Home Left

କଳାଧନ: ସୁପ୍ରିମକୋର୍ଟଙ୍କୁ ଦିଆଗଲାଣି ୮ ରିପୋର୍ଟ

କଟକ,୨୯।୧୧ (କାର୍ତ୍ତିକ ସାହୁ): କଟକ ତେଲେଙ୍ଗାବଜାରସ୍ଥିତ ଜଷ୍ଟିସ ଅରିଜିତ ପଶାୟତଙ୍କ ବାସଭବନରେ ସ୍ପେଶାଲ ଇନ୍‌ଭେଷ୍ଟିଗେସନ୍‌ ଟିମ୍‌ (ଏସ୍‌ଆଇଟି)ର ଦଶମ ବୈଠକ ମଙ୍ଗଳବାର ଅନୁଷ୍ଠିତ ହୋଇଯାଇଛି। ଜଷ୍ଟିସ ପଶାୟତଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ କଳାଧନ ରୋକିବା ଦିଗରେ ବିଭିନ୍ନ ତଦନ୍ତକାରୀ ସଂସ୍ଥାର ଉଚ୍ଚପଦସ୍ଥ…

ଖୋର୍ଦ୍ଧାରେ ହେବ ଏନ୍‌ଏମ୍‌ଆଇଏମ୍‌ଏସ୍‌ ବିଶ୍ୱବିଦ୍ୟାଳୟ

ଭୁବନେଶ୍ୱର,୨୯।୧୧(ଅନିଲ ଦାସ): ଗୁଣାତ୍ମକ ଉଚ୍ଚଶିକ୍ଷା ଓ ଗବେଷଣାକୁ ପ୍ରୋତ୍ସାହନ ପ୍ରଦାନକୁ ଦୃଷ୍ଟିରେ ରଖି ରାଜ୍ୟରେ ଏକ ଆନ୍ତର୍ଜାତିକ ମାନର ଘରୋଇ ବିଶ୍ୱବିଦ୍ୟାଳୟ ପ୍ରତିଷ୍ଠା ପାଇଁ ରାଜ୍ୟ ସରକାରଙ୍କ ଉଚ୍ଚଶିକ୍ଷା ବିଭାଗ ଏବଂ ଶ୍ରୀ ଭିଲେ ପାର୍ଲେ କେଲାଭଣୀ ମଣ୍ଡଳ ଟ୍ରଷ୍ଟ(ଏସ୍‌ଭିକେଏମ୍‌) ସହିତ…

ଖାଇବା ତେଲକୁ ଇନ୍ଧନ ଭାବେ ବ୍ୟବହାର କରି ପ୍ରଥମ ଥର ପାଇଁ ମହାସାଗର ପାର୍‌ କଲା ବିମାନ

ଲଣ୍ଡନ,୨୯।୧୧: ଦୁନିଆରେ ପ୍ରଥମ ଥର ପାଇଁ ଏକ ଯାତ୍ରୀବାହୀ ବିମାନ ଖାଇବା ତେଲକୁ ଇନ୍ଧନ ଭାବରେ ବ୍ୟବହାର କରି ସମୁଦ୍ର ପାର୍‌ କରି ଗୋଟିଏ ଦେଶରୁ ଅନ୍ୟ ଦେଶକୁ ପହଞ୍ଚିବାରେ ସଫଳ ହୋଇଛି। ଏହି ବିମାନଟି ଉଡ଼ିବାର ଏକ ଭିଡିଓ ମଧ୍ୟ…

ରାହୁଲ ଦ୍ରାବିଡଙ୍କୁ ହିଁ ରହିପାରନ୍ତି ଭାରତୀୟ ଦଳର କୋଚ୍‌, ଚୁକ୍ତିନାମା ବଢାଇବାକୁ ପ୍ରସ୍ତାବ ଦେଇଛି ବିସିସିଆଇ

ନୂଆଦିଲ୍ଲୀ,୨୯।୧୧: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ(ବିସିସିଆଇ) ରାହୁଲ ଦ୍ରାବିଡଙ୍କୁ ହିଁ ସିନିୟର ପୁରୁଷ ଦଳର କୋଚ୍‌ ଭାବରେ ରଖିବାକୁ ଚାହୁଁଛି। ବିଶ୍ୱକପ୍‌ ଶେଷ ହେବା ପରେ ଦ୍ରାବିଡଙ୍କ କାର୍ଯ୍ୟକାଳ ଶେଷ ହୋଇଥିଲା ଏବଂ ସେ ପର୍ଯ୍ୟନ୍ତ ବୋର୍ଡ ତାଙ୍କୁ କୌଣସିି ନୂତନ…

ନିୟମଗିରି ପାଦଦେଶରେ ଷ୍ଟ୍ରବେରୀ ଚାଷ

ରାୟଗଡ଼ା ଜିଲାର ଆଦିମ ଜନଜାତି ଡଙ୍ଗରିଆ କନ୍ଧ ନିୟମଗିରି ପାଦଦେଶରେ ଷ୍ଟ୍ରବେରି ଚାଷ କରି ପୁଣି ଚର୍ଚ୍ଚାକୁ ଆସିଛନ୍ତି। ପୂର୍ବରୁ ଡଙ୍ଗରିଆମାନେ କଦଳୀ, ସପୁରି, ହଳଦୀ, ଅଦା, ପାଳୁଅ, ପଣସ, ଆମ୍ବ, ଫୁଲ ଝାଡୁ, କମଳା ଆଦି ଚାଷ କରି ସଫଳତା…

ୱାର୍କିଂ ଭିଜା ପ୍ରଦାନ ନିୟମରେ ବଡ଼ ପରିବର୍ତ୍ତନ କଲା ସାଉଦି ଆରବ

ରିୟାଦ,୨୯।୧୧: ୱାର୍କିଂ ଭିଜାକୁ ନେଇ ସାଉଦି ଆରବ ଏକ ବଡ ପରିବର୍ତ୍ତନ କରିଛି। ଆସନ୍ତା ୨୦୨୪ରୁ ଏଠାରେ କାର୍ଯ୍ୟ କରୁଥିବା ବିଦେଶୀମାନଙ୍କ ପାଇଁ ଏକ ନୂତନ ନିୟମ ପ୍ରସ୍ତୁତ କରାଯାଇଛି । ସାଉଦି ସରକାରଙ୍କ ମାନବ ସମ୍ବଳ ଏବଂ ସାମାଜିକ ବିକାଶ…

ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ଜାତିସଂଘରେ ପାଲେଷ୍ଟାଇନମାନଙ୍କୁ ସମର୍ଥନ କଲା ଭାରତ

ନୁୟର୍କ, ୨୯।୧୧: ପ୍ରଥମ ଥର ପାଇଁ ଇସ୍ରାଏଲ-ହମାସ ଯୁଦ୍ଧ ମଧ୍ୟରେ ସଂଯୁକ୍ତ ରାଷ୍ଟ୍ର (ୟୁଏନ୍‌) ରେ ଭାରତ ଖୋଲାଖୋଲି ଭାବେ ପ୍ରତିକ୍ରିୟା ଦେଇଛି। ଜାତିସଂଘର ସ୍ଥାୟୀ ପ୍ରତିନିଧୀ ରୁଚିରା କମ୍ବୋଜ ଭାରତ ଏବଂ ପାଲେଷ୍ଟାଇନୀୟମାନଙ୍କ ସହ ଦୀର୍ଘ ଦିନର ସମ୍ପର୍କ ବିଷୟରେ…

ଯୁବବର୍ଗ ପାଇଁ ଓଡ଼ିଶା ସରକାରଙ୍କ ନୂଆ ପଦକ୍ଷେପ

ଭୁବନେଶ୍ୱର, ୨୯ା୧୧(ବିଜୟ ରଣା): ଓଡ଼ିଶାର ଯୁବକମାନଙ୍କୁ ସଂଗଠିତ କରିବା ଏବଂ ସେମାନଙ୍କ ସଶକ୍ତିକରଣ ଦିଗରେ ସରକାର ଆଉ ଏକ ନୂଆ ଉଲ୍ଲେଖନୀୟ ପଦକ୍ଷେପ ନେଇଛନ୍ତି। ଏହି ପରିପ୍ରେକ୍ଷୀରେ ସରକାର ନିକଟରେ ‘ନୂଆ ଓ’ କାର୍ଯ୍ୟକ୍ରମର ଘୋଷଣା କରିଥିଲେ। ଏଥିରେ କ୍ରୀଡ଼ା ପ୍ରତିଯୋଗିତା…

ରାଜ୍ୟ ସିନିୟର ବ୍ୟାଡମିଣ୍ଟନ: ଫାଇନାଲ ଆଜି

ବଲାଙ୍ଗୀର, ୨୯ା୧୧(ବୀରେନ୍ଦ୍ର କୁମାର ଝାଙ୍କର): ବଲାଙ୍ଗୀର ପୃଥ୍ବୀରାଜ ହାଇସ୍କୁଲ ଇନଡୋର ଷ୍ଟାଡିୟମଠାରେ ଚାଲିଥିବା ଓଡ଼ିଶା ରାଜ୍ୟ ସିନିୟର ବ୍ୟାଡମିଣ୍ଟନ ଚାମ୍ପିୟନଶିପ୍‌ର ଦ୍ୱିତୀୟ ଦିନ ମଙ୍ଗଳବାର ଅନୁଷ୍ଠିତ ମ୍ୟାଚରେ ରାଜ୍ୟର ପ୍ରାୟତଃ ସମସ୍ତ ମାନ୍ୟତାପ୍ରାପ୍ତ ଖେଳାଳି ନିଜ ପ୍ରତିଦ୍ୱନ୍ଦ୍ୱୀଙ୍କଠାରୁ ବିଜୟୀ ହୋଇ ପରବର୍ତ୍ତୀ…

ଆଜି ଘୋଷଣା ହେବ ଡବ୍ଲ୍ୟୁଏଫ୍‌ଆଇ ନିର୍ବାଚନ ତାରିଖ

ନୂଆଦିଲ୍ଲୀ,୨୯ା୧୧(ପି.ଟି.): ଦୀର୍ଘଦିନ ଧରି ଜାରି ରହିଥିବା ଭାରତୀୟ ରେସ୍‌ଲିଂ ମହାସଂଘ (ଡବ୍ଲ୍ୟୁଏଫ୍‌ଆଇ) ବିବାଦରେ ପୂର୍ଣ୍ଣଚ୍ଛେଦ ପଡିବାକୁ ଯାଉଛି। ବୁଧବାର ନିର୍ବାଚନ ତାରିଖ ଘୋଷଣା ହେବ ବୋଲି କହିଛନ୍ତି ଆଇଓସି-ଆଡ୍‌ହକ ପ୍ୟାନେଲ ମୁଖ୍ୟ ଭୂପେନ୍ଦ୍ର ସିଂ ବାଜଓ୍ବା। ମଙ୍ଗଳବାର ସୁପ୍ରିମକୋର୍ଟଙ୍କ ଏକ ଖଣ୍ଡପୀଠ…

ଋତୁରାଜଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ

ଗୁଆହାଟୀ,୨୯ା୧୧: ଓପନର ଋତୁରାଜ ଗାଏକ୍ୱାଡଙ୍କ ପ୍ରଥମ ଅନ୍ତର୍ଜାତୀୟ ଶତକ ବଳରେ ଅଷ୍ଟ୍ରେଲିଆ ବିପକ୍ଷ ଟି୨୦ ସିରିଜର ତୃତୀୟ ମ୍ୟାଚରେ ଭାରତ ୨୨୨ ରନ୍‌ର ବିଶାଳ ସ୍କୋର କରିଛି। ଗାଏକ୍ୱାଡ ଅପରାଜିତ ୧୨୩ ରନ୍‌ କରିଥିବା ବେଳେ ଭାରତ ୩ ଉଇକେଟରେ ୨୨୨…

ଜାତୀୟ ପିକଲବଲ୍‌ରେ ଭାଗନେବ ଓଡ଼ିଶା

ଭୁବନେଶ୍ୱର, ୨୯।୧୧(ତପନ ସ୍ବାଇଁ): ଅହମଦାବାଦର ଅଦାନୀ ସ୍ପୋଟର୍‌ସ ଲାଇନ୍‌ ରିଭର୍ଟଫ୍ରଣ୍ଟ ସ୍ପୋଟର୍‌ସ ପାର୍କରେ ଜାତୀୟ ପିକଲବଲ୍‌ ଚାମ୍ପିୟନଶିପ୍‌ ଡିସେମ୍ବର ୧ରୁ ୩ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ଏଥିରେ ପ୍ରଥମଥରପାଇଁ ଓଡ଼ିଶା ଅଂଶଗ୍ରହଣ କରିବ। ହାଇଓ୍ବେ ହୋଣ୍ଡା ସ୍ପୋଟର୍‌ସ କମ୍ପ୍ଲେକ୍ସରେ ନବନିର୍ମିତ ପିକଲବଲ୍‌…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri