ମୁକୁଳା ବୋର୍ଓ୍ବେଲରେ ପଡ଼ି ବୃଦ୍ଧା ମୃତ୍ୟୁ ମାମଲା ସୁବର୍ଣ୍ଣପୁର ଜିଲାପାଳଙ୍କୁ ଓଏଚ୍ଆର୍ସିଙ୍କ ନୋଟିସ
କଟକ,୧ା୧୨ (କାର୍ତ୍ତିକ ସାହୁ): ସୁବର୍ଣ୍ଣପୁର ଜିଲା ସୋନପୁର ବ୍ଲକର ଖଲିଆପାଲି ପଞ୍ଚାୟତ ଅନ୍ତର୍ଗତ ଗୋବିନ୍ଦପୁର ଗ୍ରାମର ବୃଦ୍ଧା ଦୁଃଖୀ ନେଗିଙ୍କ ବୋର୍ଓ୍ବେଲରେ ପଡ଼ି ମୃତ୍ୟୁ ମାମଲାରେ ଓଡ଼ିଶା ମାନବିକ ଅଧିକାର ଆୟୋଗ (ଓଏଚ୍ଆର୍ସି) ସ୍ଥାନୀୟ ଜିଲାପାଳଙ୍କୁ ଶୁକ୍ରବାର ନୋଟିସ ଜାରି କରିଛନ୍ତି।…
ବିଲେଇ କାମୁଡିବାରୁ ଚାଲିଗଲା ଯୁବକଙ୍କ ଜୀବନ, ପରେ ପୁଅ ଚିନ୍ତାରେ ଜୀବନ ହାରିଦେଲେ ବାପା
କାନପୁର,୧।୧୨: ବିଲେଇ ପାଳିବା ପଡିଲା ମହଙ୍ଗା। ବିଲେଇ କାମୁଡିବାରୁ କାନପୁର ଦେହାତର ଜଣେ ଯୁବକଙ୍କର ଜୀବନ ଚାଲିଯାଇଛି। ଅକବରପୁର ଅଶୋକ ନଗରର ଅଜେମ ଘରେ ଗୋଟିଏ ବିଲେଇ ପାଳିଥିଲେ। ସେ ତାଙ୍କ ପିତାମାତାଙ୍କର ଗୋଟିଏ ବୋଲି ପୁଅ ଥିଲେ। ଗୋଟିଏ ବୋଲି…
କୋଟିପତି ସହକାରୀ ଯନ୍ତ୍ରୀ ଗିରଫ: ୧୬୮ ପ୍ରତିଶତ ଅଧିକ ଆୟବହିର୍ଭୂତ ସମ୍ପତ୍ତି ଠାବ
ଭୁବନେଶ୍ୱର,୧।୧୨(ସତ୍ୟଜିତ୍ ରାଉତ): ଗ୍ରାମ୍ୟ ଜଳ ଯୋଗାଣ ଓ ପରିମଳ ବିଭାଗ (ଆର୍ଡବ୍ଲ୍ୟୁଏସ୍ଏସ୍) ଭୁବନେଶ୍ୱର ସର୍କଲର ସହକାରୀ ଯନ୍ତ୍ରୀ (ଏଇ) ସୁନୀଲ କୁମାର ପାଢ଼ୀ ବିପୁଳ ଆୟବହିର୍ଭୂତ ସମ୍ପତ୍ତି ଠୁଳ କରିଛନ୍ତି। ଚଢ଼ାଉ ଓ ଯାଞ୍ଚରୁ ଏହା ଜଣାପଡିବା ପରେ ଭିଜିଲାନ୍ସ ପକ୍ଷରୁ…
୨ରୁ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା
ଭୁବନେଶ୍ୱର, ୧।୧୨(ଅସମାପିକା ସାହୁ): ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ(ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପ୍ରାକ୍ଟିକାଲ ପରୀକ୍ଷା ଜାନୁୟାରୀ ୨ରୁ ଆରମ୍ଭ ହେବ। ଏହା ୧୨ ତାରିଖ ପର୍ଯ୍ୟନ୍ତ ଚାଲିବ। ଏ ନେଇ ପରିଷଦ ପକ୍ଷରୁ ଶୁକ୍ରବାର ବିଜ୍ଞପ୍ତି ପ୍ରକାଶ ପାଇଛି। ତେବେ…
ଝାରସୁଗୁଡ଼ା ଜିଲା ଲଖନପୁରଠାରେ ପ୍ରତିଷ୍ଠା ହେବ ଆଇଟିଆଇ: ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୧୨(ଅନିଲ ଦାସ): ଝାରସୁଗୁଡ଼ା ଜିଲାର ଲଖନପୁରଠାରେ ଏକ ଆଇଟିଆଇ ପ୍ରତିଷ୍ଠା ହେବ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଏହାକୁ ଅନୁମୋଦନ କରିବା ସହ ଏଥିପାଇଁ ୨୪ କୋଟି ୪୮ ଲକ୍ଷ ଟଙ୍କା ମଞ୍ଜୁର କରିଛନ୍ତି। ଏହି ଅର୍ଥ ଜିଲା ଖଣିଜ ପାଣ୍ଠିରୁ…
ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ପ୍ରତ୍ୟେକ ଓଡ଼ିଆ ଶ୍ରମିକଙ୍କୁ ୨ ଲକ୍ଷ ଟଙ୍କାର ସହାୟତା ଦେଲେ ମୁଖ୍ୟମନ୍ତ୍ରୀ
ଭୁବନେଶ୍ୱର,୧।୧୨(ଅନିଲ ଦାସ): ଉତ୍ତରାଖଣ୍ଡ ଟନେଲରୁ ଉଦ୍ଧାର ହୋଇଥିବା ଓଡ଼ିଆ ଶ୍ରମିକମାନେ ଶୁକ୍ରବାର ଭୁବନେଶ୍ୱରରେ ପହଞ୍ଚି ନବୀନ ନିବାସଠାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କୁ ଭେଟିଛନ୍ତି। ଏହି ଅବସରରେ ସେମାନଙ୍କୁ ଅଭିନନ୍ଦନ ଜଣାଇ ମୁଖ୍ୟମନ୍ତ୍ରୀ ସେମାନଙ୍କ ସ୍ବାସ୍ଥ୍ୟ ଅବସ୍ଥା ବିଷୟରେ ପଚାରି ବୁଝିଛନ୍ତି। ସେମାନେ…
ଟେନିସକୁ ପ୍ରତ୍ୟାବର୍ତ୍ତନ କରିବେ ନାଡାଲ
ମାଡ୍ରିଡ୍,୧ା୧୨: ସ୍ପେନର ୩୭ ବର୍ଷୀୟ ଟେନିସ ତାରକା ରାଫାଲ ନାଡାଲ ୨୦୨୪ ଜାନୁୟାରୀରେ ଅଷ୍ଟ୍ରେଲିଆରେ ବ୍ରିସ୍ବେନ୍ ଇଣ୍ଟରନ୍ୟାଶନାଲ ଖେଳି ପ୍ରତିଯୋଗିତାମୂଳକ ଟେନିସ୍କୁ ପ୍ରତ୍ୟାବର୍ତ୍ତନ କରିବେ। ୨୨ଥର ଗ୍ରାଣ୍ଡସ୍ଲାମ ଚାମ୍ପିୟନ ଶୁକ୍ରବାର ଏହି ସୂଚନା ଦେଇଛନ୍ତି। ନାଡାଲ ପ୍ରାୟ ଏକ ବର୍ଷ ହେଲା…
ପ୍ରଦୂଷଣ ମୃତ୍ୟୁରେ ଚାଇନା ପରେ ଏବେ ଦ୍ୱିତୀୟ ସ୍ଥାନରେ ଭାରତ
ନୂଆଦିଲ୍ଲୀ,୧।୧୨: ବିଭିନ୍ନ ଉତ୍ସରୁ ହେଉଥିବା ବାୟୁ ପ୍ରଦୂଷଣ ଯୋଗୁ ଭାରତରେ ପ୍ରତିବର୍ଷ ୨୧.୮ ଲକ୍ଷ ଲୋକଙ୍କ ଜୀବନ ଯାଉଛି। ପ୍ରଦୂଷଣ ମୃତ୍ୟୁରେ ଚାଇନା ପରେ ଭାରତ ଦ୍ୱିତୀୟ ସ୍ଥାନରେ ରହିଥିବା ବିଏମ୍ଜିରେ ପ୍ରକାଶିତ ଏକ ଅଧ୍ୟୟନରୁ ଜଣାପଡ଼ିଛି। ଶିଳ୍ପ, ବିଦ୍ୟୁତ୍ ଉତ୍ପାଦନ…
ବେଳାଭୂମିରେ ଶୀତତାପ ନିୟନ୍ତ୍ରିତ ରେଷ୍ଟୁରାଣ୍ଟ: ୭ରୁ ୧୦ ହଜାର ଟଙ୍କାରେ ବୁକ୍ ହେଉଛି ରୁମ୍
ଚିକିଟି,୧ା୧୨(ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅଧୀନ ସୁନାପୁର ବେଳାଭୂମିରେ ଚଳିତ ବର୍ଷର ଇକୋ ରିଟ୍ରିଟ ଆରମ୍ଭ ହୋଇଛି। ଏହାକୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଗୁରୁବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଶୁଭାରମ୍ଭ କରିଥିଲେ। ଏହି ଅବସରରେ ବେଳାଭୂମିରେ ଏକ…
ଟସ୍ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ କରିବ ଭାରତ
ରାୟପୁର,୧ା୧୨: ୫ ମ୍ୟାଚ୍ ବିଶିଷ୍ଟ ଟି-୨୦ ସିରିଜ୍ର ଶୁକ୍ରବାର ରାୟପୁରରେ ଖେଳାଯାଉଥିବା ଚତୁର୍ଥ ମ୍ୟାଚ୍ରେ ଅଷ୍ଟ୍ରେଲିଆ ଟସ୍ ଜିତି ବୋଲି ନିଷ୍ପତ୍ତି ନେଇଛି। ଫଳରେ ଆମନ୍ତ୍ରଣ ପାଇ ଟିମ୍ ଇଣ୍ଡିଆ ବ୍ୟାଟିଂ କରିବ। ଅନ୍ୟପକ୍ଷେ ଏହି ମ୍ୟାଚ୍ ଜିତି ଭାରତ ସିରିଜ୍…
ମାନସିକ ଶାନ୍ତି ପାଇଁ କ୍ରିକେଟରୁ ନେଇଥିଲି ରିଟାୟାରମେଣ୍ଟ, ଏବେ ପୁଣି ଫେରିବି…
ଇସଲାମବାଦ,୧।୧୨ ପାକିସ୍ତାନ କ୍ରିକେଟ ଟିମର ଷ୍ଟାର ଅଲରାଉଣ୍ଡର ଇମାଦ ଓ୍ବାସିମ ଗତ ମାସରେ କ୍ରିକେଟରୁ ସନ୍ୟାସ ନେଇଥିଲେ। ଇମାଦ ପାକିସ୍ତାନ ପାଇଁ ୫୫ ଓ୍ବାନ ଡେ ଓ ୬୬ଟି ଟି-୨୦ ମ୍ୟାଚ ଖେଳିଛନ୍ତି। ସେ ପାକିସ୍ତାନ କ୍ରିକେଟ ଟିମ ପାଇଁ ଏକ…
ବିଜୁ ପକ୍କା ଘରେ ଚାଲିଛି ସରକାରୀ ମଦ ଦୋକାନ: ବନ୍ଦ ଦାବିରେ…
ହାଟଡିହୀ,୧।୧୨(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ସୋସୋ, ଆମ୍ବଗଡ଼ିଆ, ବାରିଙ୍ଗା ଗ୍ରାମର ସ୍ବୟଂ ସହାୟକ ଗୋଷ୍ଠୀର ସଭ୍ୟାମାନେ ଶୁକ୍ରବାର ସ୍ଥାନୀୟ ମଦ ଦୋକାନକୁ ବିରୋଧ କରି ଆନ୍ଦୋଳନ ଆରମ୍ଭ କରିଛନ୍ତି l ଶତାଧିକ ମହିଳା ମଦ ଦୋକାନ ସ୍ଥାନାନ୍ତର ଦାବି…
Archives


