Home Left

ଫିଲ୍ମ ରିଲିଜ୍‌ ପୂର୍ବରୁ ବୈଷ୍ଣୋ ଦେବୀଙ୍କୁ ଦର୍ଶନ କରିବାକୁ ପହଞ୍ଚିଲେ କିଙ୍ଗ୍‌ ଖାନ୍‌

ମୁମ୍ବାଇ: ସୁପରଷ୍ଟାର ଶାହରୁଖ ଖାନ ଚଳିତ ବର୍ଷ ଦୁଇଟି ବ୍ଲକବଷ୍ଟର ଚଳଚ୍ଚିତ୍ର ଭେଟି ଦେଇଛନ୍ତି। ବର୍ଷ ଶେଷରେ, ଶାହାରୁଖ ଆଉ ଏକ ବହୁ ପ୍ରତୀକ୍ଷିତ ଚଳଚ୍ଚିତ୍ର ସହିତ ଆସୁଛନ୍ତି। ତାଙ୍କର ଆଗାମୀ ଚଳଚ୍ଚିତ୍ର ‘ଡଙ୍କି’ କିଛି ଦିନ ମଧ୍ୟରେ ମୁକ୍ତିଲାଭ ହେବାକୁ…

ଜାଲରେ ପଡ଼ିଲା ୧୭ ଦାମୀ ମାଛ: ଦାମ୍‌ ଜାଣିଲେ…

ପାରାଦୀପ,୧୨।୧୨(ଶରତ ରାଉତ): ପାରାଦୀପ ମାଛଧରା ବନ୍ଦରରୁ ସମୁଦ୍ରକୁ ଯାଇଥିବା ପାର୍ବତୀ ନାମକ ଏକ ମାଛଧରା ବୋଟ୍‌ ୧୭ଟି ତେଲିଆ ବୋରେଇ ମାଛ ଧରିଛି। ଏହାପରେ ଉକ୍ତ ମାଛଗୁଡ଼ିକ ୨୫ ଲକ୍ଷ ଟଙ୍କାରେ ନିଲାମ କରାଯାଇଛି। ଉକ୍ତ ମାଛଗୁଡ଼ିକୁ ମଧ୍ୟରୁ ୧୧ଟି ୨୦ରୁ…

କୃଷକଙ୍କ ପାଇଁ ଖୁସି ଖବର, ବଳକା ପିଆଜକୁ କିଣିବେ ସରକାର

ମୁମ୍ବାଇ,୧୨।୧୨: ମହାରାଷ୍ଟ୍ରର ଉପମୁଖ୍ୟମନ୍ତ୍ରୀ ଦେବେନ୍ଦ୍ର ଫଡନାଭିସ ସୋମବାର ରାଜ୍ୟ ବିଧାନ ପରିଷଦରେ କହିଛନ୍ତି ଯେ ଯେଉଁ କୃଷକଙ୍କ ପିଆଜ ବିକ୍ରି ହୋଇନାହିଁ କିମ୍ବା ବିଡ ରଖାଯାଇପାରିବ ନାହିଁ ସେମାନଙ୍କଠାରୁ ପିଆଜ କିଣିବାକୁ କେନ୍ଦ୍ର ପ୍ରସ୍ତୁତ ଅଛି। ପିଆଜ ରପ୍ତାନି ଉପରେ ଲାଗିଥିବା…

କମ୍ପାର୍ଟମେଣ୍ଟାଲ ପରୀକ୍ଷା ବନ୍ଦକଲା ସିଆଇଏସ୍‌ସିଇ

ନୂଆଦିଲ୍ଲୀ,୧୨ା୧୨:କାଉନସିଲ୍‌ ଫର୍‌ ଦି ଇଣ୍ଡିଆନ୍‌ ସ୍କୁଲ୍‌ ସାର୍ଟିଫିକେଟ ଏକ୍‌ଜାମିନେଶନ୍ସ (ସିଆଇଏସ୍‌ସିଇ) ଦ୍ୱାରା ପରିଚାଳିତ ଆଇସିଏସ୍‌ଇ ଦଶମ ଏବଂ ଆଇଏସ୍‌ସି ଦ୍ୱାଦଶ ଶ୍ରେଣୀରେ ୨୦୨୪ଠାରୁ କମ୍ପାର୍ଟମେଣ୍ଟାଲ ପରୀକ୍ଷା ହେବ ନାହିଁ। ଏହା ପରିବର୍ତ୍ତେ ପୁନଃ ମୂଲ୍ୟାୟନ ବ୍ୟବସ୍ଥା ଲାଗୁ କରାଯିବ। ଏଥିସହିତ ପୂର୍ବରୁ…

ହାର୍ଟ ପାଇଁ କ୍ଷତିକାରକ ବାସି ଭାତ

ନୂଆଦିଲ୍ଲୀ: ଆପଣ ରାତିରେ ଦିନର ବଳକା ଭାତ ଏବଂ ରାତିରେ ରାତିର ବଳକା ଚାଉଳ ମଧ୍ୟ ଖାଉଛନ୍ତି କି। ଯଦି ହଁ, ତେବେ ସାବଧାନ ରୁହନ୍ତୁ, କାରଣ ଏହା ଏକାସାଙ୍ଗରେ ଅନେକ ରୋଗକୁ ନିମନ୍ତ୍ରଣ କରିବା ପରି ଏବଂ ହାର୍ଟ ପାଇଁ…

ରାଜ୍ୟପାଳଙ୍କ ପାଣ୍ଠି ଯାଉଛି କୁଆଡ଼େ

ଭୁବନେଶ୍ୱର, ୧୨ା୧୨(ସୁନୀତ୍‌ ମିଶ୍ର):ଓଡ଼ିଶାର ନାଗରିକମାନେ ଜାଣି ନ ଥିବେ ରାଜ୍ୟପାଳଙ୍କ ପାଖରେ ମଧ୍ୟ ଅତ୍ୟଧିକ ଅର୍ଥ ପ୍ରଦାନର କ୍ଷମତା ରହିଥାଏ। ଉଲ୍ଲେଖଯୋଗ୍ୟ, ଏହି ଅର୍ଥ ସମ୍ପୂର୍ଣ୍ଣ ଭାବେ ରାଜ୍ୟ ରାଜକୋଷରୁ ରାଜଭବନକୁ ଦିଆଯାଇଥାଏ ଅର୍ଥାତ୍‌ ଏହା ଓଡ଼ିଶାର କରଦାତାଙ୍କ ଅର୍ଥ। କିନ୍ତୁ…

ଡିସେମ୍ବର ୧୬ରୁ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ

ପୁରୀ,୧୨।୧୨: ଡିସେମ୍ବର ୧୬ ତାରିଖରୁ ଜାନୁୟାରୀ ୧୪ ତାରିଖ ପର୍ଯ୍ୟନ୍ତ ରାତି ୨ଟାରୁ ଶ୍ରୀମନ୍ଦିର ଦ୍ୱାର ଫିଟା ଯିବ। ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ ଦାସଙ୍କ ଅଧ୍ୟକ୍ଷତାରେ ସୋମବାର ବସିଥିବା ଛତିଶା ନିଯୋଗ ବୈଠକରେ ଏହି ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନିଆଯାଇଛି। ଡିସେମ୍ବର…

ଗଣତି ସରିଲା, ବିଭ୍ରାନ୍ତି ବଢ଼ିଲା

ବଲାଙ୍ଗୀର, ୧୨ା୧୨ (ବୀରେନ୍ଦ୍ର କୁମାର ଝାଙ୍କର):ବଲାଙ୍ଗୀର ଜିଲାର ବିଭିନ୍ନ ମଦଭାଟି, ମଦ ଅଫିସ ଓ ମଦ ବ୍ୟବସାୟୀଙ୍କ ବାସଭବନରେ ଚାଲିଥିବା ଆୟକର ବିଭାଗ ଚଢ଼ାଉ ସୋମବାର ଷଷ୍ଠଦିନରେ ପହଞ୍ଚତ୍ଛି। ରବିବାର ରାତି ୯ଟା ସୁଦ୍ଧା ମଦଭାଟିରୁ ଜବତ ଟଙ୍କା ଗଣତି ସରିଥିବା…

ବିଦ୍ୟୁତ ଖୁଣ୍ଟକୁ ପିଟିଲା କାର: ଚାଲିଗଲା ୨ ଜୀବନ

ଭଦ୍ରକ,୧୨।୧୨(ସନାତନ ରାଉତ): ୧୬ ନଂ ଜାତୀୟ ରାଜପଥର ଭଦ୍ରକ ରାଣୀତାଲ ଠାରେ ମଙ୍ଗଳବାର ଏକ ଦୁର୍ଘଟଣା ଘଟିଛି। ଭୋର ସମୟରେ ଏକ କାର ରାସ୍ତା ପାର୍ଶ ବିଦ୍ୟୁତ ଖୁଣ୍ଟରେ ପିଟି ହେବାରୁ ୨ ଜଣଙ୍କ ମୃତ୍ୟୁ ଘଟିଛି। ସୂଚନା ମୁତାବକ, ପଶ୍ଚିମବଙ୍ଗରୁ…

ଶିମିଳିପାଳରେ ସର୍ବନିମ୍ନ ୪ ଡିଗ୍ରୀ

ବାରିପଦା,୧୨ା୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଉତ୍ତର ଓଡ଼ିଶାରେ ଶୀତର ଲହରୀ ବୃଦ୍ଧି ପାଇଛି। ମୟୂରଭଞ୍ଜ ଜିଲାରେ ଶୀତର ପ୍ରକୋପ ବୃଦ୍ଧି ପାଉଥିବାରୁ ବୃଦ୍ଧାବୃଦ୍ଧ, ଶିଶୁ, ଗୃହପାଳିତ ପ୍ରାଣୀ ଓ ବନ୍ୟପ୍ରାଣୀମାନେ କଷ୍ଟ ଭୋଗୁଛନ୍ତି। ଏପରିକି ଜିଲାରେ ୧୦ ଡିଗ୍ରୀ ତଳେ ତାପମାତ୍ର ରହୁଥିବା…

ଜାନୁୟାରୀ ୨ରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା

ଭୁବନେଶ୍ୱର,୧୨।୧୨: ଜାନୁୟାରୀ ୨ ତାରିଖରୁ ଯୁକ୍ତ ଦୁଇ ପ୍ରାକ୍ଟିକାଲ ପରୀକ୍ଷା ଆରମ୍ଭ ହେବ। ଆସନ୍ତା ୨୬ ତାରିଖରୁ ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚଏସ୍‌ଇ) ପକ୍ଷରୁ ପରୀକ୍ଷା ସମ୍ପର୍କିତ ଫର୍ମ, ପ୍ରଶ୍ନପତ୍ର ଏବଂ ଉତ୍ତର ଖାତା ପରୀକ୍ଷା କେନ୍ଦ୍ରଗୁଡିକୁ ପଠାଯିବ । ଯଦି…

ଶରଦ ପାଓ୍ବାରଙ୍କୁ ଜନ୍ମଦିନର ଶୁଭେଚ୍ଛା ଜଣାଇଲେ ପ୍ରଧାନମନ୍ତ୍ରୀ

ନୂଆଦିଲ୍ଲୀ,୧୨।୧୨: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମଙ୍ଗଳବାର ଏନସିପି ନେତା ଶରଦ ପାୱାରଙ୍କୁ ତାଙ୍କ ୮୩ ତମ ଜନ୍ମଦିନରେ ଅଭିନନ୍ଦନ ଜଣାଇଛନ୍ତି। ଏକ୍ସରେ ଏକ ପୋଷ୍ଟ ମାଧ୍ୟମରେ ଦିଆଯାଇଥିବା ଶୁଭେଚ୍ଛା ଜଣାଇ ମୋଦି ତାଙ୍କର ଉତ୍ତମ ସ୍ବାସ୍ଥ୍ୟ ପାଇଁ କାମନା କରିଛନ୍ତି। ସେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri