Home Left

ପଶ୍ଚିମବଙ୍ଗରେ ଗର୍ଜିଲେ ଦିଦି, ଭାଜପାକୁ ଟାର୍ଗେଟ କରି କହିଲେ ନନଭେଜ୍…..

ନୂଆଦିଲ୍ଲୀ,୨୯।୩:  ପଶ୍ଚିମବଙ୍ଗରେ ବିଧାନସଭା ନିର୍ବାଚନ ପାଖେଇ ଆସୁଥିବା ବେଳେ ସମସ୍ତ ରାଜନୈତିକ ଦଳ ସେମାନଙ୍କର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଶାସକ ତୃଣମୂଳ କଂଗ୍ରେସ (TMC) ପକ୍ଷରୁ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ ଜୋରଦାର ପ୍ରଚାର ଅଭିଯାନ ଜାରି ରଖିଛନ୍ତି । ଏହା ମଧ୍ୟରେ,…

ଯୁଦ୍ଧ ଭିତରେ ପାକିସ୍ତାନକୁ ଲାଗିଲା ଶକ୍ତ ଝଟକା!

ଇସଲାମାବାଦ,୨୯।୩: ପାକିସ୍ତାନ ସରକାର କ୍ରମାଗତ ପଞ୍ଚମ ଥର ପାଇଁ ବିମାନ ଇନ୍ଧନର ମୂଲ୍ୟ ବୃଦ୍ଧି କରିଛନ୍ତି। ଏହି ବୃଦ୍ଧି ଗତ ୨୮ ଦିନ ମଧ୍ୟରେ ଘଟିଛି ଏବଂ ପଶ୍ଚିମ ଏସିଆରେ ସଂଘର୍ଷରୁ ସୃଷ୍ଟି ହୋଇଥିବା ଜାରି ତୈଳ ସଙ୍କଟକୁ ଏହାର ମୁଖ୍ୟ…

ଜମି ବିବାଦ ତୁଟାଇବା ପାଇଁ RI ନେଉଥିଲେ ୩୦ ହଜାର ଟଙ୍କା, ମାଡ଼ି ବସିଲା ଭିଜିଲାନ୍ସ ଟିମ୍

କଟକ,୨୯।୩: ଭିଜିଲାନ୍ସ ଜାଲରେ କଟକ ଜିଲା ଟାଙ୍ଗୀ-ଚୌଦ୍ୱାର ରାଜସ୍ୱ ନୀରିକ୍ଷକ । ଆରଆଇ ଅଧିକାରୀ ରାଜାରାମ ବିନ୍ଦ୍ରା ଲାଞ୍ଚ ନେବା ବେଳେ ଧରିଛି ଭିଜିଲାନ୍ସ ବିଭାଗ । ଜମିକୁ ଘରବାରୀ କରିବାକୁ ଜଣେ ବ୍ୟକ୍ତିଙ୍କ ଠାରୁ ତିରିଶି ହଜାର ଟଙ୍କା ଲାଞ୍ଚ…

ଆଇପିଏଲ୍‌ ଆରମ୍ଭରୁ ବଡ଼ ବିବାଦ: RCB vs SRH ମ୍ୟାଚ୍‌ରେ ଏମିତି କ’ଣ ହେଲା ଯାହାକୁ ନେଇ ଏବେ ବଢୁଛି ହଙ୍ଗାମା…

ନୂଆଦିଲ୍ଲୀ,୨୯।୩: ଶନିବାରଠାରୁ ଆରମ୍ଭ ହୋଇଥିବା IPL 2026ର ଉଦ୍‌ଘାଟନୀ ମ୍ୟାଚ୍‌ ଯେତିକି ରୋମାଞ୍ଚକର ଥିଲା, ସେତିକି ବିବାଦୀୟ ମଧ୍ୟ ହୋଇପଡ଼ିଛି। RCB ଏବଂ SRH ମଧ୍ୟରେ ଖେଳାଯାଇଥିବା ଏହି ହାଇ-ଭୋଲଟେଜ୍‌ ମ୍ୟାଚ୍‌ରେ ଅମ୍ପାୟାରଙ୍କ ଏକ ନିଷ୍ପତ୍ତିକୁ ନେଇ ଏବେ ସୋସିଆଲ ମିଡିଆରେ…

‘ନୋ କିଙ୍ଗସ୍‌’ ଆନ୍ଦୋଳନରେ ଦୋହଲି ଗଲାଣି ଆମେରିକା, ଗାଦିଚ୍ୟୁତ ହେବେ ଟ୍ରମ୍ପ!

ଓ୍ବାଶିଂଟନ,୨୯।୩: ଆମେରିକା ବର୍ତ୍ତମାନ ଦୁଇଟି ପ୍ରମୁଖ ମୋର୍ଚ୍ଚା ସହିତ ସଂଘର୍ଷ କରୁଛି। ଗୋଟିଏ ପଟେ, ପଶ୍ଚିମ ଏସିଆରେ ଇରାନ ବିରୁଦ୍ଧରେ ଚାଲିଥିବା ସଂଘର୍ଷରେ ହଜାର ହଜାର ଲୋକଙ୍କ ଜୀବନ ଯାଇଛି; ଅନ୍ୟପଟେ, ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ନୀତି ବିରୁଦ୍ଧରେ ଦେଶ ଭିତରେ…

ଯାଜପୁରର ଆକର୍ଷଣ ପାଲଟିବ ୧୨୩ ଫୁଟ ଉଚ୍ଚର ଧ୍ୟାନମଗ୍ନ ଶିବ ମୂର୍ତ୍ତି

ଧର୍ମଶାଳା,୨୯ା୩(ଶିବପ୍ରସାଦ ମହାନ୍ତି): ଯାଜପୁର ଜିଲାର ପବିତ୍ର ବୈତରଣୀ ନଦୀକୂଳରେ ସୁଉଚ୍ଚ ଧ୍ୟାନମଗ୍ନ ଶିବ ମୂର୍ତ୍ତି ନିର୍ମାଣ କାର୍ଯ୍ୟ କେବେ ଶେଷ ହେବ ତାକୁ ନେଇ ପ୍ରଶ୍ନ ଉଠିଛି। ୨୦୨୧ରୁ ଆରମ୍ଭ ହୋଇଥିବା ଏହି କାର୍ଯ୍ୟ ଶେଷ ପର୍ଯ୍ୟାୟରେ ପହଞ୍ଚିଛି ବୋଲି ଶୁଣିବାକୁ…

ବାଃରେ ପାକିସ୍ତାନ! ନସୀମ ଶାହଙ୍କୁ ଏକ କଠୋର ଦଣ୍ଡ ଦେବାକୁ ପ୍ରସ୍ତୁତ ଦେଶ

ଇସଲାମାବାଦ,୨୯।୩: ପାକିସ୍ତାନରେ, କେବେବି କ’ଣ ଘଟିବ ତାହା କେହି ପୂର୍ବାନୁମାନ କରିପାରିବେ ନାହିଁ। ଦେଶଟି ଅଜବ ନିଷ୍ପତ୍ତି ନେବା ଏବଂ ଆଶ୍ଚର୍ଯ୍ୟଜନକ କାର୍ଯ୍ୟ କରିବାରେ ଲିପ୍ତ ହେବା ପାଇଁ ପ୍ରସିଦ୍ଧ। ଏବେ, ଏହା ପୁଣି ଥରେ ସମାନ କିଛି କରିବାକୁ ଯାଉଛି…

ଶ୍ରୀରାମନବମୀ ରାଲିରେ ବିଧାୟକ ଗୁଳି ଫୁଟାଇବା ଘଟଣା: ଗିରଫ ଦାବି କଲା ବିଜେଡି

ବଲାଙ୍ଗୀର,୨୯ା୩(ବୀରେନ୍ଦ୍ର କୁମାର ଝାଙ୍କର/ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ଟିଟିଲାଗଡ଼ ସହରରେ ଶୁକ୍ରବାର ଶ୍ରୀରାମ ନବମୀ ଉତ୍ସବ ଶୋଭାଯାତ୍ରାରେ ବିଧାୟକ ନବୀନ ଜୈନ ଗୁଳି ଫୁଟାଇବା ଘଟଣାକୁ ନେଇ ବିଜେଡି ପକ୍ଷରୁ ବଲାଙ୍ଗୀର ଏସ୍‌ପିଙ୍କୁ ଦାବିପତ୍ର ଦିଆଯାଇଛି। ବିଧାୟକ ଜୈନଙ୍କ ଏଭଳି…

ବର୍ଷଯାକ ଆଉ ରହିବନି ରିଚାର୍ଜ ଟେନଶନ! ଆସିଲା ସ୍ପେଶାଲ ପ୍ଲାନ, ସବୁ ଫ୍ରି…

ଆଜିର ଡିଜିଟାଲ୍ ଯୁଗରେ, ସ୍ମାର୍ଟଫୋନ୍ ଏକ ଆବଶ୍ୟକତା ପାଲଟିଛି, କିନ୍ତୁ ମାସିକ ରିଚାର୍ଜ ମଧ୍ୟ ଏକ ବଡ଼ ମୁଣ୍ଡବିନ୍ଧାର କାରଣ ସାଜିଛି। ଅଧିକାଂଶ ସ୍ମାର୍ଟଫୋନ୍ ବ୍ୟବହାରକାରୀ ୨୮ଦିନର ରିଚାର୍ଜ କରନ୍ତି, ହେଲେ ଆପଣ କେବେ ଲକ୍ଷ୍ୟ କରିଛନ୍ତି କି, ୨୮ଦିନର ଗଣନା…

ଫର୍ମ ପୂରଣ କରିବାକୁ ଯାଇଥିଲେ ଛାତ୍ରୀ, ବଜ୍ରପାତରେ ଗଲା ଜୀବନ, ସହାୟତା ଦାବି କରି…

ଦିଗପହଣ୍ଡି,୨୯ା୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଆଙ୍କୋରଡ଼ା ପଞ୍ଚାୟତ ଚାଞ୍ଚଡ଼ାପଲ୍ଲୀ ଗ୍ରାମର ମେଧାବୀ ଛାତ୍ରୀ ରେଶ୍ମା ଭୋଳ (୨୧) ଶୁକ୍ରବାର ଅପରାହ୍ନରେ ବ୍ରଜପାତରେ ମୃତ୍ୟୁବରଣ କରିଥିଲେ। ମୃତ ଛାତ୍ରୀଙ୍କ ପରିବାର ଲୋକଙ୍କୁ ସରକାରୀ ସହାୟତା ପ୍ରଦାନ ପାଇଁ ଗ୍ରାମବାସୀ…

ମନ୍‌ କି ବାତ୍‌ରେ ସମ୍ବଲପୁରର ସୁଜାତା, ପ୍ରଶଂସା କରି ପ୍ରଧାନମନ୍ତ୍ରୀ କହିଲେ…

ସମ୍ବଲପୁର,୨୯ା୩(ପ୍ରମୋଦ ବହିଦାର): ସମ୍ବଲପୁ ର ଜିଲାର ଜଣେ ସାଧାରଣ ଗୃହିଣୀରୁ ସଫଳ ମାଛ ଚାଷୀ ସାଜିଥିବା ସୁଜାତା ଭୂୟାଁଙ୍କ ସଫଳତା ଆଜି ସାରା ଦେଶ ପାଇଁ ଏକ ଉଦାହରଣ ସାଜିଛି। ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ନିଜର ପ୍ରତିଷ୍ଠିତ ‘ମନ କି ବାତ୍‌’…

ଶିମିଳିପାଳରେ ଶିକାରୀଙ୍କୁ ଧରିଲା AI କ୍ୟାମେରା, ବନ୍ଧୁକ-ବିସ୍ଫୋରକ ଜବତ

ବାରିପଦା,୨୯ା୩(ନୀଳାଦ୍ରି ବିହାରୀ ଦଣ୍ଡପାଟ): ମୟୂରଭଞ୍ଜ ଜିଲା ଶିମିଳିପାଳ ଅଭୟାରଣ୍ୟରେ ଖଞ୍ଜ ଯାଇଥିବା କୁତ୍ରିମ ବୁଦ୍ଧିମତା (AI) କ୍ୟାମେରାରେ କଏଦ ଫଟୋଚିତ୍ରକୁ ନେଇ ବନବିଭାଗ ଚଢ଼ାଉ କରି ଜଣେ ଶିକାରୀକୁ ଗିରଫ କରିଛି । ଗିରଫ ଅଭିଯୁକ୍ତ ଜଣକ ହେଲେ କପ୍ତିପଦା ଥାନା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri