Home Left

ଜଙ୍ଗଲରେ ଦୁଇ ଦନ୍ତାଙ୍କ ଜୋରଦାର ଲଢ଼େଇ; ଭିଡିଓ ଦେଖିଲେ ଟାଙ୍କୁରି ଉଠୁଛି ଲୋମ 

ସୋସିଆଲ ମିଡିଆରେ ଦୈନିକ ଶହ ଶହ ଜୀବଜନ୍ତୁଙ୍କ ଭିଡିଓ ଶେୟାର କରାଯାଇଥାଏ। ସେଥିରୁ କିଛି ମଜାଦାର ହୋଇଥିବା ବେଳେ କିଛି ଚକିତ କରିଥାଏ। ଏହି କ୍ରମରେ ଏବେ ଜଙ୍ଗଲର ଦୁଇ ବିଶାଳକାୟ ଦନ୍ତାହାତୀଙ୍କ ମଧ୍ୟରେ ଜବରଦସ୍ତ ଲଢ଼େଇର ଭିଡିଓ ଭାଇରାଲ ହେଉଛି।…

ଆଇପିଏଲ୍‌ ୨୦୨୪ରେ ପାଣ୍ଡ୍ୟା ହୋଇପାରନ୍ତି ମୁମ୍ବାଇ ଅଧିନାୟକ ! ଅଶ୍ୱିନ କହିଲେ- ସହଜରେ ଗ୍ରହଣ କରିନେବେ ରୋହିତ

ଚେନ୍ନାଇ,୧।୧୨: ଆଇପିଏଲ୍‌ ୨୦୨୪ରେ ମୁମ୍ବାଇ ଇଣ୍ଡିଆନ୍ସ ପକ୍ଷରୁ ଖେଳିବେ ଅଲରାଉଣ୍ଡର ହାର୍ଦ୍ଦିକ ପାଣ୍ଡ୍ୟା। ପୂର୍ବ ଦୁଇ ସଂସ୍କରଣରେ ହାର୍ଦ୍ଦିକ ଗୁଜରାଟ ଟାଇଟନ୍ସର ଅଧିନାୟକ ଦାୟିତ୍ୱ ସମ୍ଭାଳିଥିବା ବେଳେ ଏବେ ସେ ମୁମ୍ବାଇର ନେତୃତ୍ୱ ନେଇ ପାରନ୍ତି ବୋଲି ଚର୍ଚ୍ଚା ହେଉଛି। ଏନେଇ…

କୋହଲି-ରୋହିତଙ୍କୁ କାହିଁକି ମିଳିଲାନି ଦଳରେ ସ୍ଥାନ: ବିସିସିଆଇ କହିଲା କାରଣ

ନୂଆଦିଲ୍ଲୀ,୧।୧୨: ଭାରତୀୟ କ୍ରିକେଟ ଦଳ ଡିସେମ୍ବରରୁ ଦକ୍ଷିଣ ଆଫ୍ରିକା ଗସ୍ତ ସିରିଜ ପାଇଁ ବିସିସିଆଇ ଦଳ ଘୋଷଣା କରିଛି। ଏହି ଟୁର୍ନାମେଣ୍ଟରେ ଖେଳାଯାଇଥିବା ଦିନିକିଆ ଏବଂ ଟି-୨୦ ସିରିଜ ପାଇଁ ନିୟମିତ ଅଧିନାୟକ ରୋହିତ ଶର୍ମା ଏବଂ ବ୍ୟାଟ୍ସମ୍ୟାନ ବିରାଟ କୋହଲିଙ୍କୁ…

ଗୋଆରେ ପ୍ରଶଂସା ସାଉଣ୍ଟିଲା ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’

କଲିଙ୍ଗନଗର,୧ା୧୨(ଶୁଭାଶିଷ ରାଉତ):ଦେବପ୍ରଭା ପ୍ରଡକ୍ସନ ଦ୍ୱାରା ପ୍ରସ୍ତୁତ ପ୍ରଥମ ଫିଚର୍‌ ଫିଲ୍ମ ‘ନନ୍ଦ ମାଷ୍ଟରଙ୍କ ଚାଟଶାଳୀ’ ଅନ୍ତର୍ଜାତୀୟ ଗୋଆ ଫିଲ୍ମ ଫେଷ୍ଟିଭାଲ ଫିଲ୍ମ ବଜାରରେ ସଫଳତା ସାଉଣ୍ଟିଛି। ପ୍ରାୟ ୫୦ ଦେଶରୁ ଆସିଥିବା ଜୁରି ମେମ୍ବର, ଡିଷ୍ଟ୍ରିବ୍ୟୁଟର, ପ୍ରଡ୍ୟୁସର ଏବଂ ନିର୍ଦ୍ଦେଶକମାନଙ୍କ ଗହଣରେ…

ଲାଲ କଙ୍କଡ଼ାଙ୍କୁ ବର୍ଜ୍ୟବସ୍ତୁ କାଳ

ମହାକାଳପଡ଼ା,୧ା୧୨(ପ୍ରତାପ ଚନ୍ଦ୍ର ସ୍ବାଇଁ):ପ୍ରକୃତି ରାଣୀର ଅପୂର୍ବ ସୌନ୍ଦର୍ଯ୍ୟକୁ ଯିଏ ବି ଦେଖୁନା କାହିଁକି ଘଡ଼ିଏ ଅଟକି ଯିବ। ଆଉ ମନ ଭରି ଏହାକୁ ଉପଭୋଗ କରିବା ସହ ତା’ର ପ୍ରେମରେ ପଡ଼ିବା ସାର୍‌ ହେବ। ଏହି ଯେମିତି ଚତୁଃପାର୍ଶ୍ୱସ୍ଥ ସମୁଦ୍ରର ନୀଳ…

ମନ୍ଥର ଗତିରେ ଚାଲିଛି ଜଳ ଯୋଗାଣ ପ୍ରକଳ୍ପ

ରସୁଲପୁର,୧ା୧୨(ରଞ୍ଜିତ ରାଉତ):”ରସୁଲପୁର ବ୍ଲକ ଅଧୀନ ୨୮ ପଞ୍ଚାୟତରେ ୨୪ ଉଚ୍ଚ କ୍ଷମତାସମ୍ପନ୍ନ ପିଇବା ପାଣି ଟାଙ୍କି ନିର୍ମାଣ ହେଉଛି। ଏଥିରୁ ୨୦୨୪ ସୁଦ୍ଧା ପ୍ରତ୍ୟେକ ଘରକୁ ପାଇପ୍‌ ଯୋଗେ ପିଇବା ପାଣି ଯୋଗାଇଦେବାକୁ ଲକ୍ଷ୍ୟ ରଖାଯାଇଛି। ତେଣୁ ଆସନ୍ତା ଫେବୃୟାରୀ ସୁଦ୍ଧା…

ଏଲ୍‌ଆଇସିର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’: ଆଜୀବନ ଗ୍ୟାରେଣ୍ଟିଯୁକ୍ତ ଆୟ ସହ ମିଳିବ…

ନୂଆଦିଲ୍ଲୀ,୧।୧୨: ଭାରତୀୟ ଜୀବନ ବୀମା ନିଗମ(ଏଲ୍‌ଆଇସି)ର ନୂତନ ଉତ୍ପାଦ ‘ଜୀବନ ଉତ୍ସବ’ ନିକଟରେ ସର୍ବଭାରତୀୟ ଉନ୍ମୋଚନ ସହ ବଜାର ପ୍ରବେଶ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ନିଗମର ପାଟନା ଡିଭିଜନ ପକ୍ଷରୁ ଏକ ସ୍ବତନ୍ତ୍ର ଲୋର୍କାପଣ ଉତ୍ସବ ସହ ଏକ ଖବରଦାତା ସମ୍ମିଳନୀର…

ଡଙ୍କାରୀ ପାହାଡ଼ରେ କଳାପଥର ଲୁଟ୍‌

ଯାଜପୁର,୧ା୧୨(ହର୍ଷବର୍ଦ୍ଧନ ବେହେରା) :ଯାଜପୁର ଜିଲାରେ ଲଘୁ ଖଣିଜ ଦ୍ରବ୍ୟ କଳାପଥର, ବାଲି, ମୋରମ ଓ ମାଙ୍କଡ଼ା ପଥର ବହୁ ପରିମାଣରେ ଗଚ୍ଛିତ ରହିଛି। ତେବେ ଧର୍ମଶାଳା ତହସିଲ ଅଞ୍ଚଳରେ ରହିଥିବା ବହୁ ମୂଲ୍ୟବାନ କଳାପଥର ଚୋରି କାରବାର ଏବେ ଅଣାୟତ୍ତ ହେବାରେ…

ଆଇନ ଅମାନ୍ୟ ଆନ୍ଦୋଳନ କରିବ ଭାଜପା

ଭୁବନେଶ୍ୱର, ୧।୧୨ (ବନ୍ଦନା ସେଠୀ):ସୈନିକ ସ୍କୁଲ ନିକଟସ୍ଥ ଟିଟିଏସ୍‌ ଡମ୍ଫିଂୟାର୍ଡକୁ ସମ୍ପୂର୍ଣ୍ଣ ଉଚ୍ଛେଦ କରିବା ଦାବିରେ ଭାଜପା ପକ୍ଷରୁ ଜାରି ରହିଥିବା ସତ୍ୟାଗ୍ରହ ଗୁରୁବାର ୩ୟ ଦିନରେ ପହଞ୍ଚତ୍ଛି। ସହରରେ ଆବର୍ଜନା ଗଦା ହେଉଥିବାବେଳେ ପୂତିଗନ୍ଧମୟ ପରିବେଶ ସୃଷ୍ଟି ହେଉଛି। ମାତ୍ର…

ପେନ୍‌ସନ୍‌ ପାଇଁ ସରକାରୀ କାର୍ଯ୍ୟାଳୟ ଯିବାକୁ ପଡ଼ିବନି

ଭୁବନେଶ୍ୱର,୧।୧୨(ବନ୍ଦନା ସେଠୀ):ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କ ଦୀର୍ଘଦିନର ଆଶା ପୂରଣ ହେବାକୁ ଯାଉଛି। ଏଣିକି ଅବସର ପରେ ପେନ୍‌ସନ୍‌ ପାଇବା ପାଇଁ ବିଏମ୍‌ସି ଅବସରପ୍ରାପ୍ତ କର୍ମଚାରୀଙ୍କୁ ସରକାରୀ କାର୍ଯ୍ୟାଳୟକୁ ଦୌଡିବାକୁ ପଡ଼ିିବ ନାହିଁ। ଲୋକାଲ୍‌ ଫଣ୍ଡ ଅଡିଟର ପେନ୍‌ସନ୍‌ ପ୍ରୋସିଡିଂ କରି ବିଏମ୍‌ସି…

ପ୍ରଧାନମନ୍ତ୍ରୀଙ୍କ ସହ କଥା ହେଲେ ରାୟଗଡ଼ା ଚାଷୀ

ରାୟଗଡ଼ା,୧ା୧୨(ଆଶିଷ ରଞ୍ଜନ ପଣ୍ଡା):ରାୟଗଡ଼ା ବ୍ଲକ ହାଲୁଆ ପଞ୍ଚାୟତ କାର୍ଯ୍ୟାଳୟଠାରେ କେନ୍ଦ୍ର ସରକାରଙ୍କ ଆମ ସଙ୍କଳ୍ପ ବିକଶିତ ଭାରତ କାର୍ଯ୍ୟକ୍ରମ ଅନୁଷ୍ଠିତ ହୋଇଯାଇଛି। କେନ୍ଦ୍ର ସରକାରଙ୍କ ବିକଶିତ ଭାରତ ସଙ୍କଳ୍ପ ଯାତ୍ରା ରଥ ଗୁରୁବାର ହାଲୁଆରେ ପହଞ୍ଚତ୍ବା ପରେ ଜିଲା ପ୍ରଶାସନ ପକ୍ଷରୁ…

ରୟାଲ ଏନ୍‌ଫିଲ୍ଡର ଅଲ୍‌ ନ୍ୟୁ ହିମାଳୟାନ ଉନ୍ମୋଚିତ: ଆକର୍ଷଣୀୟ ଡିଜାଇନିଂ ସହ ରହିଛି…

ନୂଆଦିଲ୍ଲୀ,୧।୧୨: ରୟାଲ ଏନ୍‌ଫିଲ୍ଡର ବହୁ ପ୍ରତୀକ୍ଷିତ ତଥା ଅତ୍ୟାଧୁନିକ ଜ୍ଞାନକୌଶଳରେ ନିର୍ମିତ ‘ଅଲ୍‌ ନ୍ୟୁ ହିମାଳୟାନ’କୁ ନିକଟରେ ସର୍ବଭାରତୀୟ ଉନ୍ମୋଚନ କରାଯାଇଛି। ଏପରିକି ଅଧିକ ପାୱାର ଓ ଟର୍କ ସହିତ ଉକ୍ତ ମଡେଲ ରୟାଲ ଏନ୍‌ଫିଲ୍ଡର ପ୍ରଥମ ଲିକ୍ୱିଡ-କୁଲ୍‌ଡ ଇଞ୍ଜିନ୍‌ ନୂଆ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri