Home Left

ବୈପାରିଗୁଡ଼ା ଥାନା ଅଧିକାରୀଙ୍କ କ୍ବାର୍ଟର୍ସରୁ ମିଳିଲା ବିଡ଼ାବିଡ଼ା ଟଙ୍କା

ଭୁବନେଶ୍ୱର,୨୮।୧୧: କୋରାପୁଟ ଜିଲା ବୈପାରିଗୁଡ଼ା ଥାନା ଅଧିକାରୀ ସୁଶାନ୍ତ କୁମାର ଶତପଥୀଙ୍କ କଟକ ବକ୍ସିବଜାରସ୍ଥିତ ସରକାରୀ କ୍ବାର୍ଟର୍ସରୁ ମଙ୍ଗଳବାର ଭିଜିଲାନ୍ସ ଅଧିକାରୀ ନଗଦ ୨୫ ଲକ୍ଷ ଟଙ୍କା ଜବତ କରିଛନ୍ତି। ଏପରି କି ଭିଜିଲାନ୍ସ ଟିମ୍‌ ଏକ ବିଶେଷ ସୂତ୍ରରୁ ଖବର…

ଅଭିନୟ ଛାଡିବାକୁ ଚାହୁଁଛନ୍ତି ରଣବୀର କପୁର

ମୁମ୍ବାଇ: ଆଜିକାଲି ମୁଭି ‘ଆନିମଲ’ ପାଇଁ ବଲିଉଡ ଅଭିନେତା ରଣବୀର କପୁର ବହୁତ ଉତ୍ସାହିତ ଅଛନ୍ତି। ଏହି ସମୟରେ ଫିଲ୍ମ ରିଲିଜ ହେବା ପୂର୍ବରୁ ସେ ତାଙ୍କ କ୍ୟାରିୟର ବିଷୟରେ ଏକ ବଡ ବୟାନ ଦେଇଛନ୍ତି। ଫିଲ୍ମ ପ୍ରମୋଶନର ବ୍ୟସ୍ତ କାର୍ଯ୍ୟସୂଚୀ…

ଧାନ ଜଗିବାକୁ ଯାଉଥିଲେ: ହାତୀ ସାମ୍ନାରେ ପଡ଼ିଗଲେ

ବଡ଼ଗାଁ,୨୮।୧୧(ଅଶୋକ ଷଡ଼ଙ୍ଗୀ): ସୁନ୍ଦରଗଡ଼ ଜିଲା ବଡ଼ଗାଁ ବ୍ଳକ୍‌ ଅଧୀନ ଗରଗଡ଼ବାହାଲ ଗାଁରେ ସୋମବାର ଭୋରରେ ଜଣେ ଚାଷୀଙ୍କୁ ଏକ ହାତୀ କଚାଡି ମାରି ଦେଇଛି। ସେ ହେଲେ ଗରଗଡ଼ବାହାଲ ଗ୍ରାମର ହିରାଲାଲ ବେହେରା(୫୫)। ମିଳିଥିବା ସୂଚନା ମୁତାବକ, ପଞ୍ଚରା ଅଞ୍ଚଳରୁ ପ୍ରାୟ…

ଭେଣ୍ଟିଲେଟରରେ ରୋହିତ ବଳ

ମୁମ୍ବାଇ,୨୮।୧୧: ପ୍ରସିଦ୍ଧ ଫ୍ୟାଶନ ଡିଜାଇନର୍‌ ରୋହିତ ବଳଙ୍କ ସ୍ବାସ୍ଥାବସ୍ଥା ଗୁରୁତର ହୋଇଯାଇଛି ଏବଂ ତାଙ୍କୁ ଭେଣ୍ଟିଲେଟରରେ ରଖାଯାଇଛି। ଖବର ଅନୁଯାୟୀ, ତାଙ୍କ ଅବସ୍ଥା ଗୁରୁତର ରହିଛି ଏବଂ ତାଙ୍କୁ ଏନସିଆରର ମେଦାନ୍ତ ହସ୍ପିଟାଲରେ ଭେଣ୍ଟିଲେଟରରେ ରଖାଯାଇଛି। ରୋହିତ ବଳଙ୍କ ସ୍ବାସ୍ଥ୍ୟ ବିଷୟରେ…

ଟଙ୍କା ଉଡାଇ ବରଯାତ୍ରୀ ପ୍ରୋସେଶନରେ ଯାଉଥିଲେ ସାବଧାନ, କଟିବ ଲକ୍ଷ ଲକ୍ଷ ଟଙ୍କାର ଇ-ଚାଲାଣ

ନୂଆଦିଲ୍ଲୀ,୨୮।୧୧: ରାସ୍ତାରେ ଷ୍ଟଣ୍ଟ କରୁଥିବା ବାଇକ ଏବଂ କାରର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି। ରବିବାର ରାତିରେ ଗୌତମ ବୁଦ୍ଧ ନଗର ପୋଲିସ ଏମିତି ପାଞ୍ଚଟି କାର ଜବତ କରିଛି। ବରିଷ୍ଠ ଅଧିକାରୀମାନେ କହିଛନ୍ତି ଯେ ଟ୍ରାଫିକ ନିୟମ…

ଦୂର ହେଲା ବାଧା, ଟନେଲ ରେସକ୍ୟୁ ଅପରେଶନକୁ ନେଇ ବଡ ବୟାନ ଦେଲେ ମୁଖ୍ୟମନ୍ତ୍ରୀ

ଉତ୍ତରକାଶୀ,୨୮।୧୧: ସିଲକ୍ୟାରା ଟନେଲରେ ୪୧ ଜଣ ଶ୍ରମିକଙ୍କ ଜୀବନ ବିପଦରେ ଅଛି । ଉଦ୍ଧାର କାର୍ଯ୍ୟରେ ଅନେକ ବାଧା ଆସୁଛି ଯାହା କ୍ରମାଗତ ଭାବରେ ହଟାଯାଉଛି। ମଙ୍ଗଳବାର ମାନୁଆଲ ଡ୍ରିଲିଂ ମାଧ୍ୟମରେ ଉଦ୍ଧାର କାର୍ଯ୍ୟ ଜାରି ରହିଛି। ଉତ୍ତରାଖଣ୍ଡ ମୁଖ୍ୟମନ୍ତ୍ରୀ ପୁଷ୍କର…

ବିଜେଡିର ଗୁଣଗାନ କଲେ ଭାଜପା ବିଧାୟକ

ଉଦଳା,୨୮ା୧୧(ସନ୍ତୋଷ କୁମାର ବାଚ୍ଛିନୀ):ମୟୂରଭଞ୍ଜ ଜିଲା ଉଦଳା ନିର୍ବାଚନ ମଣ୍ଡଳୀ ଭାଜପା ବିଧାୟକ ଭାସ୍କର ମଢ଼େଇ ବିଜେଡିର ଗୁଣଗାନ କରି ଚର୍ଚ୍ଚାକୁ ଆସିଛନ୍ତି। ସୋମବାର ନୂଆସାହିସ୍ଥିତ କପ୍ତିପଦା କଲେଜଠାରେ ଯୁବ ଓଡ଼ିଶା ନବୀନ ଓଡ଼ିଶା କାର୍ଯ୍ୟକ୍ରମ ଚାଲିଥିବା ବେଳେ ଏଥିରେ ବିଧାୟକ ମଢେଇଙ୍କ…

ମିଳିଲା ଦଳିତ ଯୁବକଙ୍କ ମୃତଦେହ: ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସନ୍ଦେହ

ନିଶ୍ଚିନ୍ତକୋଇଲି,୨୮।୧୧(ଅଶୋକ କୁମାର ମହାପାତ୍ର): କଟକ ଜିଲା ନିଶ୍ଚିନ୍ତକୋଇଲି ବ୍ଲକ ବାବୁଜଙ୍ଘ ଭୂୟାଁ ସାହି ଏକ କୁକୁଡ଼ା ଫାର୍ମ ନିକଟରୁ ମଙ୍ଗଳବାର ଜଣେ ଦଳିତ ଯୁବକଙ୍କ ମୃତଦେହ ମିଳିଛି। ହେଲେ ତାଙ୍କୁ କେହି ହତ୍ୟା କରି ଫିଙ୍ଗି ଦିଆଯାଇଥିବା ସ୍ଥାନୀୟ ଲୋକେ ସନ୍ଦେହ…

ପାଣ୍ଡିଆନ୍‌ଙ୍କୁ ଶୁଭେଚ୍ଛାର ସୁଅ

ଭୁବନେଶ୍ୱର,୨୮ା୧୧(ଅନିଲ ଦାସ):୫-ଟି ଓ ଆମ ଓଡ଼ିଶା ନବୀନ ଓଡ଼ିଶାର ଅଧ୍ୟକ୍ଷ କାର୍ତ୍ତିକ ପାଣ୍ଡିଆନ୍‌ ରାଜ୍ୟର ବିକାଶ ପାଇଁ ନିଜକୁ ଉତ୍ସର୍ଗ କରିଆସିଛନ୍ତି। ଦୀର୍ଘ ୨୩ ବର୍ଷ ଧରି ରାଜ୍ୟବାସୀଙ୍କ ସେବାରେ ନିଜକୁ ସମର୍ପିତ କରିଛନ୍ତି। ବିଭିନ୍ନ ପ୍ରକାର ସମାଲୋଚନାକୁ ଖାତିର ନ…

ଖୋଲୁନିି ‘ସହାୟତା’ ଆପ୍‌, ସିୟୁଜିକୁ ଯାଉନି କଲ୍‌

ଭୁବନେଶ୍ୱର,୨୮ା୧୧(ସତ୍ୟଜିତ୍‌ ରାଉତ):ନାଗରିକଙ୍କୁ ଉତ୍ତମ ସେବା ପ୍ରଦାନ କରିବାକୁ ବିଭିନ୍ନ ସରଳ ବ୍ୟବସ୍ଥା କାର୍ଯ୍ୟକାରୀ କରାଯାଉଥିବା ଓଡ଼ିଶା ପୋଲିସ ପକ୍ଷରୁ କୁହାଯାଉଛି। ବିଶେଷକରି ବୈଷୟିକ ଜ୍ଞାନକୌଶଳ ବ୍ୟବହାର କରାଯାଇ ଯୋଜନା ପରେ ଯୋଜନା ହାତକୁ ନିଆଯାଉଛି। ଏହାକୁ ନେଇ କିଛି ଦିନ ପର୍ଯ୍ୟନ୍ତ…

ଚତୁର୍ଥ ଶ୍ରେଣୀ ଛାତ୍ରକୁ କମ୍ପାସ୍‌ରେ ୧୦୮ ଥର ଭୁସିଲେ ସହପାଠୀ

ଇନ୍ଦୋର,୨୮ା୧୧:ମଧ୍ୟପ୍ରଦେଶର ଇନ୍ଦୋରସ୍ଥିତ ଏକ ଘରୋଇ ବିଦ୍ୟାଳୟରେ ଜଣେ ଚତୁର୍ଥ ଶ୍ରେଣୀ ପିଲାକୁ ତାଙ୍କର ୩ ଜଣ ସହପାଠୀ ଜ୍ୟାମିତି କମ୍ପାସ୍‌ରେ ୧୦୮ ଥର ଆକ୍ରମଣ କରିଛନ୍ତି। ଶିଶୁ କଲ୍ୟାଣ କମିଟି (ସିଡବ୍ଲ୍ୟୁସି) ଏହାକୁ ଅତି ଗୁରୁତର ସହ ନେଇ ପୋଲିସ୍‌କୁ ତଦନ୍ତ…

ଆଜି ରତ୍ନଭଣ୍ଡାର ବାହାର କାନ୍ଥର ଲେଜର ସ୍କାନିଂ

ପୁରୀ, ୨୮ା୧୧(ଅଜିତ୍‌ ମହାନ୍ତି):ଶ୍ରୀମନ୍ଦିର ରତ୍ନଭଣ୍ଡାର ଖୋଲିବା, ମରାମତି କରିବା ସହ ରତ୍ନ ଗଣତି ନେଇ ବାରମ୍ବାର ବିଭିନ୍ନ ଅନୁଷ୍ଠାନ ସହ ଗଜପତି ମହାରାଜା ଏବଂ ଅନ୍ୟ ସେବାୟତ ଦାବି କରିବା ପରେ ଶେଷରେ ଶ୍ରୀମନ୍ଦିର ପ୍ରଶାସନ ପକ୍ଷରୁ ବାହାର ରତ୍ନଭଣ୍ଡାର କାନ୍ଥର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri