ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ରଖୁଥିଲେ ଶାରୀରିକ ସମ୍ପର୍କ, ଥାନାରେ ପହଞ୍ଚିଲା ପ୍ରେମିକା
ଦେବଗଡ,୧୧।୨(ଶଶାଙ୍କ ଶେଖର ଝାଙ୍କର): ବିବାହର ମିଥ୍ୟା ପ୍ରଲୋଭନ ଦେଖାଇ ପ୍ରେମିକା ସହିତ ଶାରୀରିକ ସମ୍ପର୍କ ସ୍ଥାପନ ପରେ ପ୍ରତାରଣା ଅଭିଯୋଗରେ ପ୍ରେମିକଙ୍କୁ ଗିରଫ କରି ମଙ୍ଗଳବାର ଦେବଗଡ ଥାନା ପୋଲିସ କୋର୍ଟଚାଲାଣ କରିଛି । ଗିରଫ ଯୁବକ ବାରକୋଟ ଥାନା ଅନ୍ତର୍ଗତ…
ଫାଇନାଲ ପରୀକ୍ଷା ଦେବାକୁ ଯାଇ ଯୁକ୍ତ ୨ ଛାତ୍ରୀ ନିଖୋଜ, ଜଣେ ଯୁବକ ଅପହରଣ କରିନେଇଥିବା ନେଇ…
ଗଜପତି,୧୦।୨ (ଗିରିଧାରୀ ପରିଛା)-ଗଜପତି ଜିଲା ସଦରମହକୁମା ପାରଳାଖେମୁଣ୍ଡି ସହରର ଆଦର୍ଶ ଥାନା ସମ୍ମୁଖ ମାଧିକା ସାହିର ଜଣେ ଯୁକ୍ତ ଦୁଇ ଛାତ୍ରୀ ନିଖୋଜ ଥିବା ବେଳେ ତାଙ୍କୁ ଜଣେ ଯୁବକ ବଳପୂର୍ବକ ଅପହରଣ କରିନେଇଥିବା ଆଶଙ୍କା ପ୍ରକଟ କରିଛନ୍ତି ପରିବାର ଲୋକେ…
ଝଡାଫୁଙ୍କା ବାହାନାରେ ନାବାଳିକାଙ୍କୁ ବଳାତ୍କାର, ସୋନପୁର ଜେଲକୁ ଗଲେ…
ଡୁଙ୍ଗୁରିପାଲି, ୧୦ା୨(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ରାମପୁର ଥାନା ଅଞ୍ଚଳରେ ଝଡାଫୁଙ୍କା ବାହାନା କରି ଜଣେ ମାନସିକ ବିକାରଗ୍ରସ୍ତ ନାବାଳିକାଙ୍କୁ ବଳାତ୍କାର ଅଭିଯୋଗ ହୋଇଛି। ପୀଡିତା ନାବାଳିକାଙ୍କ ମା’ଙ୍କ ଅଭିଯୋଗ ଆଧାରରେ ପୋଲିସ ସମ୍ପୃକ୍ତ ଗୁଣିଆ ନାଇକେନପାଲି ଗ୍ରାମର ରୂପ…
ଖୁଣ୍ଟାପୁର ଗ୍ରାମରେ ଡକାୟତି: ଫେରାର ହେବାକୁ ଉଦ୍ୟମ ବେଳେ ଜଣଙ୍କୁ ମାଡ଼ି ବସି ନିର୍ଧୁମ ଛେଚିଲେ ଗ୍ରାମବାସୀ, ପୋଲିସ…
ବୈଶିଙ୍ଗା,୧୦।୨(ରତନ ଦାଶ): ମୟୂରଭଞ୍ଜ ଜିଲାର ବୈଶିଙ୍ଗା ଥାନା ଅର୍ନ୍ତଗତ ଖୁଣ୍ଟାପୁର ଗ୍ରାମରେ ମଙ୍ଗଳବାର ସା ୭.୩୦ ସମୟରେ ୬ ଜଣ ଦୁର୍ବୃତ୍ତ ଡକାୟତି ଉଦ୍ଦେଶ୍ୟରେ ଚିନ୍ମୟ ମିଶ୍ରଙ୍କ ଘରେ ପଶି ସୁନାଗହଣା ଲୁଟି ନେଇ ପଳାଇଥିଲେ। ସ୍ତ୍ରୀଙ୍କ ଅନୁପସ୍ଥିତିରେ ସେ ଏକୁଟିଆ…
ଯାଜପୁରରେ କୃମି ଔଷଧ ଖାଇ ୩୮ ଛାତ୍ରୀଛାତ୍ର ଅସୁସ୍ଥ
କଳିଙ୍ଗନଗର,୧୦।୨(ଶୁଭାଶିଷ ରାଉତ): ଯାଜପୁର ଜିଲା କୋରେଇ ବ୍ଲକ ଅନ୍ତର୍ଗତ ପଥରପଦା ପଞ୍ଚାୟତର ଓଚିନ୍ଦା ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜାତୀୟ କୃମି ନାଶକ ଦିବସ ଅବସରରେ ବିଦ୍ୟାଳୟରେ ଦିଆଯାଇଥିବା ବଟିକା ଖାଇ ୩୮ ଜଣ ଛାତ୍ରଛାତ୍ରୀ ଅସୁସ୍ଥ ହୋଇପଡ଼ିଛନ୍ତି। ଓଚିନ୍ଦା…
ଅପରାହ୍ନରେ ସଚେତନତା, ସନ୍ଧ୍ୟାରେ ନିଆଁ; ହୁତୁହୁତୁ ହୋଇ ଜଳୁଛି ସୋରଦେବି ଜଙ୍ଗଲ…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର ସ୍ଥିତ ଘୁମୁସର ଉତ୍ତର ବନଖଣ୍ଡର ଲାଲସିଂ ନର୍ସରୀ ପରିସରରେ ମଙ୍ଗଳବାର ସକାଳୁ ଅପରାହ୍ନ ୪ଟା ପର୍ଯ୍ୟନ୍ତ ବନଖଣ୍ଡସ୍ତରୀୟ ବନାଗ୍ନୀ ପ୍ରଶମନ ସଚେତନତା କାର୍ଯ୍ୟକ୍ରମ ଚାଲିଥିଲା। ଏହାର କିଛି ସମୟ ପରେ ଯେଉଁଠି ସଚେତନତା ସଭା ହେଉଥିଲା…
Rare Solar Eclipse: ୧୦୦ବର୍ଷ ପରେ ଅତି ବିରଳ ସୂର୍ଯ୍ୟ ପରାଗ, ଦିନ ୧୨ଟାରେ ଭାରତରେ ଘୋଟିଯିବ କିଟକିଟ ଅନ୍ଧାର! ପକ୍ଷୀମାନେ କରିବେ…
ଆଗକୁ ଏକ ଏମିତି ସୂର୍ଯ୍ୟପରାଗ ଆସୁଛି ଯାହା ସମସ୍ତଙ୍କୁ ଚମକାଇ ଦେବ । ଦିନ ୧୨ଟାରେ ସବୁକିଛି ଅନ୍ଧାର ହୋଇଯିବ । ଦିନ ହଠାତ୍ ରାତିରେ ପରିଣତ ହୋଇଯିବ । ୬ ମିନିଟ୍ ୨୩ ସେକେଣ୍ଡ ପାଇଁ ଏଭଳି ଏକ ଅନ୍ଧକାର…
୧୦ ଉଇକେଟରେ ଜିତିଲା ନ୍ୟୁଜିଲାଣ୍ଡ
ଚେନ୍ନାଇ,୧୦ା୨- ଟି୨୦ ବିଶ୍ୱକପ୍ରେ ମଙ୍ଗଳବାର ଖେଳାଯାଇଥିବା ମ୍ୟାଚ୍ରେ ନ୍ୟୁଜିଲାଣ୍ଡ ୧୦ ଉଇକେଟରେ ୟୁଏଇକୁ ପରାସ୍ତ କରିଛି। ୟୁଏଇ ଦ୍ୱାରା ଧାର୍ଯ୍ୟ ୧୭୪ ରନ୍ର ଟାର୍ଗେଟ୍କୁ ଟିମ୍ ସିଫର୍ଟ ଓ ଫିନ୍ ଏଲେନଙ୍କ ଅପରାଜିତ ଓପ୍ନିଂ ଭାଗୀଦାରି ବଳରେ ନ୍ୟୁଜିଲାଣ୍ଡ ୧୫.୨ ଓଭରରେ…
ବଲିଉଡରେ ହଇଚଇ: ରଣବୀର ସିଂଙ୍କୁୁ ମିଳିଲା ଧମକ, କୋଟି କୋଟି ଟଙ୍କା ଦାବି; ସୁରକ୍ଷା ବଢ଼ାଇଲା…
ମୁମ୍ବାଇ: ଅଭିନେତା ରଣବୀର ସିଂଙ୍କୁ ଧମକ। ଘର ବାହାରେ ବଢ଼ାଗଲା ସୁରକ୍ଷା। କିଛି ଏଭଳି ଖବରକୁ ନେଇ ବଲିଉଡରେ ହଇଚଇ ସୃଷ୍ଟି ହୋଇଛି। ସୂଚନା ପ୍ରକାରେ ଅଭିନେତାଙ୍କୁ କୋଟି କୋଟି ଟଙ୍କା ଦାବି କରି ଏକ ମେସେଜ୍ ମିଳିଛି। ହ୍ବାଟ୍ସଆପ୍ ଭଏସ୍…
ଅନ୍ୟ ରାଜ୍ୟରେ ପ୍ରେମକରି ବିବାହ ପଡ଼ିଲା ମହଙ୍ଗା: ସ୍ତ୍ରୀ ଦୁଇ ଛୁଆଙ୍କୁ ନେଇ ପଳାଇଲେ, ଅନ୍ତିମ ସତ୍କାର ପାଇଁ ବି ଆସିଲେନି…
ଭଞ୍ଜନଗର,୧୦।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଥାନା ଅନ୍ତର୍ଗତ କୁଲାଡ ଗ୍ରାମର କାହ୍ନୁ ଡାକୁଆ (୪୦) ସୋମବାର ଭଞ୍ଜନଗର ମେଡିକାଲରେ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁବରଣ କରିଛନ୍ତି। ମତ୍ୟୁପରେ ତାଙ୍କର ମୃତଦେହକୁ ସତ୍କାର କରିବାକୁ ସାହି ପଡୋଶୀ, ଗ୍ରାମବାସୀ, ବନ୍ଧୁ ବାନ୍ଧବ କିଏ…
ବଢିଗଲା ଦାମ୍! ସିଗାରେଟ ପ୍ୟାକେଟର ଦାମ ୪୦୦, ପାନ ମସଲାର ଦାମ ହେଲା ୨୦୦ଟଙ୍କା?
ନୂଆଦିଲ୍ଲୀ,୧୦।୨: ଏହା ସତ୍ୟ ଯେ, ଫେବୃଆରୀ ୧, ୨୦୨୬ ରୁ ସରକାର ପାପ ସାମଗ୍ରୀ ଉପରେ ସମ୍ପୂର୍ଣ୍ଣ ଟିକସ ଢାଞ୍ଚାକୁ ପରିବର୍ତ୍ତନ କରିଛନ୍ତି, ଯାହା ଫଳରେ ମୂଲ୍ୟ ବୃଦ୍ଧି ପାଇଛି। କିନ୍ତୁ କଣ ପ୍ରକୃତରେ ମୂଲ୍ୟ ଏତେ ବୃଦ୍ଧି ପାଇଛି? ସୋସିଆଲ…
ସୋସିଆଲ ମିଡିଆ କ୍ରିଏଟର୍ସଙ୍କ ପାଇଁ ବଡ଼ ସୁଯୋଗ: DD Newsରେ ଦେଖାଇପାରିବେ ଆପଣଙ୍କ କଣ୍ଟେଟ୍, ମିଳିବ ଟଙ୍କା…
ନୂଆଦିଲ୍ଲୀ,୧୦।୨: ଯଦି ଆପଣ ଜଣେ କଣ୍ଟେଣ୍ଟ କ୍ରିଏଟର, ତେବେ ଆପଣଙ୍କ ପାଇଁ ପ୍ରତିଭା ପ୍ରଦର୍ଶନ କରିବା ଏବଂ ଟଙ୍କା ରୋଜଗାର କରିବାର ଏକ ମହାନ ସୁଯୋଗ ଆସିଛି। ଡିଡି ନ୍ୟୁଜ ଡିଜିଟାଲ କଣ୍ଟେଣ୍ଟ କ୍ରିଏଟରମାନଙ୍କ ପାଇଁ ଏକ ସ୍ବତନ୍ତ୍ର ପ୍ରୟାସ ଆରମ୍ଭ…
Archives


