Home Left

ଦେଶର ପୋଲିସ ଫୋର୍ସରେ ୧୧.୭୫% ମହିଳା

ନୂଆଦିଲ୍ଲୀ,୬ା୧୨(ପି.ଟି.):ଦେଶର ପୋଲିସ୍‌ ଫୋର୍ସରେ ମହିଳା କର୍ମଚାରୀଙ୍କ ସଂଖ୍ୟା ୩୩ ପ୍ରତିଶତକୁ ବୃଦ୍ଧି କରିବା ପାଇଁ କେନ୍ଦ୍ର ସରକାରଙ୍କ କ୍ରମାଗତ ଉଦ୍ୟମ ସତ୍ତ୍ୱେ ଏବେ ମାତ୍ର ୧୧.୭୫ ପ୍ରତିଶତ ମହିଳା ପୋଲିସ ରହିଛନ୍ତି। କେନ୍ଦ୍ର ସ୍ବରାଷ୍ଟ୍ର ରାଷ୍ଟ୍ରମନ୍ତ୍ରୀ ନିତ୍ୟାନନ୍ଦ ରାୟ ଲୋକ ସଭାରେ…

ଭାରତର ମୁଣ୍ଡ ପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ବୈଶ୍ୱିକ ହାରାହାରିର ଅଧାରୁ କମ୍‌

ଦୁବାଇ,୬ା୧୨(ପି.ଟି.):ଭାରତର ମୁଣ୍ଡପିଛା ଅଙ୍ଗାରକାମ୍ଳ ଉତ୍ସର୍ଜନ ୨୦୨୨ରେ ୫ ପ୍ରତିଶତ ବୃଦ୍ଧି ପାଇ ୨ ଟନ୍‌ରେ ପହଞ୍ଚତ୍ଥିଲେ ମଧ୍ୟ ଏହା ବୈଶ୍ୱିକ ହାରାହାରିର ୫୦ ପ୍ରତିଶତରୁ କମ୍‌ ରହିଛି। ମଙ୍ଗଳବାର ପ୍ରକାଶିତ ରିପୋର୍ଟରୁ ଏହା ଜଣାପଡ଼ିଛି। ଗ୍ଲୋବାଲ କାର୍ବନ ପ୍ରୋଜେକ୍ଟ ଅନୁଯାୟୀ ମୁଣ୍ଡପିଛା…

୨୦୧୧-୨୦ରେ ଭାରତ ଅଧିକ ଉତ୍ତପ୍ତ, ଆର୍ଦ୍ର

ଦୁବାଇ,୬ା୧୨(ପି.ଟି.):ଜଳବାୟୁ ପରିବର୍ତ୍ତନର ପ୍ରଭାବ ଯୋଗୁ ୨୦୧୧ରୁ ୨୦୨୦ ଦଶନ୍ଧିରେ ଭାରତ ଅଧିକ ଉତ୍ତପ୍ତ ଓ ଆର୍ଦ୍ର ରହିଥିଲା ବୋଲି ବିଶ୍ୱ ପାଣିପାଗ ସଂଗଠନ (ଡବ୍ଲ୍ୟୁଏମ୍‌ଓ)ର ନୂଆ ରିପୋର୍ଟରେ କୁହାଯାଇଛି। ଦୁବାଇରେ ଚାଲିଥିବା ଜାତିସଂଘ ଜଳବାୟୁ ସମ୍ମିଳନୀ ଅବସରରେ ମଙ୍ଗଳବାର ଉକ୍ତ ରିପୋର୍ଟ…

କୋଲକାତା ଯୁବକଙ୍କୁ ବାହାହେବାକୁ ପହଞ୍ଚତ୍ଲେ ପାକିସ୍ତାନୀ ଯୁବତୀ

ଚଣ୍ଡିଗଡ଼,୬ା୧୨:କୋଲକାତାର ଜଣେ ଯୁବକଙ୍କୁ ବିବାହ କରିବା ପାଇଁ ପାକିସ୍ତାନର ଜଣେ ଯୁବତୀ ଓ୍ବାଘା-ଅଟ୍ଟାରି ଅନ୍ତର୍ଜାତୀୟ ସୀମା ଅତିକ୍ରମ କରି ଭାରତରେ ପହଞ୍ଚତ୍ଛନ୍ତି। ଜାନୁୟାରୀରେ ସେମାନଙ୍କ ବିବାହ ହେବ। କରାଚୀ ବାସିନ୍ଦା ଜାଭେରିଆ ଖାନୁମ୍‌ ପଞ୍ଜାବର ଅମୃତସରରେ ପହଞ୍ଚିବା ପରେ ସେଠାରେ ତାଙ୍କ…

ଆଦିମ ଅଧିବାସୀ ଜୁଆଙ୍ଗଙ୍କ ଜୀବନଧାରା

ବଣପାହାଡ଼ ଘେରା କେନ୍ଦୁଝର ଜିଲାରେ ୪୬ ଜାତିର ଅଧିବାସୀଙ୍କୁ ଆଦିବାସୀ ତାଲିକା ଭୁକ୍ତ କରାଯାଇଛି। ସେଥିମଧ୍ୟରୁ ୧୬ ଆଦିମ ଅଧିବାସୀଙ୍କ ଜୀବନଶୈଳୀରେ ଆଜି ବି ସ୍ବତନ୍ତ୍ରତା ରହିଛି। ଅତି ପୁରାତନ ଆଦିବାସୀ ଭାବରେ ଜୁଆଙ୍ଗ ଜାତି ପରିଗଣିତ ହେଉଥିବା ବେଳେ ଏମାନେ…

ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ ଓଡ଼ିଶା ପ୍ରଥମ

ଭୁବନେଶ୍ୱର,୬।୧୨(ସତ୍ୟଜିତ୍‌ ରାଉତ):ରାଜ୍ୟରେ ବହୁ ସରକାରୀ କର୍ମଚାରୀ ଦୁର୍ନୀତିରେ ଲିପ୍ତ ରହି ବିପୁଳ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ କରୁଛନ୍ତି। ଭିଜିଲାନ୍ସ ପକ୍ଷରୁ ବହୁ ସମୟରେ ସେମାନଙ୍କ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯାଉଛି। ତେବେ ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ମାମଲାରେ…

ପ୍ରତ୍ୟୁଷାଙ୍କୁ ଏବେ ବିବାହ କରିପାରିବେନି ବିଜୟଶଙ୍କର

କଟକ,୬।୧୨(କାର୍ତ୍ତିକ ସାହୁ):ତିର୍ତ୍ତୋଲ ବିଧାୟକ ବିଜୟଶଙ୍କର ଦାସଙ୍କ ବିବାହ ପଞ୍ଜୀକରଣ ଆବେଦନକୁ ମଙ୍ଗଳବାର କଟକସ୍ଥିତ ବିବାହ ପଞ୍ଜୀକରଣ ଅଧିକାରୀ ଖାରଜ କରିଛନ୍ତି। ଆବେଦନପତ୍ରରେ ଭୁଲ୍‌ ତଥ୍ୟ ଦେଇଥିବାରୁ ସହପାଠିନୀ ପ୍ରତ୍ୟୁଷା ନନ୍ଦଙ୍କୁ ବିଜୟ ଏବେ ବିବାହ କରିପାରିବେ ନାହିଁ ବୋଲି ଦର୍ଶାଇ ଆବେଦନ…

ସ୍କ୍ରାପିଂ କଲେ ଟିକସ, ଜରିମାନା ଛାଡ଼

ଭୁବନେଶ୍ୱର,୬।୧୨(ଅନିଲ ଦାସ):ପୁରୁଣା ଗାଡ଼ି ଉପରେ ଥିବା ସମସ୍ତ ବକେୟା ଟିକସ ଓ ଜରିମାନା ଛାଡ଼ କରାଯିବ। ଯେଉଁ ଗାଡ଼ି ମାଲିକମାନେ ନିଜ ଗାଡ଼ିକୁ ସ୍କ୍ରାପିଂ କରିବାକୁ ଇଚ୍ଛାପ୍ରକାଶ କରିବେ ସେମାନଙ୍କ ପାଇଁ ଏହା ଲାଗୁ ହେବ। ଏହା ଦ୍ୱାରା ଟିକସ ଓ…

ବାତ୍ୟାରେ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଲେ ଆମିର ଖାଁ; ପାଣି କି ବିଜୁଳି ମିଳିଲା ନାହିଁ…

ଚେନ୍ନାଇ: ବାତ୍ୟା ‘ମିଗ୍‌ଜୋମ୍‌’ରେ ଫସି ରହିଥିଲେ ବଲିଉଡ୍‌ ଅଭିନେତା ଆମିର ଖାଁ। ଘଣ୍ଟାଏ କିମ୍ବା ଦୁଇ ଘଣ୍ଟା ନୁହେଁ ଦୀର୍ଘ ୨୪ ଘଣ୍ଟା ଯାଏ ଫସି ରହିଥିଲେ ସେ। ପରେ ଅଗ୍ନିଶମ ଏବଂ ଉଦ୍ଧାରକାରୀ ଟିମ୍‌ ପହଞ୍ଚି ତାଙ୍କୁ ଉଦ୍ଧାର କରିଛନ୍ତି।…

ବଦଳିଲେ ଆଉ ଜଣେ ଆଇଏଏସ୍‌ ଅଫିସର: ଥିରୁମାଳା ନାଏକ ହେଲେ ଅତିରିକ୍ତ ସିଇଓ

ଭୁବନେଶ୍ୱର, ୫।୧୨: ସାଧାରଣ ନିର୍ବାଚନକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ଆଉ ଜଣେ ବରିଷ୍ଠ ଆଇଏଏସ୍‌ ଅଫିସରଙ୍କୁ ନିର୍ବାଚନ ଦାୟିତ୍ୱ ଦେଇଛନ୍ତି । ୨୦୦୯ ବ୍ୟାଚ୍‌ ଆଇଏଏସ୍‌ ଡା. ଏନ . ଥିରୁମାଳା ନାଏକଙ୍କୁ ରାଜ୍ୟ ଅତିରିକ୍ତ ମୁଖ୍ୟ ନିର୍ବାଚନ ଅଧିକାରୀ(ଅତିରିକ୍ତ…

ପୋଢୁଆଁ ହେଲେ ବଡ଼ଠାକୁର

ପୁରୀ, ୫ା୧୨(ଅଜିତ ମହାନ୍ତି): ମାର୍ଗଶିର ମାସ କୃଷ୍ଣପକ୍ଷ ଅଷ୍ଟମୀ ବା ପ୍ରଥମାଷ୍ଟମୀ ଅବସରରେ ଘରର ଜ୍ୟେଷ୍ଠଙ୍କୁ ପୋଢୁଆଁ କରାଯାଇ ବନ୍ଦାପନା କରାଯିବାର ପରମ୍ପରା ରହିଛି। ଏହି ପରିପ୍ରେକ୍ଷୀରେ ମଙ୍ଗଳବାର ପ୍ରଥମାଷ୍ଟମୀରେ ଶ୍ରୀମନ୍ଦିରରେ ବିଶେଷ ନୀତି ଅନୁଷ୍ଠିତ ହୋଇଛି। ପରମ୍ପରା ଅନୁଯାୟୀ, ମହାପ୍ରଭୁଙ୍କ…

ବାତ୍ୟା ଯାଗୁ ଫସିଗଲେ ୨୦୦ ଖେଳାଳି

ବିଜୟଓ୍ବାଡା,୫।୧୨: ମିଗଜୋମ ପ୍ରଭାବରେ ପ୍ରବଳ ବର୍ଷା ଓ ପବନ ଯୋଗୁ ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡାରେ ୨୦୦ ଟେବୁଲ ଟେନିସ ଖେଳାଳି ଫସି ଯାଇଛନ୍ତି। ଏହି ଖେଳାଳୀମାନେ ସେଠାରେ ଆୟୋଜିତ ନ୍ୟାଶନାଲ ରାଙ୍କିଙ୍ଗ ଟୁର୍ନାମେଣ୍ଟ ଖେଳିବାକୁ ଆସିଥିଲେ। ଖେଳ ସରି ଯାଇଥିଲେ ମଧ୍ୟ ସେମାନେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri