ଆଜି ଇସ୍ତଫା ଦେବେ ମୁଖ୍ୟମନ୍ତ୍ରୀ, ଦଳର ବରିଷ୍ଠ ନେତା କରୁଛନ୍ତି ଘନଘନ ବୈଠକ
ପାଟ୍ନା,୩୦ା୩: ବିହାର ମୁଖ୍ୟମନ୍ତ୍ରୀ ନୀତୀଶ କୁମାର ରାଜ୍ୟ ବିଧାନସଭା ପରିଷଦରୁ ଇସ୍ତଫା ଦେବାର ସମ୍ଭାବନାକୁ ନେଇ ସୋମବାର ରାଜନୈତିକ ବାତାବରଣ ବେଶ୍ ସରଗରମ ରହିଛି। ଦଳର ବରିଷ୍ଠ ନେତାମାନେ ମୁଖ୍ୟମନ୍ତ୍ରୀଙ୍କ ସରକାରୀ ବାସଭବନରେ ଘନଘନ ବୈଠକ କରୁଛନ୍ତି। ଉଲ୍ଲେଖନୀୟ ଯେ, ମାର୍ଚ୍ଚ…
ଟ୍ରମ୍ପଙ୍କ ମନ୍ତବ୍ୟ ପରେ, ନୂଆ ବୟାନ ଜାରି କଲେ ମୋଜତାବା ଖାମେନେଇ; ଜାଣନ୍ତୁ ସେ କାହାକୁ ଦେଲେ ଧନ୍ୟବାଦ
ତେହରାନ୍,୩୦।୩: ଏକ ଲିଖିତ ବାର୍ତ୍ତାରେ, ଇରାନର ନୂଆ ସର୍ବୋଚ୍ଚ ନେତା ମୋଜତାବା ଖାମେନେଇ, ଆମେରିକା ଏବଂ ଇସ୍ରାଏଲ ବିରୁଦ୍ଧରେ ଯୁଦ୍ଧରେ ସମର୍ଥନ ପାଇଁ ଇରାକର ଜନସାଧାରଣଙ୍କ ପ୍ରତି କୃତଜ୍ଞତା ପ୍ରକାଶ କରିଛନ୍ତି। ଇରାନୀ ଗଣମାଧ୍ୟମ ରବିବାର (୨୯ ମାର୍ଚ୍ଚ) ଏହି ସୂଚନା…
ଧାନ ସଂଗ୍ରହ କଣ୍ଟକୁ ଦିନେ, ଜିଦିରେ ଅଟଳ ଚାଷୀ
ବାହାନଗା/ତିହିଡ଼ି/ ଭଣ୍ଡାରିପୋଖରୀ, ୩୦ା୩ (ଅରୂପ କୁମାର ଦାସ/ସଞ୍ଜିତ ବଳ/ ରାଜେନ୍ଦ୍ର ଶତପଥୀ ): ବାଲେଶ୍ୱର ଜିଲା ବାହାନଗା ବ୍ଲକ୍ ଖନ୍ତାପଡ଼ାଠାରେ ଚାଷୀ ଅସନ୍ତୋଷ ଦେଖିବାକୁ ମିଳିଛି। ଟୋକନ ପାଇ ମଣ୍ଡିରେ ଧାନ ବିକି ନ ପାରି ପ୍ରତିବାଦ ସ୍ବରୂପ ରବିବାର ଶତାଧିକ…
ଏଇ ଭାରତରେ
ଦିଲ୍ଲୀ-ଏନ୍ସିଆର, ଉତ୍ତରପ୍ରଦେଶ, ହରିୟାଣା ଏବଂ ଗୁଜରାଟର ୨୦ଟି ସରକାରୀ ଓ ୮ଟି ଘରୋଇ ସ୍କୁଲରେ ପିଲାମାନେ ଚାଷକରି ପରିବା ଉତ୍ପାଦନ କରିବାକୁ ସକ୍ଷମ ହୋଇପାରିଛନ୍ତି। ଏହା ସମ୍ଭବ ହୋଇଛି ପ୍ରଗତି ଚାଶ୍ୱାଲଙ୍କ ଅର୍ବାନ ଫାର୍ମିଂ ମିଶନ ଦ୍ୱାରା। ଏବେ ସୁଦ୍ଧା ସେ…
‘ପାକିସ୍ତାନ ଉପରେ ଆମେରିକା-ଇରାନର ଭରସା…,’ ବିବାଦ ମଧ୍ୟରେ ପାକିସ୍ତାନର ଆଶ୍ଚର୍ଯ୍ୟଜନକ ଦାବି
ଇସଲାମାବାଦ,୩୦।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ପାକିସ୍ତାନ କହିଛି ଯେ ଆମେରିକା ଏବଂ ଇରାନ ଉଭୟ ମଧ୍ୟସ୍ଥତା ଭାବରେ ଏହାର ଭୂମିକା ଉପରେ ବିଶ୍ୱାସ ପ୍ରକାଶ କରିଛନ୍ତି। ପାକିସ୍ତାନ ଅନୁଯାୟୀ, ଆଗାମୀ ଦିନରେ ଇରାନ ସହିତ ଶତ୍ରୁତା ବନ୍ଦ କରିବା ସମ୍ପର୍କରେ…
ସନ୍ଧିକ୍ଷଣରେ ସବୁଜିମା ସ୍ବାସ୍ଥ୍ୟ
ର୍ତ୍ତମାନ ସମୟର ସବୁଠାରୁ ଉଦ୍ବେଗଜନକ ଚିତ୍ରଟି ଜାତିସଂଘର ଜିଏଫ୍ଆର୍ଏ ରିପୋର୍ଟରୁ ଜଣାପଡ଼ିଛି, ତାହା ହେଉଛି ଆମ ପୃଥିବୀର ବିଶେଷକରି ଜଙ୍ଗଲର ସ୍ବାସ୍ଥ୍ୟ ଓ ସ୍ଥିତି ଭଲ ନାହିଁ। ଅର୍ଥାତ୍ ଜଙ୍ଗଲ ବୃଦ୍ଧି ହାରରେ ଆଶାନୁରୂପକ ଅଗ୍ରଗତି ଘଟୁନି। ତେବେ ଗୋଟିଏ ଭଲ…
ଆମେରିକାର ବିଶ୍ୱ ଅଭିଯାନ
ଚଳିତ ବର୍ଷ ଫେବୃଆରୀ ୨୮ରେ ଆମେରିକା ଓ ଇସ୍ରାଏଲ ଯୋଡ଼ି ଅଚାନକ ଇରାନ୍ ଉପରେ ବୋମାବର୍ଷଣ କରି ଇରାନର ଶୀର୍ଷନେତା ଆୟାତୋଲ୍ଲା ଖାମନେଇ ଓ ତାଙ୍କ ପରିବାର ସହିତ ଅନ୍ୟ ସାମରିକ ନେତାଙ୍କୁ ହତ୍ୟା କରିଛନ୍ତି। କେବଳ ସେତିକି ନୁହେଁ ଇରାନର…
‘ଭଲ ଉତ୍ପାଦ ଏହାର ଗୁଣବତ୍ତା ଦ୍ୱାରା ଆଦୃତ ହୁଏ’
ଭୁବନେଶ୍ୱରସ୍ଥିତ ଜୟବାବା ଅଟୋମୋବାଇଲ୍ସର ମ୍ୟାନେଜିଂ ପାର୍ଟନର ହର୍ଷିତ ଲୋଧା ଜଣେ ସଫଳ ଉଦ୍ୟୋଗୀ ଭାବେ ନିଜର ପରିଚୟ ସୃଷ୍ଟି କରିଛନ୍ତି। ୨୦୨୩ରେ ପ୍ରତିଷ୍ଠିତ ‘ଜୟବାବା ଟ୍ରାଇବ୍’ର ପ୍ରତିଷ୍ଠାତା ଏବଂ ସକ୍ରିୟ ସଦସ୍ୟ ଭାବେ ସେ ସଫଳତାର ପାହାଚ ଚଢ଼ିବାରେ ଲାଗିଛନ୍ତି। ବ୍ୟବସାୟିକ…
ଗ୍ରୀଡ୍ ଉପରେ ବୋମାମାଡ଼: ତେହରାନ୍ ଅନ୍ଧାରରେ
ତେହରାନ୍,୩୦ା୩: ତେହରାନ୍ ଏବଂ ଏହାର ଆଖପାଖ ଅଞ୍ଚଳର ବିଦ୍ୟୁତ୍ ଗ୍ରୀଡ୍ ଉପରେ ଇସ୍ରାଏଲ୍ ଶନିବାର ବୋମାମାଡ଼ କରିଛି। ଫଳରେ ତେହରାନ୍ ସମେତ ଅନେକ ସହରରେ ବିଦ୍ୟୁତ୍ ସେବା ବ୍ୟାହତ ହୋଇଛି। ପ୍ରଥମଥର ପାଇଁ ଇସ୍ରାଏଲ ବିଦ୍ୟୁତ୍ ଭିତ୍ତିଭୂମି ଉପରେ ଆକ୍ରମଣ କରିଛି।…
ସାବଧାନ! ଜଣଙ୍କ ପରେ ଜଣଙ୍କୁ ଟାଣି ନେଉଛି କୁମ୍ଭୀର, ଏବେ ବି ନଦୀରେ ଘୂରି ବୁଲୁଛି
ମହାକାଳପଡ଼ା,୩୦ା୩(ପ୍ରତାପ ଚନ୍ଦ୍ର ସ୍ବାଇଁ): ମହାକାଳପଡ଼ା ବ୍ଲକ ଗୋବରୀ ନଦୀର କାଉସପାଳ ଫେରୁଘାଟଠାରେ ଏକ ୨୦ ଫୁଟ ଲମ୍ବର ବଉଳ କୁମ୍ଭୀର ଘୂରି ବୁଲୁଛି। ଏହାକୁ ନେଇ ନଦୀ କୂଳିଆ ବାସିନ୍ଦା ଆତଙ୍କିତ ହୋଇପଡିଛନ୍ତି। ପାଣିରେ ପ୍ରବେଶ କରିବା ମାତ୍ରେ କୁମ୍ଭୀର ଆକ୍ରମଣରେ…
ମାତାପିତାଙ୍କୁ ଅବହେଳା କଲେ ଦରମାରୁ କଟିବ ୧୦ ହଜାର
ହାଇଦ୍ରାବାଦ,୨୯ା୩: ବୃଦ୍ଧ ମାତାପିତାଙ୍କ ପ୍ରତି ଯତ୍ନ ଏବଂ ପରିଣତ ବୟସରେ ସେମାନଙ୍କ ପ୍ରତି ସମ୍ବେଦନଶୀଳ ହେବା ସାମାଜିକ ଦାୟିତ୍ୱବୋଧକୁ ତେଲଙ୍ଗାନା ସରକାର ଗୁରୁତ୍ୱ ଦେଇ ରବିବାର ଏକ ଐତିହାସିକ ବିଲ୍କୁ ଅନୁମୋଦନ ଦେଇଛନ୍ତି। ‘ତେଲଙ୍ଗାନା ଏମ୍ପ୍ଲଇଜ୍ ଆକାଉଣ୍ଟେବିଲିଟି ଆଣ୍ଡ୍ ମନିଟରିଂ ଅଫ୍ ପାରେଣ୍ଟିଆଲ…
ପାକିସ୍ତାନରେ ହେବ ଲକ୍ଡାଉନ୍
ଇସ୍ଲାମାବାଦ,୨୯ା୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ଯୋଗୁ ପାକିସ୍ତାନରେ ଇନ୍ଧନ ସଙ୍କଟ ଗୁରୁତର ହୋଇପଡିଛି। ଦେଶରେ ଶକ୍ତି ଏବଂ ଇନ୍ଧନ ବ୍ୟବହାର କମାଇବା ଉଦ୍ୟମ ସ୍ବରୂପ ପାକ୍ ସରକାର ପ୍ରତି ସପ୍ତାହରେ ୨ ଦିନ ଲକ୍ଡାଉନ୍ କରିବା ପାଇଁ ବିଚାର କରୁଛନ୍ତି। ଏନେଇ ଏକ…
Archives


