ଏଠାରେ ହିଁ ଶେଷ ହୋଇଛି ଦୁନିଆ! ଆଉ ଆଗକୁ ରାସ୍ତା ନାହିଁ…
ବେଳେବେଳେ ମନରେ ପ୍ରଶ୍ନ ଉଠେ ଯେ ପୃଥିବୀର ଶେଷ କେଉଁଠି। ହେଲେ ଅନେକଙ୍କୁ ସେ ବିଷୟରେ ଜ୍ଞାନ ନ ଥାଏ। ଆଜି ଆମେ ଆପଣଙ୍କୁ ସେ ବିଷୟରେ କହିବୁ। ଇ-୬୯ ରାଜପଥ ଦୁନିଆର ଅନ୍ତିମ ସଡ଼କ ବୋଲି କୁହଯାଏ। ଏହା ୟୁରୋପୀୟ…
ପ୍ରବଳ କାନ୍ଦୁଥିଲା ନବଜାତକ, ମା’ଙ୍କ ଚୁମ୍ବନ ପାଇବା ପରେ…ଦେଖନ୍ତୁ ହୃଦୟସ୍ପର୍ଶୀ ଭିଡିଓ
ମା’ ହେଉଛି ସନ୍ତାନର ଅତି ନିକଟତର। ମା’ ପିଲାଟିର ପ୍ରତ୍ୟେକ ଭାବନାକୁ ବୁଝିପାରେ। ଆଜିକାଲି ସୋସିଆଲ ମିଡିଆରେ ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି। ଏହି ଭିଡିଓରେ ମା’ ତାଙ୍କ ନବଜାତ ଶିଶୁକୁ ଚୁମ୍ବନ ଦିଅନ୍ତି ଏବଂ ପିଲାଟି କାନ୍ଦିବା ବନ୍ଦ…
ଲଲିଥାମ୍ବିକାଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ
ବେଙ୍ଗାଲୁରୁ,୨୯ା୧୧:ଭାରତୀୟ ମହାକାଶ ଗବେଷଣା ସଂସ୍ଥା (ଇସ୍ରୋ)ସ୍ଥିତ ହ୍ୟୁମାନ୍ ସ୍ପେସ୍ଫ୍ଲାଇଟ୍ ପ୍ରୋଗ୍ରାମ୍ ଡିରେକ୍ଟୋରେଟ୍ର ପୂର୍ବତନ ନିର୍ଦ୍ଦେଶିକା ଭି.ଆର୍. ଲଲିଥାମ୍ବିକାଙ୍କୁ ଫ୍ରାନ୍ସର ସର୍ବୋଚ୍ଚ ବେସାମରିକ ସମ୍ମାନ ଦି ଲେଜିଅନ୍ ଅଫ୍ ଅନର ପ୍ରଦାନ କରାଯାଇଛି। ୨୦୧୮ରେ ଭାରତ ଓ ଫ୍ରାନ୍ସ ମଧ୍ୟରେ ମହାକାଶ ସହଯୋଗ…
ପୁଣି ବଢୁଛି ଆଦାନୀଙ୍କ ସମ୍ପତ୍ତି
ଓ୍ବାଶିଂଟନ୍,୨୯ା୧୧:ଭାରତର ବିଶିଷ୍ଟ ଶିଳ୍ପପତି ଗୌତମ ଆଦାନୀଙ୍କ ସମ୍ପତ୍ତି ପୁଣି ବଢୁଛି। ଶୁକ୍ରବାର ହିଣ୍ଡେନବର୍ଗ ରିପୋର୍ଟ ସମ୍ପର୍କିତ ରାୟକୁ ସୁପ୍ରିମକୋର୍ଟ ସଂରକ୍ଷିତ ରଖିବା ପରେ ମଙ୍ଗଳବାର ଓ ବୁଧବାର ୨ଟି ଟ୍ରେଡିଂ ସେସନ୍ସର ମାର୍କେଟ ରାଲି ଯୋଗୁ ଆଦାନୀ ଗ୍ରୁପ୍ର କମ୍ପାନୀଗୁଡ଼ିକର ମୋଟ…
ନଓ୍ବାଜ୍ ଶରିଫ୍ଙ୍କୁ ମିଳିଲା ଆଶ୍ୱସ୍ତି
ଇସଲାମାବାଦ୍,୨୯।୧୧: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀ ନଓ୍ବାଜ୍ ଶରିଫ୍ଙ୍କୁ ଆଶ୍ୱସ୍ତି ମିଳିଛି। ପାକିସ୍ତାନ ହାଇକୋର୍ଟ ନଓ୍ବାଜଙ୍କୁ ଦୁର୍ନୀତିର ୨ଟି ମାମଲାରେ ଦୋଷମୁକ୍ତ କରିଛି। ୨୦୧୮ରେ ଦୁର୍ନୀତି ମାମଲାରେ ନଓ୍ବାଜ୍ଙ୍କୁ ଦୋଷୀ ସାବ୍ୟସ୍ତ ହୋଇଥିଲେ। ଏହି ମାମଲାରେ ସେ ଇସଲାମାବାଦ୍ ହାଇକୋର୍ଟରେ ଚ୍ୟାଲେଞ୍ଜ୍ ଦେଇଥିଲେ।…
ଘୃଣା ଭାଷଣ ବିରୋଧରେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବା ଆବଶ୍ୟକ: ସୁପ୍ରିମକୋର୍ଟ
ନୂଆଦିଲ୍ଲୀ,୨୯।୧୧: ଘୃଣା ସୃଷ୍ଟି କରୁଥିବା ଭାଷଣ ବିରୋଧରେ ଦୃଢ଼ କାର୍ଯ୍ୟନୁଷ୍ଠାନ ନେବା ଜରୁରୀ ବୋଲି କହିଛନ୍ତି ସୁପ୍ରିମକୋର୍ଟ। ଘୃଣାର ଭାଷଣ ପ୍ରସଙ୍ଗରେ ଦାଖଲ ହୋଇଥିବା ଏକ ଆବେଦନ ଶୁଣାଣି ବେଳେ ବୁଧବାର କୋର୍ଟ ଏହି ମନ୍ତବ୍ୟ ଦେଇଛନ୍ତି। ଘୃଣା ଭାଷଣକୁ ରୋକିବା…
ଫାଇନାଲରେ ଅଷ୍ଟ୍ରେଲିଆଠାରୁ ପରାଜୟ ଦୁର୍ଭାଗ୍ୟଜନକ: ପିଟରସେନ
ଜମ୍ମୁ,୨୯।୧୧: ବିଶ୍ୱକପ୍ ଫାଇନାଲରେ ଅଷ୍ଟ୍ରେଲିଆଠାରୁ ଭାରତର ପରାଜୟକୁ ଦୁର୍ଭାଗ୍ୟର କଥା ବୋଲି କହିଛନ୍ତି ଇଂଲଣ୍ଡର ପୂର୍ବତନ ଅଧିନାୟକ କେଭିନ ପିଟରସେନ। ସେହିଭଳି ନିଜ ଟିମ୍ର ପ୍ରଦର୍ଶନକୁ ସେ ନୈରାଶ୍ୟଜନକ ବୋଲି କହିବାକୁ ପଛାଇ ନାହାନ୍ତି। ଲିଜେଣ୍ଡ୍ସ ଲିଗ୍ କ୍ରିକେଟ ଖେଳିବାକୁ ଆସିଥିବା…
ଓଡ଼ିଶା ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ, କ୍ୟାମେରାରେ କଏଦ୍ ହେଲା ଦୃଶ୍ୟ
ଭୁବନେଶ୍ୱର,୨୯।୧୧: ଓଡିଶାରେ ଜଙ୍ଗଲରେ ବୁଲୁଛି ବିରଳ କଲରା ପତରିଆ ବାଘ। ରାଜ୍ୟରେ ଏବେ ବାଘ ଜନଗଣନା ଚାଲିଥିବା ବେଳେ କଲରା ପତରିଆ ବାଘର ରୋମାଞ୍ଚକର ଦୃଶ୍ୟ କ୍ୟାମେରାରେ କଏଦ୍ ହୋଇଛି। ବ୍ୟାଘ୍ର ଗଣନା ପାଇଁ ଓଡ଼ିଶାର ବିଭିନ୍ନ ଜଙ୍ଗଲରେ କ୍ୟାମେରା ଖଞ୍ଜା…
ସରକାରଙ୍କ ସହ ଆଲୋଚନା ସଫଳ, ବସ୍ ଧର୍ମଘଟ ପ୍ରତ୍ୟାହାର
ଭୁବନେଶ୍ୱର,୨୯।୧୧: ରାଜ୍ୟ ସରକାରଙ୍କ ସହ ଆଲୋଚନା ସଫଳ ହେବା ପରେ ବସ୍ ଧର୍ମଘଟ ପ୍ରତ୍ୟାହାର କରିଛନ୍ତି ଅଲ ଓଡିଶା ଘରୋଇ ବସ ସଂଘ। ବୁଧବାର ସନ୍ଧ୍ୟାରେ ବସ ମାଲିକ ସଂଘ ଓ ରାଜ୍ୟ ସରକାରଙ୍କ ମଧ୍ୟରେ ଆଲୋଚନା ହୋଇଥିଲା। ଏହି ସମୟରେ…
ପାକିସ୍ତାନରେ ସ୍ବାମୀଙ୍କୁ ଛାଡି ଭାରତ ଫେରିଲେ ଅଞ୍ଜୁ
ନୂଆଦିଲ୍ଲୀ,୨୯।୧୧: ପାକିସ୍ତାନୀ ଯୁବକଙ୍କ ପ୍ରେମରେ ପଡ଼ିବା ପରେ ଭାରତ ଛାଡି ପାକିସ୍ତାନ ପଳାଇଥିବା ଅଞ୍ଜୁ ଫେରି ଆସିଛନ୍ତି। ଅଞ୍ଜୁ ବୁଧବାର ୱାଘା ସୀମା ଦେଇ ଭାରତ ଫେରିଛନ୍ତି। ସେ ପ୍ରାୟ ୬ ମାସ ପୂର୍ବରୁ ଭାରତରୁ ପାକିସ୍ତାନରେ ପହଞ୍ଚିଥିଲେ। ପାକିସ୍ତାନରେ ପହଞ୍ଚିବା…
୪୭ ବର୍ଷରେ ହାତକୁ ଦି’ ହାତ ହେଲେ ଏହି ଅଭିନେତା
ବଲିଉଡ୍ ଅଭିନେତା ରଣଦୀପ ହୁଡା ଦୀର୍ଘ ଦିନର ଗର୍ଲଫ୍ରେଣ୍ଡ ଲିନ ଲାଇଶ୍ରାମଙ୍କୁ ବିବାହ କରିଛନ୍ତି। ଇମ୍ଫାଲରେ ପାରମ୍ପରିକ ମଣିପୁରୀ ରୀତିନୀତିରେ ଉଭୟ ବିବାହ ବନ୍ଧନରେ ଆବଦ୍ଧ ହୋଇଛନ୍ତି। ଧଳା ରଙ୍ଗର ପୋଷାକ ପିନ୍ଧି ଅଭିନେତା ଜଣେ ଆଦର୍ଶ ମଣିପୁରୀ ବର ପରି…
ଆଲିଆଙ୍କୁ ପ୍ରଶଂସା କରି ଟ୍ରୋଲ ହେଲେ ସୁହାନା
ଶାହାରୁଖ ଖାନଙ୍କ ଲାଡଲୀ ସୁହାନା ଖାନ ଖୁବଶୀଘ୍ର ବଲିଉଡରେ ଡେବ୍ୟୁ କରିବାକୁ ଯାଉଛନ୍ତି। ତାଙ୍କ ଫିଲ୍ମ ‘ଦି ଆର୍ଚିଜ’ ଆସନ୍ତା ମାସରେ ମୁକ୍ତିଲାଭ କରିବ। ସୁହାନା ଏବେ ଫିଲ୍ମର ପ୍ରମୋଶନରେ ବ୍ୟସ୍ତ ଅଛନ୍ତି। କିନ୍ତୁ ମଝିରେ ମଝିରେ ସେ ଏପରି କିଛି…
Archives


