ଦକ୍ଷିଣ ଆଫ୍ରିକା ବିପକ୍ଷ ସିରିଜ୍ ପୂର୍ବରୁ ଭାରତର ଚିନ୍ତା ବଢିଲା
ନୂଆଦିଲ୍ଲୀ,୬।୧୨: ଡିସେମ୍ବର ୧୦ରୁ ଭାରତୀୟ ଦଳ ଦକ୍ଷିଣ ଆଫ୍ରିକା ବିପକ୍ଷରେ ତିନି ମ୍ୟାଚ ବିଶିଷ୍ଟ ଟି-୨୦ ସିରିଜ ଖେଳିବ। ଦ୍ରୁତ ବୋଲର ଦୀପକ ଚହର ଟି-୨୦ ସିରିଜରେ ଟିମ ଇଣ୍ଡିଆର ଅଂଶ ଅଛନ୍ତି। ଏହା ପରେ ଦୀପକଙ୍କୁ ଦିନିକିଆ ସିରିଜର ଦଳରେ…
କୋହଲି କି ରୋହିତ ନୁହେଁ, ଏହି ଭାରତୀୟ ଭାଙ୍ଗିପାରନ୍ତି ମୋ ରେକର୍ଡ: ବ୍ରାଏନ ଲାରା
ନୂଆଦିଲ୍ଲୀ,୬।୧୨:କ୍ରିକେଟରେ ଏମିତି କିଛି ରେକର୍ଡ ଅଛି, ଯାହା ଭାଙ୍ଗିବା ପ୍ରାୟ ଅସମ୍ଭବ। ଏଥିମଧ୍ୟରେ ସଚିନ ତେନ୍ଦୁଲକରଙ୍କ ୧୦୦ଟି ଅନ୍ତର୍ଜାତୀୟ ଶତକର ରେକର୍ଡ, ମୁଥିୟା ମୁରଲୀଧରନଙ୍କ ୮୦୦ ଟେଷ୍ଟ ଉଇକେଟ, ବ୍ରାଏନ ଲାରାଙ୍କ ଟେଷ୍ଟରେ ସର୍ବାଧିକ ୪୦୦ ସ୍କୋର ଏବଂ ରୋହିତ ଶର୍ମାଙ୍କ…
ବିସିସିଆଇକୁ ନିଜ ମନ କଥା କହିଦେଲେ ରୋହିତ ଶର୍ମା
ନୂଆଦିଲ୍ଲୀ,୬।୧୨: ନିକଟରେ ବିଶ୍ୱକପ ୨୦୨୩ରେ ଟିମ ଇଣ୍ଡିଆର ପ୍ରଦର୍ଶନକୁ ସମୀକ୍ଷା କରିବା ପାଇଁ ବିସିସିଆଇ ଅଧିକାରୀମାନେ ଏକ ବୈଠକ ଡାକିଥିଲେ। ଏଥିରେ ଭବିଷ୍ୟତ କାର୍ଯ୍ୟକ୍ରମ ଉପରେ ମଧ୍ୟ ଆଲୋଚନା କରାଯାଇଥିଲା। ଅଧିନାୟକ ରୋହିତ ଶର୍ମା ଏବଂ ମୁଖ୍ୟ କୋଚ ରାହୁଲ ଦ୍ରାବିଡ…
ଦୁର୍ଗନ୍ଧକୁ ନେଇ ତେଜୁଛି ଜନଅସନ୍ତୋଷ
ଭୁବନେଶ୍ୱର, ୬।୧୨ (ବନ୍ଦନା ସେଠୀ): ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍ (ଟେମ୍ପରାରି ଟ୍ରାନ୍ଜିଟ୍ ଷ୍ଟେଶନ) ପାଇଁ ଦିନକୁ ଦିନ ସ୍ଥିତି ବିଗିଡି ଚାଲିଛି। ଦୁର୍ଗନ୍ଧରେ ଅଧା ସହର ଅଣନିଃଶ୍ୱାସୀ ହୋଇପଡ଼ିଲାଣି। ଦୈନିକ ସହରରୁ ୬ଶହ ମେଟ୍ରିକ୍ ଟନ୍ ଆବର୍ଜନା ବାହାରୁଥିବାବେଳେ ସେଥିରୁ…
ବାଲିଯାତ୍ରାରେ ସିଏମ୍ସି ଖର୍ଚ୍ଚକୁ ନେଇ ବିବାଦ
କଟକ,୬।୧୨(ସୁପ୍ରିୟା ପ୍ରିୟଦର୍ଶିନୀ): ଐତିହାସିକ କଟକ ବାଲିଯାତ୍ରା ମଙ୍ଗଳବାର ଶେଷ ହୋଇଛି। ହେଲେ ଏଥିପାଇଁ ହୋଇଥିବା ଖର୍ଚ୍ଚକୁ ନେଇ ବିବାଦ ମୁଣ୍ଡ ଟେକିଛି। ଚଳିତବର୍ଷ କଟକ ମହାନଗର ନିଗମ(ସିଏମ୍ସି) ପକ୍ଷରୁ ବାଲିଯାତ୍ରା ପାଇଁ ୩ରୁ ୪ କୋଟି ଟଙ୍କା ଖର୍ଚ୍ଚ କରାଯାଇଛି। ସଫେଇଠାରୁ…
ଦକ୍ଷିଣ ଆଫ୍ରିକା ଗସ୍ତରେ ବାହାରିଲେ ଭାରତୀୟ ଦଳ
ନୂଆଦିଲ୍ଲୀ,୬।୧୨: ଭାରତୀୟ ଦଳ ବୁଧବାର ଦକ୍ଷିଣ ଆଫ୍ରିକା ଗସ୍ତରେ ଯାଇଛି। ଡିସେମ୍ବର ୧୦ରୁ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଟି-୨୦ ସିରିଜ ସହିତ ଏହି ମ୍ୟାଚ ଆରମ୍ଭ ହେବ। ଏହା ପରେ ଦିନିକିଆ ଏବଂ ଟେଷ୍ଟ ସିରିଜ ଖେଳାଯିବ। ଟିମ…
ତଦନ୍ତରେ ବାଧା ଭିଏଟ୍ନାମା ଭାଷା
ପାରାଦୀପ,୬।୧୨(ଶରତ ରାଉତ): ପାରାଦୀପ ବନ୍ଦର ପିଆଇସିଟି (ପାରାଦୀପ ଇଣ୍ଟରନ୍ୟାଶନାଲ କାର୍ଗୋ ଟର୍ମିନାଲ) ବର୍ଥରୁ ନଭେମ୍ବର ୩୦ ତାରିଖ ରାତିରେ ‘ଏମ୍ଭି ଦେବୀ’ ନାମକ ପଣ୍ୟବାହୀ ଜାହାଜରୁ ୨୨ ପ୍ୟାକେଟ୍ କୋକେନ ଜବତ କରାଯାଇଥିଲା। ଏହାର ମୂଲ୍ୟ ୨୨୦ କୋଟି ଟଙ୍କା ବୋଲି…
ଲଘୁଚାପ ବର୍ଷାକୁ ନେଇ ଭୟଭୀତ ଚାଷୀ
ଯାଜପୁର ସଦର,୬।୧୨(ସମର ବିଜୟ ଶରଣ): ଲଘୁଚାପ ବର୍ଷାକୁ ନେଇ ଯାଜପୁର ବ୍ଲକ୍ ଅଞ୍ଚଳର ଚାଷୀ ଭୟଭୀତ ହୋଇ ପଡ଼ିଛନ୍ତି। ଯଦି ବର୍ଷା ହୁଏ ତେବେ ଅନେକ ପାଚିଲା ଧାନ ନଷ୍ଟ ହେବ। ଏବେ ଧାନ ପାଚି ବିଲରେ ଅଛି। ଆଉ କିଛି…
୩୩ ବର୍ଷ ହେଲା ରାସ୍ତା ନିର୍ମାଣ ହୋଇପାରୁନି
ପ୍ରୀତିପୁର,୬।୧୨(ସୁଶାନ୍ତ ବେହୁରିଆ):ବିଞ୍ଝାରପୁର ବ୍ଲକ ଅନ୍ତର୍ଗତ ଜରି ବିସିଜେ ହାଇସ୍କୁଲ ଛକଠାରୁ ଦଶରଥପୁର ବ୍ଲକର ବଡ଼ କୁଁଆଲ ଗାଁ ପର୍ଯ୍ୟନ୍ତ ରାସ୍ତା ୩୩ ବର୍ଷ ହେବ ନିର୍ମାଣ ହୋଇପାରୁନାହିଁ। ଏନେଇ ଜରି, ଛାନ୍ଦମୁଣ୍ଡ, ବାଙ୍ଗରା, କୁସୁନପୁର, କଣ୍ଟିତର ଓ ଗୁଣ୍ଡୁରିପଡ଼ା ଆଦି ଗ୍ରାମର…
ସ୍କୁଲ ୟୁନିଫର୍ମ, ଜୋତା ଗୁଣବତ୍ତା ପ୍ରଭାବିତ ହେଉଛି
ରସୁଲପୁର,୬।୧୨(ରଞ୍ଜିତ ରାଉତ): ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତର ୨୧୭ ବିଦ୍ୟାଳୟରେ ୩୦ହଜାରୁ ଊର୍ଦ୍ଧ୍ୱ ବିଦ୍ୟାର୍ଥୀ ଅଧ୍ୟୟନ କରୁଛନ୍ତି। ସେମାନଙ୍କୁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ବିଭିନ୍ନ ଯୋଜନା ଜରିଆରେ ୟୁନିଫର୍ମ, ଜୋତା ପ୍ରଦାନ କରାଯାଉଛି। ଏ ବାବଦକୁ ଶିକ୍ଷା ବର୍ଷ…
ନାକିଚି ଛକରେ ହେଉନି ସର୍ଭିସ ରାସ୍ତା ନିର୍ମାଣ
ବଇଣ୍ଡା,୬।୧୨(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ଛକ ଠାରେ ସର୍ଭିସ ରୋଡ ନିର୍ମାଣ ହେଉନାହିଁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଧ୍ୟାନ ଦେଉ ନ ଥିବାରୁ ସୋମବାର ନାକିଚି ଗ୍ରାମବାସୀ…
ଗାଡ଼ିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ
ମୋହନା,୬।୧୨(ମନ୍ମଥ ମିଶ୍ର): ଗାଡିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ କରୁଥିବା ବେଳେ ଗାଡି ସହ ୨ ଜଣଙ୍କୁ କାବୁ କରିଛି ମୋହନା ପୋଲିସ। ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ନିକଟସ୍ଥ ଅଠରନଳାଠାରେ ପୋଲିସ ଲେଖାଥିବା ଏକ ଝାଡଖଣ୍ଡର ଗାଡ଼ି (ଜେଏଚ୍୦୧ ଇଏଫ…
Archives


