Home Left

ଚାଷୀଙ୍କ ଅଣ୍ଟା ଭାଙ୍ଗିଦେଲା ବର୍ଷା

ବ୍ରହ୍ମପୁର,୭ା୧୨ (ସ୍ମୃତି ରଞ୍ଜନ ମହାଲିକ)ବାତ୍ୟା ମିଗଜୋମ ପ୍ରଭାବରେ ଗଞ୍ଜାମ ଜିଲାରେ ପ୍ରବଳ ବର୍ଷା ହୋଇଛି। ଧାନ କଟା ହୋଇ ବିଲରେ ପଡିଥିବାରୁ ବର୍ଷା ଯୋଗୁ ଶତାଧିକ ଏକର ଜମିର ଫସଲ ପାଣିରେ ବୁଡିଯାଇଛି। ଫଳରେ ପ୍ରାକୃତିକ ବିପର୍ଯ୍ୟୟର ଶିକାର ହୋଇ ଆସୁଥିବା…

ଜଳମଗ୍ନ ହେବ ୧୨ ସହର

ନୂଆଦିଲ୍ଲୀ,୭ା୧୨: ବାତ୍ୟା ମିଗ୍‌ଜୋମ୍‌ ପ୍ରଭାବରେ ତାମିଲନାଡୁର ଚେନ୍ନାଇ ସହର ଜଳାର୍ଣ୍ଣବ ହୋଇଥିବାବେଳେ ଏହା ପୁଣିଥରେ ଭାରତୀୟ ସହରଗୁଡ଼ିକର ଜଳବାୟୁ ପରିବର୍ତ୍ତନଜନିତ ଭୟାବହତାକୁ ଲୋକଲୋଚନକୁ ଆଣିଛି। ଗତ ୪ ତାରିଖ ସୁଦ୍ଧା ୪୮ ଘଣ୍ଟା ମଧ୍ୟରେ ଚେନ୍ନାଇରେ ୪୦ ସେଣ୍ଟିମିଟରରୁ ଅଧିକ ବର୍ଷା…

ମତ୍ସ୍ୟଜୀବୀଙ୍କ ସଂଖ୍ୟା ରିପୋର୍ଟ ବିଭାଗ ପାଖରେ ନାହିଁ

ପାରାଦୀପ,୭ା୧୨(ଶରତ ରାଉତ)ରାଜ୍ୟର ପ୍ରମୁଖ ମତ୍ସ୍ୟ ଉତ୍ପାଦନ ସ୍ଥାନ ହେଲା ପାରାଦୀପ ମାଛଧରା ବନ୍ଦର। ଏହି ମାଛଧରା ବନ୍ଦର ଉପରେ ୫୦ ହଜାରରୁ ଅଧିକ ଲୋକ ନିର୍ଭରଶୀଳ ବୋଲି ଅନେକ ସମୟରେ ସରକାରୀ ଭାବେ କୁହାଯାଉଛି। କିନ୍ତୁ କୌତୂହଳ ପ୍ରସଙ୍ଗ ହେଲା ଉକ୍ତ…

ମରୁଡ଼ି ପରେ ଦାଉ ସାଧିଲା ବର୍ଷା

ନୟାଗଡ଼,୭।୧୨(ଲୋକନାଥ ମିଶ୍ର)ମରୁଡି ପରେ ଦାଉ ସାଧିଛି ବର୍ଷା । ଚାଷୀଙ୍କ ବର୍ଷକର ପରିଶ୍ରମ ବାତ୍ୟା ମିଗଜୋମ ପ୍ରଭାବରେ ପାଣିରେ ଭିଜିଯାଇଛି। ପରିବା ଫସଲ ଉପରେ ପ୍ରଭାବ ପଡିଛି। ରାତିରେ ଅଧିକ ବର୍ଷା ହେଲେ ଧାନ ଫସଲ ଅମଳ ଉପରେ ପ୍ରଭାବ ପକାଇପାରେ…

୫ମାସ ବିତିଲା, ହେଲାନି ସ୍ବତନ୍ତ୍ର ବୈଠକ

ନୟାଗଡ଼,୭ା୧୨(ଲୋକନାଥ ମିଶ୍ର)ନୟାଗଡ଼ ଜିଲା ସଦର ମହକୁମାର ପୁରୁଣା ସହରରେ ପୂଜା ପାଉଥିବା ଜଗନ୍ନାଥ, ବଳଭଦ୍ର ଓ ସୁଭଦ୍ରାଙ୍କ ପାଇଁ କରାଗଲାନି ସ୍ବତନ୍ତ୍ର ବୈଠକ। ଏକାଦଶୀରେ ଅନୁଷ୍ଠିତ ସୁନାବେଶରେ ଶ୍ରୀଜୀଉ ରୁପା ଅଳଙ୍କାରରେ ସଜ୍ଜିତ ହେଉଥିବାରୁ ୨୦୨୩ ବାହୁଡ଼ା ଯାତ୍ରା ପରେ ସ୍ବତନ୍ତ୍ର…

ଦୁର୍ନୀତି ପଦାରେ ପଡ଼ିବା ଭୟ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକରେ ଥିବା ଆଶ୍ରମ ସ୍କୁଲରେ ଅନେକ ଦୁର୍ନୀତି ହେଉଥିବା ନେଇ ବାରମ୍ବାର ଅଭିଯୋଗ ହୋଇଆସୁଛି। ଅଭିଯୋଗ ପରେ ଗଣମାଧ୍ୟମ ପ୍ରତିନିଧିମାନେ ସମ୍ପୃକ୍ତ ସ୍କୁଲକୁ ଯାଇ ସତ୍ୟାସତ୍ୟ ଜାଣିବା ପରେ ଖବର ପ୍ରକାଶ କରୁଛନ୍ତି । ଖବର…

ଖବର ପ୍ରକାଶ ପରେ ମରାମତି ହେଲା ନଳକୂପ

ନୂଆଗାଁ,୭।୧୨(ଧନେଶ୍ୱର ସାହୁ)ନୟାଗଡ଼ ଜିଲା ନୂଆଗାଁ ବ୍ଲକ କୋରଡା ପଞ୍ଚାୟତ ବେଲବଣି ଗ୍ରାମରେ ୧୦ ଦିନ ହେଲା ସୋଲାର ଜଳ ଯୋଗାଣ ବ୍ୟବସ୍ଥା ଓ ନଳକୂଅ ଉଭୟ ଖରାପ ହୋଇ ଯାଇଥିବାରୁ ଲୋକମାନେ ପାଣି ପାଇଁ ଡହଳବିକଳ ହେଉଥିଲେ । ଏ ନେଇ…

ରେଲୱେ ଏହି କମ୍ପାନୀର ବଡ଼ ଅଂଶଧନ ବିକ୍ରି କରିବେ ସରକାର, ରିହାତିରେ ମିଳିବ ସେୟାର

ନୂଆଦିଲ୍ଲୀ, ୬ା୧୨: ପବ୍ଲିକ ସେକ୍ଟର କମ୍ପାନୀ ଇରକନ ଇଣ୍ଟରନ୍ୟାସନାଲ ଲିମିଟେଡର ୮ ପ୍ରତିଶତ ଅଂଶଧନ ବିକ୍ରୟ ପାଇଁ କେନ୍ଦ୍ର ସରକାର ଏକ ଅଫର ଆଣିଛନ୍ତି। ବିକ୍ରୟ ପାଇଁ ଏହି ଅଫର ଗୁରୁବାର, ଡିସେମ୍ବର ୭, ୨୦୨୩ ରେ ଖୋଲିବ, ଯେଉଁଥିରେ ଅଣ-ଖୁଚୁରା…

ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ ଡୁପ୍ଲେସି

ଆବୁଧାବି,୬ା୧୨: ପୂର୍ବତନ ଦକ୍ଷିଣ ଆଫ୍ରିକା ଅଧିନାୟକ ଫାଫ୍‌ ଡୁପ୍ଲେସି ଆଉ ଥରେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବେ। ଆସନ୍ତା ଟି୨୦ ବିଶ୍ୱକପ୍‌ ପୂର୍ବରୁ ସେ ଅନ୍ତର୍ଜାତୀୟ କ୍ରିକେଟକୁ ଫେରିବାର ସମ୍ଭାବନା ଥିବା ନେଇ ସୂଚନା ଦେଇଛନ୍ତି ଦକ୍ଷିଣ ଆଫ୍ରିକାର କୋଚ୍‌ ରବ ଓ୍ବାଲଟର।…

ମୁସଲିମ୍ ପ୍ରେମିକ ସହିତ ବ୍ରେକ୍ ଅପ କଲେ ହିମାନ୍ସି ଖୁରାନା, କହିଲେ-‘ଧର୍ମ ପାଇଁ ଦେଲି ପ୍ରେମର ବଳିଦାନ’

ମୁମ୍ବାଇ: ରିୟାଲିଟି ଶୋ ବିଗ୍ ବସ୍-୧୩ ରେ ହିମାନ୍ସି ଖୁରାନା ଏବଂ ଅସୀମ ରିଆଜ ମଧ୍ୟରେ ଲଭ ସମ୍ପର୍କ ଆରମ୍ଭ ହୋଇଥିଲା। ଏବେ ଦୁହିଁଙ୍କ ରାସ୍ତା ଅଲଗା ହୋଇଯାଇଛି। ହିମାନ୍ସି ସୋସିଆଲ ମିଡିଆରେ ଏକ ପୋଷ୍ଟ କାରୀଣିଜର ପ୍ରଶଂସକ ମାନଙ୍କୁ ଏହି…

ଗୋଟିଏ ଓଭରରେ ୬ ଛକା, ୨୪ ବଲରେ ଶତକ, ୪୩ ବଲରେ କଲେ ୧୯୩ ରନ୍, ଜାଣନ୍ତୁ କିଏ ଏହି ଦୁର୍ଦଶ ବ୍ୟାଟର

ନୂଆଦିଲ୍ଲୀ , ୬ା୧୨: ଟି୧୦ ଲିଗରେ କାଟାଲୋନିଆ ଜାଗୁଆରର ଓପନିଂ ବ୍ୟାଟ୍ସମ୍ୟାନ୍ ହାମଜା ସଲିମ ଡାର ଇତିହାସ ସୃଷ୍ଟି କରିଛନ୍ତି। ସେ ମାତ୍ର ୪୩ ବଲରେ ୧୯୩ ରନର ଇନିଂସ ଖେଳିଛନ୍ତି। ଇନିଂସ ଆରମ୍ଭରୁ ଓପନିଂ କରିବାକୁ ଆସି ଶେଷ ପର୍ଯ୍ୟନ୍ତ…

ହାତୀ ମୃତ୍ୟୁ ଘଟଣାରେ ଫରେଷ୍ଟର ନିଲମ୍ବିତ

କେନ୍ଦୁଝର,୬ା୧୨(ନରେଶ ଚନ୍ଦ୍ର ପଟ୍ଟନାୟକ): ଚମ୍ପୁଆ ରେଞ୍ଜ ଅନ୍ତର୍ଗତ କାଳିକାପ୍ରସାଦ ସଂରକ୍ଷିତ ଜଙ୍ଗଲରୁ ଗଳିତ ମାଈହାତୀର ମୃତଦେହ ମିଳିବା ଘଟଣାରେ ବନ ବିଭାଗ ପକ୍ଷରୁ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଇଛି। ଉକ୍ତ ଘଟଣାରେ କାର୍ଯ୍ୟରେ ଅବହେଳା ଏବଂ ବିଳମ୍ବରେ ହାତୀ ମୃତ୍ୟୁ ଘଟଣା ନେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri