Home Left

ନାକିଚି ଛକରେ ହେଉନି ସର୍ଭିସ ରାସ୍ତା ନିର୍ମାଣ

ବଇଣ୍ଡା,୬।୧୨(ପରିକ୍ଷିତ ସାହୁ): ଅନୁଗୋଳ ଜିଲା କିଶୋରନଗର ବ୍ଲକ ନାକିଚି ଛକ ଠାରେ ସର୍ଭିସ ରୋଡ ନିର୍ମାଣ ହେଉନାହିଁ। ବାରମ୍ବାର ଅଭିଯୋଗ କଲେ ମଧ୍ୟ ଜାତୀୟ ରାଜପଥ ପ୍ରାଧିକରଣ କର୍ତ୍ତୃପକ୍ଷ ଏ ସଂକ୍ରାନ୍ତରେ ଧ୍ୟାନ ଦେଉ ନ ଥିବାରୁ ସୋମବାର ନାକିଚି ଗ୍ରାମବାସୀ…

ଗାଡ଼ିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ

ମୋହନା,୬।୧୨(ମନ୍ମଥ ମିଶ୍ର): ଗାଡିରେ ପୋଲିସ ଲେଖି ଗଞ୍ଜେଇ ଚାଲାଣ କରୁଥିବା ବେଳେ ଗାଡି ସହ ୨ ଜଣଙ୍କୁ କାବୁ କରିଛି ମୋହନା ପୋଲିସ। ପୋଲିସ ପାଟ୍ରୋଲିଂ କରୁଥିବା ବେଳେ ନିକଟସ୍ଥ ଅଠରନଳାଠାରେ ପୋଲିସ ଲେଖାଥିବା ଏକ ଝାଡଖଣ୍ଡର ଗାଡ଼ି (ଜେଏଚ୍‌୦୧ ଇଏଫ…

ବସୁଧା ଯୋଜନାରୁ ବଞ୍ଚିତ ୫୦ରୁ ଊର୍ଦ୍ଧ୍ୱ ପରିବାର

କୁକୁଡାଖଣ୍ଡି,୬।୧୨(ପ୍ରତାପ କୁମାର ସାହୁ): କୁକୁଡାଖଣ୍ଡି ରୋଡ଼ସାହିର ୫୦ରୁ ଉର୍ଦ୍ଧ୍ୱ ପରିବାର ବିଭିନ୍ନ ସମସ୍ୟା ମଧ୍ୟରେ ଅଛନ୍ତି। ପରିମଳ ବ୍ୟବସ୍ଥାରେ ସୁଧାର ଆଣିବା, ବିଦ୍ୟୁତ ଖୁଣ୍ଟରେ ଆଲୋକୀକରଣ ଏବଂ ସବୁ ଘରକୁ ପାନୀୟ ଜଳ ଯୋଗାଇବା ଆଦି ଦାବି ନେଇ ବହୁ ମହିଳା…

ଜେଲରେ ୧୦ ଦିନ ପରେ ଜଣାଗଲା ନାବାଳକ

ବ୍ରହ୍ମପୁର,୬।୧୨ (ସୁବାସ ଚନ୍ଦ୍ର ପାଢ଼ୀ): ଗୋଳନ୍ଥରା ଥାନା ପଞ୍ଚମା ଗ୍ରାମରେ ବାପା-ପୁଅଙ୍କୁ ହତ୍ୟା ଉଦ୍ୟମ ମାମଲାରେ ଜେଲରେ ଥିବା ଅଭିଯୁକ୍ତ ଜଣେ ନାବାଳକ ବୋଲି ୧୦ଦିନ ପରେ ମଙ୍ଗଳବାର ଜଣାପଡିଛି। ତଦନ୍ତକାରୀ ଅଧିକାରୀ ଅଭିଯୁକ୍ତଙ୍କୁ କୋର୍ଟଚାଲାଣ କରିବା ବେଳେ ଜନ୍ମ ତାରିଖରେ…

ମାଈ ହାତୀର ଗଳିତ ମୃତଦେହ ଜବତ ଘଟଣା: ତଦନ୍ତ କଲା ମିଳିତ ଟାସ୍କଫୋର୍ସ

ଚମ୍ପୁଆ,୬।୧୨(ମହେଶ୍ୱର ଦାସ): କେନ୍ଦୁଝର ଜିଲା ଚମ୍ପୁଆ ଉପଖଣ୍ଡ କାଳିକାପ୍ରସାଦ ରିଜର୍ଭ ଫରେଷ୍ଟରେ ୩୦ ବର୍ଷୀୟ ମାଈ ହାତୀର ଗଳିତ ମୃତଦେହ ଜବତ ଘଟଣାରେ ମଙ୍ଗଳବାର ଜଏଣ୍ଟ୍‌ ଟାସ୍କ ଫୋର୍ସ(ଜେଟିଏଫ୍‌) ଟିମ୍‌ ତଦନ୍ତ କରିଛି। ଟିମ୍‌ ନମୁନା ସଂଗ୍ରହ କରି ପରୀକ୍ଷା ପାଇଁ…

ସାଇକେଲରେ ବୁଲି ଲୋକଙ୍କ ସମସ୍ୟା ବୁଝୁଛନ୍ତି ଏନ୍‌ଏସି ନିର୍ବାହୀ ଅଧିକାରୀ

ଧାମନଗର, ୬।୧୨(ଦେବେନ୍ଦ୍ର ଆନ୍ଦିଆ): ଭଦ୍ରକ ଜିଲା ଧାମନଗର ଏନ୍‌ଏସିରେ ନିକଟରେ ଯୋଗ ଦେଇଥିବା ନୂତନ ନିର୍ବାହୀ ଅଧିକାରୀ ସନ୍ତୋଷ କୁମାର ନାୟକ ସାଇକେଲରେ ଓ୍ବାର୍ଡ ବୁଲି ଲୋକଙ୍କ ସମସ୍ୟା ବୁଝୁଛନ୍ତି। ୩/୪ ଦିନ ହେଲା ସେ ଏହି ଅଭିଯାନ ଆରମ୍ଭ କରିଛନ୍ତି।…

୧୫୩୮ ଶିକ୍ଷାନୁଷ୍ଠାନ ପରିସରରୁ ହଟିଲା ଟ୍ରାନ୍ସଫର୍ମର

ବାଲେଶ୍ୱର,୬।୧୨(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପି ନର୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁସନ ଲିମିଟେଡ (ଟିପିଏନ୍‌ଓଡିଏଲ୍‌) ବିଦ୍ୟୁତ୍‌ ସେବା ବିତରଣରେ ସୁରକ୍ଷା ତଥା ନିରାପତ୍ତାକୁ ସର୍ବଦା ପ୍ରାଥମିକତା ଦେଉଛି। ବିଶେଷତଃ ଶିକ୍ଷାନୁଷ୍ଠାନର ଛାତ୍ରୀଛାତ୍ରଙ୍କ ସୁରକ୍ଷା ପ୍ରତି ଅଧିକ ଗୁରୁତ୍ୱ ଦେଉଛି। ଏହି…

ନୀତାଙ୍କୁ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର ଆଓ୍ବାର୍ଡ

ଭୁବନେଶ୍ୱର,୭।୧୨:ରିଲାଏନ୍ସ ଫାଉଣ୍ଡେଶନର ପ୍ରତିଷ୍ଠାତା ତଥା ଅଧ୍ୟକ୍ଷା ନୀତା ଏମ୍‌. ଅମ୍ବାନୀଙ୍କୁ ନିକଟରେ ସ୍ପୋଟର୍‌ସ ଲିଡର ଅଫ୍‌ ଦି ଇୟର (ମହିଳା) ଆଓ୍ବାର୍ଡ (ପୁରସ୍କାର)ରେ ସମ୍ମାନିତ କରାଯାଇଛି। ବିଶେଷକରି କ୍ରୀଡ଼ା କ୍ଷେତ୍ରରେ ଉଲ୍ଲେଖନୀୟ ଅବଦାନ ପାଇଁ ନୀତାଙ୍କୁ ଉପରୋକ୍ତ ଆଓ୍ବାର୍ଡ ଦିଆଯାଇଛି। ଉଲ୍ଲେଖଯୋଗ୍ୟ,…

ହାତ ନ ଥିବା ପ୍ରଥମ ଏସୀୟ ଡ୍ରାଇଭିଂ ଲାଇସେନ୍ସଧାରୀ

ଥିରୁଭାନନ୍ତପୁରମ୍‌: ସ୍ବପ୍ନ ସାକାର କରିବାକୁ ଲୋକେ ବହୁ ପ୍ରକାରର କଷ୍ଟ କରିଥାନ୍ତି। ଚାରି ଚକିଆ ଯାନ ଚଳାଇ କାମ କରିବାକୁ ସ୍ବପ୍ନ ରଖିଥିବା ଜଣେ ଭିନ୍ନକ୍ଷମ ୬ ବର୍ଷର ପରିଶ୍ରମ ପରେ ଏବେ ସେ ସ୍ବପ୍ନ ସାକାର କରିବାରେ ସଫଳ ହୋଇଛନ୍ତି।…

ମହେଞ୍ଜୋଦାରୋରୁ ତମ୍ବାମୁଦ୍ରା ଠାବ

ଇସ୍‌ଲାମାବାଦ୍‌:ପାକିସ୍ତାନରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ନିକଟରେ ୨ହଜାର ବର୍ଷ ପୁରୁଣା ଏକ ଜିନିଷ ଠାବ କରିଛନ୍ତି। ପାକିସ୍ତାନ ଅନ୍ତର୍ଗତ ମହେଞ୍ଜୋଦାରୋ ଅଞ୍ଚଳରେ ଥିବା ଐତିହାସିକ ସ୍ଥଳରେ ନିର୍ମିତ ଏକ ବୌଦ୍ଧ ମନ୍ଦିରର ଅଂଶବିଶେଷରେ ପ୍ରତ୍ନତତ୍ତ୍ୱବିତ୍‌ମାନେ ତମ୍ବାମୁଦ୍ରା ପାଇଛନ୍ତି; ଯାହା କୁଷାଣ ସାମ୍ରାଜ୍ୟ ସମୟର ବୋଲି…

ଦେଶର ପୋଲିସ ଫୋର୍ସରେ ୧୧.୭୫% ମହିଳା

ନୂଆଦିଲ୍ଲୀ,୬ା୧୨(ପି.ଟି.):ଦେଶର ପୋଲିସ୍‌ ଫୋର୍ସରେ ମହିଳା କର୍ମଚାରୀଙ୍କ ସଂଖ୍ୟା ୩୩ ପ୍ରତିଶତକୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାରଙ୍କ କ୍ରମାଗତ ଉଦ୍ୟମ ସତ୍ତ୍ୱେ ଏବେ ମାତ୍ର ୧୧.୭୫ ପ୍ରତିଶତ ମହିଳା ପୋଲିସ ରହିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକ ସଭାରେ…

ଭାରତର ମୁଣ୍ଡ ପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ବୈଶ୍ୱିକ ହାରାହାରିର ଅଧାରୁ କମ୍‌

ଦୁବାଇ,୬ା୧୨(ପି.ଟି.):ଭାରତର ମୁଣ୍ଡପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ୨୦୨୨ରେ ୫ ପ୍ରତିଶତ ବୃଦ୍ଧି ପାଇ ୨ ଟନ୍‌ରେ ପହଞ୍ଚତ୍ଥିଲେ ମଧ୍ୟ ଏହା ବୈଶ୍ୱିକ ହାରାହାରିର ୫୦ ପ୍ରତିଶତରୁ କମ୍‌ ରହିଛି। ମଙ୍ଗଳବାର ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି। ଗ୍ଲୋବାଲ କାର୍ବନ ପ୍ରୋଜେକ୍ଟ ଅନୁଯାୟୀ ମୁଣ୍ଡପିଛା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri