Home Left

ମାନସିକ ବିକୃତ ଯୁବତୀ ଗର୍ଭବତୀ ମାମଲା: ଶିକ୍ଷକଙ୍କ ପରେ ଆଉ ଜଣେ ଅଭିଯୁକ୍ତଙ୍କୁ ଗିରଫ କଲା ପୋଲିସ

ଗଞ୍ଜାମ,୨୮ା୩ (ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରମ୍ଭା ଥାନା ହୁମା ଫାଣ୍ଡି ଅଞ୍ଚଳରେ ଜଣେ ମାନସିକ ବିକୃତ ଯୁବତୀ ଗର୍ଭବତୀ ହେବା ଘଟଣାରେ ଜଣେ ଶିକ୍ଷକ ଗିରଫ ହୋଇଥିବା ବେଳେ ଶନିବାର ଘଟଣାରେ ସମ୍ପୃକ୍ତ ଅନ୍ୟଜଣେ ଅଭିଯୁକ୍ତଙ୍କୁ ଗିରଫ କରାଯାଇଛି। ସେ…

କବାଡ଼ି ପ୍ରିମିୟର ଲିଗ୍‌ ସିଜନ-୨ ଆରମ୍ଭ

ନୂଆପଡ଼ା,୨୮ା୩(ମକାରୁ ବେମାଲ): ନୂଆପଡ଼ା କବାଡ଼ି ଖେଳାଳି ସଂଘ ପକ୍ଷରୁ ପୁରୁଷ ଓ ମହିଳା ବିଭାଗରେ କବାଡ଼ି ପ୍ରିମିୟର ଲିଗ ସିଜନ-୨ ଶୁକ୍ରବାର ସାରେ ଉଦ୍‌ଘାଟିତ ହୋଇଯାଇଛି। ଜିଲା କବାଡ଼ି ଖେଳାଳି ସଂଘ ସଭାପତି ହରିଶ ଅହୀରଙ୍କ ଅଧ୍ୟକ୍ଷତାରେ ଆୟୋଜିତ ଉଦ୍‌ଘାଟନୀ ଉତ୍ସବରେ…

ରାମ ନବମୀ ଶୋଭାଯାତ୍ରାରେ ଟିଟିଲାଗଡ଼ ବିଧାୟକଙ୍କ ଗୁଳିଚାଳନା, ସୁରକ୍ଷା ବ୍ୟବସ୍ଥା ଉପରେ…

ବଲାଙ୍ଗୀର,୨୮।୩(ସୁନୀଲ କୁମାର ମହାନ୍ତି): ଟିଟିଲାଗଡ଼ ସହରରେ ପବିତ୍ର ରାମ ନବମୀ ତିଥିରେ ଏକ ଅଭାବନୀୟ ଦୃଶ୍ୟ ଦେଖିବାକୁ ମିଳିଛି। ଏକ ଆଧ୍ୟାତ୍ମିକ ଶୋଭାଯାତ୍ରା ଚାଲିଥିବା ସମୟରେ ସର୍ବସମ୍ମୁଖରେ ବିଧାୟକଙ୍କ ଫାଙ୍କା ଗୁଳିଚାଳନା ଏବେ ସ୍ଥାନୀୟ ଅଞ୍ଚଳରେ ଚର୍ଚ୍ଚାର ବିଷୟ ପାଲଟିଛି। ଟିଟିଲାଗଡ଼…

ଜନଗଣନା ତାଲିମ ବେଳେ ଚେତାଶୂନ୍ୟ ହୋଇପଡ଼ିଲେ ଶିକ୍ଷୟିତ୍ରୀ, ଆଉ ତା’ପରେ…

ହିଞ୍ଜିଳିକାଟୁ, ୨୮।୩( ଦ୍ବିତୀକୃଷ୍ଣ ପଣ୍ଡା): ହିଞ୍ଜିଳିକାଟୁ ପିଏମଶ୍ରୀ ସରକାରୀ ବୃନ୍ଦାବନ ବିଦ୍ୟାଳୟରେ ଚାଲିଥିବା ଜନଗଣନା ତାଲିମର ତୃତୀୟ ପର୍ଯ୍ୟାୟରେ ତାଲିମ ବେଳେ ଶନିବାର କେନ୍ଦ୍ରରେ ଜଣେ ଶିକ୍ଷୟିତ୍ରୀ ଅସୁସ୍ଥ ହୋଇଡିଛନ୍ତି। ସେ ହେଲେ ବୁରୁପଡା ଭଗବତୀ ବିଦ୍ୟାଳୟର ଶିକ୍ଷୟିତ୍ରୀ ମିନତି କୁମାରୀ…

ଗିରଫ ପରେ ଜାମିନରେ ଖଲାସ ହେଲେ ଏହି ଗଲ୍‌ଫ ଖେଳାଳି, ଜାଣନ୍ତୁ ସମ୍ପୂର୍ଣ୍ଣ ଘଟଣା…

ଜୁପିଟର ଆଇଲାଣ୍ଡ, ୨୮ା୩: ବିଶିଷ୍ଟ ଗଲ୍‌ଫ ଖେଳାଳି ଟାଇଗର ଉଡ୍ସ ନିଶାଗ୍ରସ୍ତ ଅବସ୍ଥାରେ ଡ୍ରାଇଭିଂ କରିଥିବା ଅଭିଯୋଗରେ ପୋଲିସ ଦ୍ୱାରା ଗିରଫ ହେବାପରେ ଶୁକ୍ରବାର ବିଳମ୍ବିତ ରାତିରେ ଜାମିନରେ ଖଲାସ ହୋଇଛନ୍ତି। ଉଡ୍ସଙ୍କ ଲାଣ୍ଡରୋଭର ଏକ ଟ୍ରକ୍‌କୁ ଧକ୍କା ଦେଇଥିଲା। ଏନେଇ…

ବ୍ରହ୍ମବରଦା ଥାନାରୁ ଅଭିଯୁକ୍ତ ଚମ୍ପଟ ଘଟଣା: ଏଏସ୍‌ଆଇଙ୍କ ସମେତ ୩ ପୋଲିସ କର୍ମଚାରୀ ସସ୍‌ପେଣ୍ଡ

ଧର୍ମଶାଳା, ୨୮।୩(ଶିିବ ପ୍ରସାଦ ମହାନ୍ତି): ଯାଜପୁର ଜିଲା ବ୍ରହ୍ମବରଦା ଥାନାରୁ ଜଣେ ଅଭିଯୁକ୍ତ ଚମ୍ପଟ ମାରିବା ଘଟଣାରେ ଜିଲା ଆରକ୍ଷୀ ଅଧୀକ୍ଷକ (ଏସ୍‌ପି) କଠୋର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିଛନ୍ତି। କର୍ତ୍ତବ୍ୟରେ ଅବହେଳା ପ୍ରଦର୍ଶନ କରିଥିବା ଅଭିଯୋଗରେ ଯାଜପୁର ଏସ୍‌ପି ୟଶ ପ୍ରତାପ…

ସରକାରଙ୍କ ବିରୋଧରେ ଗର୍ଜିଲା କଂଗ୍ରେସ

ବଞ୍ଚୋ,୨୮ା୩(ପ୍ରଦୋଷ କୁମାର ବିଶ୍ୱାଳ): କେନ୍ଦୁଝର ଜିଲାର ଆନନ୍ଦପୁର ଉପଖଣ୍ଡ ହାଟଡିହୀ ବ୍ଲକ ଅନ୍ତର୍ଗତ ମରେଇଗାଁ ପଡ଼ିଆରେ କଂଗ୍ରେସ ଦଳର ଡାକରାରେ ଏକ ବିଶାଳ ଜନସମାବେଶ ଅନୁଷ୍ଠିତ ହୋଇଯାଇଛି। ରାଜ୍ୟରେ ଦରଦାମ ବୃଦ୍ଧି ଓ ଆଇନ ଶୃଙ୍ଖଳାର ଅବନତିକୁ ନେଇ ଏହି ସମାବେଶ…

୧୦ ମାସ ତଳେ ବିବାହ କରିଥିଲେ ଅନୁପମା, ବେକରେ ଦାଗ ଦେଖି ବାପଘର ଲୋକେ ଆଣିଲେ ହତ୍ୟା ଅଭିଯୋଗ

ବଲାଙ୍ଗୀର,୨୮ା୩(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ଜିଲା ତୁଷୁରା ଥାନା ମହିପୁର ଗାଁରେ ଜଣେ ନବବଧୂକୁ ହତ୍ୟା କରାଯାଇଥିବା ଅଭିଯୋଗ ହୋଇଛି। ୧୦ ମାସ ତଳେ ବାହା ହୋଇଥିବା ଅନୁପମା ମହାନନ୍ଦଙ୍କୁ ଶାଶୁଘର ଲୋକେ ହତ୍ୟା କରିଥିବା ନେଇ ତୁଷୁରା ପୋଲିସ ଷ୍ଟେଶନରେ…

ଉପଖଣ୍ଡ ମାନ୍ୟତା ପ୍ରଦାନ ନେଇ ମୁଖ୍ୟମନ୍ତ୍ରୀଙ୍କୁ ଦାବିପତ୍ର

ରିଷିଡ଼ା,୨୮ା୩ (ସୁଶାନ୍ତ ମଲ୍ଲିକ)କଳାହାଣ୍ଡି ଜିଲାର ମଦନପୁର ରାମପୁରକୁ ଉପଖଣ୍ଡ ମାନ୍ୟତା ଦେବା ପାଇଁ ଯୁବ ନେତା ତଥା ରାଜ ପରିବାର ସଦସ୍ୟ ନୀଳମାଧବ ସିଂଦେଓ ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀଙ୍କୁ ଭେଟି ଦାବିପତ୍ର ପ୍ରଦାନ କରିଛନ୍ତି। ସୂଚନାଯୋଗ୍ୟ, ପୂର୍ବରୁ ବିଭିନ୍ନ ସଂଗଠନ…

ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହେଲେ ହିମାଂଶୁ-ଦେବେନ୍ଦ୍ର, କାର୍ଯ୍ୟଭାର ନେବା ପରେ…

ବରପାଲି,୨୮ା୩(ଚିତ୍ତରଞ୍ଜନ ସାହୁ): ଶନିବାର ବରପାଲି ଓକିଲ ସଂଘର ନୂତନ କର୍ମକର୍ତ୍ତା ନିର୍ଦ୍ୱନ୍ଦ୍ୱରେ ନିର୍ବାଚିତ ହୋଇଛନ୍ତି। ଚଳିତ ବର୍ଷ ପାଇଁ ସଭାପତି ହିମାଂଶୁ ଶେଖର ସାହୁ ଓ ସମ୍ପାଦକ ଭାବେ ଦେବେନ୍ଦ୍ର ସାହୁ ନିର୍ବାଚିତ ହୋଇଥିବା ବେଳେ ଉପସଭାପତି ଭାବେ ସୁଧୀର ମେହେର,…

ବାଣଫୁଟାଇ ମିଠାଖୁଆଇ ବିଜୟ ଉତ୍ସବ ପାଳିଲେ ପ୍ରକାଶ-ରବୀନ୍ଦ୍ର

ପୁରୁଷୋତ୍ତମପୁର,୨୮ା୩(ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଓକିଲ ସଂଘ ନିର୍ବାଚନ ଶାନ୍ତିଶୃଙ୍ଖଳାର ସହ ଶେଷ ହୋଇଛି। ଏଥିରେ ସଭାପତି ଭାବେ ପ୍ରକାଶ ଚନ୍ଦ୍ର ତ୍ରିପାଠୀ ତାଙ୍କ ପ୍ରତିଦ୍ୱନ୍ଦ୍ୱୀ ସ୍ବରାଜ ପାଣିଗ୍ରାହୀଙ୍କୁ ପରାସ୍ତ କରି ସଭାପତି ରୂପେ ବିଜୟୀ ହୋଇଛନ୍ତି। ସେହିପରି ଉପସଭାପତି…

ମଧ୍ୟପ୍ରାଚ୍ୟରେ ଅଶାନ୍ତି ମଧ୍ୟରେ, ଆମେରିକାକୁ କଡ଼ା ଚେତାବନୀ ଦେଲେ ଇରାନ ରାଷ୍ଟ୍ରପତି, କହିଲେ ଏଥର…

ତେହରନ୍‌,୨୮।୩: ମଧ୍ୟପ୍ରାଚ୍ୟରେ ଚାଲିଥିବା ଉତ୍ତେଜନା ଆରମ୍ଭ ହେବାର ଏକ ମାସ ବିତିଗଲାଣି। ଇରାନ ଏବଂ ଇସ୍ରାଏଲ ମଧ୍ୟରେ ନିରନ୍ତର କ୍ଷେପଣାସ୍ତ୍ର ଆକ୍ରମଣ ବିନିମୟ ହୋଇଛି। ଇରାନ ରାଷ୍ଟ୍ରପତି ମାସୁଦ ପେଜେଶକିୟାନ ତାଙ୍କ ସୋସିଆଲ ମିଡିଆ ହ୍ୟାଣ୍ଡେଲ ‘X’ ରେ ଏକ ପୋଷ୍ଟ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri