Home Left

୫ ରାଜ୍ୟର ଏକ୍‌ଜିଟ ପୋଲକୁ ନେଇ ବଡ଼ ଦାବି କଲା ଭାଜପା, କଂଗ୍ରେସ କହିଲା ସର୍ଭେ ଉପରେ ଭରସା ନାହିଁ

ନୂଆଦିଲ୍ଲୀ, ୧।୧୨: ମଧ୍ୟପ୍ରଦେଶ, ରାଜସ୍ଥାନ, ଛତିଶଗଡ, ତେଲଙ୍ଗାନା ଏବଂ ମିଜୋରାମରେ ବିଧାନସଭା ନିର୍ବାଚନ ପାଇଁ ମତଦାନ ସରିଛି। ବର୍ତ୍ତମାନ ଡିସେମ୍ବର ୩ରେ ଭୋଟ ଗଣନାକୁ ଅପେକ୍ଷା କରାଯାଇଛି। ଏହା ପୂର୍ବରୁ ଏକ୍‌ଜିଟ ସର୍ଭେରେ ଭାରତୀୟ ଜନତା ପାର୍ଟି, ଭାରତୀୟ ଜାତୀୟ କଂଗ୍ରେସ,…

ଟ୍ରକକୁ ପଛରୁ ପିଟିଲା କାର: ଚାଲିଗଲା ଜଣଙ୍କ ଜୀବନ, ୪ ଗୁରୁତର

ଭଦ୍ରକ,୧।୧୨(ସନାତନ ରାଉତ)- ଭଦ୍ରକ୧୬ ନଂ ଜାତୀୟ ରାଜପଥ ଗେଲପୁର ଛକ ନିକଟରେ ସଡ଼କ ଦୁର୍ଘଟଣାରେ ଜଣକର ମୃତ୍ୟୁ ଘଟିଥିବା ବେଳେ ୪ ଗୁରୁତର ହୋଇଛନ୍ତି l ସୂଚନା ମୁତାବକ, ଭଦ୍ରକ ପୁରୁଣାବଜାରରୁ ଏକ କାର ଯୋଗେ ୫ ଜଣ ଧାମନଗର ଦୋବଲ…

ପୁଣିଥରେ ଇସ୍ରାଏଲ ଗସ୍ତରେ ଆଣ୍ଟୋନି ବ୍ଲିଙ୍କେନ, କହିଲେ ସମସ୍ତ ବନ୍ଧକ ସେମାନଙ୍କ ପରିବାରକୁ ଫେରିବା ପର୍ଯ୍ୟନ୍ତ କାର୍ଯ୍ୟ ଜାରି ରହିବ

ଜେରୁଜେଲମ,୧।୧୨: ଆମେରିକାର ବୈଦେଶିକ ସଚିବ ଆଣ୍ଟୋନି ବ୍ଲିଙ୍କେନ ଇସ୍ରାଏଲ ଗସ୍ତରେ ଅଛନ୍ତି। ଏହି ସମୟରେ ସେ କହିଛନ୍ତି, ତାଙ୍କର ଧ୍ୟାନ ଯୁଦ୍ଧ ବିରାମକୁ ବୃଦ୍ଧି କରିବା ସହିତ ସହଯୋଗୀମାନଙ୍କ ସହିତ କାମ କରିବା, ଯାହାଦ୍ୱାରା ଗାଜାରେ ଫଶୀ ରହିଥିବା ବନ୍ଧକମାନଙ୍କୁ ମୁକ୍ତ…

କୁମାରୀ ମାତୃତ୍ୱ ପରେ ଆଖି ବୁଜିଲେ ମା’

ବ୍ରହ୍ମପୁର,୧ା୧୨(ସୁବାସ ଚନ୍ଦ୍ର ପାଢ଼ୀ):ଗଞ୍ଜାମ ଜିଲାରେ ଜଣେ ନାବାଳିକା ଗର୍ଭବତୀଙ୍କ ଯତ୍ନ ଅଭାବରୁ ପ୍ରସବ ପରେ ଏମକେସିଜି ମେଡିକାଲ କଲେଜ ଓ ହସ୍ପିଟାଲରେ ତାଙ୍କର ମୃତ୍ୟୁ ଘଟିଛି। ଅଙ୍ଗନୱାଡି କେନ୍ଦ୍ରରେ ତାଙ୍କର ଯତ୍ନ ନିଆ ନଯିବା ଏବଂ ନିୟମିତ ଚିକିତ୍ସା ନ ହେବାରୁ…

‘ଓଡ଼ିଶାର ସବୁଜିମା ବିମୋହିତ କରିଛି’

ଢେଙ୍କାନାଳ,୧ା୧୨(ରତନ ନାୟାର):ନେଦରଲାଣ୍ଡ ଆର୍ମଷ୍ଟ୍ରଙ୍ଗ୍‌ର ଦମ୍ପତି ସାଇମନ ଆଣ୍ଡରସନ୍‌(୭୦) ଓ ଏକ୍‌ଜାନିଆ ହେନେରୀ(୬୦) ବାଇକ୍‌ରେ ଭାରତ ଭ୍ରମଣ କରୁଛନ୍ତି। ଏହି ଅବସରରେ ଦୁହେଁ ଗୁରୁବାର ଢେଙ୍କାନାଳ ସହରରେ ପହଞ୍ଚି ବୋରାପଦାସ୍ଥିତ ଗଜଲକ୍ଷ୍ମୀ ପ୍ୟାଲେସରେ ରହିଛନ୍ତି। ବର୍ତ୍ତମାନ ସୁଦ୍ଧା ୧୨ ହଜାର କିଲୋମିଟର ଅତିକ୍ରମ…

୩୫ଜଣଙ୍କୁ ନିଯୁକ୍ତି ଦେଇଛନ୍ତି କିରଣ

ରାୟଗଡ଼ା, (ଭାଗ୍ୟଶ୍ରୀ ମିଶ୍ର):ଆଜିର ଯୁବପିଢ଼ି ଉଚ୍ଚଶିକ୍ଷା ପରେ ଚାକିରି ପାଇଁ ଦେଶ ଛାଡ଼ି ବିଦେଶ ଚାଲିଯାଉଛନ୍ତି। ଏହାଦ୍ୱାରା ଦେଶର ଭବିଷ୍ୟତ ଓ ବିକାଶରେ ପ୍ରତିବନ୍ଧକ ସୃଷ୍ଟି ହେଉଛି। କିନ୍ତୁ ଯୁବପିଢ଼ିଙ୍କୁ ଷ୍ଟାଟ୍‌ଅପ୍‌ ଆଡ଼କୁ ପ୍ରୋତ୍ସାହିତ କରିବାକୁ ରାୟଗଡ଼ାର ସଫଳ ଉଦ୍ୟୋଗୀ କେ.…

ଦିନିକିଆ ଦଳରେ ପ୍ରଥମଥର ଏହି ଖେଳାଳିଙ୍କୁ ଦେଖି ଖୁସିରେ ଝୁମିଲେ ଅଶ୍ୱିନ୍‌

ନୂଆଦିଲ୍ଲୀ,୧।୧୨: ଭାରତରେ କ୍ରିକେଟ ବୋର୍ଡ ଅଫ କଣ୍ଟ୍ରୋଲ ଅର୍ଥାତ୍‌ ବିସିସିଆଇ ଦକ୍ଷିଣ ଆଫ୍ରିକା ଗସ୍ତ ପାଇଁ ଭାରତର ଦିନିକିଆ ଦଳ ଘୋଷଣା କରିଛି। ଦିନିକିଆ ଦଳରେ ବିରାଟ କୋହଲି ଏବଂ ରୋହିତ ଶର୍ମା ନାହାଁନ୍ତି। ଏହି ଦିନିକିଆ ଦଳରେ ଚୟନକର୍ତ୍ତାମାନେ ଏପରି…

ଜଙ୍ଗଲରେ ଦୁଇ ଦନ୍ତାଙ୍କ ଜୋରଦାର ଲଢ଼େଇ; ଭିଡିଓ ଦେଖିଲେ ଟାଙ୍କୁରି ଉଠୁଛି ଲୋମ 

ସୋସିଆଲ ମିଡିଆରେ ଦୈନିକ ଶହ ଶହ ଜୀବଜନ୍ତୁଙ୍କ ଭିଡିଓ ଶେୟାର କରାଯାଇଥାଏ। ସେଥିରୁ କିଛି ମଜାଦାର ହୋଇଥିବା ବେଳେ କିଛି ଚକିତ କରିଥାଏ। ଏହି କ୍ରମରେ ଏବେ ଜଙ୍ଗଲର ଦୁଇ ବିଶାଳକାୟ ଦନ୍ତାହାତୀଙ୍କ ମଧ୍ୟରେ ଜବରଦସ୍ତ ଲଢ଼େଇର ଭିଡିଓ ଭାଇରାଲ ହେଉଛି।…

ଆଇପିଏଲ୍‌ ୨୦୨୪ରେ ପାଣ୍ଡ୍ୟା ହୋଇପାରନ୍ତି ମୁମ୍ବାଇ ଅଧିନାୟକ ! ଅଶ୍ୱିନ କହିଲେ- ସହଜରେ ଗ୍ରହଣ କରିନେବେ ରୋହିତ

ଚେନ୍ନାଇ,୧।୧୨: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ପୂର୍ବ ଦୁଇ ସଂସ୍କରଣରେ ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା ବେଳେ ଏବେ ସେ ମୁମ୍ବାଇର ନେତୃତ୍ୱ ନେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏନେଇ…

କୋହଲି-ରୋହିତଙ୍କୁ କାହିଁକି ମିଳିଲାନି ଦଳରେ ସ୍ଥାନ: ବିସିସିଆଇ କହିଲା କାରଣ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳ ଡିସେମ୍ବରରୁ ଦକ୍ଷିଣ ଆଫ୍ରିକା ଗସ୍ତ ସିରିଜ ପାଇଁ ବିସିସିଆଇ ଦଳ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଖେଳାଯାଇଥିବା ଦିନିକିଆ ଏବଂ ଟି-୨୦ ସିରିଜ ପାଇଁ ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ…

ଗୋଆରେ ପ୍ରଶଂସା ସାଉଣ୍ଟିଲା ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’

କଲିଙ୍ଗନଗର,୧ା୧୨(ଶୁଭାଶିଷ ରାଉତ):ଦେବପ୍ରଭା ପ୍ରଡକ୍ସନ ଦ୍ୱାରା ପ୍ରସ୍ତୁତ ପ୍ରଥମ ଫିଚର୍‌ ଫିଲ୍ମ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ ଅନ୍ତର୍ଜାତୀୟ ଗୋଆ ଫିଲ୍ମ ଫେଷ୍ଟିଭାଲ ଫିଲ୍ମ ବଜାରରେ ସଫଳତା ସାଉଣ୍ଟିଛି। ପ୍ରାୟ ୫୦ ଦେଶରୁ ଆସିଥିବା ଜୁରି ମେମ୍ବର, ଡିଷ୍ଟ୍ରିବ୍ୟୁଟର, ପ୍ରଡ୍ୟୁସର ଏବଂ ନିର୍ଦ୍ଦେଶକମାନଙ୍କ ଗହଣରେ…

ଲାଲ କଙ୍କଡ଼ାଙ୍କୁ ବର୍ଜ୍ୟବସ୍ତୁ କାଳ

ମହାକାଳପଡ଼ା,୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ପ୍ରକୃତି ରାଣୀର ଅପୂର୍ବ ସୌନ୍ଦର୍ଯ୍ୟକୁ ଯିଏ ବି ଦେଖୁନା କାହିଁକି ଘଡ଼ିଏ ଅଟକି ଯିବ। ଆଉ ମନ ଭରି ଏହାକୁ ଉପଭୋଗ କରିବା ସହ ତା’ର ପ୍ରେମରେ ପଡ଼ିବା ସାର୍‌ ହେବ। ଏହି ଯେମିତି ଚତୁଃପାର୍ଶ୍ୱସ୍ଥ ସମୁଦ୍ରର ନୀଳ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri