ଉଦୟ ବିହାର, ନୁହେଁ କାହାର
ପାରାଦୀପ,୧୯ା୧୦(ଶରତ ରାଉତ)ପାରାଦୀପର ପ୍ରବେଶପଥ ଦୋଛକି ପାଖରେ ରହିଛି ଉଦୟବିହାର କଲୋନି। ୫୩ ନଂ. ଜାତୀୟ ରାଜପଥ ପାଖରେ ଏହି କଲୋନି ୨୦ବର୍ଷ ହେଲା ହେଲାଣି। ଭୌଗୋଳିକ ଅବସ୍ଥିତି ପାରାଦୀପ ପୌରପାଳିକା ମଧ୍ୟରେ ରହିଛି। କିନ୍ତୁ ସରକାରୀ ନଥିପତ୍ରରେ ତାହା ନୂଆଗଡ ପଞ୍ଚାୟତ…
ପିସିବି ଅଭିଯୋଗ ଉପରେ ହେବନି କାର୍ଯ୍ୟାନୁଷ୍ଠାନ
ନୂଆଦିଲ୍ଲୀ,୧୯ା୧୦(ପି.ଟି.): ପାକିସ୍ତାନ କ୍ରିକେଟ ବୋର୍ଡ (ପିସିବି)ର ଅଭିଯୋଗ ଉପରେ କୌଣସି କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ନାହିଁ ବୋଲି ବୁଧବାର ଆଇସିସି ପକ୍ଷରୁ ସ୍ପଷ୍ଟ କରାଯାଇଛି। ଅହମଦାବାଦରେ ଭାରତ-ପାକିସ୍ତାନ ମ୍ୟାଚ ଚାଲିଥିବା ବେଳେ ଦର୍ଶକମାନେ ପାକିସ୍ତାନ ଦଳକୁ ବୁ କରିଥିଲେ। ଏହାକୁ ନେଇ…
ଶକିବ ବିପଦ ସୃଷ୍ଟି କରିପାରନ୍ତି: କୋହଲି
ପୁଣେ, ୧୯।୧୦(ପି.ଟି.): ”ବିଶ୍ୱକପ୍ରେ ‘ବଡ଼ ଦଳ’ କେହି ନୁହନ୍ତି। ମେଗା ଇଭେଣ୍ଟଗୁଡ଼ିକରେ ଅଧିକ ସଫଳ ଦଳଗୁଡ଼ିକ ଉପରେ ଫୋକସ ରହୁଥିବାରୁ ବିପର୍ଯ୍ୟୟ ହୋଇ ଯାଇଥାଏ“ ବୋଲି ଭାରତର ତାରକା ବ୍ୟାଟର ବିରାଟ କୋହଲି ପ୍ରକାଶ କରିଛନ୍ତି। ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍ରେ…
କ୍ଷୁଦ୍ର ଜଳସେଚନ କାର୍ଯ୍ୟାଳୟ ଘେରିଲେ ଚାଷୀ
ନୟାଗଡ଼/ରଣପୁର,୧୯।୧୦(ଲୋକନାଥ ମିଶ୍ର/ ସୁକାନ୍ତ କିଶୋର ଡାକୁଆ)ବର୍ଷା ନ ଥିବାରୁ ଧାନ ଜମି ଶୁଖିଲା ପଡିଛି। ପାଖରେ ଜଳସେଚନ ସୁବିଧା ଥାଇ ବି ଜମିରେ ପାଣି ମାଡୁନି । ଏଭଳି ସ୍ଥଳେ ବୁଧବାର ଶତାଧିକ ଚାଷୀ ଉତ୍ତେଜିତ ହୋଇ ନୟାଗଡ଼ ଜିଲା ରଣପୁର…
ହୃଦୟ ଜିତିବାରେ ବିଫଳ ଦର୍ଶକ
(ଗୌତମ ଗମ୍ଭୀର) ଭାରତୀୟ ଦଳ ଚମତ୍କାର ପ୍ରଦର୍ଶନ କରି ଏହାର ୩ଟି ଯାକ ମ୍ୟାଚରେ ବିଜୟୀ ହୋଇଛି। ତେବେ ମ୍ୟାଚ୍ ଜିତିଥିଲେ ମଧ୍ୟ ଭାରତୀୟ ସମର୍ଥକମାନେ ହୃଦୟ ଜିତିବାରେ ସମର୍ଥ ହୋଇ ନାହାନ୍ତି। ଭାରତ ମ୍ୟାଚ୍ ବେଳେ ଷ୍ଟାଡିୟମ ଫୁଲ୍ ରହୁଥିବା…
ନିର୍ବାଚନୀ ସତ୍ୟପାଠରେ ଭୁଲ୍ ତଥ୍ୟ
ନୟାଗଡ଼,୧୯।୧୦(ଲୋକନାଥ ମିଶ୍ର)ଗତ ପଞ୍ଚାୟତ ନିର୍ବାଚନ ସମୟରେ ନିର୍ବାଚନୀ ସତ୍ୟ ପାଠରେ ଭୁଲ ତଥ୍ୟ ଦିଆ ଯିବା ନେଇ ଭାପୁର ବ୍ଳକର ୪ ପରାଜିତ ପ୍ରାର୍ଥୀ ନୟାଗଡ଼ ସବ୍ଡିଜନସ୍ତରୀୟ ରିଟର୍ଣ୍ଣୀ ଅଫିସର ତଥା ଉପଜିଲାପାଳ, ପଞ୍ଚାୟତ ନିର୍ବାଚନର ରିଟର୍ଣ୍ଣୀ ଅଫିସର ତଥା ଜିଲାପାଳ,…
ଶବ୍ଦ ପ୍ରଦୂଷଣ ରୋକିବାକୁ ଗୁରୁତ୍ୱ ଦେଉ ପ୍ରଶାସନ
ଖଣ୍ଡପଡ଼ା,୧୯ା୧୦(ଅଜୟ କୁମାର ମହାରଣା)ଶବ୍ଦ ପ୍ରଦୂଷଣ ରୋକିବା ପାଇଁ କେନ୍ଦ୍ର ତଥା ରାଜ୍ୟ ସରକାର ଆଇନ ପ୍ରଣୟନ କରିଛନ୍ତି। ରାଜ୍ୟ ସରକାରଙ୍କ ପକ୍ଷରୁ ବିଭିନ୍ନ ପର୍ବ ପର୍ବାଣୀରେ ଡ଼ିଜେ ସାଉଣ୍ଡ ଉପରେ କଟକଣା ଜାରି କରାଯାଇଛି। ଡ଼ିଜେ ସାଉଣ୍ଡକୁ ସମ୍ପୂର୍ଣ୍ଣ ବନ୍ଦ କରାଯିବାକୁ…
ବାଂଲାଦେଶ ପ୍ରତି ସତର୍କ ରହିବ ଭାରତ
ପୁଣେ,୧୯ା୧୦(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ରେ ଗୁରୁବାର ବାଂଲାଦେଶକୁ ଭେଟିବ ଭାରତ। ରୋହିତ ଶର୍ମାଙ୍କ ଦଳ ଏହି ମ୍ୟାଚ୍ ପାଇଁ ଫେଭରିଟ୍ ରହିଥିଲେ ମଧ୍ୟ ବାଂଲାଦେଶ ବିପର୍ଯ୍ୟୟ ସୃଷ୍ଟି କରିବାରେ ମାହିର। ତେଣୁ ଭାରତ ଏହି ମ୍ୟାଚ୍କୁ ସତର୍କତାର ସହିତ ଓହ୍ଲାଇବ।…
ବିଓବିର ପୁରସ୍କାର ବିତରଣ ସମାରୋହ
ଭୁବନେଶ୍ୱର,୧୯।୧୦: ବ୍ୟାଙ୍କ ଅଫ୍ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ହିନ୍ଦୀ ଦିବସର ପୁରସ୍କାର ବିତରଣ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଓବି କଟକ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ୨୦୨୩ ସେପ୍ଟେମ୍ବର ୧ରୁ ୩୦ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ…
ଗ୍ଲେନ୍ମାର୍କର ନୂତନ ଉତ୍ପାଦ ଉନ୍ମୋଚିତ
ଭୁବନେଶ୍ୱର,୧୯।୧୦: ଗ୍ଲେନ୍ମାର୍କ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍ର ନୂତନ ଉତ୍ପାଦ ‘ଡାପାଗ୍ଲିଫୋଜିନ୍,ଟେନେଲିଗ୍ଲିପ୍ଟିନ୍ ଓ ମେଟଫାର୍ମିନ୍’ ଆଦିକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ଉପରୋକ୍ତ ଉତ୍ପାଦ ସହ ଭାରତରେ ବହୁଳ ଭାବେ ବ୍ୟବହୃତ ପ୍ରଥମ ଫିକ୍ସଡ ଡୋଜ୍ ମିଶ୍ରଣକୁ ମଧ୍ୟ ବଜାର ପ୍ରବେଶ କରାଇଛି।…
ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ
ଭୁବନେଶ୍ୱର,୧୯।୧୦: ଇଣ୍ଡିଆନ୍ ବ୍ୟାଙ୍କର କଟକ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନିକଟରେ କଟକଠାରେ ଆୟୋଜିତ ହୋଇଯାଇଛି। ବ୍ୟାଙ୍କର କର୍ପୋରେଟ୍ କାର୍ଯ୍ୟାଳୟ ମହାପ୍ରବନ୍ଧକ (ଆର୍ଥିକ ଅନ୍ତର୍ଭୁକ୍ତୀକରଣ) ଭେଙ୍କଟେଶନଙ୍କ ଅଧ୍ୟକ୍ଷତାରେ ବୈଠକ ପରିଚାଳନା କରାଯାଇଥିଲା।…
ସୋନାଲିକାର ରେକର୍ଡ ପରିମାଣର ବିକ୍ରି
ଭୁବନେଶ୍ୱର,୧୯।୧୦ (ଅଭୟ ଦାଶ): ପ୍ରତି ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷର ପ୍ରଥମ ଅର୍ଦ୍ଧବାର୍ଷିକ ମଧ୍ୟରେ ସୋନାଲିକା ରେକର୍ଡ ପରିମାଣର ଟ୍ରାକ୍ଟର ବିକ୍ରି କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ୬ ମାସରେ ସୋନାଲିକା ମୋଟ ୭୮,୭୯୩ ୟୁନିଟ୍…
Archives


