Home Left

କଂଗ୍ରେସକୁ ଫେରିବେ ପଞ୍ଜାବର ପୂର୍ବତନ ମନ୍ତ୍ରୀ

ଚଣ୍ଡିଗଡ଼,୧୪।୧୦: ଆଗାମୀ ଲୋକ ସଭା ନିର୍ବାଚନ ପୂର୍ବରୁ ପଞ୍ଜାବରେ ଭାରତୀୟ ଜନତା ପାର୍ଟି(ଭାଜପା)କୁ ଏକ ଝଟ୍‌କା ଲାଗିଛି। ପୂର୍ବତନ ମନ୍ତ୍ରୀ ରାଜ କୁମାର ଭେର୍କା ପୁଣି ପୁରୁଣା ଦଳକୁ ଫେରିବା ନେଇ ଶୁକ୍ରବାର ଘୋଷଣା କରିଛନ୍ତି। ୨୦୨୨ବିଧାନସଭା ନିର୍ବାଚନରେ ପରାଜୟର ସମ୍ମୁଖୀନ…

କାର୍ଗୋ ପରିଚାଳନାରେ ଧାମରା ବନ୍ଦରର ରେକର୍ଡ

ଭଦ୍ରକ,୧୪।୧୦(ସନାତନ ରାଉତ): ଆଦାନୀ ପୋର୍ଟସ୍‌ ଆଣ୍ଡ୍‌ ସ୍ପେଶାଲ ଇକୋନୋମିକ୍‌ ଜୋନ୍‌ (ଏପିଏସ୍‌ଇଜେଡ୍‌) ଅଧୀନରେ ଥିବା ଆଦାନୀ ଧାମରା ବନ୍ଦର କାର୍ଗୋ ପରିଚାଳନା କ୍ଷେତ୍ରରେ ସର୍ବକାଳୀନ ରେକର୍ଡ ହାସଲ କରିଛି। ୨୪ ଘଣ୍ଟା ମଧ୍ୟରେ ୨,୨୬,୬୧୦ ମେଟ୍ରିକ ଟନ୍‌ କାର୍ଗୋ ପରିଚାଳନା କରି…

ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ପ୍ରଦ୍ୟୋତ କୁମାର ମିଶ୍ରଙ୍କ ପରଲୋକ

ଭୁବନେଶ୍ୱର, ୧୪।୧୦(ବନ୍ଦନା ସେଠୀ): ଅବସରପ୍ରାପ୍ତ ମୁଖ୍ୟ ଆୟକର ଆୟୁକ୍ତ ତଥା ୧୯୭୦ ବ୍ୟାଚ୍‌ର ଭାରତୀୟ ରାଜସ୍ବ ସେବା ଅଧିକାରୀ ପ୍ରଦ୍ୟୋତ କୁମାର ମିଶ୍ରଙ୍କର ଦିଲ୍ଲୀଠାରେ ପରଲୋକ ହୋଇଯାଇଛି। ତାଙ୍କୁ ୭୬ବର୍ଷ ବୟସ ହୋଇଥିଲା। ମିଶ୍ର ଜଣେ ଦକ୍ଷ, କର୍ତ୍ତବ୍ୟପରାୟଣ ଓ କର୍ମଚାରୀ…

୧ଲକ୍ଷ ୩୫ ହଜାରରେ ବିକ୍ରିହେଲା ସାମୁଦ୍ରିକ କଉ

ଭୋଗରାଇ,୧୪ା୧୦(ପ୍ରଦୀପ ଦାସ): ୧୧ଦିନ ବ୍ୟବଧାନ ପରେ ପୁଣି ଏକ ବିଶାଳକାୟ ସାମୁଦ୍ରିକ କଉ ମାଛ ଗଭୀର ସମୁଦ୍ରରୁ ଧରାଯାଇଛି। ବାଲେଶ୍ୱର ଜିଲା ବଳରାମଗଡ଼ି ମତ୍ସ୍ୟ ଅବତରଣ କେନ୍ଦ୍ରର ଟ୍ରଲର ମାଲିକ ସାବାଦ ଅଲ୍ଲୀଖାଁଙ୍କ ଟ୍ରଲରରେ ମତ୍ସଜୀବୀମାନେ ଏହି ବିରଳ ପ୍ରଜାତିର ମାଛକୁ…

ଅନ୍ତେବାସୀ ହେଲେ ଜୀବନସାଥୀ

ବାଲେଶ୍ୱର, ୧୪।୧୦(ମାନସ ବିଶ୍ୱାଳ): ବାଲେଶ୍ୱର ଜିଲା ରେମୁଣା ବ୍ଲକ ବାମପଦାସ୍ଥିତ କୁଷ୍ଠାଶ୍ରମରେ ଥିଲେ ଅନ୍ତେବାସୀ। ହେଲେ ଏବେ ପାଲଟିଯାଇଛନ୍ତି ଜୀବନସାଥୀ। ବର ୬୫କୁ କନ୍ୟା ୬୩। ପ୍ରେମ ପାଇଁ ବୟସର କୌଣସି ପରିସୀମା ନ ଥାଏ ତାହା ଆଜି ପ୍ରମାଣିତ କରିଛନ୍ତି…

ଡାଟା ଚୋରି ଯୋଗୁ ପିଲା ହଇରାଣ

ବଲାଙ୍ଗୀର, ୧୪ା୧୦(ବୀରେନ୍ଦ୍ର କୁମାର ଝାଙ୍କର): ସରକାରୀ ମେଡିକାଲ କଲେଜରେ ଆଡ୍‌ମିଶନ କରାଇଦେବା ନାଁରେ ଲକ୍ଷାଧିକ ଟଙ୍କା ଠକେଇ କରୁଥିବା ଏକ ର଼୍ୟାକେଟକୁ ବଲାଙ୍ଗୀର ସାଇବର ପୋଲିସ ଟିମ୍‌ ପର୍ଦ୍ଦାଫାଶ କରିଛି। ଭୁବନେଶ୍ୱରରେ ରହି ଏହି ର଼୍ୟାକେଟ ରାଜ୍ୟବ୍ୟାପୀ ଠକାଇରେ ସକ୍ରିୟ ରହିଥିଲା।…

ଆଜି ପାକିସ୍ତାନକୁ ଭେଟିବ ଭାରତ

ଅହମଦାବାଦ,୧୪ା୧୦: ଦିନିକିଆ କ୍ରିକେଟ ବିଶ୍ୱକପ୍‌-୨୦୨୩ରେ ଭାରତ-ପାକିସ୍ତାନ ମ୍ୟାଚ୍‌ ଅହମଦାବାଦର ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଶନିବାର ଖେଳାଯିବ। ଭାରତରେ ଖେଳାଯାଉଥିବା ଏହି ବିଶ୍ୱକପ୍‌ରେ ଘରୋଇ ଦଳ ଫେଭରିଟ୍‌ ରହିବ। ୭ ବର୍ଷ ପରେ ପାକିସ୍ତାନ ଦଳ ଭାରତକୁ ଅନ୍ତର୍ଜାତୀୟ କ୍ରିକେଟ ଖେଳିବାକୁ…

ଅଲିମ୍ପିକ୍ସରେ ସାମିଲ ହେବ ଟି୨୦ କ୍ରିକେଟ

ମୁମ୍ବାଇ, ୧୪ା୧୦: ଅଲିମ୍ପିକ୍ସ ୨୦୨୮ରେ କ୍ରିକେଟ ସାମିଲ ହେବାକୁ ଯାଉଛି। ଲସଆଞ୍ଜେଲ୍ସ ଗେମ୍ସ ଆୟୋଜକଙ୍କର ଏ ସମ୍ପର୍କିତ ପ୍ରସ୍ତାବ ଶୁକ୍ରବାର ଅନ୍ତର୍ଜାତୀୟ ଅଲିମ୍ପକ କମିଟି (ଆଇଓସି) ଦ୍ୱାରା ଅନୁମୋଦନ ଲାଭ କରିଛି। କ୍ରିକେଟ ଟି୨୦ ଫର୍ମାଟରେ ଖେଳାଯିବ। ଅନ୍ୟ ୪ଟି ଖେଳ…

ୟୁରୋପ ଉପରେ ପ୍ରଭାବ ପକାଇବ ଇସ୍ରାଏଲ-ହମାସ ଯୁଦ୍ଧ, ଚେତାବନୀ ଦେଲେ ଇୟୁ ଅଧ୍ୟକ୍ଷ

ବ୍ରୁସେଲ୍ସ,୧୪।୧୦: ଇସ୍ରାଏଲ-ହମାସ ଯୁଦ୍ଧ ଦ୍ୱାରା ୟୁରୋପକୁ ଯାଉଥିବା ଶରଣାର୍ଥୀଙ୍କ ସଂଖ୍ୟା ବୃଦ୍ଧି ପାଇପାରେ। ଏହା ଦ୍ୱାରା ଏହା ପ୍ରବାସୀ ବିରୋଧୀ ଶକ୍ତିକୁ ପ୍ରୋତ୍ସାହିତ କରିବା, ବିଭାଜନ ଗଭୀର ହେବା ଏବଂ ଉତ୍ତେଜନା ବୃଦ୍ଧି ହେବାର ଆଶଙ୍କା ବଢିପାରେ ବୋଲି ଶୁକ୍ରବାର ୟୁରୋପୀୟ…

ଏହି ୭ ଭୁଲ ଯୋଗୁ ଘର ଦ୍ୱାର ମୁହଁରୁ ଫେରି ଯାଇଥାନ୍ତି ମା’ ଲକ୍ଷ୍ମୀ, ଜାଣିନିଅନ୍ତୁ…

ଜୀବନରେ ସମସ୍ତେ ଚାହାନ୍ତି ଯେ ତାଙ୍କ ଘର ଧନଧାନ୍ୟରେ ପରିପୂର୍ଣ୍ଣ ହେଉ। ମା’ ଲକ୍ଷ୍ମୀଙ୍କ କୃପା ସର୍ବଦା ବରସୁଥାଉ। ଏଥିଲାଗି ସମସ୍ତେ କଠିନ ପରିଶ୍ରମ କରିଥାନ୍ତି। ହେଲେ ଅନେକ ଥର କିଛି ଲୋକଙ୍କ ଦ୍ୱାର ମୁହଁରୁ ଲକ୍ଷ୍ମୀ ଫେରି ପଳାଇଥାନ୍ତି। ଏଥିଲାଗି…

ବିବାହ ପୂର୍ବରୁ ଗର୍ଭବତୀ ଥିଲେ ଏହି ୫ ଅଭିନେତ୍ରୀ; ଶ୍ରୀଦେବୀଙ୍କଠାରୁ ଆରମ୍ଭ କରି…

ଭାରତୀୟ ସମାଜରେ ବିବାହ ପରେ ମା’ ହେବା ଏକ ବିଶେଷ ଅନୁଭବ ନେଇ ଆସିଥାଏ। ବିବାହ ପୂର୍ବରୁ ଗର୍ଭଧାରଣକୁ ଭଲ ବୋଲି ବିବେଚନା କରାଯାଏ ନାହିଁ। ହେଲେ ଏହି ସାମାଜିକ କଟକଣାଗୁଡ଼ିକୁ ଖାତିର ନ କରି କିଛି ବଲିଉଡ ଅଭିନେତ୍ରୀ ବିବାହ…

ମଣିଷ ପିଲା ପରି କାନ୍ଦେ ଏହି ଚଢେଇ; ଯେ କେହି ଭ୍ରମରେ…

ପିଲାଙ୍କ ହସ ଦେଖିଲେ ସମସ୍ତେ ଖୁସି ହୁଅନ୍ତି। କିନ୍ତୁ ସେମାନଙ୍କ କାନ୍ଦ ହୃଦୟକୁ ବିଚଳିତ କରିଦିଏ। ଜାଣନ୍ତି କି ଏମିତି ଏକ ଚଢେଇ ଅଛି ଯେକି ଅବିକଳ ଛୋଟ ପିଲାଙ୍କ ପରି କାନ୍ଦିଥାଏ। ଅର୍ଥାତ୍‌ ସେ ଏମିତି ବୋବାଏ ଲାଗେ ସତେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri