Home Left

ହ୍ବିଲ୍‌ଚେୟାରରେ ୫୯ ଦେଶ ଭ୍ରମଣ

ହରିୟାଣା ହ୍ବିଲ୍‌ଚେୟାର ସହିତ କାମ କରିବା ସାଧାରଣତଃ କଷ୍ଟକର ହୋଇଥାଏ। ହେଲେ ପଞ୍ଜାବ ଲୁଧିଆନାର ଜଣେ ମହିଳା ହ୍ବିଲ୍‌ଚେୟାର ସହିତ ନିଜ ଜୀବନକୁ ଅତ୍ୟନ୍ତ ସରଳ କରିଦେଇଛନ୍ତି। ସେ ଗତ ୫ ବର୍ଷ ମଧ୍ୟରେ ହ୍ବିଲ୍‌ଚେୟାରରେ ଏକା ସ୍ବିଜରଲାଣ୍ଡ, କାନାଡା, ଅଷ୍ଟ୍ରେଲିଆ,…

ଇଚ୍ଛାଶକ୍ତି ଥିଲେ ମିଳେ ସଫଳତା

ଜଣଙ୍କର ସଫଳତା ପ୍ରାପ୍ତିରେ ଦିବ୍ୟାଙ୍ଗତା ସମସ୍ୟା କୌଣସି ବାଧା ସୃଷ୍ଟି କରେନା। ଦୃଢ଼ ମନୋବଳ ଥିଲେ ଜୀବନରେ ସମସ୍ତ କ୍ଷେତ୍ରରେ ବିଜୟ ମିଳେ। ଦିବ୍ୟାଙ୍ଗଙ୍କ ମଧ୍ୟରେ ସକାରାତ୍ମକ ମନୋଭାବ ସୃଷ୍ଟି ସହିତ ସେମାନଙ୍କ ପ୍ରତି ମାନବ ସମାଜର କର୍ତ୍ତବ୍ୟ ସମ୍ପର୍କରେ ସଚେତନତା…

ଯାତ୍ରୀବାହୀ ବସ ଉପରେ ଆଖିବୁଜା ମୁଳିମାଡ କଲେ ଆତଙ୍କବାଦୀ: ୮ ମୃତ…

ଇସଲାମାବାଦ,୩।୧୨ : ପାକିସ୍ତାନ ଅଧିକୃତ କଶ୍ମୀରର ଗିଲଗିଟ ବାଲ୍ଟିସ୍ତାନ ଅଞ୍ଚଳରେ ଏକ ଯାତ୍ରୀବାହୀ ବସ ଉପରେ ଆତଙ୍କବାଦୀମାନେ ଆଖିବୁଜା ଗୁଳି ମାଡ କରିଛନ୍ତି। ଏହି ଘଟଣାରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୨୬ ଜଣ ଆହତ ହୋଇଛନ୍ତି। ପୋଲିସ ଅଧିକାରୀ…

ଟିଏମ୍‌ ଫୋରମର ପ୍ରଥମ ଇନୋଭେଶନ ହବ୍‌

ଭୁବନେଶ୍ୱର,୩।୧୨: ରିଲାଏନ୍ସ ଜିଓ ଓ ଟିଏମ୍‌ ଫୋରମର ମିଳିତ ସହଯୋଗରେ ନଭି ମୁମ୍ବାଇସ୍ଥିତ ରିଲାଏନ୍ସ କର୍ପୋରେଟ୍‌ ଆଇଟି ପାର୍କଠାରେ ଟିଏମ୍‌ ଫୋରମ୍‌ର ପ୍ରଥମ ଇନୋଭେଶନ ହବ୍‌ ନିକଟରେ ଉଦ୍‌ଘାଟିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଆସେଞ୍ଚର, ଡ୍ୟୁସ୍‌ ଟେଲିକମ୍‌, ଗୁଗଲ କ୍ଲାଉଡ୍‌, ଅରେଞ୍ଚ,…

ଅଭିଷେକ ହାତରୁ କାଢ଼ିଲେ ବିବାହ ମୁଦି! 

ବମ୍ବେ: ବଲିଉଡର ଚର୍ଚ୍ଚିତ ଦମ୍ପତି ଅଭିଷେକ ବଚ୍ଚନ ଏବଂ ଐଶ୍ୱର୍ଯ୍ୟାଙ୍କ ସମ୍ପର୍କରେ ଫାଟ। ଏନେଇ କିଛି ଦିନ ଧରି କିଛି ନା କିଛି ଶୁଣିବାକୁ ମିଳୁଥିବା ବେଳେ ଏବେ କିଛି ଫଟୋ ପ୍ରଶଂସକଙ୍କ ହୃଦୟ ଭାଙ୍ଗିଛି। ଫଟୋଗୁଡ଼ିକ ଅଭିଷେକଙ୍କର। ଆପଣ ଭାବୁଥିବେ…

ବ୍ଲିଙ୍କିଟ୍‌ ସହ ଏନ୍‌ଏସ୍‌ଡିସିର ବୁଝାମଣା

ଭୁବନେଶ୍ୱର,୩।୧୨: ଦେଶର ପ୍ରମୁଖ ଘରୋଇ ସଂସ୍ଥା ବ୍ଲିଙ୍କିଟ୍‌ ଏବଂ ଜାତୀୟ ଦକ୍ଷତା ବିକାଶ ନିଗମ (ଏନ୍‌ଏସ୍‌ଡିସି) ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ହୋଇଯାଇଛି। ବିଶେଷକରି ରୋଜଗାର ସୃଷ୍ଟି ଏବଂ ଦକ୍ଷତା ବିକାଶକୁ ପ୍ରୋତ୍ସାହିତ କରିବା ପାଇଁ ଉକ୍ତ ବୁଝାମଣା ହୋଇଛି। ସେହିଭଳି…

ଗଛ ସହିତ ମୁହାଁମୁହିଁ ଧକ୍କା ହେଲା ବିମାନ: ଜଣେ ରାଜନେତାଙ୍କ ସମେତ ୩ ମୃତ…

ଓ୍ବାଶିଂଟନ,୩।୧୨ : ଦକ୍ଷିଣ ଆମେରିକୀୟ ଦେଶ ପାରାଗୁଏରେ ବିମାନ ଦୁର୍ଘଟଣାରେ ଜଣେ ରାଜନେତାଙ୍କ ସମେତ ତିନି ଜଣଙ୍କର ମୃତ୍ୟୁ ଘଟିଛି। ବିମାନ ଉଡ଼ାଣର କିଛି ସମୟ ପରେ ଦୁର୍ଘଟଣାଗ୍ରସ୍ତ ହୋଇଥିଲା। ଏହି ଘଟଣାରେ କଲରାଡୋ ପାର୍ଟି ନେତା ୱାଲ୍ଟର ହରମସ ଏବଂ…

ବେଦାନ୍ତ ଆଲୁମିନିୟମର ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌

ଭୁବନେଶ୍ୱର,୩।୧୨ (ଅଭୟ ଦାଶ): ଦେଶର ପ୍ରମୁଖ ଘରୋଇ କମ୍ପାନୀ ତଥା ବେଦାନ୍ତ ଆଲୁମିନିୟମ ପକ୍ଷରୁ ଆୟୋଜିତ ୩ୟ ବୈଷୟିକ ମାଷ୍ଟର କ୍ଲାସ୍‌ ନିକଟରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ଉକ୍ତ କ୍ଲାସ୍‌ (କର୍ମଶାଳା) ଏକ୍ସଟ୍ରୁଜନ ଇଣ୍ଡଷ୍ଟ୍ରିରେ ଅଭିନବତା ଓ ଦକ୍ଷତା ବୃଦ୍ଧି ଉପରେ…

ନିଶ୍ଚିନ୍ତକୋଇଲି ପୋଲିସର ଏନ୍‌କାଉଣ୍ଟର: ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ ଆହତ

ନିଶ୍ଚିନ୍ତକୋଇଲି, ୩।୧୨(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ପୋଲିସ ଶନିବାର ବିଳମ୍ବିତ ରାତିରେ ଦୁର୍ଦ୍ଦାନ୍ତ ଅପରାଧୀ ସୁଶାନ୍ତ ସାହୁ(ଲିପୁ)ଙ୍କୁ ଏନକାଉଣ୍ଟର କରିଛି। ତାଙ୍କ ବାମ ଗୋଡରେ ଗୁଳି ବାଜିଛି। ଅବସ୍ଥା ଗୁରୁତର ଥିବାରୁ ତାଙ୍କୁ କଟକ ବଡ଼ ମେଡିକାଲକୁ ସ୍ଥାନାନ୍ତର…

ସଞ୍ଜୟ ସିଂଙ୍କ ନାଁରେ ଇଡି ଚାର୍ଜଶିଟ୍‌

ନୂଆଦିଲ୍ଲୀ,୨ା୧୨: ଦିଲ୍ଲୀ ଅବକାରୀ ଦୁର୍ନୀତି ସହ ସମ୍ପୃକ୍ତ ମନିଲଣ୍ଡରିଂ ମାମଲାକୁ ନେଇ ପ୍ରବର୍ତ୍ତନ ନିର୍ଦ୍ଦେଶାଳୟ(ଇଡି) ଶନିବାର ଆମ୍‌ ଆଦ୍‌ମୀ ପାର୍ଟି (ଏଏପି) ରାଜ୍ୟ ସଭା ସଦସ୍ୟ ସଞ୍ଜୟ ସିଂଙ୍କ ବିରୋଧରେ ଚାର୍ଜଶିଟ୍‌ ଦାଖଲ କରିଛି। ଉକ୍ତ ମାମଲାରେ ଇଡି ଗତ ଅକ୍ଟୋବରରେ…

ଉବର ବୁକ୍‌ କରିବାରେ ସହାୟତା କରିବାକୁ କହି ଦମ୍ପତିଙ୍କୁ ମାଡ଼

ନୂଆଦିଲ୍ଲୀ,୩।୧୨: ଦକ୍ଷିଣପୂର୍ବ ଦିଲ୍ଲୀର ସନ୍‌ଲାଇଟ କଲୋନି ଅଞ୍ଚଳରେ ମଣିପୁରର ଏକ ଜଣେ ବ୍ୟକ୍ତି, ତାଙ୍କ ସ୍ତ୍ରୀ ଓ ଭଉଣୀଙ୍କୁ କେତେଜଣ ଲୋକ ମାଡ଼ ମାରିଥିବା ଅଭିଯୋଗ ହୋଇଛି। ସେମାନେ ଗୁରୁବାର ରାତିରେ ଜଣେ ବନ୍ଧୁ ଘରକୁ ଯାଉଥିବାବେଳେ ୩ ଜଣ ଅପରିଚିତ…

ମହିଳାଙ୍କୁ ‘ଡିଜିଟାଲି ଗିରଫ’ କରାଇ ୧୧ ଲକ୍ଷ ଠକିନେଲେ

ନୋଏଡ଼ା,୩।୧୨: ନୋଏଡ଼ାରେ ଏକ ନୂଆ ସାଇବର ଠକେଇ ଦେଖିବାକୁ ମିଳିଛି। ସେଠାରେ ରହୁଥିବା ଜଣେ ମହିଳାଙ୍କୁ ଗୋଟିଏ ଦିନ ଡିଜିଟାଲ ଗିରଫ ରଖାଯାଇ ତାଙ୍କଠାରୁ ୧୧ ଲକ୍ଷରୁ ଅଧିକ ଟଙ୍କା ଠକିନିଆଯାଇଛି। ଅଭିଯୋଗ ପରେ ଉତ୍ତରପ୍ରଦେଶ ପୋଲିସ ତଦନ୍ତ ଆରମ୍ଭ କରିଛି।…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri