Home Left

ଜେଏସ୍‌ପିକୁ ଗ୍ରୀନ୍‌ଟେକ୍‌ ସିଏସ୍‌ଆର୍‌ ଇଣ୍ଡିଆ ପୁରସ୍କାର

ଭୁବନେଶ୍ୱର,୨୯।୧୧: ଜିନ୍ଦଲ ଷ୍ଟିଲ୍‌ ଆଣ୍ଡ ପାୱାର (ଜେଏସ୍‌ପି)କୁ ନିକଟରେ ଆଉ ଏକ ଜାତୀୟ ସ୍ତରୀୟ ସମ୍ମାନ ପ୍ରଦାନ କରାଯାଇଛି। ବିଶେଷକରି ଭିନ୍ନକ୍ଷମଙ୍କ ପୁନଃ ଥଇଥାନ ଏବଂ ସଶକ୍ତୀକରଣ କ୍ଷେତ୍ରରେ କମ୍ପାନୀର ଉଲ୍ଲେଖନୀୟ କାର୍ଯ୍ୟ ପାଇଁ ଜେଏସ୍‌ପିକୁ ସମ୍ମାନଜନକ ଗ୍ରୀନ୍‌ଟେକ୍‌ ସିଏସ୍‌ଆର୍‌ ଇଣ୍ଡିଆ…

ଇଣ୍ଡିଆନ ଆର୍ମି ସହ ପତଞ୍ଜଳି ଯୋଗପୀଠର ବୁଝାମଣା

ଭୁବନେଶ୍ୱର,୨୯।୧୧(ଅଭୟ ଦାଶ): ପତଞ୍ଜଳି ଯୋଗପୀଠ(ଟ୍ରଷ୍ଟ) ଏବଂ ଇଣ୍ଡିଆନ ଆର୍ମି ମଧ୍ୟରେ ଏକ ଦ୍ୱିପାକ୍ଷିକ ବୁଝାମଣା ନିକଟରେ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ଏକ ବୁଝାମଣାପତ୍ର(ଏମ୍‌ଓୟୁ) ଭାରତୀୟ ସେନା ଏବଂ ପତଞ୍ଜଳି ଯୋଗପୀଠଙ୍କ ମଧ୍ୟରେ ସେନା ମୁଖ୍ୟାଳୟ ଉତ୍ତର ଭାରତ ବରେଲିଠାରେ ସ୍ବାକ୍ଷରିତ ହୋଇଥିଲା।…

ରାଷ୍ଟ୍ରପତିଙ୍କୁ ମିଳିଲା ନୂଆ ଭୋଟର କାର୍ଡ

ନୂଆଦିଲ୍ଲୀ,୨୯ା୧୧: ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ମଙ୍ଗଳବାର ଦିଲ୍ଲୀ ଠିକଣା ଥିବା ନୂଆ ଭୋଟର କାର୍ଡ ପାଇଛନ୍ତି। ଦିଲ୍ଲୀର ମୁଖ୍ୟ ନିର୍ବାଚନ ଅଧିକାରୀ (ସିଇଓ) ପି. କ୍ରିଷ୍ଣମୂର୍ତ୍ତି ରାଷ୍ଟ୍ରପତି ଭବନ ଯାଇ ରାଷ୍ଟ୍ରପତିଙ୍କୁ ନୂଆ ଭୋଟର କାର୍ଡ ଦେଇଥିଲେ। ଆଗାମୀ ନିର୍ବାଚନରେ ରାଷ୍ଟ୍ରପତି…

ଉତ୍ସବ ମନାଇ ୭ କଶ୍ମୀରୀ ଛାତ୍ର ଗିରଫ

ଶ୍ରୀନଗର,୨୯ା୧୧: ବିଶ୍ୱକପ୍‌ କ୍ରିକେଟ ଫାଇନାଲ ମ୍ୟାଚ୍‌ରେ ଭାରତର ପରାଜୟକୁ ନେଇ ଉତ୍ସବ ମନାଇବା ସହ ଭାରତ ବିରୋଧୀ ଓ ପାକିସ୍ତାନ ସପକ୍ଷରେ ସ୍ଲୋଗାନ ଦେଇଥିବା ଜମ୍ମୁ-କଶ୍ମୀରର ୭ ଛାତ୍ରଙ୍କୁ ବେଆଇନ କାର୍ଯ୍ୟକଳାପ ପ୍ରତିକାର ଆଇନ (ୟୁଏପିଏ) ବଳରେ ଗିରଫ କରାଯାଇଛି। ସେମାନେ…

ମଣିପୁର ହିଂସା ମୃତକଙ୍କ ଶେଷକୃତ୍ୟ ପାଇଁ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୯ା୧୧(ପି.ଟି.): ମଣିପୁର ଜାତିଆଣ ହିଂସାରେ ପ୍ରାଣ ହରାଇଥିବା ଲୋକଙ୍କ ମୃତଦେହ ଶବାଗାରରେ ପଡ଼ିରହିଥିବାରୁ ସେଗୁଡ଼ିକର ଶେଷକୃତ୍ୟ ସମ୍ପନ୍ନ କରିବା ପାଇଁ ସୁପ୍ରିମକୋର୍ଟ ମଙ୍ଗଳବାର ନିର୍ଦ୍ଦେଶ ଦେଇଛନ୍ତି। ରାଜ୍ୟର ବିଭିନ୍ନ ଶବାଗାରରେ ହିଂସାକାଣ୍ଡ ମୃତକଙ୍କ ମରଶରୀର ଏବେ ବି ପଡ଼ିରହିଥିବା ଅବସରପ୍ରାପ୍ତ ଜଷ୍ଟିସ୍‌…

୫ ଓଡ଼ିଆ ସୁରକ୍ଷିତ ଉଦ୍ଧାର

ଭୁବନେଶ୍ୱର,୨୯ା୧୧: ଉତ୍ତରକାଶୀ ସୁଡ଼ଙ୍ଗ ମଧ୍ୟରୁ ୪୧ ଶ୍ରମିକଙ୍କୁ ସୁରକ୍ଷିତ ଉଦ୍ଧାର କରାଯାଇଥିବାବେଳେ ସେମାନଙ୍କ ମଧ୍ୟରେ ୫ ଓଡ଼ିଆ ରହିଛନ୍ତି। ସେମାନେ ହେଲେ ମୟୂରଭଞ୍ଜ ଜିଲା ବଡ଼କୁଦରର ଧୀରେନ ନାଏକ ଏବଂ ଯୋଗୀବନ୍ଧର ବିଶ୍ୱେଶ୍ୱର ନାଏକ, ବାଲେଶ୍ୱରର କୁଲଡିହା ଅଞ୍ଚଳର ରାଜୁ ନାଏକ,…

ଏ ସାର୍ଟିଫିକେଟ ଥିଲେ ବି ଆନିମଲରୁ କଟିବ ୫ ସିନ୍‌, ସାର୍ଟିଫିକେଟ ଭାଇରାଲ…

ମୁମ୍ବାଇ : ରଣବୀର କପୁରଙ୍କ ଅଭିନୀତ ସନ୍ଦୀପ ରେଡ୍ଡୀ ଭଙ୍ଗାଙ୍କ ଚଳଚ୍ଚିତ୍ର ଆନିମଲ ଏ ସାର୍ଟିଫିକେଟ ସହିତ ସେନସର ବୋର୍ଡ ଦ୍ୱାରା ପାସ ହୋଇଛି, କିନ୍ତୁ ଏହା ସତ୍ତ୍ୱେ ସିବିଏଫସି ୫ ଟି ସିନ କାଟିଛି। ସେନ୍ସର ବୋର୍ଡ ଅଫ ଫିଲ୍ମ…

ଆମ ବ୍ୟାଙ୍କ ଯୋଜନା ଶୁଭାରମ୍ଭ

ନିରାକାରପୁର, ୨୮।୧୧(ମାନସ ଚନ୍ଦ୍ର ପଟ୍ଟନାୟକ ): ବିଭିନ୍ନ ପଞ୍ଚାୟତ ଅଞ୍ଚଳରେ ବ୍ୟାଙ୍କ ସେବା ଉପଲବ୍ଧ ନ ଥିବା ଯୋଗୁଁ ପ୍ରସୂତି ମହିଳା ମାନଙ୍କ ଠାରୁ ଆରମ୍ଭକରି ଦିବ୍ୟାଙ୍ଗ ଓ ବିଭିନ୍ନ ଭତ୍ତା ହିତାଧିକାରୀ ନାହିଁ ନ ଥିବା ଅସୁବିଧାର ସମ୍ମୁଖୀନ ହେଉଥିଲେ।…

କାଜୋଲଙ୍କ ମୁଦି ନେଇ ଅଜୟ ତାଙ୍କୁ ହିଁ କରିଥିଲେ ପ୍ରପୋଜ

ମୁମ୍ବାଇ: ଫିଲ୍ମ ଇସ୍କକୁ ପୁରିଛି ୨୬ବର୍ଷ। ଅଭିନେତ୍ରୀ କାଜୋଲ ଏହି ଫିଲ୍ମର ପୋଷ୍ଟର ସୋସିଆଲ ମିଡିଆରେ ଶେୟାର କରିଛନ୍ତି। ପୋଷ୍ଟରରେ କାଜୋଲଙ୍କ ସମେତ ଅଜୟ ଦେବଗନ, ଜୁହି ଚାଓ୍ବଲା ଏବଂ ଅମିର ଖାନ୍‌ ମଧ୍ୟ ନଜର ଆସିଛନ୍ତି। ଫଟୋ ଶେୟାର କରି…

ଟି-୨୦ ବିଶ୍ୱକପ ଅଧିନାୟକ ହେବେ କିଏ? ରୋହିତ ନା ହାର୍ଦ୍ଦିକ…

କୋଲକାତା,୨୮।୧୧ : ଆଇସିସି ପୁରୁଷ ଟି -୨୦ ବିଶ୍ୱକପ ୨୦୨୪ ପାଖେଇ ଆସୁଛି। ସମସ୍ତ ଦଳ ଆଗାମୀ ସଂସ୍କରଣ ପାଇଁ ପ୍ରସ୍ତୁତି ଆରମ୍ଭ କରିସାରିଛନ୍ତି। ଏହି ଟାଇଟଲ ଉପରେ ଭାରତୀୟ ଦଳ ମଧ୍ୟ ନଜର ରଖିଛି। ଏହାପୂର୍ବରୁ ଏକ ବଡ ପ୍ରଶ୍ନ…

ଘର ସାମ୍ନାରେ ଗୁଳିମାଡ କରୁଥିଲେ ଦୁବୃର୍ତ୍ତ, ଝାଡୁ ଧରି ଗୋଡାଇଲେ ମହିଳା

ଚଣ୍ଡିଗଡ,୨୮।୧୧: ହରିୟାଣାର ଭିବାନୀରୁ ଭାଇରାଲ ହେଉଛି ଏକ ସିସିଟିଭିରେ କଏଦ ହୋଇଥିବା ଭିଡିଓ। ଭିଡିଓରେ ଦେଖାଯାଉଛି, ଗୁଳି ମାଡ କରୁଥିବା କିଛି ଶୁଟର୍ସଙ୍କୁ ଜଣେ ମହିଳା ଝାଡୁ ଧରି ବାଡେଇବାକୁ ଗୋଡାଉଛନ୍ତି। ଜଣେ ବ୍ୟକ୍ତିଙ୍କ ଉପରେ ଏହି ଗୁଳିମାଡ ହେଉଛି। ସେ…

ଫ୍ୟାନ୍ସ ଗହଳିରେ ଶାହାରୁଖଙ୍କୁ ସାମ୍ନାରେ ଦେଖି ସଲମାନଙ୍କ ଉଡିଲା ହୋସ, ଭିଡିଓ ଭାଇରାଲ

ମୁମ୍ବାଇ: ସଲମାନ ଖାନ ଓ ଶାହାରୁଖ ଖାନଙ୍କର ଏପରି କିଛି ଫ୍ୟାନ୍ସ ଅଛନ୍ତି ଯେଉଁମାନେ ତାଙ୍କ ଫେଭରେଟ ଷ୍ଟାରଙ୍କର କପି ମଧ୍ୟ କରନ୍ତି। କଥା କହିବା ଷ୍ଟାଇଲ ଠାରୁ ଆରମ୍ଭ କରି ସବୁକିଛି ତାଙ୍କ ହିରୋଙ୍କ ଠାରୁ କପି କରିଥାନ୍ତି। ତେବେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri