Home Left

ଅଜିମ ପ୍ରେମଜୀଙ୍କୁ ପଛରେ ପକାଇଲେ ଦେଶର ସବୁଠୁ ଧନୀ ମହିଳା; ଦେଶର ଶ୍ରେଷ୍ଠ ୫ ଧନୀ ବ୍ୟକ୍ତିଙ୍କ ତାଲିକାରେ ପାଇଲେ ସ୍ଥାନ

ନୂଆଦିଲ୍ଲୀ,୧୨।୧୨: ଦେଶର ସବୁଠାରୁ ଧନୀ ମହିଳା ସାବିତ୍ରୀ ଜିନ୍ଦଲ ବର୍ତ୍ତମାନ ୱିପ୍ରୋ ମାଲିକ ଅଜିମ ପ୍ରେମଜୀଙ୍କ ଅପେକ୍ଷା ଅଧିକ ଧନୀ ହୋଇଛନ୍ତି। ଏହା ସହ ସେ ଦେଶର ଶ୍ରେଷ୍ଠ ୫ ଧନୀ ବ୍ୟକ୍ତିଙ୍କ ତାଲିକାରେ ସ୍ଥାନ ପାଇଛନ୍ତି। ବର୍ତ୍ତମାନ ଜେଏସଡବ୍ଲୁ ଚେୟାରମ୍ୟାନ…

କୁଚ୍‌ ବିହାର ଟ୍ରଫି: ହାଇଦ୍ରାବାଦକୁ ମିଳିଲା ୩, ଓଡ଼ିଶା ୧ ପଏଣ୍ଟରେ ସନ୍ତୁଷ୍ଟ

ବରଗଡ଼,୧୨।୧୨(ପ୍ରେମାନନ୍ଦ ଖମାରୀ): ଓଡ଼ିଶା କ୍ରିକେଟ ଆସୋସିଏଶନ ଆନୁକୂଲ୍ୟରେ ଏବଂ ଜିଲା କ୍ରିକେଟ ଆସୋସିଏଶନ ସହଯୋଗରେ ବରଗଡ଼ କ୍ରିଷ୍ଣା ବିକାଶ ଗ୍ରାଉଣ୍ଡରେ ଅନୁଷ୍ଠିତ ୧୯ବର୍ଷରୁ କମ୍‌ କୁଚ୍‌ ବିହାର ଟ୍ରଫିରେ ହାଇଦ୍ରାବାଦ-ଓଡ଼ିଶା ମ୍ୟାଚ୍‌ ଅମୀମାଂସିତ ଭାବେ ଶେଷ ହୋଇଛି । ହାଇଦ୍ରାବାଦ ପ୍ରଥମ…

‘ଗୁରୁତର ଅସୁସ୍ଥ ହେବା ପରେ ଜେଲରୁ ନିଖୋଜ ପୁଟିନଙ୍କ ସମାଲୋଚକ ଆଲେକ୍ସୀ ନାଭାଲନି: ରିପୋର୍ଟ

ନୂଆଦିଲ୍ଲୀ,୧୧ା୧୨: ଜେଲରେ ଥିବା ରୁଷ ବିରୋଧୀଦଳର ନେତା ତଥା ରାଷ୍ଟ୍ରପତି ଭ୍ଲାଦିମିର ପୁଟିନଙ୍କ ସମାଲୋଚକ ଆଲେକ୍ସୀ ନାଭାଲନି ନିଖୋଜ। ସିଏନଏରେ ପ୍ରକାଶିତ ଏକ ରିପୋର୍ଟ ଅନୁଯାୟୀ ଗୁରୁତର ସ୍ୱାସ୍ଥ୍ୟ ସମ୍ବନ୍ଧୀୟ ଘଟଣା’ ପରେ ଛଅ ଦିନ ଧରି ସେ ନିଖୋଜ ଅଛନ୍ତି।…

ବୁଧବାର ମଧ୍ୟପ୍ରଦେଶର ମୁଖ୍ୟମନ୍ତ୍ରୀ ଭାବେ ଶପଥ ନେବେ ମୋହନ ଯାଦବ

ନୂଆଦିଲ୍ଲୀ,୧୧ା୧୨: ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ପଦ ପାଇଁ ମୋହନ ଯାଦବଙ୍କ ନାଁ’ରେ ଭାଜପାର କେନ୍ଦ୍ରୀୟ ନେତୃତ୍ୱ ମୋହର ମାରିଛନ୍ତି। ଆସନ୍ତା ବୁଧବାର ପୂର୍ବାହ୍ନ ୧୧ ଟା ୩୦ ମିନିଟ ସମୟରେ ସେ ମୁଖ୍ୟମନ୍ତ୍ରୀ ପଦର ଶପଥ ନେବେ। ଏହା ସହିତ ମଧ୍ୟପ୍ରଦେଶରେ ଆରମ୍ଭ…

ବ୍ରେକ ଅପ୍‌ ପରେ ଅରବାଜଙ୍କୁ ମନେ ପକାଉଛନ୍ତି ଏକ୍ସ ଗର୍ଲଫ୍ରେଣ୍ଡ

ମୁମ୍ବାଇ: ଚାରି ବର୍ଷ ଏକାଠି ରହିବା ପରେ ଅରବାଜ ଖାନ ଏବଂ ଜର୍ଜିଆ ଆଣ୍ଡ୍ରିୟାନି ଅଲଗା ହୋଇଯାଇଛନ୍ତି। ନିକଟରେ ଏହି କପଲ ସେମାନଙ୍କ ବ୍ରେକ ଅପ୍‌ ବିଷୟରେ ଘୋଷଣା କହିଥିଲେ। ବର୍ତ୍ତମାନ ଜର୍ଜିଆ ଅରବାଜଙ୍କ ସହ ବ୍ରେକଅପ ବିଷୟରେ ଖୋଲାଖୋଲି ଭାବେ…

ମଦ ଦୁର୍ନୀତି ମାମଲା: ସିସୋଡିଆଙ୍କୁ ମିଳିଲାନି ଆଶ୍ୱସ୍ତି, ଜାନୁୟାରୀ ୧୦ ପର୍ଯ୍ୟନ୍ତ ନ୍ୟାୟିକ ହେପାଜତ ବୃଦ୍ଧି

ନୂଆଦିଲ୍ଲୀ,୧୧।୧୨: ଦିଲ୍ଲୀର ଏକ କୋର୍ଟ ସୋମବାର ମଦ ଦୁର୍ନୀତି ମାମଲାରେ ଆମ ଆଦମୀ ପାର୍ଟି ନେତା ମନୀଷ ସିସୋଡିଆଙ୍କ ନ୍ୟାୟିକ ହେପାଜତକୁ ଜାନୁୟାରୀ ୧୦ ପର୍ଯ୍ୟନ୍ତ ବୃଦ୍ଧି କରିଛନ୍ତି। ସ୍ବତନ୍ତ୍ର ବିଚାରପତି ଏମ୍‌ ନାଗପାଲ ଏହି ମାମଲାରେ ଅତିରିକ୍ତ ଦଲିଲ ଦାଖଲ…

ଜ୍ଞାନବାପି ସର୍ଭେ ମାମଲା: ଏଏସ୍‌ଆଇକୁ ମିଳିଲା ଆଉ ଗୋଟେ ସପ୍ତାହର ସମୟ

ବାରାଣସୀ,୧୧ା୧୨: ବିବାଦୀୟ ଜ୍ଞାନବାପି ମସ୍‌ଜିଦ ପରିସରର ବିଜ୍ଞାନସମ୍ମତ ସର୍ଭେ କରି ରିପୋର୍ଟ ଦାଖଲ ଲାଗି ବାରାଣସୀ ଜିଲା ଅଦାଲତ ସୋମବାର ଭାରତର ପ୍ରତ୍ନତାତ୍ତ୍ୱିକ ସର୍ବେକ୍ଷଣ ସଂସ୍ଥା (ଏଏସ୍‌ଆଇ)କୁ ଆଉ ଏକ ସପ୍ତାହ ସମୟ ଦେଇଛନ୍ତି। ମାମଲାର ପରବର୍ତ୍ତୀ ଶୁଣାଣି ଡିସେମ୍ବର ୧୮କୁ…

ବିଧାୟକ ଦଳ ବୈଠକରେ ବସିଥିଲେ ପଛରେ, ନିଜ ନାଁ ଶୁଣି ଆଶ୍ଚର୍ଯ୍ୟ ହୋଇଗଲେ ମୋହନ ଯାଦବ

ଭୋପାଳ,୧୧।୧୨: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀଙ୍କ ନାମକୁ ନେଇ ସସ୍‌ପେନ୍ସ ଶେଷ ହୋଇଛି। ସୋମବାର ଭୋପାଳରେ ଅନୁଷ୍ଠିତ ଭାଜପା ବିଧାୟକ ଦଳ ବୈଠକରେ ମୋହନ ଯାଦବଙ୍କ ନାମ ଘୋଷଣା କରାଯାଇଛି। ଏହି ବୈଠକରେ ମୋହନ  ବହୁ ଦୂରରେ ବସିଥିଲେ ଏବଂ ତାଙ୍କ ନାମ ଘୋଷଣା…

ଘୋଷଣା ହେଲା ଆଇପିଏଲ୍ ୨୦୨୪ ପ୍ଲେୟାର ନିଲାମ ତାଲିକା, ଓଡ଼ିଶାର ଦୁଇ ଖେଳାଳି ପାଇଲେ ସୁଯୋଗ

ମୁମ୍ବାଇ,୧୧।୧୨: ଇଣ୍ଡିଆନ୍ ପ୍ରିମିୟର ଲିଗ୍ (ଆଇପିଏଲ୍) ୨୦୨୪ ପ୍ଲେୟାର ନିଲାମ ପାଇଁ ରୋଷ୍ଟର ପ୍ରକାଶିତ ହୋଇଛି। ଦୁବାଇର କୋକାକୋଲା ଏରେନାରେ ଡିସେମ୍ବର ୧୯, ୨୦୨୩ ରେ ଏହି ନିଲାମ ହେବ। ଏଥିରେ ମୋଟ ୩୩୩ କ୍ରିକେଟରଙ୍କ ନାଁ ନିଲାମୀ ପାଇଁ ଚୂଡାନ୍ତ…

ୟୁକ୍ରେନର ରାଜଧାନୀ କିଭ୍‌ରେ ଏୟାର ଷ୍ଟ୍ରାଇକ କଲା ରୁଷିଆ, ୨ ଜଣ ଆହତ

କିଭ୍‌,୧୧।୧୨: ୟୁକ୍ରେନର ରାଜଧାନୀ କିଭ୍‌ରେ ଏକ ବଡ଼ ବିସ୍ଫୋରଣ ହୋଇଛି। ୟୁକ୍ରେନ ରାଜଧାନୀର ମେୟର ଭିଟାଲି କ୍ଲିଚକୋ ସୋମବାର କହିଛନ୍ତି , ରୁଷିଆ ରାତିସାରା କିଭ୍‌ରେ ଏୟାର ଷ୍ଟ୍ରାଇକ କରିଥିଲା। ଏହି ଆକ୍ରମଣରେ ପଡିଥିବା ଅସ୍ତ୍ରଶସ୍ତ୍ରର ଭଗ୍ନାବଶେଷ ଅନେକ ଜିଲା ଉପରେ…

ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମରେ ଉଦ୍‌‌ଘାଟନ ହେଲା ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର

ଭୁବନେଶ୍ୱର,୧୧।୧୨: ଭାରତର ସର୍ବବୃହତ କ୍ରୀଡ଼ା ବିଜ୍ଞାନ କେନ୍ଦ୍ର ଭୁବନେଶ୍ୱର କଳିଙ୍ଗ ଷ୍ଟାଡିୟମ ଠାରେ ସୋମବାର ସନ୍ଧ୍ୟାରେ ଉଦ୍‌‌ଘାଟିତ ହୋଇଛି। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏହାର ଶୁଭ ଉଦ୍‌‌ଘାଟନ କରିଛନ୍ତି। ଏହି କେନ୍ଦ୍ରରେ ମାଇଣ୍ଡ ଲ୍ୟାବ୍‌‌, ରିହାବିଲିଟେସନ୍‌‌ ଲ୍ୟାବ୍‌‌, ରିକଭରି ଲ୍ୟାବ, ଗେଟ୍‌‌…

ଦାଦନ ନେଲା ଦୁଇ ଭାଇଙ୍କ ଜୀବନ: ସାନ ପରେ ବଡ଼ଭାଇଙ୍କ ଜୀବନ ଗଲା

ରାୟଗଡ଼ା,୧୧।୧୨(ଆଶିଷ ରଞ୍ଜନ ପଣ୍ଡା): ରାୟଗଡ଼ା ଜିଲାରେ ସରୁନି ଦାଦନ ଦୁଃଖ। କାଶୀପୁର ବ୍ଲକ ଟିକିରି ପଞ୍ଚାୟତ ମକାପଦର ଗ୍ରାମର ୨ ଭାଇ ରୋଜଗାର ଆଶାରେ ପଡ଼ୋଶୀ ଆନ୍ଧ୍ରପ୍ରଦେଶକୁ କାମ କରିବାକୁ ଯାଇଥିଲେ। ସେଠାରେ ଜ୍ୱରରେ ପୀଡ଼ିତ ହେବା ସହ ନିର୍ଯାତନା ମିଳିବାରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri