Home Left

ଧରାପଡ଼ିଲା ଓରାଙ୍ଗଉଟାନର ଚାଲାଣର ମାଷ୍ଟରମାଇଣ୍ଡ୍‌: ଏହି ୨ ଜଣ କରୁଥିଲେ…

ଭୁବନେଶ୍ୱର/ଭୋଗରାଇ,୧୪ା୯ (ତ୍ରିନାଥ ମହାନ୍ତି/ପ୍ରଦୀପ ଦାସ):ବାଲେଶ୍ୱର ବିଚିତ୍ରପୁର ଜଙ୍ଗଲରୁ ୫ ଓରାଙ୍ଗ୍‌ଉଟାନ ଶାବକ ଉଦ୍ଧାର ଘଟଣାରେ ଅନ୍ତର୍ଜାତୀୟ ଚୋରା ଚାଲାଣକାରୀଙ୍କ ଲିଙ୍କ୍‌ ରହିଛି। ପଶ୍ଚିବଙ୍ଗ ଦୀଘାସ୍ଥିତ ଗ୍ରାଣ୍ଡ୍‌ ହେରିଟେଜ୍‌ ହୋଟେଲର ମାଲିକ ତଥା ହାଓଡା ଆନ୍ଦୋଳ ଅଞ୍ଚଳର ଜୟନ୍ତ ମାଇତି ଓ ତାଙ୍କ…

ଏଇ ଭାରତରେ

ମଧ୍ୟପ୍ରଦେଶ ଷ୍ଟେଟ ଇଣ୍ଡଷ୍ଟ୍ରିଆଲ ସିକ୍ୟୁରିଟି ଫୋର୍ସର ଆଇପିଏସ୍‌ ଅଧିକାରୀ ବୀରେନ୍ଦ୍ର ମିଶ୍ରା ବେଡ଼ିଆ ସମ୍ପ୍ରଦାୟର ପିଲାଙ୍କୁ କୁତ୍ସିତ ପ୍ରଥାରୁ ମୁକୁଳାଇ ସମାଜର ମୁଖ୍ୟ ଧାରାରେ ସାମିଲ କରୁଛନ୍ତି। ଉଲ୍ଲେଖନୀୟ ଯେ, ଏହି ଯାଯାବର ସମ୍ପ୍ରଦାୟର ଝିଅମାନେ ପ୍ରାପ୍ତବୟସ୍କା ହେବା କ୍ଷଣି ଦେହଜୀବୀ…

କାହାନ୍ତି ସେ ସାଆନ୍ତାଣୀ

‘ସାଆନ୍ତାଣୀ’ ଏପରି ଏକ ଶବ୍ଦ ଯାହାର ଉଚ୍ଚାରଣରେ କର୍ତ୍ତା ଓ ଗ୍ରହୀତା ଉଭୟେ ଆପ୍ୟାୟିତ ହୁଅନ୍ତି। ଏହି ଶବ୍ଦଟିର ପୂର୍ବରୁ ‘ମାଆ’ ଯୋଡା ହୋଇଗଲେ ତାହା ଅଧିକ ଆତ୍ମୀୟ ହୋଇଯାଏ ଏବଂ ତା’ର ଗ୍ରହୀତା ଗଭୀର ଆତ୍ମଶ୍ଳାଘା ଅନୁଭବ କରନ୍ତି ତଥା…

ବିକାଶ ଦୌଡ଼ରେ ଭାରତ ଓ ଚାଇନା

ବେଳେ ବେଳେ ମନରେ ପ୍ରଶ୍ନ ଆସେ, ବିଜ୍ଞାନ ଓ କାରିଗରି କ୍ଷେତ୍ରରେ ଚାଇନା କିପରି ଏତେ ତୀବ୍ର ବିକାଶ କରିପାରୁଛି। ନିକଟରେ ସମ୍ପନ୍ନ ହୋଇଥିବା ବିଶ୍ୱ ହ୍ୟୁମାନଏଡ୍‌ ରୋବୋ ଗେମ୍ସର ଦ୍ୱିତୀୟ ସଂସ୍କରଣ ଦେଖିବା ପରେ ଏହି ଲେଖକ ଭଳି ଅନେକ…

ଜଣଙ୍କୁ ପଢ଼ାଇବା ପାଇଁ ଶିକ୍ଷକଙ୍କ ଦୈନିକ ୫ କି.ମି. ପଦଯାତ୍ରା: କାରଣ ଜାଣିଲେ ହେବେ ଆଶ୍ଚର୍ଯ୍ୟ

କୋଲ୍ହାପୁର, ୧୪ା୯ (ପି.ଟି.):ପ୍ରତିଦିନ ସକାଳେ ଶିକ୍ଷକମାନେ ନିଜ ନିଜ ଗାଡ଼ି କିମ୍ବା ବସ୍‌ରେ ସ୍କୁଲ ଯାଉଥିବା ବେଳେ ୫୫ ବର୍ଷୀୟ ଶିକ୍ଷକ ଜୀବନ ମିଥାରୀ କିନ୍ତୁ ଖରା, ବର୍ଷା, ସାପ, ହିଂସ୍ର ଜନ୍ତୁଙ୍କ ଭୟ ଏବଂ ରାସ୍ତା ଅଭାବକୁ ଖାତିର ନ…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା, କିନ୍ତୁ ଏହା ପରେ ଏକ ନାଟକୀୟ ପରିସ୍ଥିତି ସୃଷ୍ଟି ହୋଇଥିଲା; ଏସୀୟ କ୍ରିକେଟ…

ମାଡ଼ ମାରି ଭାଉଜଙ୍କ ହାତ ଭାଙ୍ଗିଦେଲେ ଦିଅର, ଆଉ ତା’ପରେ…

ଦିଗପହଣ୍ଡି,୧୩।୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଖଣ୍ଡଦେଉଳି ଗ୍ରାମର ବନିତା ପ୍ରଧାନଙ୍କୁ ରବିବାର ତାଙ୍କ ଦିଅର ପଦ୍ମ ଲୋଚନ ପ୍ରଧାନ ଆକ୍ରମଣ କରି ବାମ ହାତକୁ ଭାଙ୍ଗି ଦେଇଥିବା ଅଭିଯୋଗ ହୋଇଛି। ଏନେଇ ବନିତା ପାଟପୁର ଥାନାରେ ଏତଲା…

ପ୍ରଧାନମନ୍ତ୍ରୀ ମୋଦିଙ୍କୁ ଭେଟିଲେ ବାଲ୍ୟବନ୍ଧୁ, BJP ବିଧାୟକଙ୍କୁ ନେଇ ଆଣିଲେ ବଡ଼ ଅଭିଯୋଗ! ଛାନିଆ ହୋଇଗଲେ….

ମୁମ୍ବାଇ,୧୩।୯: ମହାରାଷ୍ଟ୍ରର ଭାୟନ୍ଦରରେ ଜମି ବିବାଦକୁ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ବାଲ୍ୟବନ୍ଧୁ ଅସଗରଅଲି ଭୋରା ତାଙ୍କୁ ଭେଟିଛନ୍ତି । ୮ ସେପ୍ଟେମ୍ବରରେ ୮୧ ବର୍ଷୀୟ ଭୋରା ପ୍ରଧାନମନ୍ତ୍ରୀଙ୍କୁ ଭେଟି ନିଜ ଜମି ସମ୍ପର୍କିତ ବିବାଦର CBI ତଦନ୍ତ କରାଇବାକୁ ଦାବି…

ପଶ୍ଚିମବଙ୍ଗରେ ବନ୍ଦ ହେଲା ୨୫୨ ମଦ୍ରାସା

କୋଲକାତା,୧୩ା୯: ପଶ୍ଚିମବଙ୍ଗ ସରକାର ରାଜ୍ୟରେ ଚାଲୁଥିବା ଇସ୍‌ଲାମୀୟ ଶିକ୍ଷାନୁଷ୍ଠାନଗୁଡ଼ିକର ସମୀକ୍ଷା କରିବା ପରେ ୨୫୨ ମଦ୍ରାସାକୁ ବନ୍ଦ କରିବା ପାଇଁ ନୋଟିସ ଜାରି କରିଛନ୍ତି। ଯାଞ୍ଚ ପ୍ରକ୍ରିୟାର ପ୍ରଥମ ପର୍ଯ୍ୟାୟରେ ଅନ୍ୟ ୧୦୦ଟି ମଦ୍ରାସାକୁ କାରଣ ଦର୍ଶାଅ ନୋଟିସ ପଠାଯାଇଛି। ବନ୍ଦ…

ବ୍ୟବସାୟିକ ଜାହାଜ ଉପରେ ଆକ୍ରମଣ: ଭାରତୀୟ ନାବିକ ନିଖୋଜ

ନୂଆଦିଲ୍ଲୀ,୧୩ା୯: ଓମାନ ଉପକୂଳରେ ବ୍ୟବସାୟିକ ଜାହାଜ ଏମ୍‌ଟି ଏଲ୍‌ ଗାଇଆ ଉପରେ ଆକ୍ରମଣ ହେବାରୁ ଜଣେ ଭାରତୀୟ ନାବିକ ନିଖୋଜ ହୋଇଥିବା ବହିର୍ବ୍ୟାପାର ମନ୍ତ୍ରଣାଳୟ ରବିବାର ସ୍ପଷ୍ଟ କରିଛି। ଜାହାଜରେ ୧୪ ଭାରତୀୟ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୩ ଜଣଙ୍କୁ ଉଦ୍ଧାର…

ଖଟିଆରେ ଗର୍ଭବତୀଙ୍କୁ ବୁହାହେବା ଘଟଣା, ନବଜାତ ଶିଶୁ-ମା’ଙ୍କୁ ଭେଟିଲେ ସିଡିପିଓ

ଗୁଡାରି,୧୩।୯(ପ୍ରମୋଦ କୁମାର ପତି): ଶନିବାର ଦିନ ବ୍ଳକର ଶିରିଗୁଡା ଗ୍ରାମପଂଚାୟତ ଅନ୍ତର୍ଗତ ସାଡାକଣା ଗ୍ରାମର ଗର୍ଭବତୀ ମହିଳାଙ୍କୁ ଖଟିଆରେ ୩ କିଲୋମିଟର ବୋହିବା ପରେ ଆମ୍ବୁଲାନ୍ସ ଯୋଗେ ଗୁଡାରି ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ରରେ ପହଂଚିଥିଲେ। ଗ୍ରାମକୁ ରାସ୍ତା ନଥିବାରୁ କାଦୁଅ ପଚ…

ତାତିଲେ ମହିଳା, ଭାଙ୍ଗିଲେ ମଦ ଭାଟି

ମୋହନ,୧୩।୯(ମନ୍ମଥ ମିଶ୍ର): ଗାଁରେ ଚାଲିଥିଲା ମଦ ଭାଟି। ଏନେଇ ଗାଁରେ ଅଶାନ୍ତ ପରିବେଶ ସୃଷ୍ଟି ହେବା ଯୁବପିଢୀ ପଥଭ୍ରଷ୍ଟ ହେଉଥିଲେ। ବାରମ୍ବାର ଅଭିଯୋଗ ପରେ ବି କାହାର ନିଦ ଭାଙ୍ଗି ନ ଥିଲା। ଶେଷରେ ବାଧ୍ୟହୋଇ ଗାଁର ମହିଳାମାନେ ଏକାଠି ହୋଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?