Home Left

ରସୁଲପୁର ତହସିଲରେ ଚାଲିଛି ବେଆଇନ ବାଲିଘାଟ

ରସୁଲପୁର,୧୮।୧୦(ରଞ୍ଜିତ ରାଉତ): ଯାଜପୁର ଜିଲା ରସୁଲପୁର ତହସିଲ ଅଧୀନ ସମସ୍ତ ବାଲିଘାଟର ନିଲାମ ରାଜସ୍ବ ବିଭାଗ ଦ୍ୱାରା ହୋଇପାରିବ ନାହିଁ। ଆଗକୁ ତହସିଲ ପକ୍ଷରୁ ବାଲିଘାଟ ହାତେଇ ଥିବା ସମସ୍ତ ଲିଜଧାରୀମାନଙ୍କୁ ଘାଟର ନିଲାମ ପାଇଁ ଅନୁମତି ଯାଜପୁର ରୋଡସ୍ଥିତ ଲଘୁ…

ଟ୍ରଲି ଉପରେ ବନ୍ଧାପଡ଼ିଛି ଜୀବନ

ରସୁଲପୁର,୧୮।୧୦(ରଞ୍ଜିତ ରାଉତ): ବିଭିନ୍ନ ଗାଁ ଗଣ୍ଡା, ଜାତୀୟ ରାଜପଥ, ଭୋଜିଭାତ ହେଉଥିବା ଘର ଓ ମଣ୍ଡପ, ମେଳା ମହୋତ୍ସବ ପଡ଼ିଆ ବୁଲି ପଲିଥିନ, ପ୍ଲାଷ୍ଟିକ ବ୍ୟାଗ୍‌ ଓ ବୋତଲ ଆଦି ଗୋଟାଇ ଜୀବନ ବଞ୍ଚାନ୍ତି ସେମାନେ। ଏହା ସେମାନଙ୍କ ଜୀବିକା। କେବଳ…

ଆଫଗାନିସ୍ତାନକୁ ପଛରେ ପକାଇ ସେମିଫାଇନାଲ ଆଡକୁ ବଢିବାକୁ ଚାହୁଁଛି ନ୍ୟୁଜିଲ୍ୟାଣ୍ଡ

ନୂଆଦିଲ୍ଲୀ,୧୮।୧୦: ବିଶ୍ୱକପର ୧୬ତମ ମ୍ୟାଚରେ ଆଫଗାନିସ୍ତାନର ଟକ୍କର ନ୍ୟୁଜିଲ୍ୟାଣ୍ଡ ସହ ହେଉଛି। ଏହାର ପ୍ରଥମ ତିନୋଟି ମ୍ୟାଚ ଜିତି ନ୍ୟୁଜିଲ୍ୟାଣ୍ଡ ବାର୍ତ୍ତା ଦେଇଛି ଯେ ଏଥର ସେ ଟାଇଟଲ ଜିତିବ। ଏଥି ସହିତ, ଖରାପ ଆରମ୍ଭ ପରେ ଆଫଗାନିସ୍ତାନ ଦଳ ପୁଣିଥରେ…

ରାଜନଗରରେ ୨ ରାଜନୈତିକ ଦଳର ବିକ୍ଷୋଭ

ରାଜନଗର, ୧୮।୧୦ (ଭାସ୍କର ରାଉତରାୟ): ଆସନ୍ତା ସାଧାରଣ ନିର୍ବାଚନ ଯେତେ ପାଖେଇ ଆସୁଛି ରାଜନଗର ରାଜନୀତିରେ ଅନେକ ରାଜନୈତିକ ଦୃଶ୍ୟ ଏବେ ଦେଖିବାକୁ ମିଳୁଛି। ମଙ୍ଗଳବାର ଦିନତମାମ ରାଜନଗର ବ୍ଲକରେ ରାଜନୈତିକ ଉଷ୍ମତା ଦେଖିବାକୁ ମିଳିଥିଲା। ଗୋଟିଏ ପଟରେ ବିଜେଡି ପକ୍ଷରୁ…

ଲାଓସ୍‌ରେ ଫସିରହିଥିବା ପ୍ରବାସୀଙ୍କ ଫେରିବା ବାଟକୁ ଚାହିଁଛନ୍ତି ପରିବାର

କେନ୍ଦ୍ରାପଡ଼ା, ୧୮।୧୦ (ଜଗନ୍ନାଥ ଧଳ):  କେନ୍ଦ୍ରାପଡ଼ା ଜିଲା ରାଜକନିକା ବ୍ଲକ ଅଞ୍ଚଳର ୨୫ ଶ୍ରମିକ ମ୍ୟାନ୍‌ମାର ଓ ଚାଇନା ମଧ୍ୟବର୍ତ୍ତୀ ଲାଓସ୍‌ରେ ଫସି ରହିଛନ୍ତି। ସେମାନଙ୍କ ନିର୍ଯାତନା କାହାଣୀ ଜାଣିବା ପରେ ରାଜ୍ୟ ସରକାରଙ୍କ ଉଦ୍ୟମରେ ଫେରି ଆସିବେ ବୋଲି ପରିବାର…

ଚାଷୀଙ୍କୁ ସାର ଚିନ୍ତା

ପଟ୍ଟାମୁଣ୍ଡାଇ,୧୮।୧୦(କଳ୍ପତରୁ ନାୟକ): କେନ୍ଦ୍ରାପଡ଼ା ଜିଲା ପଟ୍ଟାମୁଣ୍ଡାଇ ଅଞ୍ଚଳରେ ବର୍ତ୍ତମାନ ଧାନ ଫସଲ ପାଇଁ ୟୁରିଆ, ଗ୍ରୋମୋର ଓ ଡିଏପି ସାରର ଆବଶ୍ୟକ ହେଉଛି। ପ୍ରାଥମିକ ସମବାୟ ସମିତି (ସୋସାଇଟି)ଗୁଡ଼ିକରେ ସାର ମିଳୁ ନ ଥିବା ବେଳେ ବଜାର ଡିଲରମାନଙ୍କ ପାଖରେ ଅଧିକ…

କେତେଦିନ ପର୍ଯ୍ୟନ୍ତ ମରୁଥିବେ ନିରିହ ଲୋକେ: ମେହେବୁବା ମୁଫତି

ଶ୍ରୀନଗର,୧୮।୧୦: ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଗାଜା ଷ୍ଟ୍ରିପର ଅଲ-ଅହଲି ହସ୍ପିଟାଲରେ ହୋଇଥିବା ବିମାନ ଆକ୍ରମଣରେ ପିଡିପି ମୁଖ୍ୟ ତଥା ଜମ୍ମୁ କାଶ୍ମୀରର ପୂର୍ବତନ ମୁଖ୍ୟମନ୍ତ୍ରୀ ମେହବୁବା ମୁଫତି ୫୦୦ଜଣଙ୍କ ମୃତ୍ୟୁକୁ ନେଇ ଦୁଃଖ ପ୍ରକାଶ କରିଛନ୍ତି। ଏହି ଯୁଦ୍ଧରେ ନିରୀହ ଲୋକଙ୍କୁ…

ବିକ୍ରି ହେଉଛି ଅନୁପଯୋଗୀ ପାନୀୟଜଳ

ପାରାଦୀପ,୧୮।୧୦(ଶରତ ରାଉତ): ପାରାଦୀପ ବନ୍ଦର ସହରରେ ଏବେ ଖୋଲାରେ ୨୦ ଲିଟର ବିଶିଷ୍ଟ ପାନୀୟ ଜଳ ବିକ୍ରି ହେଉଛି। ପାରାଦୀପଗଡ ଠାରୁ ଆରମ୍ଭ କରି ଷଣ୍ଢକୁଦ ପର୍ଯ୍ୟନ୍ତ ୧୫ରୁ ଅଧିକ ବ୍ୟବସାୟୀ ଭୂତଳ ଜଳକୁ ସାମାନ୍ୟ ଶୋଧନ କରିବା ପରେ ତାକୁ…

ଦୀର୍ଘ ୧୫ ବର୍ଷ ପରେ ମିଳିବକି ସୌମ୍ୟା ବିଶ୍ୱନାଥନଙ୍କୁ ନ୍ୟାୟ

ନୂଆଦିଲ୍ଲୀ,୧୮।୧୦: ଦିଲ୍ଲୀର ଖବରଦାତା ସୌମ୍ୟା ବିଶ୍ୱନାଥନଙ୍କ ହତ୍ୟା ମାମଲାରେ ବୁଧବାର ସାକେତ କୋର୍ଟ ଏହାର ରାୟ ଦେବାକୁ ଯାଉଛନ୍ତି। ସାକେତ କୋର୍ଟ ଏହି ମାମଲା ଉପରେ ଅପରାହ୍ନ ୨ ଟାରେ ରାୟ ପ୍ରଦାନ କରିବେ। ସୂଚନାଯୋଗ୍ୟ, ୨୦୦୮ରେ ସୌମ୍ୟାଙ୍କୁ ହତ୍ୟା କରାଯାଇଥିଲା।…

ଏହି ଦିନ ବିବାହ କରିବେ ସୁପରଷ୍ଟାର ପ୍ରଭାସ

ମୁମ୍ବାଇ: ତେଲୁଗୁ ସୁପରଷ୍ଟାର ପ୍ରଭାସ ଆଜିକାଲି ହେଡଲାଇନରେ ଅଛନ୍ତି। ତାଙ୍କର ଚଳଚ୍ଚିତ୍ର ସାଲାର ଖୁବ୍‌ଶୀଘ୍ର ପ୍ରେକ୍ଷାଳୟରେ ମୁକ୍ତିଲାଭ କରିବାକୁ ଯାଉଛି। ପ୍ରଶଂସକମାନେ ଉତ୍ସାହର ସହିତ ଏହି ଚଳଚ୍ଚିତ୍ରକୁ ଅପେକ୍ଷା କରିଛନ୍ତି। ପ୍ରଭାସ ତାଙ୍କ ବୃତ୍ତିଗତ ଜୀବନ ସହିତ ବ୍ୟକ୍ତିଗତ ଜୀବନ ପାଇଁ…

‘ପର୍ମାନେଣ୍ଟ ରୁମ ମେଟ’ ସିଜିନ-୩: ପୁଣି ଫେରିଲା ମିକି ତନୁଙ୍କ ପ୍ରେମ କାହାଣୀ…

ମୁମ୍ବାଇ: ମିକି ଏବଂ ତନୁଙ୍କ ଯୋଡି ଦର୍ଶକଙ୍କ ସହ ଯୋଡି ହେବାର ନଅ ବର୍ଷ ବିତିଗଲାଣି। ୨୦୧୪ରେ ଦେଶର ପ୍ରଥମ ୱେବ ସିରିଜ ପର୍ମାନେଣ୍ଟ ରୁମ ମେଟ ୟୁଟ୍ୟୁବରେ ମୁକ୍ତିଲାଭ କରିଥିଲା। ଏହା ସଙ୍ଗେ ସଙ୍ଗେ ଏହା ଯୁବବର୍ଗମାନଙ୍କ ଉପରେ, ବିଶେଷ…

ଢେଙ୍କାନାଳକୁ ଆସିବ ପୁରୀ ତାଳଧ୍ୱଜ ରଥ ଚକ

ଢେଙ୍କାନାଳ,୧୮।୧୦(ରତନ ନାୟାର): ୨୦୨୦ ମସିହାରେ ପୁରୀ ରଥଯାତ୍ରାର ମହାପ୍ରଭୁ ବଳଭଦ୍ରଙ୍କ ତାଳଧ୍ୱଜ ରଥର ଗୋଟିଏ ଚକ ଢେଙ୍କାନାଳକୁ ଅଣାଯିବ। ଏ ସମ୍ପର୍କରେ ଶ୍ରୀଜଗନ୍ନାଥ ମନ୍ଦିର ମୁଖ୍ୟ ପ୍ରଶାସକ ରଞ୍ଜନ କୁମାର ଦାସ ଢେଙ୍କାନାଳ ସହରସ୍ଥିତ ଶ୍ରୀବଳଦେବ ଜୀଉ ମନ୍ଦିର କର୍ତ୍ତୃପକ୍ଷଙ୍କୁ ପତ୍ର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri