Home Left

ଶରତ ସାହୁଙ୍କୁ ସମ୍ବର୍ଦ୍ଧନା

ଭୁବନେଶ୍ୱର,୫।୧୨: ପ୍ରତି ବର୍ଷ ଭଳି ଚଳିତ ବର୍ଷ ମଧ୍ୟ ବିଶ୍ୱପ୍ରସିଦ୍ଧ କଟକ ବାଲିଯାତ୍ରାର ମୁଖ୍ୟ ପ୍ରାୟୋଜକ ‘ରୁଚି ମସଲା’କୁ ବାଲିଯାତ୍ରା ଆୟୋଜନ ସମିତି ତଥା କଟକ ଜିଲା ପ୍ରଶାସନ ପକ୍ଷରୁ ସମ୍ମାନିତ କରାଯାଇଛି। ଉଲ୍ଲେଖଯୋଗ୍ୟ, କଟକ ବାଲିଯାତ୍ରା ପଡିଆର ବୈଷ୍ଣବ ପାଣି ମଞ୍ଚଠାରେ…

କ୍ରସ୍‌ ପକ୍ଷରୁ ଡିଆର୍‌ଏଚ୍‌ପି ଦାଖଲ

ଭୁବନେଶ୍ୱର,୫।୧୨: ଭାରତୀୟ ପ୍ରତିଭୂତି ଓ ବିନିମୟ ବୋର୍ଡ (ସେବି) ନିକଟରେ କ୍ରସ୍‌ ଲିମିଟେଡ୍‌ ପକ୍ଷରୁ ଡ୍ରାଫ୍‌ଟ ରେଡ୍‌ ହେରିଂ ପ୍ରସ୍‌ପେକ୍ଟସ୍‌ (ଡିଆର୍‌ଏଚ୍‌ପି) ଦାଖଲ କରାଯାଇଛି। ବିଶେଷକରି ଇନିସିଆଲ ପବ୍ଲିକ୍‌ ଅଫର (ଆଇପିଓ) ଜରିଆରେ କମ୍ପାନୀ ପାଣ୍ଠି ଉଠାଣ ଲାଗି ସେବି ନିକଟରେ…

ରେକର୍ଡ ସ୍ତରରେ ନିଫ୍ଟିର କାରବାର

ଭୁବନେଶ୍ୱର,୫।୧୨: ଗତ କିଛି ସପ୍ତାହ ହେବ ଦଲାଲ ଷ୍ଟ୍ରିଟରେ ଉତ୍ସାହ ରହିଛି। ଫଳରେ ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ବଢାଇପାରିଛନ୍ତି। ଏପରିକି ନ୍ୟାଶନାଲ ଷ୍ଟକ ଏକ୍ସଚେଞ୍ଜ (ଏନଏସଇ) ନିଫ୍ଟି-୫୦ରେ ଉଲ୍ଲେଖନୀୟ ଅଭିବୃଦ୍ଧି ଘଟିଛି। ବିଶେଷ କରି ଗତ ୩ ସପ୍ତାହ ହେଲା ନିଫ୍ଟିର…

ବିଓବିର ନୂତନ ଉତ୍ପାଦ

ଭୁବନେଶ୍ୱର,୫।୧୨: ବ୍ୟାଙ୍କ ଅଫ୍‌ ବରୋଦା (ବିଓବି) ର ନୂତନ ଉତ୍ପାଦ ‘ବିଓବି ପରିବାର ଆକାଉଣ୍ଟ’ର ଶୁଭାରମ୍ଭ ସମ୍ପର୍କରେ ଘୋଷଣା କରାଯାଇଛି। ବିଶେଷ କରି ବିଓବିର ସେଭିଙ୍ଗ୍‌ସ ଓ କରେଣ୍ଟ ଆକାଉଣ୍ଟ ପାଇଁ ଉକ୍ତ ଆକାଉଣ୍ଟ ଆରମ୍ଭ ହୋଇଛି। ଏପରିକି ବ୍ୟାଙ୍କର ‘ମାଇଁ ଫ୍ୟାମିଲି,…

କର୍ମକ୍ଷେତ୍ର ଗଠନକୁ ବେଦାନ୍ତର ଗୁରୁତ୍ୱ

ଭୁବନେଶ୍ୱର,୫।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ବେଦାନ୍ତ ଗ୍ରୁପର ଅଗ୍ରଣୀ କମ୍ପାନୀ ବେଦାନ୍ତ ଆଲୁମିନିୟମ ପକ୍ଷରୁ ଅନ୍ତର୍ଜାତୀୟ ଭିନ୍ନକ୍ଷମ ଦିବସ ନିକଟରେ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବେଦାନ୍ତ ଆଲୁମିନିୟମର ଉଭୟ ଓଡ଼ିଶା ଓ ଛତିଶଗଡ଼ ୟୁନିଟ ପକ୍ଷରୁ…

ଏଆଇଇଟିର ଦିନିକିଆ କର୍ମଶାଳା

ଭୁବନେଶ୍ୱର,୫।୧୨: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ଆରିଆନ୍‌ ଇନ୍‌ଷ୍ଟିଚ୍ୟୁଟ ଅଫ୍‌ ଇଞ୍ଜିନିୟରିଂ ଆଣ୍ଡ ଟେକ୍ନୋଲୋଜି (ଏଆଇଇଟି) ଭୁବନେଶ୍ୱର ପକ୍ଷରୁ ଜାତୀୟ ପ୍ରଦୂଷଣ ନିୟନ୍ତ୍ରଣ ଦିବସ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ସଚେତନତା କାର୍ଯ୍ୟକ୍ରମ ସହ ଦିନିକିଆ କର୍ମଶାଳା (ଆଲୋଚନା ଚକ୍ର)ର ଆୟୋଜନ…

ପହିଲାରୁ ବଢ଼ିବ ୪ ଚକିଆ ଯାନ ଦର

ଭୁବନେଶ୍ୱର,୫।୧୨: ଦେଶର ପ୍ରମୁଖ ୪ଚକିଆ ଯାନ ନିର୍ମାତା ଓ ଅଟୋମୋବାଇଲ୍ସ କମ୍ପାନୀଗୁଡିକ ୨୦୨୪ ଜାନୁୟାରୀରୁ ନୂଆ ଦର ଲାଗୁ କରିବେ ବୋଲି ଜାତୀୟ ଗଣମାଧ୍ୟମରେ ଚର୍ଚ୍ଚା ହେଉଛି। ବିଶେଷ କରି ଅନ୍ତଃରାଷ୍ଟ୍ରୀୟ ସମସ୍ୟା ଓ ଘରୋଇ ବଜାରରେ କଞ୍ଚାମାଲର ଅଭାବ କାରଣରୁ…

ମୁଖ୍ୟ ଦାବିଦାର ରେଭନ୍ଥ ରେଡ୍ଡୀ

ହାଇଦ୍ରାବାଦ,୫ା୧୨: ତେଲଙ୍ଗାନାର ଦ୍ୱିତୀୟ ବିଧାନସଭାର କାର୍ଯ୍ୟକାଳ ଶେଷ ହେବା ପରେ ତୃତୀୟ ବିଧାନସଭା ଆରମ୍ଭ ହେବାକୁ ଯାଉଛି। ଏଥିପାଇଁ ରାଜ୍ୟପାଳ ତାମିଲିସାଇ ସୌନ୍ଦରାରାଜନ୍‌ ସୋମବାର ବିଧାନସଭାକୁ ଭଙ୍ଗ କରିଛନ୍ତି। ନଭେମ୍ବର ୩୦ରେ ରାଜ୍ୟର ୧୧୯ ଆସନ ପାଇଁ ଭୋଟ ଗ୍ରହଣ କରାଯାଇଥିଲା।…

ମହୁଆଙ୍କୁ ବହିଷ୍କାର ନିଷ୍ପତ୍ତି ପୂର୍ବରୁ ଆଲୋଚନା ହେଉ

ନୂଆଦିଲ୍ଲୀ,୫ା୧୨(ପି.ଟି.): ପ୍ରଶ୍ନ ପାଇଁ ଲାଞ୍ଚ ମାମଲାରେ ଟିଏମ୍‌ସି ଏମ୍‌ପି ମହୁଆ ମୋଇତ୍ରଙ୍କୁ ଲୋକ ସଭାରୁ ବହିଷ୍କାର କରିବା ଲାଗି ଏଥିକ୍ସ କମିଟି ସୁପାରିସ୍‌ କରିଥିଲା। ଉକ୍ତ ରିପୋର୍ଟ ଉପରେ କୌଣସି ନିଷ୍ପତ୍ତି ନେବା ପୂର୍ବରୁ ଗୃହରେ ଆଲୋଚନା କରିବା ନିମନ୍ତେ ବିରୋଧୀ ସଦସ୍ୟମାନେ…

ସୋସିଆଲ ମିଡିଆରେ ଭାଇରାଲ ହେଉଛି ଧୋନିଙ୍କ ବାର୍ଥ ଡେ ମସ୍ତି

ନୂଆଦିଲ୍ଲୀ,୫।୧୨: ସୋସିଆଲ ମିଡିଆରେ ଏକ ଭିଡିଓ ବେଳକୁ ବେଳ ଭାଇରାଲ ହେବାରେ ଲାଗିଛି। ଏହି ଭାଇରାଲ ଭିଡିଓରେ ଭାରତୀୟ କ୍ରିକେଟର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ନଜର ଆସିଛନ୍ତି। ଘଟଣା ହେଲା ମାହି ତାଙ୍କ ବନ୍ଧୁଙ୍କ ଜନ୍ମଦିନରେ ଏକ ମଜାଦାର…

ବିଦେଶରେ ଛୁଟି କାଟି ଝିଅ, ପତ୍ନୀଙ୍କ ସହ ଭାରତ ଫେରିଲେ ରୋହିତ

ନୂଆଦିଲ୍ଲୀ,୫।୧୨: ଭାରତୀୟ ଦଳର ନିୟମିତ ଅଧିନାୟକ ରୋହିତ ଶର୍ମା ବିଦେଶରେ ଛୁଟି ପରେ ଭାରତ ଫେରିଛନ୍ତି। ସୋମବାର ରୋହିତ ଶର୍ମା ତାଙ୍କ ଝିଅ ଏବଂ ପତ୍ନୀଙ୍କ ସହ ମୁମ୍ବାଇ ବିମାନବନ୍ଦରରେ ପହଞ୍ଚିଥିଲେ। ତେବେ ରୋହିତ ଶର୍ମାଙ୍କ ଭିଡିଓ ସୋସିଆଲ ମିଡିଆରେ ବେଳକୁ…

ଅଧିନାୟିକତ୍ୱ ପରୀକ୍ଷା ପାସ୍‌ ହେବାପରେ ଅନୁଭୂତି ବାଣ୍ଟିଲେ ସୂର୍ଯ୍ୟକୁମାର: ବ୍ୟାଟ୍ସମ୍ୟାନ୍‌ ମ୍ୟାଚ୍‌ ଜିତାନ୍ତି କିନ୍ତୁ ବୋଲର୍‌…

ନୂଆଦିଲ୍ଲୀ,୫।୧୨: ଭାରତୀୟ ଦଳ ଅଷ୍ଟ୍ରେ ବିପକ୍ଷ ଟି-୨୦ ସିରିଜ୍‌କୁ ୪-୧ରେ କବ୍ଜା କରିଛି। ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଅଧିନାୟକ ଭାବରେ ଏହା ପ୍ରଥମ ସିରିଜ ଥିଲା। ସେ ନିଜେ ପ୍ରଥମ ସିରିଜରେ ଅଷ୍ଟ୍ରେଲିଆ ଭଳି ଏକ ଶକ୍ତିଶାଳୀ ଦଳ ବିପକ୍ଷରେ ବିଜୟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri