ପିକ୍ଅପ୍ ଭ୍ୟାନ ଓଲଟିଲା: ୨ମୃତ, ୭ ଗୁରୁତର
ହିଞ୍ଜିଳିକାଟୁ,୬।୪(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ସୋମପୁର ଛକରେ ଶନିବାର ଭୋରରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଦଣ୍ଡୁଆଙ୍କୁ ଧରି ଯାଉଥିବା ଏକ ପିକ୍ଅପ୍ ଭ୍ୟାନ୍ ୫୯ ନମ୍ବର ଜାତୀୟ ରାଜପଥରେ ଓଲଟି ପଡିଛି। ଫଳରେ ୨ଜଣ ଦଣ୍ଡୁଆଙ୍କ…
ରାଜଧାନୀ ଭୁବନେଶ୍ୱର କାହିଁକି ଉତ୍ତପ୍ତ, କ’ଣ ଏହାର କାରଣ…
ଭୁବନେଶ୍ୱର,୬।୪: ରାଜଧାନୀ ଭୁବନେଶ୍ବରର ତାପମାତ୍ରା ଚଳିତ ବର୍ଷର ସର୍ବକାଳୀନ ରେକର୍ଡ ଭାଙ୍ଗିଛି। ଶୁକ୍ରବାର ରାଜଧାନୀର ତାପମାତ୍ରା ୪୩.୫ ଡିଗ୍ରୀ ଛୁଇଁଥିଲା। ଫଳରେ ସହରରେ ଜୀବନଯାତ୍ରା ଗୁରୁତର ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଭୁବନେଶ୍ୱର କାହିଁକି ଅଧିକ ଉତ୍ତପ୍ତ ହେଲା, ସମସ୍ତଙ୍କ ମନରେ…
୫ ବର୍ଷ ପୁରୁଣା ଡାଇବେଟିସ ରୋଗୀଙ୍କ ଆଖି, ଗୋଡ଼ ପରିକ୍ଷା ହେବା ଜରୁରୀ, କେନ୍ଦ୍ର ସରକାର ଦେଲେ ନିର୍ଦ୍ଦେଶ
ନୂଆଦିଲ୍ଲୀ,୬।୪: ମଧୁମେହ ବା ଡାଇବେଟିସ ରୋଗୀଙ୍କ କ୍ଷେତ୍ରରେ ରୋଗ ନିର୍ଣ୍ଣୟ ହେବାର ୫ ବର୍ଷ ପରେ ପାଦ ଏବଂ ଚକ୍ଷୁ ପରୀକ୍ଷା ବାଧ୍ୟତାମୂଳକ ହେବ। ଟାଇପ- ୧ ଡାଇବେଟିସ ରୋଗୀଙ୍କ ଚିକିତ୍ସା ପାଇଁ ସ୍ବାସ୍ଥ୍ୟ ନିର୍ଦ୍ଦେଶାଳୟ ସାରା ଦେଶରେ ଡାକ୍ତରଙ୍କ ସହ…
ଆଜି ବାରୁଣି ସ୍ନାନ: ବୁଡ ପକାଇଲେ ଲକ୍ଷାଧିକ ଶ୍ରଦ୍ଧାଳୁ
ଭୁବନେଶ୍ୱର,୬।୪: ଆଜି ବାରୁଣି ସ୍ନାନ। ଯାଜପୁର ବୈତରଣୀ ନଦୀର ଦଶ୍ୱାଶମେଧ ଘାଟରେ ବୁଡ ଓ ପିଣ୍ଡ ପକାଇବା ଲାଗି ଲକ୍ଷାଧିକ ଶ୍ରଦ୍ଧାଳୁଙ୍କ ଭିଡ ଜମିଛି। ସକାଳ ୬.୦୯ଠାରୁ ଦିନ ୧୨.୫୭ ମିନିଟ୍ ଯାଏ ବୁଡ ପକାଇବା ପାଇଁ ଯୋଗ ଥିବାରୁ ଶ୍ରଦ୍ଧାଳୁ…
ସୂର୍ଯ୍ୟକୁମାର ଖେଳିବେ
ମୁମ୍ବାଇ, ୬ା୪ (ପି.ଟି.): ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍)ର ଚଳିତ ସଂସ୍କରଣରେ ସଂଘର୍ଷ ଚଳାଇଥିବା ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଶୁଭ ଖବର। ବିଶ୍ୱର ନମ୍ବର ଓ୍ବାନ ଟି୨୦ ବ୍ୟାଟର ସୂର୍ଯ୍ୟକୁମାର ଯାଦବ ଶୁକ୍ରବାର ଏଠାରେ ତାଙ୍କ ଦଳ ସହିତ ଅଭ୍ୟାସ କରିଛନ୍ତି।…
ସିଙ୍ଗଲ୍ସ, ଡବଲ୍ସରେ ଆହାନ ଚାମ୍ପିୟନ
ଭୁବନେଶ୍ୱର, ୬।୪(ତପନ ସ୍ବାଇଁ): ଓଡ଼ିଶାର ପ୍ରତିଭାସମ୍ପନ୍ନ ଖେଳାଳି ଆହାନଙ୍କ ଚମକ ଟେନିସ କୋର୍ଟରେ ଅବ୍ୟାହତ ରହିଛି। କଳିଙ୍ଗ ଷ୍ଟାଡିୟମ ଟେନିସ କମ୍ପ୍ଲେକ୍ସରେ ଶୁକ୍ରବାର ଶେଷ ହୋଇଥିବା ଏଆଇଟିଏ-ଓଟିଏ ସୁପର ସିରିଜ (ଏସ୍ଏସ୍) ଟେନିସ ଟୁର୍ନାମେଣ୍ଟର ୧୮ ବର୍ଷରୁ କମ୍ ବାଳିକା ବର୍ଗରେ…
ଆର୍ଚେରୀ, ଖୋ ଖୋ ସମରକ୍ୟାମ୍ପ୍
ଭୁବନେଶ୍ୱର, ୬।୪(ତପନ ସ୍ବାଇଁ): ରାଜ୍ୟ କ୍ରୀଡ଼ା ଓ ଯୁବସେବା ବିଭାଗ ପକ୍ଷରୁ ସନ୍ତରଣ, ବାସ୍କେଟବଲ, ଭାରୋତ୍ତୋଳନ, ଶୁଟିଂ, ଚେସ୍, ଲନ୍ ଟେନିସ ପରେ ଆର୍ଚେରୀ ଓ ଖୋ ଖୋ ସମର କ୍ୟାମ୍ପ ପାଇଁ ତାରିଖ ଘୋଷଣା କରାଯାଇଛି। ଆର୍ଚେରୀ ସମର କୋଚିଂ…
ବିବାହ ପାଇଁ ମନ ବଳାଇଲେଣି ସୁସ୍ମିତା
ମୁମ୍ବାଇ: ଆଜିକାଲି ଅଭିନୟ ଜୀବନ କମ୍, ବ୍ୟକ୍ତିଗତ ଜୀବନକୁ ନେଇ ଅଧିକ ଚର୍ଚ୍ଚାରେ ପୂର୍ବତନ ବିଶ୍ୱସୁନ୍ଦରୀ ତଥା ବଲିଉଡ୍ର ଚୁଲବୁଲି ଅଭିନେତ୍ରୀ ସୁସ୍ମିତା ସେନ୍। ଏବେ ତାଙ୍କୁ ୪୮ ବର୍ଷ। ଦୁଇଟି ଝିଅଙ୍କୁ ସେ ନିଜର ପାଳିତା କନ୍ୟା ଭାବେ ଗ୍ରହଣ…
ଆଜିଠୁ ଯୁକ୍ତ୨ ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ
ଭୁବନେଶ୍ୱର,୬ା୪(ଅସମାପିକା ସାହୁ): ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷାର ଦ୍ୱିତୀୟ ପର୍ଯ୍ୟାୟ ମୂଲ୍ୟାୟନ ଶନିବାରଠାରୁ ଆରମ୍ଭ ହେବ। ଆସନ୍ତା ୨୦ ପର୍ଯ୍ୟନ୍ତ ଖାତାଦେଖା ଚାଲିବ। ଏଥିପାଇଁ ସମୁଦାୟ ୮,୬୧୧ ଶିକ୍ଷୟିତ୍ରୀଶିକ୍ଷକ ନିଯୁକ୍ତ ହୋଇଛନ୍ତି। ୩,୧୪୮ଜଣ ଅନ୍ଲାଇନ୍ରେ ଓ ୫,୪୬୩ଜଣ…
ସଙ୍ଗୀତାଙ୍କୁ ମିଳିପାରେ ବିଜେଡି ଟିକେଟ
ନିମାପଡ଼ା,୬ା୪(ରଞ୍ଜନ ପଟ୍ଟନାୟକ): ବର୍ତ୍ତମାନ ପରିସ୍ଥିତିରେ ନିମାପଡ଼ା ବିଜେଡି ରାଜନୀତିରେ ଘଡ଼ିକେ ଘୋଡ଼ା ଛୁଟୁଛି। ଦଳୀୟ ଟିକେଟ କାହାକୁ ମିଳିବ ସେ ନେଇ ସସ୍ପେନ୍ସ ଲାଗିରହିଛି। ଗୁରୁବାର ଟିକେଟ ଆଶାରେ ଭାଜପା ଛାଡ଼ି ଦିଲୀପ ନାୟକ ବିଜେଡିରେ ଯୋଗଦେଇଥିଲେ। ଶଙ୍ଖଭବନରେ ଆୟୋଜିତ ସ୍ବତନ୍ତ୍ର…
ଗ୍ରାହକ ଚାହିଦାକୁ ଗୁରୁତ୍ୱ
ଭୁବନେଶ୍ୱର,୬।୪: କ୍ରମାଗତ ୧୫ବର୍ଷ ଧରି ୧ ନମ୍ବର ତଥା ସର୍ବଭାରତୀୟସ୍ତରରେ ପ୍ରମୁଖ ଉପକରଣ ବ୍ରାଣ୍ଡ୍ ଭାବେ ହାୟର ବଜାରରେ ତା’ର ସ୍ଥିତି ସୁଦୃଢ଼ କରିଆସିଛି। ହେକ୍ଜା ଇନ୍ଭର୍ଟର ପ୍ରଯୁକ୍ତି ସହ ସୁପର ହେଭି ଡ୍ୟୁଟି ରେଞ୍ଜର ଉପତ୍ାଦ ବଜାରକୁ ଆଣିଛି। ଏହି…
ବେଦାନ୍ତ ଆଲୁମିନିୟମର ନୂଆ ମାଇଲଖୁଣ୍ଟ
ଭୁବନେଶ୍ୱର,୬।୪: ଦେଶର ପ୍ରମୁଖ ଘରୋଇ ସଂସ୍ଥା ତଥା ଭାରତର ସର୍ବବୃହତ୍ ଆଲୁମିନିୟମ ଉପତ୍ାଦକ ବେଦାନ୍ତ ଆଲୁମିନିୟମ ସମ୍ପ୍ରସାରଣ ଯୋଜନାରେ ଉଲ୍ଲେଖନୀୟ ସଫଳତା ସହ ନୂଆ ମାଇଲଖୁଣ୍ଟ ହାସଲ କରିଛି। ଏପରିକି କମ୍ପାନୀ ୩ ମିଲିୟନ ଟନ (ଏମ୍ଟିପିଏ)ର ଆଲୁମିନିୟମ ଉପତ୍ାଦନ କ୍ଷମତା…

