Home Left

ପୁଷ୍ପା-୨ ପାଇଁ ପାରିଶ୍ରମିକ ନେଉନାହାନ୍ତି ଅଲ୍ଲୁ

ମୁମ୍ବାଇ: ସାଉଥ୍‌ ଅଭିନେତା ଅଲ୍ଲୁ ଅର୍ଜୁନଙ୍କ ବ୍ଲକବଷ୍ଟର ଫିଲ୍ମ ‘ପୁଷ୍ପା: ଦି ରାଇଜ୍‌’ ଅନେକ ସଫଳତା ପାଇଛି, ଯାହାର ପ୍ରଭାବ ଏବେ ବି ଦେଶ ଓ ବିଦେଶ ଦର୍ଶକଙ୍କ ମନରୁ ଲିଭିିନି। ଆଗକୁ ଅଲ୍ଲୁଙ୍କ ଫିଲ୍ମ ‘ପୁଷ୍ପା-୨: ଦି ରୁଲ୍‌’ ଆସିବାକୁ…

ଏଟିଏମ୍‌ କାଟି ଅଖାରେ ପୂରାଇ ନେଇଗଲେ ୨୦ ଲକ୍ଷ

ବାହାନଗା, ୨୭ା୧୧(ଅରୂପ କୁମାର ଦାସ): ବାଲେଶ୍ୱର ଜିଲା ବାହାନଗା ବଜାର ନିକଟରେ ରବିବାର ବିଳମ୍ବିତ ରାତିରେ ଏକ ବଡଧରଣର ଲୁଟ୍‌ ହୋଇଛି। ବଜାରଠାରୁ ଶହେ ମିଟର ଦୂର ୧୬ ନମ୍ବର ଜାତୀୟ ରାଜପଥ କଡ଼ରେ ଥିବା ଏସ୍‌ବିଆଇ ଏଟିଏମ୍‌କୁ କାଟି ଦୁର୍ବୃତ୍ତମାନେ…

ପୁରୀ ଯାଉଥିଲେ ରାସ୍ତାରେ ଜାଣିଲେ ନିଆଁ ଲାଗି ଜଳିଗଲା ଝିଅ ବାହାଘର ପାଇଁ ରଖିଥିବା ସୁନାଗହଣା, ନଗଦ ଟଙ୍କା

ଔପଦା, ୨୭।୧୧(ଧରିତ୍ରୀ ପଣ୍ଡା): ବାଲେଶ୍ୱର ଜିଲା ଔପଦା ବ୍ଲକ ଅଘିରାପଦା ପଞ୍ଚାୟତ ଗରୁଡ଼ହତା ଗ୍ରାମର ବସନ୍ତ ରାଉତ ଓ ତାଙ୍କ ସାନ ଭାଇ ଶ୍ରୀକାନ୍ତଙ୍କ ଘରେ ନିଅଁା ଲାଗି ସୁନାଗହଣା, ନଗଦ ଟଙ୍କା ଓ ଜମି କାଗଜପତ୍ର ପୋଡି ନଷ୍ଟ ହୋଇଯାଇଛି।…

ଗଜପତିରେ ହାତୀ, ବାଘ ଆତଙ୍କ ୨୪ଘଣ୍ଟା ପହରା ଦେଉଛି ବନ ବିଭାଗ

ପାରଳାଖେମୁଣ୍ଡି(ଗିରିଧାରୀ ପରିଛା):୨୭ା୧୧-ଗଜପତି ଜିଲାରେ ହାତୀ, ବାଘ ଭୟ ଲୋକମାନଙ୍କୁ ଆତଙ୍କିତ କରି ପକାଇଛି। କାଶୀନଗର ବ୍ଲକ ଅନ୍ତର୍ଗତ ବୁଦୁରା ପଞ୍ଚାୟତର ୱାନାଗୁଡା ଗ୍ରାମ ପାହାଡ଼ ଅଞ୍ଚଳରେ ୪ଟିକିଆ ହାତୀ ପଲ ବୁଲୁଥିଲା ବନ ବିଭାଗ ପକ୍ଷରୁ ସୂଚନା ମିଳିଛି। ରବିବାର ହାତୀପଲ…

ଯୁବକଙ୍କ ମୃତଦେହ ଜବତ, ହତ୍ୟା ଅଭିଯୋଗ ଆଣିଲେ ବାପା

ଫୁଲବାଣୀ, ୨୭ା୧୧(ରାକେଶ କୁମାର ରାଉତ): ଫୁଲବାଣୀସ୍ଥିତ ନାରାୟଣୀ ମନ୍ଦିର ନିକଟ ନଦୀ ପାଶର୍‌ବରୁ ଜଣେ ଯୁବକଙ୍କ ମୃତଦେହକୁ ସୋମବାର ଫୁଲବାଣୀ ଟାଉନ ଥାନା ପୋଲିସ ଜବତ କରିଛି । ଯୁବକ ଜଣକ ହେଲେ ସ୍ଥାନୀୟ ମୋଚି ସାହିର ବୈକୁଣ୍ଠ ମେହେର(୪୬)। ବୈକୁଣ୍ଠଙ୍କୁ…

ଦେବ ଦୀପାବଳି: ପୃଥିବୀରେ ସ୍ୱର୍ଗ ପରି ଦୃଶ୍ୟ, ୨୨ ଲକ୍ଷ ଦୀପ ସହିତ ଚମକିଲା କାଶୀ ଘାଟ

ନୂଆଦିଲ୍ଲୀ,୨୭ା୧୧: ବାରାଣାସୀରେ ଖୁବ ଧୁମଧାମରେ ପାଳନ ହୋଇଛି ଦେବ ଦୀପାବଳି। ସନ୍ଧ୍ୟା ଆସିବା ପରେ ଦୀପାଲୋକରେ ସହର ସ୍ୱର୍ଗ ପରି ଚମକିଛି। ଅପରାହ୍ନରୁ ଲୋକମାନେ ଘାଟରେ ଏକାଠି ହୋଇ ଏହି ଦିବ୍ୟ ଦୃଶ୍ୟକୁ ଦେଖିବାକୁ ଭିଡ଼ ଜମାଇଥିଲେ। ଉତ୍ତରପ୍ରଦେଶ ଗଙ୍ଗା କୂଳରେ…

ହାତୀ ଉପଦ୍ରବ: ବ୍ୟାପକ ଫସଲ

ଭଞ୍ଜନଗର,୨୭ା୧୧(ବାବୁଲା ପ୍ରଧାନ): ଭଞ୍ଜନଗର ଉତ୍ତର ଘୁମୁସର ବନଖଣ୍ଡ ଏବଂ ଦକ୍ଷିଣ ଘୁମୁସର ବନଖଣ୍ଡରେ ହାତୀ ଉପଦ୍ରବ ଦିନକୁ ଦିନ ବଢିବାରେ ଲାଗିଛି। ସନ୍ଧ୍ୟା ପୂର୍ବରୁ ହାତୀପଲ ଜଙ୍ଗଲରୁ ବାହାରି ନିକଟବର୍ତ୍ତୀ ଗ୍ରାମଗୁଡିକରେ ବ୍ୟାପକ ଫସଲ ନଷ୍ଟ କରୁଛନ୍ତି। ଫସଲ ସୁରକ୍ଷା ଚିନ୍ତାରେ…

ଘଟଗାଁ ତାରିଣୀ ମନ୍ଦିରରେ ଭକ୍ତଙ୍କୁ ପିଟିଲେ ଉଠାଦୋକାନୀ, ଗୁରୁତର ଅବସ୍ତାରେ

ଘଟଗଁା.୨୭ା୧୧(ରାଜେନ୍ଦ୍ର ପଟ୍ଟନାୟକ): କେନ୍ଦୁଝର ଜିଲା ଘଟଗଁାସ୍ଥିତ ତାରିଣୀ ମନ୍ଦିରଠାରେ ଉଠାଦୋକାନୀଙ୍କ ସଂଘବଦ୍ଧ ଆକ୍ରମଣରେ ଜଣେ ଭକ୍ତ ଗୁରୁତର ହୋଇଛନ୍ତି। ଚିକିତ୍ସା ପାଇଁ ତାଙ୍କୁ ପ୍ରଥମେ ଘଟଗାଁ ଡାକ୍ତରଖାନା ଓ ପରେ କେନ୍ଦୁଝର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଛି। ଭୋଗଡାଲା ଦରକୁ…

ମହିଳାଙ୍କ ମୃତ୍ୟୁର ତଦନ୍ତରେ ଅସନ୍ତୋଷ ଗ୍ରାମବାସୀ: ଦୃଢ଼ କାର୍ଯ୍ୟାନୁଷ୍ଠାନ ନ ହେଲେ ରାଜରାସ୍ତାକୁ ଓହ୍ଲାଇବୁ

ଭବାନୀପାଟଣା/ଜୁନାଗଡ଼, ୨୭।୧୧(ଉତ୍ତମ କୁମାର ଦାଶ/ସୁନୀଲ କୁମାର ସିଂହ): କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅଧୀନ ଚିଚୈଗୁଡ଼ା ଗ୍ରାମରେ ରବିବାର ଜଣେ ବିଧବା ମହିଳାଙ୍କୁ ଘରେ ପୋଡ଼ି ହତ୍ୟା କରାଯାଇଥିବା ଅଭିଯୋଗ ହୋଇଥିଲା। ମୃତା ମହିଳାଙ୍କ ନାମ ପଦ୍ମାବତୀ ମେହେର(୪୦)। ସେ ଘରେ…

ମଙ୍ଗଳବାର ତୃତୀୟ ଟି-୨୦: ବ୍ୟାଟିଂ ଲାଗି ସହାୟକ ହେବ ବର୍ଷାପରା କ୍ରିକେଟ ଷ୍ଟାଡିୟମ

ଗୁଆହାଟୀ,୨୭ା୧୧: ୫ ମ୍ୟାଚ ବିଶିଷ୍ଟ ଅଷ୍ଟ୍ରେଲିଆ ବିପକ୍ଷ ଟି-୨୦ ସିରିଜ୍‌ର ପ୍ରଥମ ଦୁଇ ମ୍ୟାଚ୍‌ ଜିତିବା ପରେ ମଙ୍ଗଳବାର ଗୁଆହାଟୀ ବର୍ଷାପରା ଷ୍ଟାଡିୟମରେ ତୃତୀୟ ମ୍ୟାଚ୍‌ ଖେଳିବ ଭାରତ। ଏହି ମ୍ୟାଚ୍‌ ଜିତି ଆଗୁଆ ସିରିଜ୍‌ କବ୍‌ଜା କରିବାକୁ ଚାହିଁବ ସୂର୍ଯ୍ୟକୁମାର…

ହ୍ରାସ ପାଉଛି କର ସଂଗ୍ରହ, ସିଗାରେଟ ଉପରୁ ବ୍ୟାନ୍ ହଟାଇବେ ନ୍ୟୁଜିଲାଣ୍ଡ ସରକାର

ନୂଆଦିଲ୍ଲୀ,୨୭।୧୧: ବିଶ୍ୱର ପ୍ରଥମ ଦେଶ ଭାବେ ସିଗାରେଟ ବ୍ୟାନ୍ କରିଥିବା ନ୍ୟୁଜିଲାଣ୍ଡ ସରକାର ଏହି ପ୍ରତିବନ୍ଧକକୁ ହଟାଇବାକୁ ଯାଉଛନ୍ତି। ଦେଶରେ କର ସଂଗ୍ରହ ହ୍ରାସ ପାଉଥିବା ଚିନ୍ତା ଦର୍ଶାଇ ନୂତନ ସରକାର ଏହି ନିଷ୍ପତ୍ତି ନେଇଛନ୍ତି। ଦେଶରେ ଥିବା ଜସିଣ୍ଡା ଜାକିଣ୍ଡା…

ଅହମ୍ମଦାବାଦରେ ଚମକୁଛି ରାୟଗଡ଼ାର‘ଲାଉ ତୁମ୍ବା କ୍ରାଫ୍ଟ’

ରାୟଗଡା,୨୭।୧୧(ଭାଗ୍ୟଶ୍ରୀ ମିଶ୍ର): ଗୁଜୁରାଟର ଅହମ୍ମଦାବାଦ ସାବରମତି ଆଶ୍ରମ ନିକଟରେ ସାରସ ମେଳା ନାମରେ ସର୍ବଭାରତୀୟସ୍ତରୀୟ ହସ୍ତଶିଳ୍ପ ମେଳା ଚଳିତ ନଭେମ୍ବର ୨୪ତାରିଖରୁ ଆରମ୍ଭ ହୋଇଛି। ଏଥିରେ ଦେଶର ପ୍ରତ୍ୟେକ ରାଜ୍ୟରୁ ସୁନାମଧନ୍ୟ ହସ୍ତଶିଳ୍ପୀଙ୍କୁ ଆମନ୍ତ୍ରିତ କରାଯାଇଛି। ଓଡିଶାର ରାୟଗଡା ଜିଲାର ପ୍ରସିଦ୍ଧ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri