ପରୀକ୍ଷା ଦେବା ପାଇଁ ୬ କିଲୋମିଟର ଚାଲିଲେ ୯୦ ଛାତ୍ରୀ
ମୋରଡା,୧୨।୧୨(ସ୍ମାରକ ମାଜୀ): ପରୀକ୍ଷା ଦେବା ପାଇଁ ୬କିଲୋମିଟର ଚାଲିଲେ ୯୦ ଜଣ ଛାତ୍ରୀ । ପଞ୍ଚାୟତସ୍ତରୀୟ ଗଣିତ ପରୀକ୍ଷା ଦେବାକୁ ୬କିଲୋମିଟର ଛାତ୍ରୀମାନଙ୍କୁ ଚଲାଇ ପରୀକ୍ଷା କେନ୍ଦ୍ରକୁ ନେବା ଆଣିବା କଲେ ପ୍ରଧାନ ଶିକ୍ଷୟିତ୍ରୀ । ମୟୂରଭଞ୍ଜ ଜିଲା ମୋରଡା ବ୍ଲକ…
୪ ନକଲି ମାଓବାଦୀ ଗିରଫ
ରାୟଗଡ଼ା,୧୨।୧୨(ଆଶିଷ ରଞ୍ଜନ ପଣ୍ଡା)ରାୟଗଡ଼ାରୁ ୪ ନକଲି ମାଓବାଦୀଙ୍କୁ ଗିରଫ କରାଯାଇଛି। ଏମାନଙ୍କ ମଧ୍ୟରେ ୨ ମହିଳା ଥିବା ଜଣାପଡିଛି।ଅଭିଯୁକ୍ତମାନେ ମାଓବାଦୀଙ୍କ ନାମରେ ଚିଠି ଓ ହତ୍ୟା ଧମକ ଦେଉଥିଲେ। ଗିରଫ ୪ ଜଣଙ୍କ ମଧ୍ୟରେ ୨ ଜଣ ମହିଳା ଥିବା ସୂଚନା…
ଦଳରୁ ବାଦ୍ ପଡ଼ିବା ପରେ ଖୁସି ବ୍ୟକ୍ତ କଲେ ଇଂଲଣ୍ଡର ଏହି ବୋଲର୍: କହିଲେ -‘ମୋତେ ଚୟନ ନ କରିବା ନିଷ୍ପତ୍ତି ଠିକ୍’
ନୂଆଦିଲ୍ଲୀ,୧୨।୧୨: ଇଂଲଣ୍ଡ କ୍ରିକେଟ ଟିମ୍ ସୋମବାର ଭାରତ ଗସ୍ତ ଲାଗି ଦଳ ଘୋଷଣା କରିଛି। ଏହି ଟିମ୍ରେ ଇଂଲଣ୍ଡ ଅନୁଭବୀ ଅଲରାଉଣ୍ଡର କ୍ରିସ୍ ଓ୍ବକ୍ସଙ୍କୁ ସ୍ଥାନ ମିଳିନାହିଁ। ଫଳରେ ସେ ଭାରତ ବିପକ୍ଷ ୫ ମ୍ୟାଚ୍ ବିଶିଷ୍ଟ ଟେଷ୍ଟ ସିରିଜରୁ ବାଦ୍…
ଶେୟାର ବଜାର ବୃଦ୍ଧିରେ ଲାଗିଲା ରୋକ: ବ୍ୟାଙ୍କିଙ୍ଗ, ଆଇଟି କ୍ଷେତ୍ରରେ ହ୍ରାସ ସହିତ କାରବାର ହେଲା ବନ୍ଦ
ନୂଆଦିଲ୍ଲୀ,୧୨।୧୨: ମଙ୍ଗଳବାର ଶେୟାର ବଜାର କାରବାର ଭାରତୀୟ ଶେୟାର ବଜାର ପାଇଁ ଅମଙ୍ଗଳ ସାବ୍ୟସ୍ତ ହୋଇଛି। ଗଲା କିଛି ଦିନ ହେବ ଶେୟାର ବଜାରରେ ଉତ୍ସାହରେ ଆଜି ରୋକ ଲାଗିଥିଲା। ନିବେଶକମାନଙ୍କ ଲାଭ ଅମଳ କାରଣରୁ ବଜାର କାରବାର ହ୍ରାସ ପାଇଥିଲା।…
୨୦୨୩ରେ ସର୍ବାଧିକ ଥର ଦେଖାଯାଇଛି ଏହି ଯୁବତୀଙ୍କ ଭିଡିଓ; କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ…
ସୋସିଆଲ ମିଡିଆରେ ପ୍ରତ୍ୟେହ ଭଳିକି ଭଳି ଭିଡିଓ ଭାଇରାଲ ହୋଇଥାଏ। ବିଶେଷକରି ମେକ୍ଅପ୍ ସହାୟତାରେ ସୁନ୍ଦରୀ ଯୁବତୀ ଦେଖାଯିବାର ଭିଡିଓକୁ ଦର୍ଶକେ ବେଶ ପସନ୍ଦ କରିଥାନ୍ତି। ଏହି କ୍ରମରେ ୨୦୨୩ରେ ମେକଅପ୍ କରୁଥିବା ଜଣେ ଯୁବତୀଙ୍କ ଭିଡିଓ ସର୍ବାଧିକ ଥର ଦେଖାଯିବାର…
ଭାଜପା,ବିଜେଡି କର୍ମୀ ହାତାହାତି: ଉଡ଼ିଲା ଝାଡ଼ୁ, ଚପଲ
ନିଶ୍ଚିନ୍ତକୋଇଲି,୧୨।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା କିଶୋରନଗର ଥାନା ଅଧୀନ ମାଣପୁର ପଞ୍ଚାୟତରେ ଭାଜପା ଓ ବିଜେଡି କର୍ମୀ ହାତାହାତି ହୋଇଛନ୍ତି। ଏଥିରେ ୩ ଜଣ ଭାଜପା କର୍ମୀ ଆହତ ହୋଇଥିବା ସୂଚନା ମିଳିଛି। ଗତ ଦୁଇ ଦିନ ହେବ କେନ୍ଦ୍ର…
ପୁରା ବସ୍ ଖାଲି କରିଦେଲା ଗୋଟିଏ ମାଙ୍କଡ, ପ୍ରଥମେ ଦୌଡ଼ି ପଳାଇଲେ କଣ୍ଡକ୍ଟର; ଭିଡିଓ ଦେଖିଲେ…
ପୁରା ବସ୍ ଖାଲି କରିଦେଲା ଗୋଟିଏ ମାଙ୍କଡ଼। ଏଭଳି ଚକିତ କଲା ଭଳି ଭିଡିଓ ଏବେ ଚର୍ଚ୍ଚାର ବିଷୟ ପାଲଟିଛି। ଭିଡିଓଟି ଉତ୍ତରପ୍ରଦେଶ ସୀତାପୁର ଅଞ୍ଚଳର। ଏଠାରେ ହଠାତ ଏକ ବସ୍ରେ ମାଙ୍କଡ଼ଟିଏ ପଶିଯିବାରୁ ଯାତ୍ରୀମାନେ ଭୟଭୀତ ହୋଇଯାଇଥିଲେ। ପ୍ରଥମେ କଣ୍ଡକ୍ଟର…
୨୫୦୦୦ ଭୋଲ୍ଟ ବିଦ୍ୟୁତ୍ ସଂସ୍ପର୍ଶରେ ଆସି ମେନ୍ ଟ୍ରେନର ଚୈତନ୍ୟ ଗୁରୁତର
ରୁପ୍ରାରୋଡ଼,୧୨।୧୨(ସଞ୍ଜିବ ଦାସ): କଳାହାଣ୍ଡି ଜିଲା ନର୍ଲାରୋଡ଼ ରେଳଷ୍ଟେଶନଠାରୁ କିଛି ଦୂରରେ ରେଳବିଭାଗର କାର୍ଯ୍ୟ ଚାଲିଛି। ଏ ନେଇ ଟିଆର୍ଡି ଷ୍ଟାଫ ୨୫୦୦୦ ଭୋଲ୍ଟ ଟ୍ରାନ୍ସମିଶନ ମରାମତି କରୁୁଥିବା ସମୟରେ ବିଦ୍ୟୁତ ସଂସ୍ପର୍ଶରେ ଆସି ମେନ୍ ଟ୍ରେନର ଚୈତନ୍ୟ ସାଗର ଗୁରୁତର ହୋଇଛନ୍ତି।…
ଆଗକୁ ଭାଜପାରେ ଶିବରାଜଙ୍କ ଭବିଷ୍ୟତ କ’ଣ? ଦିଲ୍ଲୀ ଯିବେ ନା ରାଜଭବନ ସେନେଇ …
ଭୋପାଳ,୧୨।୧୨: ମଧ୍ୟ ପ୍ରଦେଶ ମୁଖ୍ୟମନ୍ତ୍ରୀ ନାମକୁ ନେଇ ଘୋଷଣା ହୋଇଛି। ୩ ଥର ବିଧାୟକ ରହିଥିବା ମୋହନ ଯାଦବଙ୍କୁ ସର୍ବସମ୍ମତିକ୍ରମେ ଭାଜପା ବିଧାୟକ ଦଳର ନେତା ଭାବେ ଚୟନ କରାଯାଇଛି। ଶିବରାଜ ସିଂ ଚୌହ୍ବାନ ମଧ୍ୟ ରାଜ୍ୟପାଳଙ୍କୁ ଭେଟି ନିଜର ଇସ୍ତଫା…
ଓମାର ଅବଦୁଲ୍ଲାଙ୍କ ଆବେଦନ ଖାରଜ କଲେ ହାଇକୋର୍ଟ, ମିଳିଲାନି ଛାଡପତ୍ର
ନୂଆଦିଲ୍ଲୀ,୧୨।୧୨: ଜମ୍ମୁ କଶ୍ମୀର ପୂର୍ବତ୍ତନ ମୁଖ୍ୟମନ୍ତ୍ରୀ ଓମାର ଅବଦୁଲ୍ଲା ସ୍ତ୍ରୀ ପାୟଲ ଅବଦୁଲ୍ଲାଙ୍କ ଠାରୁ ଛାଡପତ୍ର ପାଇଁ ଦିଲ୍ଲୀ ହାଇକୋର୍ଟରେ କରିଥିବା ଆବେଦନ ଖାରଜ ହୋଇଯାଇଛି। ନିମ୍ନ କୋର୍ଟର ରାୟ କାଏମ ରଖି କୋର୍ଟ ଏହି ନିଷ୍ପତି ଶୁଣାଇଛନ୍ତି। ବିଚାରପତି ସଂଜୀବ…
ସାବୁନ ଦ୍ୱାରା ଘୁଞ୍ଚିଲା ୩ମହଲା ବିଲ୍ଡିଂ, ଭିଡିଓ ଭାଇରାଲ
ଅଟାଓ୍ବା,୧୨।୧୨: ନୂଆ ଘର ତୋଳିବାକୁ ହେଲେ ପ୍ରଥମେ ପୁରୁଣା ଘରକୁ ଭାଙ୍ଗିବାକୁ ପଡିଥାଏ। ପରେ ସେଠାରେ ନୂଆଘରର କାମ ଆରମ୍ଭ ହୋଇଥାଏ। ଯଦି ନିକଟରେ ହୋଇଥିବା ଘଟଣାନୁସାରେ ଆପଣଙ୍କୁ କହିବୁ ପୁରୁଣା ଘରକୁ ନ ଭାଙ୍ଗି ୭୦୦ଖଣ୍ଡ ସାବୁନ ଦ୍ୱାରା ଏହାକୁ…
ବୋରଓ୍ବେଲ୍ରେ ପଡ଼ିଲା ଶିଶୁ
ସମ୍ବଲପୁର,୧୨।୧୨: ସମ୍ବଲପୁର ଜିଲା ରେଙ୍ଗାଲି ନିକଟ ଲାରିପାଲିରେ ବୋରଓ୍ବେଲ୍ ଏକ ଶିଶୁ ପଡ଼ିଯାଇଛି। ତେବେ ବୋରଓ୍ବେଲ୍ରେ ପଡ଼ିଥିବା ଏହି ଶିଶୁଟି ନବଜାତକ ବୋଲି ସନ୍ଦେହ କରାଯାଉଥିବା ବେଳେ ଶିଶୁଟିକୁ କେହି ଆଣି ଫୋପାଡ଼ି ଦେଇଥିବା କୁହାଯାଉଛି। ଖବରପାଇ ଅଗ୍ନିଶମ କର୍ମଚାରୀ ଘଟଣାସ୍ଥଳରେ…
Archives


