Home Left

ନୂଆ ଫିଲ୍ମର ଘୋଷଣା କଲେ ବିବେକ ଅଗ୍ନୀହୋତ୍ରୀ, ୩ଟି ପାର୍ଟରେ ନିର୍ମାଣ କରିବେ ମହାଭାରତ

ମୁମ୍ବାଇ: ନିକଟରେ ଫିଲ୍ମ ମେକର ବିବେକ ଅଗ୍ନିହୋତ୍ରୀଙ୍କ ଫିଲ୍ମ ଦି ଭ୍ୟାକ୍ସିନ ୱାର୍‌ ରିଲିଜ ହୋଇଛି। ଏହି ଫିଲ୍ମଟି ସମାଲୋଚକମାନଙ୍କ ଠାରୁ ବହୁତ ରିଭ୍ୟୁ ଗ୍ରହଣ କରିଛି। ଭ୍ୟାକ୍ସିନ ଓ୍ବାର ପରେ ବିବେକ ବର୍ତ୍ତମାନ ତାଙ୍କର ନୂଆ ଫିଲ୍ମ ଘୋଷଣା କରିଛନ୍ତି।…

ଏବେ ଭାରତରେ ବି କାମ କରିପାରିବେ ପାକିସ୍ତାନୀ କଳାକାର

ମୁମ୍ବାଇ: ବଲିଉଡରେ ଅନେକ ପାକିସ୍ତାନୀ କଳାକାର ନିଜର ଅଭିନୟର ଦମ୍‌ ଦେଖାଇଛନ୍ତି। ହେଲେ ୨୦୧୬ରେ ହୋଇଥିବା ଉରି ଆକ୍ରମଣ ପରେ ପଡୋଶୀ ଦେଶର କଳାକାରଙ୍କୁ ଭାରତରେ କାମ କରିବା ଉପରେ ପ୍ରତିବନ୍ଧକ ଲଗାଇ ଦିଆଯାଇଥିଲା। ହେଲେ ଏବେ ବମ୍ବେ ହାଇକୋର୍ଟ ଏହି…

ଦିଲ୍‌ ଦେଲେ ସଲମାନ

ମୁମ୍ବାଇ: ଆଜିକାଲି ସଲମାନ ଖାନ ତାଙ୍କର ମଚ ଆଓ୍ବେଟେଡ ମୁଭି ‘ଟାଇଗର ୩’ ପାଇଁ ଚର୍ଚ୍ଚାରେ ଅଛନ୍ତି। ମୁଭିର ଟ୍ରେଲର ରିଲିଜ ହେବା ପରଠାରୁ ପ୍ରଶଂସକଙ୍କ ଏକ୍ସାଇଟମେଣ୍ଟ ଲେଭଲ ଦ୍ୱିଗୁଣିତ ହୋଇଛି। ନିକଟରେ ଫିଲ୍ମର ପ୍ରଥମ ଗୀତ ’ଲେ କେ ପ୍ରଭୁ…

ଭାରତ ସହ ବିବାଦ ମଧ୍ୟରେ କାନାଡ଼ାର ବଡ଼ ନିଷ୍ପତ୍ତି, ବନ୍ଦ କଲା…

ଓଟ୍ଟାଓ୍ବା,୨୧।୧୦: ଭାରତ ଏବଂ କାନାଡ଼ା ମଧ୍ୟରେ ଜାରି ରହିଥିବା ବିବାଦ ଦିନକୁ ଦିନ ବୃଦ୍ଧି ପାଇବାରେ ଲାଗିଛି। ଏହି କ୍ରମରେ ଏବେ କାନାଡ଼ା ସରକାର ଆଉ ଏକ ନୂତନ ନିଷ୍ପତ୍ତି ନେଇଛନ୍ତି। ମୁମ୍ବାଇରେ କାନାଡା ଏହାର ଭିସା ଏବଂ କାଉନ୍‌ସିଲର ଆକ୍ସେସ୍‌କୁ…

ଶ୍ରୀଲଙ୍କା ଆଗରେ ୨୬୩ ରନ୍‌ର ବିଜୟ ଟାର୍ଗେଟ୍‌

ଲକ୍ଷ୍ନୌ,୨୧।୧୦: ଲକ୍ଷ୍ନୌସ୍ଥିତ ଏକାନା କ୍ରିକେଟ୍‌ ଷ୍ଟାଡିୟମ୍‌ରେ ଶନିବାର ଖେଳାଯାଇଥିବା ବିଶ୍ୱକପ୍‌ର ୧୯ତମ ମ୍ୟାଚ୍‌ରେ ନେଦରଲାଣ୍ଡ୍ସ ଟସ୍‌ ଜିତି ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଫଳରେ ନେଦରଲାଣ୍ଡ ନିର୍ଦ୍ଧାରିତ ୪୯.୪ ବଲ୍‌ରେ ସମସ୍ତ ଉଇକେଟ୍‌ ହରାଇ ୨୬୨ ରନ୍‌ କରିଛି। ଫଳରେ ଶ୍ରୀଲଙ୍କା…

ଭାରତରେ ଥିଲେ ମହୁଆ, ଦୁବାଇରେ ଲଗିନ୍‌ ହେଉଥିଲା ପାର୍ଲାମେଣ୍ଟାରୀ ଆଇଡି

ନୂଆଦିଲ୍ଲୀ,୨୧।୧୦: ଟିଏମସି ଏମପି ମହୁଆ ମୋଇତ୍ର ଏବଂ ଭାଜପା ଏମପି ନିଶିକାନ୍ତ ଦୁବେଙ୍କ ମଧ୍ୟରେ ବିବାଦ କ୍ରମାଗତ ଭାବେ ବୃଦ୍ଧି ପାଉଛି। ସଂସଦରେ ପ୍ରଶ୍ନ ପଚାରିବା ବଦଳରେ ମହୁଆଙ୍କୁ ନଗଦ ଟଙ୍କା ନେଇଥିବା ଅଭିଯୋଗ କରିବା ପରେ ନିଶିକାନ୍ତ ଦୁବେ ତାଙ୍କ…

ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ଭାଜପାର ୮୩ ପ୍ରାର୍ଥୀଙ୍କ ନାମ ଘୋଷଣା, ବସୁନ୍ଧରାଙ୍କୁ ମିଳିଲା ଟିକେଟ

ଜୟପୁର,୨୧।୧୦: ଭାରତୀୟ ଜନତା ପାର୍ଟି (ଭାଜପା)ରାଜସ୍ଥାନ ବିଧାନସଭା ନିର୍ବାଚନ ପାଇଁ ପ୍ରାର୍ଥୀଙ୍କ ପ୍ରଥମ ତାଲିକା ପ୍ରକାଶ କରିଛି। ପ୍ରଥମ ତାଲିକାରେ ଭାଜପା ଏହାର ବହୁ ବଡ ନେତାଙ୍କ ନାମ ମଧ୍ୟ ଘୋଷଣା କରିଛି। ଦଳ ପୂର୍ବତନ ମୁଖ୍ୟମନ୍ତ୍ରୀ ତଥା ଶକ୍ତିଶାଳୀ ନେତା…

ଜି ଉଦୟଗିରି ଦୁର୍ଗା ମଣ୍ଡପରେ ମହାସପ୍ତମୀ ପୂଜା

ଜି ଉଦୟଗିରି,୨୧।୧୦(ଶିଶିର ପଟ୍ଟନାୟକ): କନ୍ଧମାଳ ଜିଲା ଜି ଉଦୟଗିରି ସହରର ସର୍ବ ପୂରାତନ ଦୁର୍ଗା ମଣ୍ଡପରେ ଶନିବାର ସପ୍ତମୀ ପୂଜା ଅନୁଷ୍ଠିତ ହୋଇଛି । ଏହି ପୂଜା ମଣ୍ଡପରେ ଅଞ୍ଚଳର ଅଧିଷ୍ଠାତ୍ରୀ ଦେବୀ ମା’ ବରାଳ ଦେବୀଙ୍କ ଘଟ ପୂଜା ପାଉଥିବା…

ମରଣମୁହଁରୁ ପୁଅକୁ ଛଡାଇ ଆଣିଲେ ବାପା

ଦେବଗଡ଼, ୨୧।୧୧(ଶଶାଙ୍କ ଶେଖର ଝାଙ୍କର): ପୁଅକୁ ମରଣମୁହଁରୁ ଛଡାଇ ଆଣିଛନ୍ତି ବାପା। ଏଭଳି ଏକ ଘଟଣା ଘଟିଛି ଦେବଗଡ଼ ଜିଲା ବାରକୋଟ ଥାନା ଅନ୍ତର୍ଗତ ବମ୍ପରଡା ଗ୍ରାମରେ। ମିଳିଥିବା ସୂଚନା ଅନୁଯାୟୀ ବମ୍ପରଡା ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ସଫେଇ କର୍ମଚାରୀ ଭାବେ କାର୍ଯ୍ୟରତ…

ବିଶ୍ୱକପ୍‌ ଟିମ୍‌ରେ ମିଳି ନ ଥିଲା ସୁଯୋଗ, ଏବେ ପିସିବି ତରଫରୁ ସରଫରାଜଙ୍କୁ ମିଳିଲା ଖୁସିଖବର 

ଲାହୋର,୨୧।୧୦: ପାକିସ୍ତାନ କ୍ରିକେଟ ବୋର୍ଡ(ପିସିବି) ବିଶ୍ୱକପ୍‌ ପୂର୍ବରୁ ଘୋଷଣା କରାଯାଇଥିବା ଖେଳାଳିଙ୍କ କେନ୍ଦ୍ରୀୟ ଚୁକ୍ତିନାମାର ସମୀକ୍ଷା କରିବା ପରେ ପୂର୍ବତନ ଅଧିନାୟକ ସରଫରାଜ ଅହମ୍ମଦଙ୍କୁ ପଦୋନ୍ନତି ଦେଇଛି। ସେ ଏବେ ‘ଗ୍ରୁପ୍‌ ଡି’ରୁ ‘ ଗ୍ରୁପ୍‌ ବି’ରେ ସାମିଲ ହୋଇଛନ୍ତି। ଖେଳାଳିଙ୍କ…

ମା’ଙ୍କୁ ରୁପାଖଣ୍ଡା ଦାନକଲେ

ବରଗଡ଼,୨୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ପୌର ପରିଷଦ ୱାର୍ଡ ନଂ-୧ ନିଗମାନନ୍ଦ ବିହାରଠାରେ ଶାରଦୀୟ ଦୁର୍ଗାପୂଜା ପାଇଁ ଶୁକ୍ରବାର ବିଲ୍ବବରଣ ଅନୁଷ୍ଠିତ ହୋଇଯାଇଛି। ପଣ୍ଡିତ ନିଗମାନନ୍ଦ ମିଶ୍ରଙ୍କ ପୌରୋହିତ୍ୟରେ ଅନୁଷ୍ଠିତ ଏହି କାର୍ଯ୍ୟକ୍ରମରେ ତରଣୀସେନ ଦେବତା କର୍ତ୍ତା ଦାୟିତ୍ୱ ସମ୍ପାଦନ କରିଥିଲେ। ଏହି…

ମା’ ତାରାତାରିଣୀଙ୍କ ମହାଗୌରୀ ବେଶ: ଦର୍ଶନ ପାଇଁ ଭକ୍ତଙ୍କ ଭିଡ଼

ପୁରୁଷୋତ୍ତମପୁର,୨୧।୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀଙ୍କ ପୀଠରେ ଶନିବାର ମହାଷ୍ଟମୀ ପର୍ବ ଲାଗି ଲକ୍ଷାଧିକ ଭକ୍ତଙ୍କ ସମାଗମ ହୋଇଛି। ଭୋର ସାଢ଼େ ୪ରୁ ମନ୍ଦିର ଦ୍ୱାର ଫିଟାଯାଇ ମଙ୍ଗଳ ଆଳତି, ଅବକାଶ, ମାଜଣା, ମହାଆଳତି ହୋଇ ସକାଳ ୭ଟାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri