ଯଶିପୁର ବିଇଓ ନିଲମ୍ବିତ
ବାରିପଦା,୬।୧୨(ନୀଳାଦ୍ରି ବିହାରୀ ଦଣ୍ଡପାଟ): ରାଜ୍ୟ ସରକାରଙ୍କ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗର ନିର୍ଦ୍ଦେଶ କ୍ରମେ ମୟୂରଭଞ୍ଜ ଜିଲା ଯଶିପୁର ବ୍ଲକ ଶିକ୍ଷାଧିକାରୀ ମଙ୍ଗଲ ଚରଣ ସିଂଙ୍କୁ କାର୍ଯ୍ୟରୁ ନିଲମ୍ବିତ କରାଯାଇଛି। ବିଭାଗୀୟ ଚିଠି ନଂ ୨୭୯୫୮/୫ ଡିସେମ୍ବର ୨୦୨୩ କ୍ରମେ ବିଇଓଙ୍କ…
ପାଣ୍ଡ୍ୟାଙ୍କ ମଜା ଉଡାଇଲେ ଅଜୟ ଜାଡେଜା: କହିଲେ- ସେ ଜଣେ ଭଲ ଖେଳାଳି ହେଲେ…
ନୂଆଦିଲ୍ଲୀ,୬।୧୨: ନିକଟରେ ଗୁଜରାଟ ଟାଇଟନ୍ସରୁ ମୁମ୍ବାଇ ଇଣ୍ଡିଆନ୍ସକୁ ପ୍ରତ୍ୟାବର୍ତ୍ତନ କରିଥିବା ହାର୍ଦ୍ଦିକ ପାଣ୍ଡ୍ୟା ଲଗାତାର ଭାବେ ଚର୍ଚ୍ଚାରେ ରହୁଛନ୍ତି। ତାଙ୍କ ଅଧିନାୟକତ୍ୱରେ ଦୁଇ ବର୍ଷ ଧରି ଗୁଜରାଟ ଜବରଦସ୍ତ ପ୍ରଦର୍ଶନ କରିଥିଲା। ବିଶେଷକରି ଡେବ୍ୟୁ ସିଜନରେ ଦଳ ଟୁର୍ନାମେଣ୍ଟରେ ବିଜେତା ହୋଇଥିବା…
ଭାଜପା ପ୍ରାର୍ଥୀ ହାରିବା ପରେ ଅଧା ନିଶ-କେଶ କାଟିଲେ କାର୍ଯ୍ୟକର୍ତ୍ତା
ରାୟପୁର,୬।୧୨: ଛତିଶଗଡର ବିଧାନସଭା ନିର୍ବାଚନରେ ନେତା ଏବଂ ସେମାନଙ୍କ କର୍ମୀଙ୍କ ମଧ୍ୟରେ ଉତ୍ସାହ ଦେଖିବାକୁ ମିଳିଥିଲା। ରାଜନୈତିକ ଦଳର ନେତାଙ୍କ ସହ ସେମାନଙ୍କ କର୍ମୀମାନେ ମଧ୍ୟ ନିର୍ବାଚନରେ ଭାଗ ନେଇଥିଲେ। କର୍ମୀମାନେ ମଧ୍ୟ ତାଙ୍କ ନେତାଙ୍କୁ ଜିତାଇବା ପାଇଁ କୌଣସି ସୁଯୋଗ…
ଦୁର୍ବଳ ହେଲା ‘ମିଗଜୋମ’: ୧୭ ମୃତ
ହାଇଦ୍ରାବାଦ୍,୫।୧୨: ବାତ୍ୟା ‘ମିଗଜୋମ’ ଭୀଷଣ ରୂପ ନେଇ ଦକ୍ଷିଣ ଆନ୍ଧ୍ର ଉପକୂଳ ନେଲୋର ଏବଂ ମଚ୍ଛଲିପଟନମରେ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହୋଇପଡିଥିବା ବୁଧବାର ଭାରତ ପାଣିପାଗ ବିଭାଗ କହିଛି। ଏହା ଆଗାମୀ ୬ ଘଣ୍ଟା ମଧ୍ୟରେ ଆହୁରି ଦୁର୍ବଳ ହେବ…
ଲକ୍ଷପତି ଭିକାରୀଙ୍କ ଭୋକରେ ମୃତ୍ୟୁ, ପାଖରୁ ମିଳିଲା ଲକ୍ଷ ଲକ୍ଷ ଟଙ୍କା
ବଲସାଡ,୬।୧୨: ରାସ୍ତାରେ ଯିବାଆସିବା ସମୟରେ ଆପଣ ଭିକାରୀଙ୍କୁ ନିହାତି ଭେଟୁଥିବେ। ପେଟ ପୋଷିବା ପାଇଁ ସେମାନେ ରାସ୍ତାକଡରେ ବସି ଭିକ ମାଗିଥାନ୍ତି। ଭିକରୁ ମିଳୁଥିବା ୩୦-୪୦ଟଙ୍କାକୁ ନେଇ ସେମାନେ ଓଳିଏ ଖାଇଲେ ଓଳିଏ ଉପାସ ରୁହନ୍ତି। ହେଲେ ଆପଣ କେବେ ଲକ୍ଷପତି…
ପ୍ରତିଦିନ ଗାଧୋଇବା କ୍ଷତିକାରକ, ଜାଣନ୍ତୁ କ’ଣ କହୁଛି ବିଜ୍ଞାନ…
ୱାଶିଂଟନ/ନୂଆଦିଲ୍ଲୀ,୬।୧୨ : ଭାରତ ଏପରି ଏକ ଦେଶ ଯେଉଁଠାରେ ଲୋକମାନେ ସାଧାରଣତଃ ପ୍ରତିଦିନ ଗାଧୋଇଥାନ୍ତି। ଅତ୍ୟଧିକ ଥଣ୍ଡା ସମୟରେ ମଧ୍ୟ ଲୋକମାନେ ଗାଧୋଇବାକୁ ଭୁଲନ୍ତି ନାହିଁ। ଭାରତୀୟ ସଂସ୍କୃତିରେ ସ୍ନାନ ଶୁଦ୍ଧତା ସହିତ ଜଡିତ ହୋଇଛି ଏବଂ ଏହାକୁ ଏକ ଭିନ୍ନ…
ନିଜ ବୁଥ୍କୁ ବି ବଞ୍ଚାଇପାରିଲେନି ପୂର୍ବତନ ମୁଖ୍ୟମନ୍ତ୍ରୀ ଗେହଲଟ; ଯେଉଁଠି ଦେଇଥିଲେ ଭୋଟ ସେଠାରେ ବି ବାଜି ମାରିଲା ଭାଜପା
ଜୋଧପୁର,୬।୧୨: ରାଜସ୍ଥାନ ବିଧାନସଭା ନିର୍ବାଚନରେ କଂଗ୍ରେସ ଶୋଚନୀୟ ଭାବେ ପରାସ୍ତ ହୋଇଛି। ବିଶେଷକରି ପୂର୍ବତନ ମୁଖ୍ୟମନ୍ତ୍ରୀ ଅଶୋକ ଗେହଲଟଙ୍କ ଗଡ଼ରେ ଭାଜପାର ବିପୁଳ ବିଜୟ ଚର୍ଚ୍ଚାର କାରଣ ପାଲଟିଛି। ସରଦାରପୁରା ଆସନର ଯେଉଁ ବୁଥ୍ରେ ଗେହଲଟ ମତଦାନ ଦେଇଥିଲେ ସେଠାରେ ମଧ୍ୟ…
ଡିସେମ୍ବର ୬ରେ ଏସବୁ ୫ ମହାନ ଭାରତୀୟ କ୍ରିକେଟରଙ୍କ ଜନ୍ମଦିନ, ୩ ଖେଳିଛନ୍ତି ୨୦୨୩ ବିଶ୍ବକପ…
କୋଲକାତା,୬।୧୨: ଡିସେମ୍ବର୬ରେ ଭାରତୀୟ କ୍ରିକେଟ ପାଇଁ ଏକ ବିଶେଷ ଦିନ। ଜଣେ କିମ୍ବା ଦୁଇଜଣ ନୁହେଁ ଏହି ଦିନ ୫ ଜଣ କ୍ରିକେଟର ଜନ୍ମ ହୋଇଛନ୍ତି। ସେମାନଙ୍କ ମଧ୍ୟରୁ ତିନିଜଣ ଭାରତରେ ନିକଟରେ ଶେଷ ହୋଇଥିବା ଆଇସିସି କ୍ରିକେଟ ବିଶ୍ୱକପରେ ଖେଳିଛନ୍ତି।…
ମୁଁ କୋହଲିଙ୍କୁ ଅଧିନାୟିକତ୍ୱ ପଦରୁ ହଟାଇନାହିଁ: ସୌରଭ ଗାଙ୍ଗୁଲି
ନୂଆଦିଲ୍ଲୀ,୬।୧୨:ଟି-୨୦ ବିଶ୍ୱକପ ୨୦୨୧ର ସମୟ ଭାରତୀୟ କ୍ରିକେଟ ପାଇଁ ବହୁତ ଖରାପ ଥିଲା। କ୍ରିକେଟ ବୋର୍ଡ ଅଫ ଇଣ୍ଡିଆ (ବିସିସିଆଇ) ର ତତ୍କାଳୀନ ସଭାପତି ସୌରଭ ଗାଙ୍ଗୁଲି ଏବଂ ଟିମ ଇଣ୍ଡିଆର ଅଧିନାୟକ ବିରାଟ କୋହଲିଙ୍କ ମଧ୍ୟରେ ବିବାଦ ଲାଗି ରହିଥିଲା।…
ବାତ୍ୟା ମିଗ୍ଜୋମ୍ ପ୍ରଭାବ: ଓଡ଼ିଶାର ବିଭିନ୍ନ ସ୍ଥାନରେ ବର୍ଷା
ଭୁବନେଶ୍ୱର,୬।୧୨: ବାତ୍ୟା ମିଗ୍ଜୋମ୍ ସ୍ଥଳଭାଗ ଛୁଇଁବା ପରେ ଦୁର୍ବଳ ହେବା ସହ କେନ୍ଦ୍ରୀୟ ଆନ୍ଧ୍ର ଉପକୂଳରେ ଗଭୀର ଅବପାତରେ ପରିଣତ ହୋଇଛି। ଆଗାମୀ କିଛି ଘଣ୍ଟା ଭିତରେ ଏହା ଅବପାତର ରୂପ ନେବ ବୋଲି ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ସୂଚନା…
ନିର୍ବାଚନରେ ପରାଜୟ: ୩୩ ବର୍ଷ ପରେ ଏମ୍ଏନ୍ଏଫ୍ର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଲେ ଜୋରାମଥାଙ୍ଗା
ଆଇଜଲ,୬।୧୨: ମିଜୋରାମ ବିଧାନସଭା ନିର୍ବାଚନରେ ମିଜୋ ନ୍ୟାଶନାଲ ଫ୍ରଣ୍ଟ(ଏମ୍ଏନ୍ଏଫ୍)ର ପରାଜୟ ପରେ ଏହାର ଅଧ୍ୟକ୍ଷ ପଦରୁ ଇସ୍ତଫା ଦେଇଛନ୍ତି ବିଦାୟୀ ମୁଖ୍ୟମନ୍ତ୍ରୀ ଜୋରାମଥାଙ୍ଗା। ୩୩ ବର୍ଷ ଧରି ଦଳ ସହ କାର୍ଯ୍ୟ କରିବା ପରେ ସେ ମଙ୍ଗଳବାର ଏମ୍ଏନ୍ଏଫ୍ ଅଧ୍ୟକ୍ଷ ପଦରୁ…
ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍ ପୂର୍ବରୁ ଭାରତର ଚିନ୍ତା ବଢିଲା
ନୂଆଦିଲ୍ଲୀ,୬।୧୨: ଡିସେମ୍ବର ୧୦ରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦ୍ରୁତ ବୋଲର ଦୀପକ ଚହର ଟି-୨୦ ସିରିଜରେ ଟିମ ଇଣ୍ଡିଆର ଅଂଶ ଅଛନ୍ତି। ଏହା ପରେ ଦୀପକଙ୍କୁ ଦିନିକିଆ ସିରିଜର ଦଳରେ…
Archives


