Home Left

ପ୍ରେମିକାଙ୍କୁ ଖୁସି କରିବାକୁ ଚୋରି

କେନ୍ଦୁଝର,୪ା୪(ନରେଶ ଚନ୍ଦ୍ର ପଟ୍ଟନାୟକ)କେନ୍ଦୁଝର ସହରର ବିଭିନ୍ନ ସ୍ଥାନରୁ ବାଇକ୍‌ ଚୋରି ଘଟଣାରେ ଟାଉନ ଥାନା ପୋଲିସ ଏକ ର଼୍ୟାକେଟକୁ ଠାବ କରିଛି। ମଙ୍ଗଳବାର ୩ ଇଞ୍ଜନିୟରିଂ ଛାତ୍ରଙ୍କୁ ଗିରଫ କରିଛି। ସେମାନଙ୍କଠାରୁ ଗୋଟେ ବାଇକ୍‌ ଓ ମୋବାଇଲ ଜବତ କରିଥିବା ଜଣାପଡ଼ିଛି।…

ଜନ୍ମଦିନରେ ପ୍ରଶଂସକଙ୍କୁ ଉପହାର ଦେବେ ଅଲୁ ଅର୍ଜୁନ

୨୦୨୧ରେ ମୁକ୍ତିଲାଭ ସାଉଥ ଫିଲ୍ମ ‘ପୁଷ୍ପା’ର ଜଲଓ୍ବା ଏବେଯାଏଁ ଲୋକଙ୍କ ମନରୁ ଲିଭିନି। ‘ପୁଷ୍ପା’ର ଗୀତ, ଆକ୍ସନ ଏବଂ ଅଲୁ ଅର୍ଜୁନଙ୍କ ଅଭିନୟ ଦର୍ଶକଙ୍କ ହୃଦୟରେ ଏକ ସ୍ବତନ୍ତ୍ର ସ୍ଥାନ ସୃଷ୍ଟି କରିଛି। ସିନେମାଟି ଦେଶବିଦେଶରେ ଅନେକ ଲୋକପ୍ରିୟତା ହାସଲ କରିଥିଲା।…

ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧି ବିମାନବନ୍ଦରରେ ବୁଲିଲେ ଈଶାନ କିଶନ, ଜାଣନ୍ତୁ କାରଣ… 

ନୂଆଦିଲ୍ଲୀ,୩।୪: ଆଇପିଏଲ୍‌ରେ ଗୋଟିଏ ପଟେ ମୁମ୍ବାଇ ଇଣ୍ଡିଆନ୍ସର ପ୍ରଦର୍ଶନ ନୈରାଶ୍ୟଜନକ ଥିବା ବେଳେ ଦଳର ସବୁଠୁ ମହଙ୍ଗା ଖେଳାଳିଙ୍କ ଭିନ୍ନ ଲୁକ୍‌ ଚର୍ଚ୍ଚାରେ ରହିଛି। ସୁପରମ୍ୟାନ୍‌ ଭଳି ପୋଷାକ ପିନ୍ଧି ଈଶାନ କିଶନ ବୁଲୁଥିବା ନଜର ଆସିଛନ୍ତି। ଏହାଦେଖି ଅନେକେ ଚକିତ…

ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା

ଲକ୍ଷ୍ନୌ,୩ା୪: ଆଇପିଏଲ୍‌ରେ ଲକ୍ଷ୍ନୌ ସୁପର ଜାଏଣ୍ଟ୍ସକୁ ବଡ଼ ଝଟ୍‌କା ଲାଗିଛି। ଦଳର ଦ୍ରୁତ ବୋଲର ଶିଭମ ମାଭି ଆହତ କାରଣରୁ ସମ୍ପୂର୍ଣ୍ଣ ଆଇପିଏଲରୁ ବାଦ୍‌ ପଡିଛନ୍ତି। ତାଙ୍କର ପଞ୍ଜରା ହାଡରେ ଆଘାତ ଲାଗିଛି। ତେବେ ଶେଷ ଥର ପାଇଁ ଅଗଷ୍ଟ ୨୦୨୩ରେ…

କନ୍ଦରପୁର କଲେଜ ଅବସରପ୍ରାପ୍ତ ଅଧ୍ୟକ୍ଷ ହତ୍ୟା ମାମଲା: ଅଭିଯୁକ୍ତଙ୍କୁ ଆଜୀବନ କାରାଦଣ୍ଡାଦେଶ

କଟକ,୩ା୪ (କାର୍ତ୍ତିକ ସାହୁ: କନ୍ଦରପୁର କଲେଜର ପୂର୍ବତନ ଅଧ୍ୟକ୍ଷ ସୁଦର୍ଶନ ଶତପଥୀଙ୍କ ହତ୍ୟା ମାମଲାର ରାୟ ବୁଧବାର ପ୍ରକାଶ ପାଇଛି। କଟକ ଦ୍ୱିତୀୟ ଅତିରିକ୍ତ ଦୌରାଜଜ୍‌ ଅଭିଯୁକ୍ତ ଅର୍ଜୁନ ଜେନା(୪୩)ଙ୍କୁ ଆଜୀବନ କାରାଦଣ୍ଡାଦେଶ ପ୍ରଦାନ କରିଛନ୍ତି। ଏଥିସହ ୧୦ ହଜାର ଟଙ୍କାର…

ଆଇପିଏଲ୍‌ ମଝିରେ ପାଣ୍ଡ୍ୟାଙ୍କ ସହ ଦଳ ପାଇଁ ପ୍ରଥମ ଖୁସି ଖବର

ନୂଆଦିଲ୍ଲୀ,୩ା୪: ଆଇପିଏଲ୍‌ ୨୦୨୪ ଆରମ୍ଭ ହେବା ଦିନଠାରୁ ଏଯାବତର ଯାତ୍ରା ମୁମ୍ବାଇ ଇଣ୍ଡିଆନ୍ସ ପାଇଁ ଠିକ୍‌ ନାହିଁ। ରୋହିତ ଶର୍ମାଙ୍କ ସ୍ଥାନରେ ନୂଆ ଅଧିନାୟକ ହାର୍ଦ୍ଦିକ ପାଣ୍ଡ୍ୟା ନେତୃତ୍ୱ ନେଉଥିବା ବେଳେ ଦଳ ଖେଳିଥିବା ପ୍ରାରମ୍ଭିକ ୩ ମ୍ୟାଚ୍‌ରେ ପରାଜିତ ହୋଇଛି।…

ପଟାଙ୍ଗି ବିଧାନସଭା ଆସନରୁ ପ୍ରାର୍ଥୀ ହେଲେ ପ୍ରଫୁଲ୍ଲ

କୋରାପୁଟ,୩ା୪(ଅମିତାଭ ବେହେରା): ରାଜ୍ୟ ବିଜେଡି ପକ୍ଷରୁ ବୁଧବାର ଦ୍ୱିତୀୟ ପଯର୍ର୍‌ୟାୟରେ ୨୭ଟି ବିଧାନସଭା ଓ ୫ଟି ଲୋକ ସଭା ଆସନ ନିମନ୍ତେ ପ୍ରାର୍ଥୀଙ୍କ ନାମ ଘୋଷଣା କରାଯାଇଛି। ସେଥିମଧ୍ୟରେ ରହିଛନ୍ତି ଜିଲାର ପଟ୍ଟାଙ୍ଗି ବିଧାନସଭା ମଣ୍ଡଳୀ ଆସନ ନିମନ୍ତେ ପୂର୍ବତନ ବିଧାୟକ…

ଟିକେଟ୍‌ ପାଇଁ ରାଜ୍ୟ ପ୍ରଭାରୀଙ୍କ ଅର୍ଥ ଦାବି: ଶରତଙ୍କ ଅଭିଯୋଗକୁ ଜିଲା କଂଗ୍ରେସ କମିଟିର ଖଣ୍ଡନ

ମାଲକାନଗିରି,୩ା୪(ଦୁର୍ଯ୍ୟୋଧନ ପାତ୍ର): ମାଲକାନଗିରି ଜିଲା ଚିତ୍ରକୋଣ୍ଡା ନିର୍ବାଚନ ମଣ୍ଡଳୀ କଂଗ୍ରେସ ବିଧାୟକ ପ୍ରାର୍ଥୀ ଟିକେଟ୍‌ ପାଇଁ ଶରତ ବୁରୁଦା ଆଶାୟୀ ଥିଲା ବେଳେ ଭୁବନେଶ୍ୱରଠାରେ ଏକ ଘରୋଇ ହୋଟେଲରେ ରାଜ୍ୟ ପ୍ରଭାରୀ ଅଜୟ କୁମାର ଶରତଙ୍କୁ ଟିକେଟ୍‌ ଦେବା ପାଇଁ ୪୦…

ଏକାମ୍ର ନିର୍ବାଚନମଣ୍ଡଳରୁ ସ୍ୱାଧୀନ ଲଢିବେ ବିରଞ୍ଚି ମହସୂପକାର

ଭୁବନେଶ୍ୱର,୩।୪:ଏକାମ୍ର ନିର୍ବାଚନମଣ୍ଡଳୀ ପାଇଁ ବିଜେଡି ମନ୍ତ୍ରୀ ଅଶୋକ ପଣ୍ଡାଙ୍କ ନାଁ ଘୋଷଣା ପରେ ମୁଣ୍ଡ ଟେକିଚି ବିଦ୍ରୋହ। ଦଳର ଅନ୍ୟତମ ଆଶାୟୀ ଓ୍ବାର୍ଡ ନଂ.୫୯ର କର୍ପୋରେଟର ବିରଞ୍ଚତ୍ ନାରାୟଣ ମହାସୁପକାର (ଲିଟୁ) ସ୍ୱାଧୀନ ଭାବେ ଲଢ଼ିବାକୁ ଘୋଷଣା କରିଛନ୍ତି। ଗତ କିଛିଦିନରୁ…

୬,୬,୪,୦,୬,୪… ଦିଲ୍ଲୀ ବୋଲରଙ୍କୁ କନ୍ଦାଇ ଦେଲେ କୋଲକାତାର ଏହି ବ୍ୟାଟ୍ସମ୍ୟାନ୍‌

ବିଶାଖାପାଟଣା,୩।୪: କ୍ରିକେଟରେ ନିଜର ବୋଲିଂ ଲାଗି ପରିଚିତ ଥିବା ସୁନୀଲ ନରେନ ଯେବେ ବ୍ୟାଟିଂ କରିବାକୁ ଆସନ୍ତି, ବିରୋଧି ଟିମ୍‌ର ବୋଲର୍‌ମାନେ ଛାନିଆ ହୁଅନ୍ତି। କିଛି ଏଭଳି ଦୃଶ୍ୟ ଆଇପିଏଲ୍‌ ୨୦୨୪ର ୧୬ତମ ମ୍ୟାଚ୍‌ରେ ଦେଖିବାକୁ ମିଳିଛି। ବାମହାତୀ ବ୍ୟାଟ୍ସମ୍ୟାନ୍‌ ସୁନୀଲ…

ଓଭର ବ୍ରିଜ୍‌ରେ ଦୁର୍ଘଟଣା: ସ୍କୁଟିକୁ ଧକ୍କାଦେଲା ଅଜଣା ଗାଡ଼ି, ଗୁରୁତର ବ୍ୟକ୍ତିଙ୍କ ପରିଚୟ ମିଳିନି

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ୧୬ ନମ୍ବର ଜାତୀୟ ରାଜପଥ ଝlଡ଼କୁଦl ନିକଟସ୍ଥ ଶଙ୍ଖ ନୂଆଗାଁ ଓଭର ବ୍ରିଜ୍‌ ଉପରେ ସଡ଼କ ଦୁର୍ଘଟଣାରେ ଜଣେ ସ୍କୁଟି ଚାଳକ ଗୁରୁତର ହୋଇଥିବା ଜଣାପଡ଼ିଛି। ବ୍ରହ୍ମପୁରରୁ ଭୁବନେଶ୍ୱର ଅଭିମୁଖେ ଯାଉଥିବା ଏକ ସ୍କୁଟିକୁ(ଓ ୦୭ ଏକେ ୮୬୨୨…

ପାଳଙ୍ଗରୁ ଆରମ୍ଭ ହେଲା ବିଜେଡିର ନିର୍ବାଚନୀ ସଭା

ଗଞ୍ଜାମ,୩ା୪(ବିଦ୍ୟାଧର ସାହୁ): ଆସନ୍ତା ମେ’ ୧୩ରେ ସାଧାରଣ ନିର୍ବାଚନ। ଏଥିପାଇଁ ବିଭିନ୍ନ ରାଜନୈତିକ ଦଳର ରଣନୀତି ଆରମ୍ଭ ହେଲାଣି। ବିଭିନ୍ନ ରାଜନୈତିକ ଦଳଠାରୁ ଶାସକ ଦଳ ଆଗୁଆ ଥିବା ଜଣାପଡ଼ିଛି। ବିଜେଡି ପ୍ରଥମ ଦଳ ଭାବେ ଛତ୍ରପୁର ନିର୍ବାଚନ ମଣ୍ଡଳୀର ଗଞ୍ଜାମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?