Home Left

ବିନା ବ୍ରେକ୍‌ରେ ୪୮ଘଣ୍ଟା ନାଟକ ପ୍ରଦର୍ଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ):ବିନା ବ୍ରେକ୍‌ରେ ଲଗାତର ୪୮ ଘଣ୍ଟାରୁ ଅଧିକ ସମୟ ନାଟକ ପରିବେଷଣ କରି ବିଶ୍ୱ ରେକର୍ଡ ସୃଷ୍ଟି କରିଛି ନାଟ୍ୟ ସଂସ୍ଥା ମିରର ଥିଏଟର। ଝାରସୁଗୁଡା ଜିଲା ବେଲପାହାଡର ମିରର ଥିଏଟର କଳାକାରଙ୍କ ପରିଶ୍ରମ ଅନୁଷ୍ଠାନକୁ ନୂଆ ପରିଚୟ ଆଣି…

ଇଂଲଣ୍ଡକୁ ହରାଇଲା ଓ୍ବେଷ୍ଟଇଣ୍ଡିଜ୍‌

ନର୍ଥ ସାଉଣ୍ଡ,୫ା୧୨: ଅଧିନାୟକ ତଥା ଉଇକେଟ କିପର ଶାଇ ହୋପଙ୍କ ଶତକ ଓ ରୋମାରିଓ ଶେଫର୍ଡଙ୍କ ଦ୍ରୁତ ୪୯ ରନ୍‌ ବଳରେ ପ୍ରଥମ ଦିନିକିଆରେ ଇଂଲଣ୍ଡକୁ ୪ ଉଇକେଟରେ ପରାସ୍ତ କରିଛି ଓ୍ବେଷ୍ଟଇଣ୍ଡିଜ୍‌। ବିଶ୍ୱକପ ବିଫଳତା ପରେ ଆଉ ଏକ ପରାଜୟ…

ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ

ଭୁବନେଶ୍ୱର,୫।୧୨(ଶର୍ମିଷ୍ଠା ପାଣିଗ୍ରାହୀ): ମହାପ୍ରଭୁ ଶ୍ରୀଜଗନ୍ନାଥଙ୍କ ଉପରେ ଆସିବ ୨-ଡି ଓଡ଼ିଆ ଆନିମେଶନ ସିରିଜ। ‘ଜୟ ଜଗନ୍ନାଥ’ ନାଁରେ ନାମିତ ଏହି ବିବିଧ ବିଭାଗର ସିରିଜ ବିଶେଷ କରି ଶିଶୁଙ୍କ ମନ ଜିଣିବା ସହ ସାରା ପରିବାରର ଲୋକପ୍ରିୟତା ହାସଲ କରିବା ଆଶା…

ବ୍ୟାଙ୍କିଙ୍ଗ୍‌ ଠକେଇ ରୋକିବ ‘ରାପିଡ୍‌ ଆଲର୍ଟ ସିଷ୍ଟମ’

ଭୁବନେଶ୍ୱର,୫।୧୨(ଅନୁରାଧା ମହାରଣା):ଡିଜିଟାଲ ବ୍ୟାଙ୍କିଂର ବ୍ୟବହାର ବୃଦ୍ଧି ସହିତ ବ୍ୟାଙ୍କିଙ୍ଗ ଠକେଇ ଘଟଣା ମଧ୍ୟ ଦ୍ରୁତ ଗତିରେ ବଢ଼ିବାରେ ଲାଗିଛି। ତେବେ ଏପରି ଠକେଇ ମାମଲାକୁ ନିୟନ୍ତ୍ରଣ କରିବା ପାଇଁ ସରକାର ବର୍ତ୍ତମାନ ବିଭିନ୍ନ ପଦକ୍ଷେପ ଗ୍ରହଣ କରିବା ସହ ନୂଆ ପ୍ରସ୍ତାବ…

ଆଜି ଉପକୂଳରେ ମାଡ଼ହେବ ‘ମିଗ୍‌ଜୋମ୍‌’: ଓଡ଼ିଶାର ୫ ଜିଲାରେ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର, ୫ା୧୨ (ଅନିଲଦାସ):ପଶ୍ଚିମ କେନ୍ଦ୍ରୀୟ ଏବଂ ଦକ୍ଷିଣ ପଶ୍ଚିମ ବଙ୍ଗୋପସାଗର ଦକ୍ଷିଣ ଆନ୍ଧ୍ର ଓ ତାମିଲନାଡୁ ଉପକୂଳରେ କେନ୍ଦ୍ରୀଭୂତ ହୋଇଥିବା ସାମୁଦ୍ରିକ ଝଡ଼ ‘ମିଗ୍‌ଜୋମ’ ଭୟଙ୍କର ରୂପ ନେଇଛି। ଏହା ପଶ୍ଚିମ-ଉତ୍ତର ପଶ୍ଚିମ ଦିଗକୁ ଘଣ୍ଟା ପ୍ରତି ୮କି.ମି. ବେଗରେ ଗତି…

ନାରୀ ନିର୍ଯାତନାରେ ଓଡ଼ିଶା ୪ର୍ଥ

ଭୁବନେଶ୍ୱର,୫ା୧୨(ସତ୍ୟଜିତ୍‌ ରାଉତ):ଦେଶବ୍ୟାପୀ ମହିଳା ଓ ଶିଶୁ ବିରୋଧୀ ହିଂସା, ଅପରାଧ ବୃଦ୍ଧି ଚିନ୍ତାଜନକ ରହିଛି। ଅଧିକାଂଶ ମହିଳା ଘରୋଇ ହିଂସାର ଶିକାର ହେଉଛନ୍ତି। ଦେଶରେ ମହିଳା ବିରୋଧୀ ଅପରାଧ ମାମଲା ୨୦୨୧ ତୁଳନାରେ ୨୦୨୨ରେ ୪% ବଢ଼ିଥିବାବେଳେ ଶିଶୁ ବିରୋଧୀ ଅପରାଧ…

ସୁଖରାମ ଅଧିନାୟକ

ଭୁବନେଶ୍ୱର, ୫।୧୨ (ତପନ ସ୍ବାଇଁ):ଜାତୀୟ ଦୃଷ୍ଟିବାଧିତ କ୍ରିକେଟ ଟୁର୍ନାମେଣ୍ଟ ନଗେଶ ଟ୍ରଫି ପାଇଁ ସୋମବାର ଓଡ଼ିଶା ଦଳ ଘୋଷଣା କରାଯାଇଛି। ଏହି ସମ୍ମାନଜନକ ଟୁର୍ନାମେଣ୍ଟ ପାଇଁ ସୁଖରାମ ମାଝି ଅଧିନାୟକ ଓ ଲିଙ୍ଗରାଜ ରାଉତରା ଉପ-ଅଧିନାୟକ ମନୋନୀତ ହୋଇଛନ୍ତି। ରାମଦାସ ମୁର୍ମୁ…

‘ଇଣ୍ଡିଆ’ ମେଣ୍ଟରେ ଫାଟ! ବୈଠକରେ ଯୋଗଦେବେନି ଅଖିଳେଶ

ନୂଆଦିଲ୍ଲୀ,୫।୧୨: ଡିସେମ୍ବର ୬ରେ ଦିଲ୍ଲୀରେ ଅନୁଷ୍ଠିତ ହେବାକୁ ଥିବା ବିରୋଧୀ ମେଣ୍ଟ ‘ଇଣ୍ଡିଆ’ରେ ଫାଟ ସୃଷ୍ଟି ହୋଇଛି। ଏହି ବୈଠକରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଅଂଶଗ୍ରହଣ କରିବେ ନାହିଁ ବୋଲି ଜଣାପଡିଛି। ଏହା ହେଉଛି ‘ଇଣ୍ଡିଆ’ର ବରିଷ୍ଠ ନେତାଙ୍କ…

କ୍ରୀଡ଼ା ଭିତ୍ତିଭୂମି ପାଇଁ କିଟ୍‌ ପୁରସ୍କୃତ

ଭୁବନେଶ୍ୱର, ୫।୧୨(ତପନ ସ୍ବାଇଁ): ଭାରତୀୟ ଶିଳ୍ପ ମହାସଂଘ (ସିଆଇଆଇ) ପକ୍ଷରୁ ନୂଆଦିଲ୍ଲୀରେ ଆୟୋଜିତ ଏକ ସ୍ବତନ୍ତ୍ର କାର୍ଯ୍ୟକ୍ରମରେ  କିଟ୍‌କୁ ସମ୍ମାନଜନକ ସିଆଇଆଇ ସ୍ପୋଟର୍‌ସ ବିଜନେସ ପୁରସ୍କାର-୨୦୨୩ ପ୍ରଦାନ କରାଯାଇଛି। କିଟ୍‌ ଓ କିସ୍‌ର ପ୍ରତିଷ୍ଠାତା ତଥା ଏମ୍‌ପି ଅଚ୍ୟୁତ ସାମନ୍ତ ସିଆଇଆଇ…

ଶୁଟିଂ ରେଞ୍ଜରେ ଅଭ୍ୟାସ କରୁଥିବା ବେଳେ ଅଘଟଣ: ବୁଢ଼ା ଆଙ୍ଗୁଠି ହରାଇଲେ ଶୁଟର

ନୂଆଦିଲ୍ଳୀ,୫ା୧୨: କାର୍ନି ସିଂ ଶୁଟିଂ ରେଞ୍ଜରେ ଅଭ୍ୟାସ କରୁଥିବା ସମୟରେ ପିସ୍ତଲରେ ଥିବା ଗ୍ୟାସ୍‌ ସିଲିଣ୍ଡର ବିସ୍ଫୋରଣ କାରଣରୁ ଜଣେ ଶୁଟର ନିଜର ବାମହାତର ବୁଢା ଆଙ୍ଗୁଠି ହରାଇଛନ୍ତି। ୧୦ ମିଟର ଏୟାର ପିସ୍ତଲ ସିଲିଣ୍ଡରରେ କମ୍ପ୍ରେସ୍ଡ ଏୟାର ଭର୍ତ୍ତି କରୁଥିବା…

ଆଖିବୁଜିଲେ ‘ସିଆଇଡି’ ଫେମ୍‌ ଅଭିନେତା

ସୋନି ଟିଭିର ଲୋକପ୍ରିୟ କ୍ରାଇମ ଶୋ ‘ସିଆଇଡି’ର ସିଆଇଡି ଅଧିକାରୀ ଫ୍ରେଡେରିକ୍ସଙ୍କ ପ୍ରସିଦ୍ଧ ଚରିତ୍ରରେ ଅଭିନୟ କରିଥିବା ଦୀନେଶ ଫଡନିସଙ୍କ ପରଲୋକ ଘଟିଛି। ଏକାଧିକ ଅଙ୍ଗ ବିଫଳତା କାରଣରୁ ୫୭ ବର୍ଷୀୟ ଦୀନେଶ ଶେଷନିଃଶ୍ୱାସ ତ୍ୟାଗ କରିଝନ୍ତି। ଦୀନେଶ ଯକୃତ, ହୃଦରୋଗ…

ମହିଳାଙ୍କ ଅନ୍ତଃବସ୍ତ୍ର ପିନ୍ଧି ରାସ୍ତାରେ ନାଚିଲେ ପୁନିତ ସୁପରଷ୍ଟାର, ଭିଡିଓ ହେଉଛି ଭାଇରାଲ

ସୋସିଆଲ ମିଡିଆରେ ଅଭିନୟ କରି ଲକ୍ଷ ଲକ୍ଷ ହୃଦୟରେ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଥିବା ପୁନିତ ସୁପରଷ୍ଟାର ଆଜିକାଲି ଚର୍ଚ୍ଚାରେ ଅଛନ୍ତି। ପୁନିତଙ୍କର ଅନେକ ଭିଡିଓ ସୋସିଆଲ ମିଡିଆରେ ଅଧିକ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓଗୁଡିକରେ ପୁନିତ ଲୋକଙ୍କୁ ହସାଇବା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri