଇନ୍‌ ଧାର୍ଯ୍ୟ ହୋଇଥିବା ବେଳେ ଦରକାର ପଡ଼ିଲେ ଆଉ୨ ଦିନ ପର୍ଯ୍ୟନ୍ତ ଅବଧି…

ଷ୍ଟାଡିୟମରେ ପ୍ରେମିକାଙ୍କୁ ପ୍ରପୋଜ କରୁଥିଲେ ପ୍ରେମିକ: ରିଙ୍ଗ୍‌ ପିନ୍ଧାଇବା ସମୟରେ ଘଟିଗଲା ଏମିତି କିଛି…ଦେଖନ୍ତୁ Video

ମୁମ୍ବାଇ,୩୦।୩: ଆଇପିଏଲ୍‌ ୨୦୨୬ ୱାଙ୍ଖେଡେ ଷ୍ଟାଡିୟମରେ କୋଲକାତା ନାଇଟ୍‌ ରାଇଡର୍ସ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିଲା। ଏହି ମ୍ୟାଚ୍‌କୁ ମୁମ୍ବାଇ ଇଣ୍ଡିଆନ୍ସ ଜିତିଥିଲା। ମୁମ୍ବାଇ ଏବଂ କେକେଆର ମଧ୍ୟରେ ହାଇ-ଭୋଲଟେଜ ମ୍ୟାଚ ସମୟରେ ଷ୍ଟାଣ୍ଡରେ ଏକ ଅନନ୍ୟ ଦୃଶ୍ୟ ସମସ୍ତଙ୍କ…

ଆଜି ରାଜସ୍ଥାନ-ଚେନ୍ନାଇ ମହାମୁକାବିଲା, ବର୍ଷା ବିଗାଡ଼ି ପାରେ ମ୍ୟାଚ୍‌

ଗୌହାଟି,୩୦।୩: ରାଜସ୍ଥାନ ରୟାଲ୍ସ ଏବଂ ଚେନ୍ନାଇ ସୁପର କିଙ୍ଗସ ସୋମବାର IPL 2026ରେ ସେମାନଙ୍କ ଅଭିଯାନ ଆରମ୍ଭ କରିବେ। ଏହି ମୁକାବିଲା ଗୌହାଟିର ବରସାପାରା କ୍ରିକେଟ ଷ୍ଟାଡିୟମରେ ଖେଳାଯିବ। ଟସ୍‌ ସନ୍ଧ୍ୟା ୭ଟାରେ ହେବ। ହେଲେ ନିର୍ଦ୍ଧାରିତ ମ୍ୟାଚ୍‌ ସମୟରେ ବର୍ଷା…

ଯୁଦ୍ଧ ଭିତରେ ବମ୍ଫର ରୋଜଗାର କଲା ଇରାନ, ତେଲ ବିକ୍ରି କରି ହେଲା ମାଲାମାଲ, ଜାଣିଲେ ଟ୍ରମ୍ପଙ୍କ ଉଡିଯିବ ହୋସ୍‌

ନୂଆଦିଲ୍ଲୀ,୩୦।୩: ଇରାନ ସହିତ ଯୁଦ୍ଧ ଏବେ ଏକ ବିଶ୍ୱ ସଙ୍କଟରେ ପରିଣତ ହୋଇଛି। ତେଲ ମୂଲ୍ୟ ଦ୍ରୁତ ଗତିରେ ବୃଦ୍ଧି ପାଉଥିବାବେଳେ ସ୍ଥଳ ଏବଂ ଆକାଶ ଆକ୍ରମଣ ତୀବ୍ର ହେଉଛି। ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଇରାନକୁ କଡ଼ା ଚେତାବନୀ ଦେଇ…

ପଛରେ ପଡ଼ିଗଲେ କୋହଲି: ରୋହିତ ଭାଙ୍ଗିଦେଲେ ୫ ବଡ଼ ରେକର୍ଡ

ମୁମ୍ବାଇ,୩୦।୩: ରୋହିତ ଶର୍ମା ଚମତ୍କାର ଢଙ୍ଗରେ IPL 2026 ଆରମ୍ଭ କରିଥିଲେ। ସେ କୋଲକାତା ନାଇଟ୍‌ ରାଇଡର୍ସ ବିପକ୍ଷ ପ୍ରଥମ ମ୍ୟାଚ୍‌ରେ ୭୮ ରନର ଏକ ଧମାକାଦାର ଇନିଂସ ଖେଳିଥିଲେ। ରିଆନ ରିକେଲଟନଙ୍କ ସହ ମିଶି ରୋହିତ ପ୍ରଥମ ଉଇକେଟ ପାଇଁ…

ବଢ଼ୁଛି ନର୍ଲା ବିଧାୟିକା ସ୍ବାମୀଙ୍କ ଅଡ଼ୁଆ: ଏପଟେ ମନୋରମାଙ୍କୁ ଡାକି ନବୀନ କହିଲେ…

ଭୁବନେଶ୍ୱର, କଳାହାଣ୍ଡି ଜିଲା ନର୍ଲା ବିଧାୟିକା ମନୋରମା ମହାନ୍ତିଙ୍କ ସ୍ବାମୀ ତଥା ନର୍ଲା ବ୍ଲକ ଅଧ୍ୟକ୍ଷ ଦୁର୍ଗା ପ୍ରସାଦ ମହାନ୍ତିଙ୍କ ନାମରେ ଆସିଛି ସଙ୍ଗୀନ ଅଭିଯୋଗ। ନର୍ଲା ତହସିଲଦାର ବିଭୁ ପ୍ରସାଦ ସିଂଙ୍କୁ ଫୋନ କଲ ମାଧ୍ୟମରେ ହତ୍ୟା ଧମକ ଦେଇଥିଲେ।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri