Home Left

ବାଂଲାଦେଶ ପ୍ରତି ସତର୍କ ରହିବ ଭାରତ

ପୁଣେ,୧୯ା୧୦(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ ୨୦୨୩ରେ ଗୁରୁବାର ବାଂଲାଦେଶକୁ ଭେଟିବ ଭାରତ। ରୋହିତ ଶର୍ମାଙ୍କ ଦଳ ଏହି ମ୍ୟାଚ୍‌ ପାଇଁ ଫେଭରିଟ୍‌ ରହିଥିଲେ ମଧ୍ୟ ବାଂଲାଦେଶ ବିପର୍ଯ୍ୟୟ ସୃଷ୍ଟି କରିବାରେ ମାହିର। ତେଣୁ ଭାରତ ଏହି ମ୍ୟାଚ୍‌କୁ ସତର୍କତାର ସହିତ ଓହ୍ଲାଇବ।…

ବିଓବିର ପୁରସ୍କାର ବିତରଣ ସମାରୋହ

ଭୁବନେଶ୍ୱର,୧୯।୧୦: ବ୍ୟାଙ୍କ ଅଫ୍‌ ବରୋଦା(ବିଓବି)ର କଟକ କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ଆୟୋଜିତ ହିନ୍ଦୀ ଦିବସର ପୁରସ୍କାର ବିତରଣ ସମାରୋହ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଓବି କଟକ କ୍ଷେତ୍ରୀୟ କାର୍ଯ୍ୟାଳୟଠାରେ ୨୦୨୩ ସେପ୍ଟେମ୍ବର ୧ରୁ ୩୦ ମଧ୍ୟରେ ଆୟୋଜିତ ହୋଇଥିବା ବିଭିନ୍ନ…

ଗ୍ଲେନ୍‌ମାର୍କର ନୂତନ ଉତ୍ପାଦ ଉନ୍ମୋଚିତ

ଭୁବନେଶ୍ୱର,୧୯।୧୦: ଗ୍ଲେନ୍‌ମାର୍କ ଫାର୍ମାସ୍ୟୁଟିକାଲ୍ସ ଲିମିଟେଡ୍‌ର ନୂତନ ଉତ୍ପାଦ ‘ଡାପାଗ୍ଲିଫୋଜିନ୍‌,ଟେନେଲିଗ୍ଲିପ୍‌ଟିନ୍‌ ଓ ମେଟଫାର୍ମିନ୍‌’ ଆଦିକୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ବିଶେଷକରି ଉପରୋକ୍ତ ଉତ୍ପାଦ ସହ ଭାରତରେ ବହୁଳ ଭାବେ ବ୍ୟବହୃତ ପ୍ରଥମ ଫିକ୍‌ସଡ ଡୋଜ୍‌ ମିଶ୍ରଣକୁ ମଧ୍ୟ ବଜାର ପ୍ରବେଶ କରାଇଛି।…

ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ

ଭୁବନେଶ୍ୱର,୧୯।୧୦: ଇଣ୍ଡିଆନ୍‌ ବ୍ୟାଙ୍କର କଟକ ଆଞ୍ଚଳିକ କାର୍ଯ୍ୟାଳୟ ପକ୍ଷରୁ ‘ମେଗା ଜନସୁରକ୍ଷା ପରିପୂର୍ଣ୍ଣତା ଅଭିଯାନ’ ଅନ୍ତର୍ଗତ ଏକ ଗୁରୁତ୍ୱପୂର୍ଣ୍ଣ ବୈଠକ ନିକଟରେ କଟକଠାରେ ଆୟୋଜିତ ହୋଇଯାଇଛି। ବ୍ୟାଙ୍କର କର୍ପୋରେଟ୍‌ କାର୍ଯ୍ୟାଳୟ ମହାପ୍ରବନ୍ଧକ (ଆର୍ଥିକ ଅନ୍ତର୍ଭୁକ୍ତୀକରଣ) ଭେଙ୍କଟେଶନଙ୍କ ଅଧ୍ୟକ୍ଷତାରେ ବୈଠକ ପରିଚାଳନା କରାଯାଇଥିଲା।…

ସୋନାଲିକାର ରେକର୍ଡ ପରିମାଣର ବିକ୍ରି

ଭୁବନେଶ୍ୱର,୧୯।୧୦ (ଅଭୟ ଦାଶ): ପ୍ରତି ଆର୍ଥିକ ବର୍ଷ ଭଳି ଚଳିତ ଆର୍ଥିକ ବର୍ଷର ପ୍ରଥମ ଅର୍ଦ୍ଧବାର୍ଷିକ ମଧ୍ୟରେ ସୋନାଲିକା ରେକର୍ଡ ପରିମାଣର ଟ୍ରାକ୍ଟର ବିକ୍ରି କରିଛି। ଏପରିକି ୨୦୨୩-୨୪ ଆର୍ଥିକ ବର୍ଷର ପ୍ରଥମ ୬ ମାସରେ ସୋନାଲିକା ମୋଟ ୭୮,୭୯୩ ୟୁନିଟ୍‌…

ଭିଟୋ ପ୍ରୟୋଗକଲା ଆମେରିକା

ଜାତିସଂଘ,୧୯ା୧୦: ଇସ୍ରାଏଲ୍‌ରେ ହମାସ୍‌ ଆକ୍ରମଣ ଏବଂ ସାଧାରଣ ନାଗରିକଙ୍କ ଉପରେ ହିଂସାକୁ ନିନ୍ଦାକରି ତଥା ଗାଜାର ପାଲେଷ୍ଟିନୀୟମାନଙ୍କ ଲାଗି ମାନବୀୟ ସହାୟତା ଯୋଗାଇଦେବାକୁ ନିବେଦନ କରି ଜାତିସଂଘ ପକ୍ଷରୁ ଅଣାଯାଇଥିବା ପ୍ରସ୍ତାବ ଉପରେ ବୁଧବାର ଆମେରିକା ଭିଟୋ ପ୍ରୟୋଗ କରିଛି। ଜାତିସଂଘ…

ପାଲେଷ୍ଟିନୀୟଙ୍କ ପାଇଁ ୨.୫ କୋଟି ଦାନକଲେ ମାଲାଲା

ଓ୍ବାଶିଂଟନ, ୧୯।୧୦: ଗାଜାର ଅଲ୍‌-ଅହଲି ହସ୍ପିଟାଲରେ ଆକ୍ରମଣକୁ ନେଇ ଅଭିଯୋଗ, ପ୍ରତିଅଭିଯୋଗ ଲାଗିରହିଥିବାବେଳେ ଏହା ଭୟାବହ ଘଟଣା ବୋଲି ନୋବେଲ ଶାନ୍ତି ପୁରସ୍କାର ବିଜୟିନୀ ମାଲାଲା ୟୁସୁଫ୍‌ଜାଇ କହିବା ସହ ଏହାର ଦୃଢ଼ ନିନ୍ଦା କରିଛନ୍ତି। ଗାଜାକୁ ମାନବୀୟ ସହାୟତା ଯୋଗାଇଦେବା…

ନିଯୁକ୍ତି ପ୍ରତିଶ୍ରୁତି ମିଳିଲେ ସମର୍ଥନ

ଭବାନୀପାଟଣା/ଥୁଆମୂଳ ରାମପୁର, ୧୯।୧୦(ଉତ୍ତମ କୁମାର ଦାଶ/ଦୁର୍ଗା କୀର୍ତ୍ତି)କଳାହାଣ୍ଡି ଓ ରାୟଗଡା ଜିଲା ମଧ୍ୟରେ ଥିବା ସିଜିମାଳି ବକ୍ସାଇଟ ଖଣିକୁ ନେଇ ଏବେ ସପକ୍ଷବାଦୀ ଓ ବିପକ୍ଷବାଦୀଙ୍କ ମଧ୍ୟରେ ବାଦନୁବାଦ ଲାଗି ରହିଛି। ଏପରିସ୍ଥଳରେ କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ କେରପାଇ…

ଝିଅ ପ୍ରେମ ବିବାହ କରିଥିବାରୁ ମା’ଙ୍କ ମୃତଦେହ ୧୮ଘଣ୍ଟା ପଡ଼ିରହିଲା

ବେଲପଡା,୧୯ା୧୦(ମନୋଜ କୁମାର ମିଶ୍ର)ଝିଅ ଅନ୍ୟଜାତିର ପୁଅକୁ ପ୍ରେମ ବିବାହ କରିଥିଲେ ବୋଲି ସମାଜରୁ ବାସନ୍ଦ ହୋଇଥିଲେ ମା’ବାପା। ମା’ଙ୍କ ମୃତ୍ୟୁ ପରେ ମୃତଦେହ ଛୁଇଁଲେନି ସମାଜ ଲୋକେ। ମୃତଦେହ ୧୮ଘଣ୍ଟା ପଡି ରହିଲା। ଶେଷରେ ସାମାଜିକ କର୍ମୀ ମହିଳାଙ୍କ ଅନ୍ତିମ ସତ୍କାର…

ଓଡ଼ିଶା ସ୍ବାସ୍ଥ୍ୟ ବିଜ୍ଞାନ ବିଶ୍ୱବିଦ୍ୟାଳୟ ବିଲ୍‌ଡିଂ ଉଦ୍‌ଘାଟିତ

ଭୁବନେଶ୍ୱର, ୧୯।୧୦(ଅସମାପିକା ସାହୁ)ଓଡ଼ିଶା ସ୍ବାସ୍ଥ୍ୟବିଜ୍ଞାନ ବିଶ୍ୱବିଦ୍ୟାଳୟର ଅସ୍ଥାୟୀ କ୍ୟାମ୍ପସ କୋଠାର ପୁନରୁଦ୍ଧାର କାର୍ଯ୍ୟ ଶେଷ ହୋଇଛି। ଏଥିସହ ବୁଧବାର ସ୍ବାସ୍ଥ୍ୟ ଓ ପରିବାର କଲ୍ୟାଣ ମନ୍ତ୍ରୀ ନିରଞ୍ଜନ ପୂଜାରୀ ଏହି ବିଲ୍‌ଡିଂର ଉଦ୍‌ଘାଟନ କରିଛନ୍ତି। ଏହି ଅବସରରେ ବିଶ୍ୱବିଦ୍ୟାଳୟର କାର୍ଯ୍ୟର ସୁପରିଚାଳନା…

ଗ୍ରାମୀଣ ଜଳଯୋଗାଣ ପ୍ରକଳ୍ପର ରକ୍ଷଣାବେକ୍ଷଣ ପାଇଁ ମାର୍ଗଦର୍ଶିକା

ଭୁବନେଶ୍ୱର, ୧୯।୧୦(ସୁନିତ୍‌ ମିଶ୍ର)ପଞ୍ଚାୟତିରାଜ ଓ ପାନୀୟ ଜଳ ବିଭାଗ ପ୍ରମୁଖ ଶାସନ ସଚିବ ସୁଶୀଲ କୁମାର ଲୋହାନିଙ୍କ ଅଧ୍ୟକ୍ଷତାରେ ୩୫ ଗ୍ରାମୀଣ ଜଳଯୋଗାଣ ଓ ପରିମଳ ଡିଭିଜନକୁ ନେଇ ଏକ ସମୀକ୍ଷା ବୈଠକ ବୁଧବାର ଅନୁଷ୍ଠିତ ହୋଇଯାଇଛି। ପଞ୍ଚାୟତିରାଜ ବିଭାଗର ନିର୍ଦ୍ଦେଶକ,…

ପଶ୍ଚିମବଙ୍ଗକୁ ବିଷାକ୍ତ ସାପ ଚାଲାଣ

ରାଇବଣିଆ,୧୯।୧୦(ନବୀନ ସାହୁ)ପଶ୍ଚିମବଙ୍ଗକୁ ଚୋରାଚାଲାଣ ବେଳେ ବୁଧବାର ଜଳେଶ୍ୱର ଷ୍ଟେଶନରୁ ୪ ସାପ ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ୨ ଅଭିଯୁକ୍ତଙ୍କୁ ଆରପିଏଫ୍‌ ଧରି ବନ ବିଭାଗକୁ ହସ୍ତାନ୍ତର କରିଛି। ଅପରାହ୍ନ ସମୟରେ ଜଳେଶ୍ୱର ଷ୍ଟେଶନର ୧ନଂ. ପ୍ଲାଟଫର୍ମରେ ୨ଜଣ ବ୍ୟକ୍ତି ସନ୍ଦେହଜନକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri