Home Left

ରେମଣ୍ଡର ପୂର୍ବତନ ଅଧ୍ୟକ୍ଷ ବିଜୟପତ ସିଂଘାନିଆଙ୍କ ପରଲୋକ, ପଛରେ ଛାଡି ଗଲେ ଏତେ କୋଟି ଟଙ୍କାର ସମ୍ପତ୍ତି

ମୁମ୍ବାଇ,୨୯।୩: ରେମଣ୍ଡ ଗ୍ରୁପର ପୂର୍ବତନ ଅଧ୍ୟକ୍ଷ ଏବଂ ଜଣେ ପ୍ରବୀଣ ଶିଳ୍ପପତି ବିଜୟପତ ସିଂଘାନିଆଙ୍କର ଶନିବାର ସାରେ ମୁମ୍ବାଇରେ ୮୭ ବର୍ଷ ବୟସରେ ଦେହାନ୍ତ ହୋଇଛି। ତାଙ୍କ ପରିବାର ଏହି ଖବରକୁ ନିଶ୍ଚିତ କରିଛନ୍ତି। ତାଙ୍କ ପୁଅ ଗୌତମ ସିଂଘାନିଆ –…

ଓକିଲ ସଂଘ ନିର୍ବାଚନ: ସଭାପତି ହେଲେ ନିର୍ବାଚନ କେଶରୀ ଭୋଇ…

ଜି.ଉଦୟଗିରି,୨୯।୩(ଶିଶିର ପଟ୍ଟନାୟକ /ଚିନ୍ମୟ କୁମାର ସେଠି): ସ୍ଥାନୀୟ ଜେଏମଏଫସି କୋର୍ଟ ପରିସରରେ ଶନିବାର ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ବାଚନ ଅନୁଷ୍ଠିତ ହୋଇଛି। ଆଇନଜୀବୀ ରାମାରାଓ ନାୟକ ନିର୍ବାଚନ ଅଧିକାରୀ ଭାବେ ନିର୍ବାଚନ ପରିଚାଳନା କରିଥିଲେ। ବରିଷ୍ଠ ଆଇନଜୀବୀ ନିର୍ବାଚନ କେଶରୀ…

ଘରେ ପେଟ୍ରୋଲ ରଖୁଛନ୍ତି କି? ହୋଇପାରେ ଜେଲ, ଜାଣନ୍ତୁ କଡ଼ା ନିୟମ…

ନୂଆଦିଲ୍‌ଲୀ,୨୯।୩: ପଶ୍ଚିମ ଏସିଆରେ ବଢ଼ୁଥିବା ଉତ୍ତେଜନା ମଧ୍ୟରେ, ଦେଶର କିଛି ସ୍ଥାନରେ ପେଟ୍ରୋଲ ଉପଲବ୍ଧତାକୁ ନେଇ ଚିନ୍ତାର ବାତାବରଣ ପରିଲକ୍ଷିତ ହେଉଛି। ଅନେକ ସ୍ଥାନରେ, ଲୋକମାନେ ଲମ୍ୱା ଧାଡ଼ିରେ ଠିଆ ହୋଇଥିବା ଦେଖାଯାଉଛି, ଯେତେବେଳେ ଅନ୍ୟମାନେ ଭବିଷ୍ୟତର ଆବଶ୍ୟକତାକୁ ଦୃଷ୍ଟିରେ ରଖି…

ମିଳୁନି ଗ୍ୟାସ: ଚୁଲି ମୁହାଁ ଲୋକେ 

ଭଞ୍ଜନଗର,୨୯।୩(ବାବୁଲା ପ୍ରଧାନ): ଇରାନ, ଇସ୍ରାଏଲ ଏବଂ ଆମେରିକା ମଧ୍ୟରେ ଚାଲିଥିବା ଯୁଦ୍ଧର ପ୍ରଭାବ ରୋଷେଇ ଘର ଉପରେ ମଧ୍ୟ ପଡିଛି। ଗଞ୍ଜାମ  ଜିଲା ଭଞ୍ଜନଗର ଅଞ୍ଚଳରେ ରନ୍ଧନ ଗ୍ୟାସ ଘୋର ଅଭାବ ଦେଖାଦେଇଛି। ତେଣୁ ଉପଭୋକ୍ତାମାନେ ପୁଣି ଜାଳେଣି ପାଇଁ କାଠ…

ଇରାନକୁ ଧ୍ୱଂସ କରିବାକୁ ଆମେରିକାର ‘ମାଷ୍ଟର ପ୍ଲାନ’, ସପ୍ତାହେ ହେବ ଚାଲିଛି ଯୋଜନା, ଜାଣନ୍ତୁ କ’ଣ କରିବେ ଟ୍ରମ୍ପ

ଓ୍ବାଶିଂଟନ,୨୯।୩: ଇରାନ ସହିତ ଉତ୍ତେଜନା ବୃଦ୍ଧି ପାଉଥିବାବେଳେ, ଆମେରିକା ଏବେ ସ୍ଥଳ ସାମରିକ ଅଭିଯାନ ପାଇଁ ପ୍ରସ୍ତୁତ ହେଉଛି। ଦି ୱାଶିଂଟନ ପୋଷ୍ଟର ଏକ ରିପୋର୍ଟ ଅନୁଯାୟୀ, ପେଣ୍ଟାଗନ ଇରାନରେ ଏକ ସମ୍ଭାବ୍ୟ ସ୍ଥଳ ସାମରିକ ଅଭିଯାନ ଯୋଜନା କରୁଛି ଯାହା…

ମାଛ ପାଇଁ ଖୋଳିଥିବା ଗାତରେ ପଡ଼ିଲେ ନିଜେ, ମାଛ ମାରିବା ପୂର୍ବରୁ  ନିଜେ ହେଲେ ଗୁରୁତର 

ଦାରିଙ୍ଗବାଡି,୨୯।୩ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ସିମନବାଡି ଅଞ୍ଚଳରେ ଜଣେ ଯୁବକ ମାଛ ମାରିବାକୁ ବିସ୍ପୋରକ ବ୍ୟବହାର କରୁଥିବା ବେଳେ ମାଛ ମାରିବା ପୁର୍ବରୁ ବିସ୍ପୋରଣ ଘଟି ଗୋଟିଏ ହାତରେ ଶକ୍ତ ଆଘାତ ଲାଗିବା ସହ ଶରୀରର ବିଭିନ୍ନ…

ଓକିଲ ସଙ୍ଘର ନିର୍ବାଚନ ସଭାପତି ଉମେଶ, ସମ୍ପାଦକ ରାମଚନ୍ଦ୍ର

ଦାରିଙ୍ଗବାଡ଼ି,୨୯।୩ (ଅରୁଣ ସାହୁ): ଦାରିଙ୍ଗବାଡ଼ି ଓକିଲ ସଙ୍ଘର ନିର୍ବାଚନ ଶନିବାର ବିଧିବଧ ଭାବେ ଅନୁଷ୍ଠିତ ହୋଇଛି। ଚଳିତ ଥର ନିର୍ବାଚନ ଫଳାଫଳ ଅତି ରୋମାଞ୍ଚକର ରହିଥିଲା। କେବଳ ସମ୍ପାଦକ ପଦବୀ ପାଇଁ ୨ ଜଣ ନାମାଙ୍କନ ପତ୍ର ଦାଖଲ କରିଥିବାରୁ ଭୋଟ…

୧୦୦ ତମ ଭଞ୍ଜ ସଙ୍ଗୀତ ଆସର: ପ୍ରଚାର, ପ୍ରସାର ଲକ୍ଷ୍ୟ ନେଇ…

ଭଞ୍ଜନଗର, ୨୯।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଆନନ୍ଦ ସଙ୍ଗୀତାୟନ ପକ୍ଷରୁ ଭଞ୍ଜ ସଙ୍ଗୀତର ପ୍ରଚାର ପ୍ରସାର ଲକ୍ଷ୍ୟ ନେଇ ଆଜକୁ କିଛି ବର୍ଷ ହେବ ମାସକୁ ଥରେ ଭଞ୍ଜ ସଙ୍ଗୀତ ଆସର ହେଉଛି। ଶନିବାର ତାହା ୧୦୦ ତମରେ ପହଞ୍ଚିଛି।…

ହର୍ମୁଜକୁ ନେଇ ଇରାନ ସହ ପାକିସ୍ତାନ କଲା ବଡ଼ ଡିଲ୍‌, ତାଟକା ହେଲା ସାରା ବିଶ୍ୱ!

ଇସଲାମାବାଦ,୨୯।୩: ଆମେରିକା ଏବଂ ଇସ୍ରାଏଲ ବିରୋଧରେ ଇରାନର ସଂଘର୍ଷ ବନ୍ଦ କରିବା ପାଇଁ ଚାଲିଥିବା ପ୍ରୟାସ ମଧ୍ୟରେ, ପାକିସ୍ତାନ ଏକ ବଡ଼ କୂଟନୈତିକ ସଫଳତା ହାସଲ କରିଛି। ପାକିସ୍ତାନ ଇରାନ ସହିତ ଏକ ଗୁରୁତ୍ୱପୂର୍ଣ୍ଣ ଚୁକ୍ତି ଚୂଡ଼ାନ୍ତ କରିଛି, ଯାହା ଅଧୀନରେ…

କିଏ ଜାଣିଥିଲା ଆଜି ହେବ ଶେଷ ଫେରି: ବାଇକ୍‌ ଉପରେ ମାଡିଗଲା ବାଲି ବୋଝେଇ ହାଇୱା

ଧର୍ମଗଡ଼,୨୯।୩(ଘାସିରାମ ଜଗତ): କଳାହାଣ୍ଡି ଧର୍ମଗଡ-ବୋଡ଼େନ ରାସ୍ତା ବିଅରବାର ନିକଟରେ ରବିବାର ସକାଳୁ  ଦୁର୍ଘଟଣା ଘଟିଛି।  ବାଲି ବୋଝେଇ ହାଇୱା ଧକ୍କାରେ ଜଣେ ଫେରିବାଲାଙ୍କ ମୃତ୍ୟୁ ଘଟିଛି। ମୃତୁ ଯୁବକ ମଧ୍ୟପ୍ରଦେଶର ରାହୁଲ ମେଘୱାଲ ବୋଲି ଜଣାପଡିଛି। ସେ ବାଇକରେ ଯାଉଥିବାବେଳେ ବାଲି…

ତାରିଣୀ ଛକ ମାର୍କେଟରେ ଅଗ୍ନିକାଣ୍ଡ: ଜଳିଗଲା ୭ଦୋକାନର ଲକ୍ଷାଧିକ…

ଧର୍ମଶାଳା/ବ୍ରହ୍ମବରଦା,୨୯।୩ (ଶିବ ପ୍ରସାଦ ମହାନ୍ତି/ଯଯାତି କେଶରୀ ବେହେରା): ଯାଜପୁର ଜିଲା ବ୍ରହ୍ମବରଦା ଥାନା ତାରିଣୀ ଛକ ମାର୍କେଟରେ ବିଳମ୍ବିତ ରାତିରେ ଭୟାବହ ଅଗ୍ନିକାଣ୍ଡ ଘଟିଛି। ପାଖାପାଖି ୭ ଦୋକାନରେ ନିଆଁ ଲାଗି ଯିବା ଫଳରେ ଲକ୍ଷାଧିକ ଟଙ୍କାର ସମ୍ପତିି ନଷ୍ଟ ହୋଇଥିବା…

ଶିକ୍ଷା ବୋଝ ନୁହେଁ, ଆବିଷ୍କାର ଭଳି ଅନୁଭବ ହେବା ଉଚିତ

ପ୍ର- ଶିକ୍ଷା ଶିଳ୍ପର ଜଣେ ପ୍ରମୁଖ ବ୍ୟକ୍ତିତ୍ୱ ଭାବେ ଦେଶରେ ଶିକ୍ଷା କ୍ଷେତ୍ର କେଉଁ ସବୁ ଚ୍ୟାଲେଞ୍ଜର ସମ୍ମୁଖୀନ ହେଉଛି ବୋଲି ଆପଣ ଭାବନ୍ତି? ଉ- ଛାତ୍ରୀଛାତ୍ର ଏବଂ ସେମାନଙ୍କ ଜୀବନଯାତ୍ରା ସହ ଗଭୀର ଭାବରେ ଜଡ଼ିତ ଥିବାରୁ ମୁଁ ଭାବୁଛି,…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri