Home Left

ଫେକ ସାର୍ଟିଫିକେଟ ଦେଇ କରିଥିଲେ ଚାକିରି: ଏବେ ଫେରାଇବେ ୨୦୧୮ରୁ ନେଇଥିବା ସବୁ ଦରମା

ଜଗତସିଂହପୁର,୧୫।୯: ଫେକ ସାର୍ଟିଫିକେଟ ପାଇଁ ଅଧ୍ୟାପକ ଚାକିରିରୁ ବହିଷ୍କୃତ।ଏଭଳି ଘଟଣା ଘଟିଛି ଜଗତସିଂହପୁର ବାଲିକୁଦା କଲେଜରେ। ବାଣିଜ୍ୟ ଅଧ୍ୟାପକ ସନ୍ତୋଷ ଶତପଥୀଙ୍କୁ ଚାକିରିରୁ ବହିଷ୍କୃତ କରାଯାଇଛି। ଫେକ Mcom ସାର୍ଟିଫିକେଟ ଦେଇ ଚାକିରି କରିଥିବାରୁ ବହିଷ୍କୃତ ହୋଇଛନ୍ତି। ଫ୍ୟାକ୍ଟ ଫାଇଣ୍ଡିଂ...

ଆମେରିକା ସହିତ ବାଣିଜ୍ୟ ଚୁକ୍ତି ଉପରେ ଖୁବଶୀଘ୍ର ମିଳିବ ଖୁସିଖବର, ଭାରତକୁ ଟାରିଫ୍‌ ଧମକ ମଧ୍ୟରେ ଟ୍ରମ୍ପ କଲେ…

ନୂଆଦିଲ୍ଲୀ,୧୫।୯: ଭାରତ ଏବଂ ଆମେରିକା ମଧ୍ୟରେ ସମ୍ପର୍କରେ ଉତ୍ଥାନ-ପତନ ପରେ ବାଣିଜ୍ୟ ଆଲୋଚନା ଥଣ୍ଡା ହେବା ପରି ମନେ ହେଉଥିଲା। କିନ୍ତୁ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଦ୍ୱାରା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପ୍ରଶଂସା ଏବଂ ପରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର...

ପୁଅର ଦୀର୍ଘାୟୁ କାମନା କଲେ ମା’

ରିଷିଡ଼ା,୧୫ା୯ (ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା ଗ୍ରାମର ବିଭିନ୍ନ ସାହିରେ ମହିଳାମାନେ ପୁଅ ଜିଉଁନ୍ତିଆ ଓଷା ପାଳନ କରିଛନ୍ତି। ମା’ମାନେ ପୁଅର ଦୀର୍ଘ ଜୀବନ କାମନା କରି ଏବଂ ବିବାହିତା ନାରୀ ଓ ପୁତ୍ରହରା ନାରୀମାନେ...

ଦୀର୍ଘ ଦିନର ପୂରଣ ହେଲା ଆଶା: ନୂତନ କଲ୍ୟାଣ ମଣ୍ଡପର ଶୁଭାରମ୍ଭ କଲେ ବିଧାୟିକା

ରିଷିଡ଼ା,୧୫।୯(ସୁଶାନ୍ତ ମଲ୍ଲିକ): କଳାହାଣ୍ଡି ଜିଲା କର୍ଲାମୁଣ୍ଡା ବ୍ଲକ ରିଷିଡ଼ା କୁମ୍ଭାରପଡ଼ାଠାରେ ନୂତନ ଭାବେ ନିର୍ମାଣ ହୋଇଥିବା କଲ୍ୟାଣ ମଣ୍ଡପ ଉଦ୍‌ଘାଟିତ ହୋଇଯାଇଛି। ଆୟୋଜିତ କାର୍ଯ୍ୟକ୍ରମରେ ମୁଖ୍ୟଅତିଥି ଭାବେ ନର୍ଲା ବିଧାୟିକା ମନୋରମା ମହାନ୍ତି ଯୋଗଦେଇ ଏହାର ଶୁଭାରମ୍ଭ କରିଥିଲେ। ଅନ୍ୟ...

ପରୀକ୍ଷା ନିୟମ କଡ଼ାକଡ଼ି କଲା CBSE: ଏତିକି ପ୍ରତିଶତ ଉପସ୍ଥାପନ, ୨ ବର୍ଷ ଅଧ୍ୟୟନ ବାଧ୍ୟତାମୂଳକ

ନୂଆଦିଲ୍ଲୀ,୧୫।୯: ସେଣ୍ଟ୍ରାଲ ବୋର୍ଡ ଅଫ୍‌ ସେକେଣ୍ଡାରୀ ଏଜୁକେସନ (ସିବିଏସ୍‌ଇ) ଜାତୀୟ ଶିକ୍ଷା ନୀତି (ଏନ୍‌ଇପି) ୨୦୨୦ ଅନୁଯାୟୀ ଦଶମ ଓ ଦ୍ୱାଦଶ ଶ୍ରେଣୀ ବୋର୍ଡ ପରୀକ୍ଷା ପାଇଁ ନୂଆ ନିର୍ଦ୍ଦେଶିକା ଜାରି କରିଛି। ନୂଆ ନିୟମ ଅନୁସାରେ, ପରୀକ୍ଷାରେ ବସିବା...

“କେହି ହାତୀ ପାଳିବାକୁ ଚାହୁଁଛି ସେଥିରେ ଭୁଲ୍‌ କ’ଣ ?” ବନତାରା ମାମଲାରେ ସୁପ୍ରିମକୋର୍ଟଙ୍କ ବଡ ରାୟ

ନୂଆଦିଲ୍ଲୀ,୧୫/୯: ଗୁଜରାଟର ଜାମନଗରସ୍ଥିତ ବନତାରା ବନ୍ୟଜନ୍ତୁ କେନ୍ଦ୍ର ମାମଲାରେ ସୁପ୍ରୀମ୍‌ କୋର୍ଟ କହିଛନ୍ତି, ଯଦି କେହି ନିୟମ ମାନି ହାତୀ ପାଳିବାକୁ ଚାହୁଁଛି, ସେଥିରେ କ’ଣ ଭୁଲ୍‌? ସୋମବାର (୧୫ ସେପ୍ଟେମ୍ବର ୨୦୨୫) ମାମଲାର ଶୁଣାଣି ସମୟରେ କୋର୍ଟ ଏହା...

ICCରୁ ଏକ ଖାସ୍‌ ପୁରସ୍କାର ଜିତିଲେ ସିରାଜ, କ୍ୟାରିଅରରେ ପ୍ରଥମ ଥର ପାଇଁ ହାସଲ କଲେ…

ନୂଆଦିଲ୍ଲୀ, ୧୫।୯: ରବିବାର ଭାରତ ଏସିଆ କପରେ ପାକିସ୍ତାନକୁ ୭ ଉଇକେଟ୍‌ରେ ପରାସ୍ତ କରିଛି। ଏହାର ପରଦିନ, ICC ଅଗଷ୍ଟ ମାସ ପାଇଁ ପୁରୁଷ ଖେଳାଳି ମହମ୍ମଦ ସିରାଜଙ୍କୁ ମନୋନୀତ କରିଛି। ଇଂଲଣ୍ଡ ଗସ୍ତରେ ଓଭାଲ ଟେଷ୍ଟରେ ତାଙ୍କର ଜବରଦସ୍ତ...

ICCର ଦ୍ୱାରସ୍ଥ ହେଲା ପାକିସ୍ତାନ, ଏହି ବ୍ୟକ୍ତିଙ୍କୁ ତୁରନ୍ତ ହଟାଅ

ମୁମ୍ବାଇ,୧୫।୯: ଦୁବାଇରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଖେଳାଯାଇଥିବା କ୍ରିକେଟ ମ୍ୟାଚକୁ ନେଇ ଚର୍ଚ୍ଚା ଜୋର ଧରିଛି। ଏସିଆ କପ ୨୦୨୫ରେ, ଟିମ ଇଣ୍ଡିଆ କେବଳ ପାକିସ୍ତାନକୁ ପରାସ୍ତ କରିନାହିଁ, ବରଂ ସେମାନଙ୍କୁ ସର୍ବସାଧାରଣରେ ଅପମାନିତ ମଧ୍ୟ କରିଛି। ଟିମ...

ପାହାଡର ଉନ୍ନତି ପାଇଁ ୮ କୋଟି ବ୍ୟୟ ହେବ : ଏନଏସଏସ କ୍ୟାମ୍ପ ଉଦଘାଟିତ

ଭଞ୍ଜନଗର,୧୫/୯(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲା ଭଞ୍ଜନଗର କବିସମ୍ରାଟ ଉପେନ୍ଦ୍ର ଭଞ୍ଜ ମହାବିଦ୍ୟାଳୟରେ ସପ୍ତାହ ବ୍ୟାପି ହେବାକୁ ଥିବା ମେଗା ଚାରା ରୋପଣ କାର୍ଯ୍ୟକ୍ରମ ସୋମବାର ଉଦଘାଟିତ ହୋଇଯାଇଛି। ବ୍ରହ୍ମପୁର ବିଶ୍ବବିଦ୍ୟାଳୟ ଜାତୀୟ ସେବା ଯୋଜନା ବ୍ୟୁରୋ ଆର୍ଥିକ ସହାୟତାରେ କେଏସୟୁ ବି...

ହାତୀର ସୁରକ୍ଷା ପାଇଁ ସଂକଳ୍ପ: ଭୀଷ୍ମଗିରି କଲେଜରେ ହାତୀ ସଭା

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ)ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଭୀଷ୍ମଗିରି ଗ୍ରାମସ୍ଥିତ ରାମଜୀ କଲେଜରେ ଧରିତ୍ରୀ, ଓଡିଶାପୋଷ୍ଟ, ଟ୍ରି ଫାଉଣ୍ଡେସନ, ଶେରଗଡ଼ ଓ ବିକାଶ ସାଥୀ ର ସହଭାଗିତାର ‘ହାତୀ ସଭା’ ଅନୁଷ୍ଠିତ ହୋଇଥିଲା। ଡିଗ୍ରୀ କଲେଜ ଅଧ୍ୟକ୍ଷ ନିହାର...

୧୫ ମାସରେ ୧ ଲକ୍ଷ ୭ ହଜାର ନିଯୁକ୍ତି: ମୁଖ୍ୟମନ୍ତ୍ରୀଙ୍କ ବଡ଼ ସୂଚନା

ଭୁବନେଶ୍ୱର,୧୫।୯: ଭୁବନେଶ୍ୱର ୟୁନିଟ-୩ ସ୍ଥିତ ଇଡ଼କୋ ପ୍ରଦର୍ଶନୀ ପଡ଼ିଆରେ ସୋମବାର ଅନୁଷ୍ଠିତ ନିଯୁକ୍ତି ମେଳାରେ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ଏକ ବଡ଼ ସୂଚନା ଦେଇଛନ୍ତି। ୧୫ ମାସରେ ୧ ଲକ୍ଷ ୭ ହଜାର ୯୨୬ଜଣଙ୍କୁ ନିଯୁକ୍ତି ଦିଆଯାଇଥିବା ମୁଖମନ୍ତ୍ରୀ...

ସାର ପାଇଁ ଉତ୍ତେଜନା:ଚାଷୀଙ୍କ ପକ୍ଷରୁ ରାସ୍ତାରୋକୋ

ଦିଗପହଣ୍ଡି/ପାଟପୁର,୧୫।୯(ଅଶେଷ ନାଥ ମିଶ୍ର/ସିମାଞ୍ଚଳ ସାହୁ): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ସିଦ୍ଧେଶ୍ୱର ଗ୍ରାମ ପ୍ରାଥମିକ ସେବା ସମବାୟ ସମିତି କାର୍ଯ୍ୟାଳୟ ପକ୍ଷରୁ ଚାଷୀଙ୍କୁ ସାରର ସୁଷମ ବଣ୍ଟନ କରାନଯାଇ ରବିବାର ରାତି ଅଧରେ ସମବାୟ ସମିତି ସମ୍ପାଦକ କିଛି ବ୍ୟବସାୟୀ...

Advertisement
Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri