Home Left

ବିଲେଇଙ୍କ ମଧ୍ୟରେ  ଫଶି ଯାଇଥିଲେ ପକ୍ଷୀ:  ଆଖି ପିଛୁଳାକେ ବଞ୍ଚାଇଲେ ଜୀବନ, ଭିଡିଓ ଦେଖିଲେ..

ପକ୍ଷୀମାନେ ବିପଦ ଆସିଲେ  ସତର୍କ ହୋଇଯାନ୍ତି। ଏହାକୁ ଅଧିକ ସାହାସର ସହିତ ସାମ୍ନା କରନ୍ତି। ସୋସିଆଲ ମିଡିଆରେ ଏପରି ଏକ ଭିଡିଓ ଭାଇରାଲ ହେଉଛି।  ଯେଉଁଥିରେ ଏକ ପକ୍ଷୀକୁ ୩ଟି ବିଲେଇ ମଧ୍ୟରେ ଦେଖିବାକୁ ମିଳୁଛି। ଅନ୍ୟପକ୍ଷେ ବିଲେଇମାନେ ଚତୁର ହୋଇଥାନ୍ତି।…

ଇରଫାନଙ୍କ ସହ ବ୍ରେକଅପ ପରେ ମୁଁ ଅସୁସ୍ଥ ହୋଇଗଲି, ଶାମିଙ୍କୁ କରିସାରିଛନ୍ତି ପ୍ରପୋଜ

ନୂଆଦିଲ୍ଲୀ,୧।୧୨: ବଲିଉଡ ଅଭିନେତ୍ରୀ ପାୟଲ ଘୋଷ ପୂର୍ବତନ ଭାରତୀୟ କ୍ରିକେଟ ଦଳର ଅଲରାଉଣ୍ଡର ଇରଫାନ ପଠାନଙ୍କ ବିଷୟରେ ଏକ ବଡ଼ ଦାବି କରିଛନ୍ତି। ଅଭିନେତ୍ରୀ ଏକ ଟୁଇଟରେ କହିଛନ୍ତି ଯେ ଇରଫାନ ପଠାନଙ୍କ ସହ ବ୍ରେକଅପ ପରେ ସେ ଅସୁସ୍ଥ ହୋଇପଡିଛନ୍ତି।…

ଛୁଟି କାଟୁଛନ୍ତି ଦୀପିକା

ମୁମ୍ବାଇ: ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ଏବେ ଖୁବ ଚର୍ଚ୍ଚାରେ। ଗୁରୁବାର ତାଙ୍କୁ ସ୍ପଟ କରାଯାଇଥିଲା। ବର୍ତ୍ତମାନ ସେ ଲଣ୍ଡନରେ ଛୁଟି କାଟୁଥିବା କୁହାଯାଉଛି। ବର୍ତ୍ତମାନ ଅଭିନେତ୍ରୀଙ୍କ ଛୁଟିଦିନରୁ କିଛି ଫଟୋ ସାମ୍ନାକୁ ଆସିଛି, ଯାହା ଦେଖାଯାଉଛି ଯେ ସେ ନିଜ…

ରାସ୍ତା କଡରେ ବର୍ଷ ବର୍ଷ ଧରି ବନ୍ଦ ଥିବା ଘର ଖୋଲିବାରୁ ଶୁଭିଲା ଏମିତି ଶବ୍ଦ, ଲୋକେ ଆଶ୍ଚର୍ଯ୍ୟ

ଲଣ୍ଡନ: ଆଜିକାଲି, ଅନେକ ସହରୀ ଅନୁସନ୍ଧାନକାରୀ ସୋସିଆଲ ମିଡିଆରେ ସେମାନଙ୍କର କାହାଣୀ ଶେୟାର କରୁଛନ୍ତି। ଏହି ଲୋକମାନେ ଏପରି ସ୍ଥାନକୁ ଯାଆନ୍ତି ଯେଉଁଠାରେ ଅନେକ ବର୍ଷ ଧରି କେହି ଯାଇ ନାହାଁନ୍ତି। ସେହି ସ୍ଥାନଗୁଡିକୁ ଭିତରରୁ ଦେଖାଇ ଏବଂ ଲୋକଙ୍କ ସହିତ…

ସରପଞ୍ଚଙ୍କ ପୁଅଙ୍କୁ ହତ୍ୟା: ପିଇଓଙ୍କ ବାସଗୃହରୁ ରକ୍ତ ଜୁଡୁବୁଡ଼ୁ ଅବସ୍ଥାରେ ମୃତଦେହ ଉଦ୍ଧାର

ଫୁଲବାଣୀ ଅଫିସ,୧।୧୨(ରାକେଶ କୁମାର ରାଉତ): ଫୁଲବାଣୀ ବ୍ଲକ ଦଡକି ସରପଞ୍ଚଙ୍କ ପୁଅଙ୍କ ମୃତଦେହ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବାସଗୃହରୁ ରକ୍ତ ଜୁଡୁବୁଡୁ ଅବସ୍ଥାରେ ଶୁକ୍ରବାର  ଉଦ୍ଧାର ହୋଇଛି। ତାଙ୍କୁ କେହି ହତ୍ୟା କରିଥିବା ସନ୍ଦେହ କରାଯାଉଛି। ମୃତକ ହେଲେ ସଞ୍ଜିତ କୁମାର…

ସିବିଏସଇ ବୋର୍ଡ ପରୀକ୍ଷାକୁ ନେଇ ବଡ ଅପଡେଟ, ଦଶମ-ଦ୍ୱାଦଶ ପରୀକ୍ଷାରେ ମିଳିବ ନାହିଁ ଡିଭିଜନ ଅବା ଡିଷ୍ଟିଙ୍କଶନ

ନୂଆଦିଲ୍ଲୀ,୧।୧୨: ଦଶମ ଏବଂ ଦ୍ୱାଦଶ ପିଲାଙ୍କ ପାଇଁ ସିବିଏସଇ ବୋର୍ଡ ଗୁରୁତ୍ୱପୂର୍ଣ୍ଣ ସୂଚନା ପ୍ରଦାନ କରିଛି। ଏହାର ବିଜ୍ଞପ୍ତି କେନ୍ଦ୍ରୀୟ ମାଧ୍ୟମିକ ଶିକ୍ଷା ବୋର୍ଡର ଅଫିସିଆଲ ୱେବସାଇଟ cbse.gov.in ରେ ପୋଷ୍ଟ କରାଯାଇଛି। ଏହି ଅନୁଯାୟୀ, ୨୦୨୪ରେ CBSE ବୋର୍ଡ ପରୀକ୍ଷା…

ବିଶ୍ୱକପ୍‌ ଟ୍ରଫି ଉପରେ ଗୋଡ ରଖି ସମାଲୋଚନାର ସମ୍ମୁଖୀନ ହୋଇଥିବା ମିଚେଲ ମାର୍ଶ ଭାଙ୍ଗିଲେ ନୀରବତା, କହିଲେ ମୁଁ ପୁଣିଥରେ ଗୋଡ…

ନୂଆଦିଲ୍ଲୀ,୧।୧୨: ଦିନିକିଆ ବିଶ୍ୱକପ୍‌ ୨୦୨୩ର ଫାଇନାଲ ମ୍ୟାଚ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯାଇଥିଲା ଏବଂ ଅଷ୍ଟ୍ରେଲିଆ ୬ ଉଇକେଟ୍‌ରେ ଭାରତକୁ ପରାସ୍ତ କରି ଫାଇନାଲ ମ୍ୟାଚ ଜିତିଥିଲା। ଏହି ବିଜୟ ପରେ ଅଷ୍ଟ୍ରେଲୀୟ ଅଲରାଉଣ୍ଡର ମିଚେଲ ମାର୍ଶଙ୍କ ଏକ ଫଟୋ…

ଜାହଜରୁ ୩୩୦ କୋଟି ଟଙ୍କାରୁ ଅଧିକ ମୂଲ୍ୟର କୋକେନ୍‌ ଜବତ

ପାରାଦୀପ,୧।୧୨(ଶରତ ରାଉତ): ପାରାଦୀପ ବନ୍ଦରରେ ଲାଗିଥିବା ଏକ ଜାହଜରୁ ଶୁକ୍ରବାର ବହୁପରିମାଣରେ କୋକେନ୍‌ ଜବତ କରାଯାଇଛି। ଅପରାହ୍ନ ୨ଟା ସୁଦ୍ଧା ୫୫ଟି ପ୍ୟାକେଟ ଜବତ ହୋଇଥିବା ଜଣାପଡିଛି। ଯାହାର ପରିମାଣ ୮୨ କେଜି। ଏହାର ଭାରତୀୟ ବଜାର ମୂଲ୍ୟ ୩୩୦ କୋଟି…

ଓଡ଼ିଶା ଫେରିଲେ ଟନେଲରେ ଫଶିଥିବା ୪ ଶ୍ରମିକ

ଭୁବନେଶ୍ୱର,୧।୧୨: ଉତ୍ତରାଖଣ୍ଡର ଉତ୍ତରକାଶୀ ଟନେଲରୁ ଉଦ୍ଧାର ହୋଇଥିବା ୪ଜଣ ଓଡ଼ିଆ ଶ୍ରମିକ ଶୁକ୍ରବାର ଭୁବନେଶ୍ୱର ବିମାନବନ୍ଦରରେ ପହଞ୍ଚିଛନ୍ତି। ସେମାନଙ୍କ ସହ ରାଜ୍ୟ ଶ୍ରମ ମନ୍ତ୍ରୀ ସାରଦା ନାୟକ ମଧ୍ୟ ଫେରିଛନ୍ତି। ବିମାନବନ୍ଦରରେ ୪ ଶ୍ରମିକ ପହଞ୍ଚିବା ପରେ ତାଙ୍କୁ ସ୍ବାଗତ କରାଯାଇଛି।…

ଆଗକୁ ଅଧିକ ଦୁଷ୍ପରିଣାମ

ଦୁବାଇ/ଓ୍ବାଶିଂଟନ୍‌/ ନୂଆଦିଲ୍ଲୀ, ୧ା୧୨(ପ୍ରସ୍ତୁତି: ଦୁର୍ଯ୍ୟୋଧନ ମିଶ୍ର):୨୦୨୩କୁ ଅଦ୍ୟାବଧି ସବୁଠୁ ଉତ୍ତପ୍ତ ବର୍ଷ ରୂପେ ରେକର୍ଡ କରାଯାଇଛି। କ୍ରମବର୍ଦ୍ଧିଷ୍ଣୁ ତାପମାତ୍ରାକୁ ଦେଖିଲେ ଆଗକୁ ବନ୍ୟା, ବନାଗ୍ନି, ହିମବାହ ତରଳିବା ଓ ଅହେତୁକ ଉଷ୍ମତା ବୃଦ୍ଧି ଭଳି ଜଳବାୟୁ ପରିବର୍ତ୍ତନର ଅଧିକ ଦୁଷ୍ପରିଣାମ ଭୋଗିବାକୁ…

ନିର୍ବାଚନ ଲଢିବାକୁ ନେଇ ମୁୁହଁ ଖୋଲିଲେ କଙ୍ଗନା

ବଲିଉଡ ଅଭିନେତ୍ରୀ କଙ୍ଗନା ରାନାୱତ ପ୍ରାୟତଃ ଚର୍ଚ୍ଚାରେ ଥାନ୍ତି। ନିକଟରେ ତାଙ୍କର ଅଭିନୀତ ‘ତେଜସ’ ରିଲିଜ ହୋଇଥିଲା। ଫିଲ୍ମଟି ବକ୍ସ ଅଫିସରେ ସୁପରଫ୍ଲପ ସାବ୍ୟସ୍ତ ହୋଇଥିଲା। କଙ୍ଗନା ୨୦୨୪ରେ ଲୋକ ସଭା ନିର୍ବାଚନରେ ପ୍ରତିଦ୍ୱନ୍ଦ୍ୱିତା କରିବେ ବୋଲି ଚର୍ଚ୍ଚା ହେଉଛି। ଏବେ…

ଇତିହାସ ରଚିଲା ରଣବୀରଙ୍କ ଫିଲ୍ମ ଆନିମଲ, ଉତ୍ତର ଆମେରିକାରେ ଏକ ମିଲିୟନ ଡଲାର ମାର୍କ କଲା ପାର୍‌

ମୁମ୍ବାଇ: ବଲିଉଡ ସୁପରଷ୍ଟାର ରଣବୀର କପୁର ଆଜିକାଲି ତାଙ୍କ ଚଳଚ୍ଚିତ୍ର ଆନିମଲ ପାଇଁ ଚର୍ଚ୍ଚାରେ ରହିଛନ୍ତି। ଏହି ଚଳଚ୍ଚିତ୍ରଟି ଆଜି ଡିସେମ୍ବର ୧ ରେ ପ୍ରେକ୍ଷାଳୟରେ ମୁକ୍ତିଲାଭ କରିଛି । ଏହି ଚଳଚ୍ଚିତ୍ରଟି ସମାଲୋଚକ ଏବଂ ଦର୍ଶକଙ୍କ ଠାରୁ ସକରାତ୍ମକ ସମୀକ୍ଷା…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri