Home Left

ମମତା ଦିଦିଙ୍କ ସମୟ ସମାପ୍ତ, ୨୦୨୪ରେ ପଶ୍ଚିମବଙ୍ଗରେ ଭାଜପା ଗଠନ କରିବ ସରକାର: ଶାହା

କୋଲକାତା,୨୯।୧୧: ପଶ୍ଚିମବଙ୍ଗର ରାଜଧାନୀ କୋଲକାତାରେ ଏକ ବୈଠକକୁ ଭାଜପା ରାଷ୍ଟ୍ରୀୟ ଅଧ୍ୟକ୍ଷ ଅମିତ ଶାହା ସମ୍ବୋଧିତ କରୁଛନ୍ତି। ଏହି ସମୟରେ ସେ ପଶ୍ଚିମବଙ୍ଗର ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀଙ୍କୁ କଡା ଟାର୍ଗେଟ କରିଛନ୍ତି। ସେ କହିଛନ୍ତି, ମମତା ଦିଦିଙ୍କ ସମୟ ସମାପ୍ତ ହୋଇଛି,…

ସମ୍ଭାବ୍ୟ ବାତ୍ୟା ନେଇ ୭ ଜିଲାପାଳଙ୍କୁ ଏସ୍‌ଆରସିଙ୍କ ଚିଠି 

ଭୁବନେଶ୍ବର,୨୯।୧୧: ଆଣ୍ଡାମାନ ସାଗରର ଲଘୁଚାପ କ୍ଷେତ୍ର ୱେଲ ମାର୍କଡ ଲୋ ପ୍ରେସରରେ ପରିଣତ ହୋଇଛି। ଦକ୍ଷିଣ ପୂର୍ବ ବଙ୍ଗୋପସାଗର ପାର୍ଶ୍ୱବର୍ତ୍ତୀ ଦକ୍ଷିଣ ଆଣ୍ଡାମାନ ସାଗରରେ ମଙ୍ଗଳବାର ଲଘୁଚାପ କ୍ଷେତ୍ର ସୃଷ୍ଟି ହୋଇଥିଲା । ଯାହା ବୁଧବାର ସୁଦୃଶ୍ୟ ଲଘୁଚାପରେ ପରିଣତ ହୋଇଛି…

ଲୋକଙ୍କୁ ସାଇବର ଠକେଇରୁ ରକ୍ଷା କରିବା ପାଇଁ ପ୍ରୟାସ, ୟୁପିଆଇ ଉପରେ ଲାଗିପାରେ ଟାଇମ୍‌ ଲିମିଟ୍‌

ନୂଆଦିଲ୍ଲୀ,୨୯।୧୧: ଭାରତରେ ଡିଜିଟାଲ ଦେୟ ଦ୍ରୁତ ଗତିରେ ବୃଦ୍ଧି ପାଇଛି ଏବଂ ବର୍ତ୍ତମାନ ପରିସ୍ଥିତି ଏପରି ହୋଇଛି ଯେ ୟୁପିଆଇ ମାଧ୍ୟମରେ କାରବାର ଦୂର ଗ୍ରାମାଞ୍ଚଳରେ ମଧ୍ୟ ସାଧାରଣ ହୋଇଗଲାଣି। ତଥାପି, ଡିଜିଟାଲ ଦେୟର ଏହି ଅଭିବୃଦ୍ଧି ସହିତ ଅନଲାଇନ ଠକେଇ…

ଗାଜାରେ ୩୭ ଦିନ ପରେ ଭଗ୍ନାବଶେଷ ତଳୁ ଜୀବନ୍ତ ଉଦ୍ଧାର ହେଲା ଶିଶୁ, ଭାଇରାଲ ହେଉଛି ଭିଡିଓ

ଜେରୁଜେଲମ,୨୯।୧୧: ଇସ୍ରାଏଲ ଏବଂ ହମାସ ମଧ୍ୟରେ ଚାଲିଥିବା ଅସ୍ତ୍ରବିରତି ମଧ୍ୟରେ ଗାଜାରୁ ଏକ ଆଶ୍ଚର୍ଯ୍ୟଜନକ ଖବର ପ୍ରକାଶ ପାଇଛି। ଭୟଙ୍କର ବୋମା ବିସ୍ଫୋରଣର ୩୭ ଦିନ ପରେ ଏଠାରେ ଏକ ଶିଶୁକୁ ଜୀବନ୍ତ ଅବସ୍ଥାରେ ଉଦ୍ଧାର କରାଯାଇଛି। ଏହି ଶିଶୁର ଭିଡିଓ…

ବିରାଟ ଅବସର ନେବା ଉଚିତ କି ? ଉତ୍ତର ଦେଲେ ସଚିନ,ଭିଡିଓ ଭାଇରାଲ…

ମୁମ୍ବାଇ,୨୯।୧୧ : ଆଇସିସି ବିଶ୍ୱକପ ୨୦୨୩ ଶେଷ ହେବା ପରଠାରୁ ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ଭବିଷ୍ୟତ କ୍ୟାରିୟର ଉପରେ ସସପେନ୍ସ ଜାରି ରହିଛି। ବର୍ତ୍ତମାନ ସବୁଠାରୁ ବଡ ପ୍ରଶ୍ନ ହେଉଛି କୋହଲି ଏବଂ ରୋହିତ ଅଧିକ ଦିନ କ୍ରିକେଟ…

କୋବି ପାଇଁ ମର୍ଡର! ବୃଦ୍ଧଙ୍କୁ ପିଟିପିଟି ହତ୍ୟା

ପାଟନା,୨୯।୧୧: ବିହାରର ମୋତିହାରି ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ରିପୋର୍ଟ ସାମ୍ନାକୁ ଆସିଛି। କୋବିକୁ ନେଇ ଜଣେ ବୃଦ୍ଧଙ୍କୁ ହତ୍ୟା କରାଯାଇଛି। ମୋତିହାରିରର ଦୁଲମା ପଞ୍ଚାୟତର ଓ୍ବାର୍ଡ-୯ର ଏହି ଘଟଣା ସମସ୍ତଙ୍କୁ ଥରାଇ ଦେଇଛି। ଦୁଲମା ବାରାପାକଡ ଗ୍ରାମ ନିବାସୀ ୫୫ବର୍ଷିୟ ରଘୁନାଥ…

ଆଜି ଜଗତ୍‌ସିଂହପୁର ପୌର ପରିଷଦ ୬ନଂ. ୱାର୍ଡ ଉପନିର୍ବାଚନ

ଜଗତ୍‌ସିଂହପୁର, ୨୯।୧୧(ପ୍ରମୋଦ କୁମାର ନାୟକ): ଜଗତ୍‌ସିଂହପୁର ପୌର ପରିଷଦ ଅନ୍ତର୍ଗତ ୬ନଂ. ୱାର୍ଡରେ ବୁଧବାର ଉପନିର୍ବାଚନ ଅନୁଷ୍ଠିତ ହେବ। ସୁଜଙ୍ଗସ୍ଥିତ ପ୍ରାଥମିକ ବିଦ୍ୟାଳୟ ପରିସର ୧ନଂ. ବୁଥ୍‌ରେ ସକାଳ ୮ରୁ ଅପରାହ୍ନ ୫ଟା ପର୍ଯ୍ୟନ୍ତ ମତଦାନ ଚାଲିବ। ଏନେଇ ମଙ୍ଗଳବାର ରାତିରେ…

ଏହି ଦିଗକୁ ମୁହଁ କରି କରନ୍ତୁ ନାହିଁ ଭୋଜନ, ବାସ୍ତୁଶାସ୍ତ୍ରରେ କରାଯାଇଛି ମନା…

ଦିଗ ସମ୍ବନ୍ଧୀୟ ଅନେକ ଜିନିଷକୁ ବାସ୍ତୁଶାସ୍ତ୍ରରେ ବର୍ଣ୍ଣନା କରାଯାଇଛି। କେଉଁ ଦିଗରେ କ’ଣ କରିବା ଉଚିତ ନୁହେଁ ଏବଂ କେଉଁ କାର୍ଯ୍ୟ କରିବା ଶୁଭ ଅଟେ ତାହା ମଧ୍ୟ କୁହାଯାଇଛି। ଜ୍ୟୋତିଷ ଶାସ୍ତ୍ର ଅନୁଯାୟୀ, ଜଣେ ବ୍ୟକ୍ତି ଯିଏ ବାସ୍ତୁଶାସ୍ତ୍ରରେ ଉଲ୍ଲେଖ…

ନଦୀ ପାଉଛି ଡ୍ରେନେଜ୍‌ର ଆଖ୍ୟା

ଯାଜପୁର,୨୯।୧୧(ହର୍ଷବର୍ଦ୍ଧନ ବେହେରା): ରାଜ୍ୟର ସମସ୍ତ ନଦୀ ଡ୍ରେନେଜ୍‌ର ଆଖ୍ୟା ନ ପାଉ। ଅଧିକାଂଶ ନଦୀ ଜଳ ଗୁରୁତର ଭାବେ ପ୍ରଦୂଷିତ ହେଉଥିବାରୁ ଓଡ଼ିଶା ନଦୀ ସୁରକ୍ଷା ସମିତି ପକ୍ଷରୁ ରାଜ୍ୟପାଳଙ୍କ ନିକଟରେ ଏଭଳି ଦାବି କରାଯାଇଛି। ଏହାସହ ସମସ୍ତ ଶୁଖିଲା ନଦୀକୁ…

ବିବାହ ସିଜିନରେ ନୂଆ ରେକର୍ଡ କଲା ସୁନା ଦର, ୬୭ହଜାର ଛୁଇଁବ…

ନୂଆଦିଲ୍ଲୀ,୨୯।୧୧:ଆସିଛି ବିବାହ ଋତୁ। ଏହି ସିଜନରେ ବେଶୀ କିଣା ହୁଏ ସୁନାରୁପା ଅଳଙ୍କାର। କିନ୍ତୁ ବିବାହ ଋତୁକୁ ଦୃଷ୍ଟିରେ ରଖି ଦୁଇ ସପ୍ତାହ ହେଲାଣି ରେକର୍ଡ ଛୁଇଁଛି ସୁନା ଦର। ପ୍ରଥମ ଥର ପାଇଁ ସୁନା ଦର ୬୨ହଜାର ପାର୍‌ କରିଛି।…

ରାଜପଥ ସମ୍ପ୍ରସାରଣ ଶେଷ ଅନିଶ୍ଚିତତାରେ

ଢେଙ୍କାନାଳ,୨୯।୧୧(ରତନ ନାୟାର): ଢେଙ୍କାନାଳ ଜିଲା କାର୍ଯ୍ୟାଳୟ ସଦ୍‌ଭାବନା ଗୃହରେ ଜିଲାସ୍ତରୀୟ ସଂସଦୀୟ କ୍ଷେତ୍ର ସଡ଼କ ସୁରକ୍ଷା କମିଟି ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଏଥିରେ ଏମ୍‌ପି ମହେଶ ସାହୁ ଅଧ୍ୟକ୍ଷତା କରିବା ସହ ୫୫ନଂ ଜାତୀୟ ରାଜପଥ ସମ୍ପ୍ରସାରଣ କାର୍ଯ୍ୟ ଧାର୍ଯ୍ୟ…

ଇଣ୍ଟର୍ନଶିପରେ କମ୍ପାନୀ କରାଇଲା ଅଧିକ କାମ, ଚାଲିଗଲା ଯୁବକଙ୍କ ଜୀବନ

ବେଜିଂ,୨୯।୧୧: ଇଣ୍ଟର୍ନଶିପ ସମୟରେ ବ୍ୟକ୍ତି କୌଣସି କମ୍ପାନୀରେ କାମ ଶିଖିଥାଏ। ଶୀଘ୍ର କାମ ଶିଖିବା ପରେ ଉକ୍ତ ବ୍ୟକ୍ତିଙ୍କୁ କମ୍ପାନୀ ନିଯୁକ୍ତି ଦେଇ ପାରିବ ବୋଲି ସ୍ଥିର କରିଥାଏ। କମ୍ପାନୀ ଅନୁଯାୟୀ ଇଣ୍ଟର୍ନଶିପରେ ମାସେ କି ଦୁଇ ମାସ ବିନା ଦରମାରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri