Home Left

ଆଜି ୪ ଘଣ୍ଟା ବନ୍ଦ ରହିବ ଶ୍ରୀଜିଉଙ୍କ ଦର୍ଶନ

ପୁରୀ,୧୦।୪: ଆଜି ଶ୍ରୀଜିଉଙ୍କ ବନକଲାଗି ନୀତି । ଏଥିପାଇଁ ସା ୬ରୁ ରାତି ୧୦ଟା ୪ ଘଣ୍ଟା ସାଧାରଣ ଦର୍ଶନ ବନ୍ଦ ରହିବ ବୋଲି ଶ୍ରୀମନ୍ଦିର ପକ୍ଷରୁ ସୂଚନା ଦିଆଯାଇଛି । ସାଧାରଣ ଦର୍ଶନ ବନ୍ଦ । ଦ୍ବିତୀୟ ଭୋଗମଣ୍ଡପ ଭୋଗ…

ଭାଜପା ଆଶାୟୀଙ୍କ ମଧ୍ୟରେ ଟଣାଓଟରା

ପଟ୍ଟାମୁଣ୍ଡାଇ,୧୦ା୪ (କଳ୍ପତରୁ ନାୟକ):କେନ୍ଦ୍ରାପଡ଼ା ଜିଲା ରାଜନଗର ନିର୍ବାଚନମଣ୍ଡଳୀରେ ସାଧାରଣ ନିର୍ବାଚନକୁ ନେଇ ପ୍ରାର୍ଥୀ ଘୋଷଣା କରିବାରେ ବିଜେଡି ଆଗୁଆ ରହିଥିବା ବେଳେ ଦଳୀୟ କର୍ମୀ ଓ ସମର୍ଥକଙ୍କ ମଧ୍ୟରେ ନିର୍ବାଚନ ଜିତିବାର ଆଶା ବୃଦ୍ଧି ପାଇଛି। ବିଜେଡି ପୁଣି ଧ୍ରୁବ ସାହୁଙ୍କୁ…

୧୬ ମାଛର ଓଜନ ୨୧୫ କେଜି

ପାରାଦୀପ,୧୦।୪(ଶରତ ରାଉତ):ପାରାଦୀପ ମାଛଧରା ବନ୍ଦରକୁ ମଙ୍ଗଳବାର ପାର୍ବତୀ ନାମକ ବୋଟ୍‌ରେ ୧୬ଟି ତେଲିଆ ବୋରେଇ ମାଛ ଆସିଥିଲା। ସେଗୁଡ଼ିକର ଓଜନ ୨୧୫ କେଜି ରହିଛି। ଉକ୍ତ ମାଛକୁ ବିକ୍ରି ପାଇଁ ବୋଟ୍‌ ମାଲିକ ସନ୍ଧ୍ୟାରେ କଲିକତା ଦୀଘା ନେଇ ଯାଇଛନ୍ତି। ଏସବୁ…

ରୋନାଲ୍‌ଡୋଙ୍କୁ ରେଡ୍‌ କାର୍ଡ, ସସ୍‌ପେଣ୍ଡ

ଆବୁଧାବି, ୧୦ା୪: ଅଲ୍‌-ନାସର ଓ ଅଲ୍‌-ହିଲାଲ ମଧ୍ୟରେ ଅନୁଷ୍ଠିତ ସାଉଦି ସୁପର କପ୍‌ ଫୁଟ୍‌ବଲ ଟୁର୍ନାମେଣ୍ଟର ଏକ ସେମିଫାଇନାଲ ମ୍ୟାଚରେ ରେଡ୍‌କାର୍ଡ ଯୋଗୁ କ୍ରିଷ୍ଟିଆନୋ ରୋନାଲ୍‌ଡୋ ତାଙ୍କର ଆଗାମି ଦୁଇଟି ଗେମ୍‌ରୁ ସସ୍‌ପେଣ୍ଡ ହୋଇଛନ୍ତି। ୫ଥର ସମ୍ମାନଜନକ ବାଲନ ଡି’ଅର ପୁରସ୍କାର…

ନୋବେଲ୍‌ ପୁରସ୍କାରପ୍ରାପ୍ତ ବୈଜ୍ଞାନିକଙ୍କ ପରଲୋକ

ମୁମ୍ବାଇ,୧୦।୪:ନୋବେଲ ପୁରସ୍କାର ପ୍ରାପ୍ତ ବୈଜ୍ଞାନିକ ପିଟର ହିଗ୍ସଙ୍କ ୯୪ ବର୍ଷ ବୟସରେ ଦେହାନ୍ତ ହୋଇଛି। ଗର୍ଡ ପାର୍ଟିକଲର ଆବିଷ୍କାର ପାଇଁ ସେ ବେଶ ଜଣାଶୁଣା, ଯାହା ବିଗ ବିଙ୍ଗ ପରେ ବ୍ରହ୍ମାଣ୍ଡ କିପରି ସୃଷ୍ଟି ହେଲା ତାହା ବ୍ୟାଖ୍ୟା କରିବାରେ ସାହାଯ୍ୟ…

ଭୁବନେଶ୍ୱରରେ ମାରୁତି ସୁଜୁକିର ମାଇଲେଜ୍‌ ରାଲି

ଭୁବନେଶ୍ୱର,୯।୪: ମାରୁତି ସୁଜୁକି ଇଣ୍ଡିଆ ଲିମିଟେଡ୍‌ (ଏମ୍‌ଏସ୍‌ଆଇଏଲ୍‌) ର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଗ୍ରାଣ୍ଡ ଭିଟାରା’ର ସର୍ବଭାରତୀୟ ଉନ୍ମୋଚନ ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ କମ୍ପାନୀ ପକ୍ଷରୁ ଏକ ଅଭିନବ କାର୍ଯ୍ୟକ୍ରମ ‘ଗ୍ରାଣ୍ଡ ଭିଟାରା ଷ୍ଟ୍ରଙ୍ଗ୍‌ ହାଇବ୍ରିଡ୍‌…

୧୧ରେ ପାଳନ ହେବ ଇଦ୍‌

କଟକ,୧୦ା୪ (କାର୍ତ୍ତିକ ସାହୁ):ଆସନ୍ତା ୧୧ ତାରିଖରେ ଇଦ୍‌ ପର୍ବ ପାଳନ ହେବ। ଏନେଇ କଟକ ଦିଓ୍ବାନବଜାରସ୍ଥିତ ଅଞ୍ଜୁମାନ ଇସ୍‌ଲାମିଆ ଅହେଲ ସୁନତ ଓ ଜମାତ୍‌ ଚାନ୍ଦ କମିଟି ପକ୍ଷରୁ ନିଷ୍ପତ୍ତି ନିଆଯାଇଥିବା ସମ୍ପାଦକ ଲିଆକତ୍‌ଉଦ୍ଦିନ୍‌ ଅହେମ୍ମଦ ମଙ୍ଗଳବାର ସନ୍ଧ୍ୟାରେ ସୂଚନା ଦେଇଛନ୍ତି।…

ରାଜେଶ ପିଏନ୍‌ବିର ନୂତନ ଅଞ୍ଚଳ ମୁଖ୍ୟ

ଭୁବନେଶ୍ୱର,୧୦।୪: ପଞ୍ଜାବ ନ୍ୟାଶନାଲ ବ୍ୟାଙ୍କ(ପିଏନ୍‌ବି) ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟର ଅଞ୍ଚଳ ମୁଖ୍ୟ (ମହାପ୍ରବନ୍ଧକ) ଭାବେ ରାଜେଶ କୁମାର ନିକଟରେ କାର୍ଯ୍ୟଭାର ଗ୍ରହଣ କରିଛନ୍ତି। ଏହା ପୂର୍ବରୁ ସେ ବର୍ଦ୍ଧମାନ ମଣ୍ଡଳ କାର୍ଯ୍ୟାଳୟରେ ମଣ୍ଡଳ ମୁଖ୍ୟ ଭାବେ କାର୍ଯ୍ୟ କରୁଥିଲେ। ଉଲ୍ଲେଖଯୋଗ୍ୟ,୧୯୯୫ରେ ରାଜେଶ…

ପୋଲିସକୁ କାମୁଡ଼ିି ଖସିଗଲେ ଅଭିଯୁକ୍ତ

ରାମଚନ୍ଦ୍ରପୁର, ୧୦ା୪ (ଗଣେଶ୍ୱର ସା):ହତ୍ୟା ଉଦ୍ୟମ କରି ଦୀର୍ଘଦିନ ହେଲା ଫେରାର ଥିବା ଜଣେ ଅଭିଯୁକ୍ତଙ୍କୁୁ ଗିରଫ କରିବା ସମୟରେ ସେ ପୋଲିସ କର୍ମଚାରୀଙ୍କୁ କାମୁଡ଼ି ରକ୍ତାକ୍ତ କରି ଖସି ପଳାଇବା ଘଟଣା ଆନନ୍ଦପୁର ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି। ଅଭିଯୁକ୍ତ…

ତୁଟୁନି ବିଜେଡିର ଟିକେଟ ଝମେଲା

ଭୁବନେଶ୍ୱର,(ଅନିଲ ଦାସ)/ ଅନୁଗୋଳ, ୧୦ା୪ (ଅମିତ କୁମାର ସାମଲ):ଅନୁଗୋଳ ବିଧାନସଭା ନିର୍ବାଚନମଣ୍ଡଳୀ ପାଇଁ ବିଜେଡିର ଟିକେଟ ଝମେଲା ତୁଟୁନି। ଏହି ଆସନ ପାଇଁ ପ୍ରାର୍ଥୀ ଘୋଷଣା ଯେତିକି ବିଳମ୍ବ ହେଉଛି ଅନୁଗୋଳ ବିଧାୟକ ରଜନୀକାନ୍ତ ସିଂହ ଓ ତାଙ୍କ ସମର୍ଥକଙ୍କ ମଧ୍ୟରେ…

ସମ୍ବଲପୁରବାସୀ ମୋଦିଙ୍କ ସହ ରହିଛନ୍ତି: ଧର୍ମେନ୍ଦ୍ର

ସମ୍ବଲପୁର,୧୦ା୪ (ଭବାନୀ ଶଙ୍କର ଭୋଇ): ଭାଜପା ପକ୍ଷରୁ ସମ୍ବଲପୁର ଲୋକ ସଭା ପ୍ରାର୍ଥୀ ଧର୍ମେନ୍ଦ୍ର ପ୍ରଧାନ ସମ୍ବଲପୁର ଜିଲା ସମେତ ଦେବଗଡ, ଆଠମଲ୍ଲିକ ଓ ଛେଣ୍ଡିପଦାରେ ଧୂଆଁଧାର ପ୍ରଚାର ଆରମ୍ଭ କରିଦେଇଛନ୍ତି। ମଙ୍ଗଳବାର ସମ୍ବଲପୁରଠାରେ ଭାଜପା କାର୍ଯ୍ୟକର୍ତ୍ତାଙ୍କ ସାଙ୍ଗଠନିକ ବୈଠକରେ ସେ…

ଘୋଷଣା ହୋଇପାରୁନି କଂଗ୍ରେସ ପ୍ରାର୍ଥୀ ତାଲିକା

ବରୀ,୧୦।୪(ମହେନ୍ଦ୍ର ସ୍ବାଇଁ): ୨୦୦୦ ମସିହାରୁ ବରୀ ବିଧାନସଭା ନିର୍ବାଚନମଣ୍ଡଳୀରେ କୌଣସି କଂଗ୍ରେସ ପ୍ରାର୍ଥୀ ନିର୍ବାଚନ ଲଢ଼ି ବିଜୟର ସ୍ବାଦ ଚାଖି ନାହାନ୍ତି। ଚଳିତ ନିର୍ବାଚନ ଲାଗି ତାରିଖ ଘୋଷଣା ପରେ ମଧ୍ୟ କଂଗ୍ରେସ ଏହି ନିର୍ବାଚନମଣ୍ଡଳୀରୁ ପ୍ରାର୍ଥୀଙ୍କ ନାମ ଘୋଷଣା କରି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?