ଅରୁନ୍ଧତୀ ଜୁଏଲର୍ସର ପ୍ରିମିୟମ କଲେକ୍ସନ ଉନ୍ମୋଚିତ
ଭୁବନେଶ୍ୱର,୧୪।୧୦: ଅରୁନ୍ଧତୀ ଜୁଏଲର୍ସର ନୂତନ ତଥା ପ୍ରିମିୟମ କଲେକ୍ସନ ‘ଅର୍କ ଓ ଅମେୟା’କୁ ଶୁକ୍ରବାର ଆନୁଷ୍ଠାନିକ ଭାବେ ଉନ୍ମୋଚନ କରାଯାଇଛି। କୋଣାର୍କ ସୂର୍ଯ୍ୟମନ୍ଦିରର କଳା, ସ୍ଥାପତ୍ୟ, ସୌନ୍ଦର୍ଯ୍ୟ ଓ ପ୍ରସ୍ତର ଖୋଦେଇ କାରୁକାର୍ଯ୍ୟକୁ ନେଇ ସ୍ବତନ୍ତ୍ର ଭାବେ ଅର୍କ ଗହଣା ଡିଜାଇନ…
କାନାରା ବ୍ୟାଙ୍କର ମୁଦ୍ରା ବିନିମୟ ମେଳା
ଭୁବନେଶ୍ୱର,୧୪।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ ପକ୍ଷରୁ ଶୁକ୍ରବାର ଏକ ସ୍ବତନ୍ତ୍ର ମୁଦ୍ରା ବିନିମୟ ମେଳାର ଆୟୋଜନ କରାଯାଇଥିଲା। ବିଶେଷକରି ବ୍ୟାଙ୍କ ପକ୍ଷରୁ ପୁରୁଣା, ମଇଳା ଏବଂ ଚିରାଫଟା ନୋଟ୍ ବଦଳରେ ନୂଆ ନୋଟ୍ ଏବଂ କଏନ୍ ଦେବାର ବ୍ୟବସ୍ଥା ୟୁନିଟ୍-୮…
ସାକ୍ଷ୍ୟ ଗ୍ରହଣ ପାଇଁ ମୋକିମଙ୍କୁ ଅଧିକ ସମୟ ଦେଲେ ହାଇକୋର୍ଟ
କଟକ,୧୪ା୧୦(କାର୍ତ୍ତିକ ସାହୁ): ବାରବାଟୀ-କଟକ ବିଧାନସଭା ନିର୍ବାଚନୀ ମାମଲାର ଶୁଣାଣି ଶୁକ୍ରବାର ହାଇକୋର୍ଟରେ ହୋଇଥିଲା। ବିଧାୟକ ମହମ୍ମଦ ମୋକିମଙ୍କ ପକ୍ଷରୁ ସାକ୍ଷୀମାନଙ୍କ ସାକ୍ଷ୍ୟ ଗ୍ରହଣ ପାଇଁ ଅଧିକ ସମୟ ଲୋଡ଼ାଯାଇଥିଲା। ହାଇକୋର୍ଟ ଏଥିପାଇଁ ଅନୁମତି ଦେବା ସହ ମୋକିମଙ୍କୁ ୧୦ ହଜାର ଟଙ୍କା…
ଖସିଲା ଶେୟାର ବଜାର କାରବାର
ଭୁବନେଶ୍ୱର, ୧୪।୧୦: ଗତ କିଛିଦିନ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ଶେଷ କାର୍ଯ୍ୟ ଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଳକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ଶୁକ୍ରବାର ବମ୍ବେ ଷ୍ଟକ୍…
ଗାଜାରେ ଇସ୍ରାଏଲ ସେନା ପ୍ରବେଶ କରିବା ଉପରେ ୟୁଏନ୍ରେ ପହଞ୍ଚିଲା ପାଲେଷ୍ଟାଇନ, ଗୁଟେରସଙ୍କୁ ମାଗିଲା ସାହାଯ୍ୟ
ଜେରୁଜେଲମ,୧୪।୧୦: ପାଲେଷ୍ଟାଇନ ଶୁକ୍ରବାର ମିଳିତ ଜାତିସଂଘରେ ଇସ୍ରାଏଲର କାର୍ଯ୍ୟକଳାପ ବନ୍ଦ କରିବାକୁ ଆହ୍ବାନ କରିଛି। ମିଳିତ ଜାତିସଂଘରେ ପାଲେଷ୍ଟାଇନ ରାଷ୍ଟ୍ରଦୂତ ଜାତିସଂଘର ମୁଖ୍ୟ ଆଣ୍ଟୋନିଓ ଗୁଟେରସଙ୍କୁ ଇସ୍ରାଏଲର କାର୍ଯ୍ୟକଳାପକୁ ରୋକିବା ପାଇଁ ପଦକ୍ଷେପ ନେବାକୁ ନିବେଦନ କରିଛନ୍ତି। ଏଠାରେ ଇସ୍ରାଏଲ ଗାଜା…
ସାଇ ଇଣ୍ଟରନ୍ୟାଶନାଲ ଦେଶର ଶ୍ରେଷ୍ଠ ସ୍କୁଲ
ଭୁବନେଶ୍ୱର, ୧୪।୧୦ (ଅସମାପିକା ସାହୁ): ଏଜୁକେଶନ ୱାର୍ଲଡ ଇଣ୍ଡିଆ ସ୍କୁଲ୍ ର଼୍ୟାଙ୍କିଙ୍ଗ୍ରେ ସର୍ବଭାରତୀୟ ସ୍ତରରେ ଡେ କମ୍ ବୋର୍ଡିଂ ବିଭାଗରେ ଭୁବନେଶ୍ୱରସ୍ଥିତ ସାଇ ଇଣ୍ଟରନ୍ୟାଶନାଲ ସ୍କୁଲ ୨୦୨୩-୨୪ବର୍ଷ ପାଇଁ ଶ୍ରେଷ୍ଠ ସ୍କୁଲ ମାନ୍ୟତା ପାଇଛି। ଏଥିସହ ଓଡ଼ିଶାରେ ଏକ ନମ୍ବର ସ୍କୁଲର…
ଖୋଲାବଜାରରେ ଗହମ ବିକୁଛି ଏଫ୍ସିଆଇ
ଭୁବନେଶ୍ୱର,୧୪।୧୦ (ଅଭୟ ଦାଶ): ବିଗତ କିଛି ମାସ ହେଲା ଖୋଲା ବଜାରରେ ଗହମ ଅଭାବ ଦେଖାଦେଇଛି। ଫଳରେ ଗହମ ଜାତୀୟ ଖାଦ୍ୟ ପଦାର୍ଥ ସାଙ୍ଗକୁ ଅଟାର ମୂଲ୍ୟ ବୃଦ୍ଧି ହୋଇପାରେ ବୋଲି ବଜାର ବିଶେଷଜ୍ଞମାନେ ସରକାରଙ୍କୁ ଆଗୁଆ ସୂଚନା ପ୍ରଦାନ ସହ…
କିଏ ଜିତିବ କହିବା କଷ୍ଟକର
ରିଚାର୍ଡ ହାଡ୍ଲୀ: ଚଳିତ ଦିନିକିଆ କ୍ରିକେଟ ବିଶ୍ୱକପ୍୍ରେ ଶନିବାର ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିବେ। ଟୁର୍ନାମେଣ୍ଟରେ ପୂର୍ବରୁ ର଼୍ୟାଙ୍କିଙ୍ଗ୍ ତାଲିକାରେ ଦୁଇ ଦଳ ଯଥାକ୍ରମେ ପ୍ରଥମ ଓ ଦ୍ୱିତୀୟ ସ୍ଥାନରେ ଥିଲେ। ଅହମଦାବାଦରେ ଖେଳାଯିବାକୁ ଥିବା…
ସୁପ୍ରିମକୋର୍ଟଙ୍କୁ ଅବଜ୍ଞା କରିପାରିବେ ନାହିଁ ବାଚସ୍ପତି
ନୂଆଦିଲ୍ଲୀ,୧୪ା୧୦: ମହାରାଷ୍ଟ୍ର ମୁଖ୍ୟମନ୍ତ୍ରୀ ଏକନାଥ ଶିନ୍ଦେ ଓ ତାଙ୍କ ସମର୍ଥକ ବିଧାୟକମାନଙ୍କୁ ଅଯୋଗ୍ୟ ଘୋଷଣା କରିବା ଆବେଦନ ଉପରେ ବିଧାନସଭା ବାଚସ୍ପତି ନିଷ୍ପତ୍ତି ନେବାରେ ବିଳମ୍ବ କରୁଥିବାରୁ ସୁପ୍ରିମକୋର୍ଟ ଶୁକ୍ରବାର ତାଙ୍କୁ ଭର୍ତ୍ସନା କରିଛନ୍ତି। ବାଚସ୍ପତି ସର୍ବୋଚ୍ଚ ଅଦାଲତଙ୍କ ନିର୍ଦ୍ଦେଶକୁ ଅବଜ୍ଞା…
ଭାରତ ବୋଲିଂ ବନାମ ପାକିସ୍ତାନ ବ୍ୟାଟିଂ
ଗୌତମ ଗମ୍ଭୀର: ଭାରତ-ପାକିସ୍ତାନ ମ୍ୟାଚକୁ ନେଇ ପୁଣି ଚର୍ଚ୍ଚା ଆରମ୍ଭ ହେବା ସ୍ବାଭାବିକ। ଚଳିତ ବିଶ୍ୱକପ୍ରେ ଅହମଦାବାଦରେ ଦୁଇ ଦଳ ମୁହଁାମୁହିଁ ହେବେ। ଏହାକୁ କେହି ମିସ୍ କରିବାକୁ ଚାହିଁବେ ନାହିଁ। ଏହି ମ୍ୟାଚ ଯେଉଁ ଦଳ ଜିତିବ ନଭେମ୍ବର ୧୯…
ନ୍ୟୁଜିଲାଣ୍ଡର ହ୍ୟାଟ୍ରିକ୍ ବିଜୟ
ଚେନ୍ନାଇ, ୧୪ା୧୦ (ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପରୋ ହ୍ୟାଟ୍ରିକ୍ ବିଜୟ ହାସଲ କରିଛି ନ୍ୟୁଜିଲାଣ୍ଡ। ଚମତ୍କାର ଫର୍ମରେ ରହିଥିବା ନ୍ୟୁଜିଲାଣ୍ଡ ତୃତୀୟ ମ୍ୟାଚ୍ ଖେଳିଥିବା ବେଳେ ସବୁଥିରେ ବିଜୟ ହାସଲ କରି ପଏଣ୍ଟ ଟେବଲର ଶୀର୍ଷ ସ୍ଥାନରେ ପହଞ୍ଚିଛି। ପ୍ରତ୍ୟାବର୍ତ୍ତନରେ କେନ୍…
ଅହମଦାବାଦରେ ଫେଭରିଟ୍ ଟିମ୍ ଇଣ୍ଡିଆ
ଅହମଦାବାଦ,୧୪ା୧୦(ପି.ଟି.): ଦିନିକିଆ କ୍ରିକେଟ ବିଶ୍ୱକପ୍ର ବହୁ ପ୍ରତୀକ୍ଷିତ ଭାରତ-ପାକିସ୍ତାନ ମ୍ୟାଚ୍ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅନୁଷ୍ଠିତ ହେବ। ଦୁଇ ପାରମ୍ପରିକ ପ୍ରତିଦ୍ୱନ୍ଦ୍ୱୀଙ୍କ ମଧ୍ୟରେ ଆତଙ୍କବାଦ, ରାଜନୀତି ଓ ସୀମା ବିବାଦକୁ ନେଇ ଦ୍ୱିପାକ୍ଷିକ କ୍ରିକେଟ ହେଉ ନ ଥିବା…
Archives


