Home Left

ଖସିଲା ଶେୟାର ବଜାର କାରବାର

ଭୁବନେଶ୍ୱର,୧୦।୧୦: ବିଗତ କିଛି ସପ୍ତାହ ହେଲା ଘରୋଇ ଶେୟାର ବଜାର କାରବାରରେ ପରିବର୍ତ୍ତନ ଘଟୁଛି। ଏପରିକି ଚଳିତ ସପ୍ତାହର ପ୍ରଥମ କାର୍ଯ୍ୟଦିବସର ଫଳାଫଳ ଅନୁଯାୟୀ ଶେୟାର ବଜାରର ନିବେଶକମାନେ ଲକ୍ଷାଧିକ ଟଙ୍କାର ନିବେଶ ହରାଇଛନ୍ତି। ବିଶେଷକରି ସୋମବାର ବମ୍ବେ ଷ୍ଟକ୍‌ ଏକ୍ସଚେଞ୍ଜ (ବିଏସ୍‌ଇ)ର…

ସହରାଞ୍ଚଳରେ ବେରୋଜଗାର କମିଛି

ନୂଆଦିଲ୍ଲୀ,୧୦ା୧୦: ଚଳିତ ବର୍ଷ ଏପ୍ରିଲରୁ ଜୁନ୍‌ ମଧ୍ୟରେ ସହରାଞ୍ଚଳରେ ବେରୋଜଗାର ହାର ୬.୬ ପ୍ରତିଶତକୁ ହ୍ରାସ ପାଇଛି। ବର୍ଷକ ପୂର୍ବରୁ ଏହି ହାର ୭.୬ ପ୍ରତିଶତ ଥିଲା ବୋଲି ଜାତୀୟ ନମୁନା ସର୍ବେକ୍ଷଣ କାର୍ଯ୍ୟାଳୟ (ଏନ୍‌ଏସ୍‌ଏସ୍‌ଓ) ତଥ୍ୟରୁ ଜଣାପଡ଼ିଛି। ଦେଶରେ କୋଭିଡ୍‌ଜନିତ…

ହମାସକୁ ଚେତାବନୀ ଦେଲେ ନେତାନ୍ୟାହୁ

ଜେରୁଜେଲମ,୧୦।୧୦: ପାଲେଷ୍ଟାଇନ ଆତଙ୍କବାଦୀ ସଂଗଠନ ହମାସକୁ ଇସ୍ରାଏଲର ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କଡା ଚେତାବନୀ ଦେଇଛନ୍ତି। ନେତାନ୍ୟାହୁ ମଙ୍ଗଳବାର କହିଛନ୍ତି ଯେ, ଆମେ ଯୁଦ୍ଧ ଚାହୁଁନାହୁଁ। ଏହା ଅତ୍ୟନ୍ତ ନିଷ୍ଠୁର ଢଙ୍ଗରେ ଆମ ଉପରେ ଲାଗୁ କରାଯାଇଛି। ଇସ୍ରାଏଲ ଏହି ଯୁଦ୍ଧ…

ଆଜି ମୁଲାୟମ ସିଂଙ୍କ ପ୍ରଥମ ଶ୍ରାଦ୍ଧବାର୍ଷିକ:ଗରିବଙ୍କୁ ବଣ୍ଟାହେବ ଖାଦ୍ୟ ସାମଗ୍ରୀ

ଲକ୍ଷ୍ନୌ,୧୦।୧୦: ଆଜି ସମଗ୍ର ଦେଶରେ ସମାଜବାଦୀ ପାର୍ଟିର ପ୍ରତୀକ ମୁଲାୟମ ସିଂ ଯାଦବଙ୍କ ଶ୍ରାଦ୍ଧବାର୍ଷିକୀ ପାଳନ କରାଯିବ। ତାଙ୍କ ଜନ୍ମ ଗ୍ରାମ ସୈଫାଇଠାରେ ତାଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରାଯିବ। ଏଠାରେ ଆୟୋଜିତ କାର୍ଯ୍ୟକ୍ରମରେ ଏସପି ସଭାପତି ତଥା ପୂର୍ବତନ ମୁଖ୍ୟମନ୍ତ୍ରୀ ଅଖିଳେଶ…

କଶ୍ମୀରରେ ଠିକ୍‌ ସମୟରେ ନିର୍ବାଚନ ହେବ: ଇସି

ନୂଆଦିଲ୍ଲୀ/ଶ୍ରୀନଗର,୯ା୧୦: ସୁରକ୍ଷା ସ୍ଥିତିକୁ ଦୃଷ୍ଟିରେ ରଖି ଜମ୍ମୁ-କଶ୍ମୀରରେ ଠିକ୍‌ ସମୟରେ ନିର୍ବାଚନ କରାଯିବ ବୋଲି ସୋମବାର ନିର୍ବାଚନ କମିଶନ (ଇସି) କହିଛନ୍ତି। ୫ ରାଜ୍ୟ ବିଧାନସଭା ନିର୍ବାଚନ ଲାଗି ମୁଖ୍ୟ ନିର୍ବାଚନ କମିଶନର (ସିଇସି) ରାଜୀବ କୁମାର ଖବରଦାତା ସମ୍ମିଳନୀରେ ତାରିଖ…

୧୮୫ କିଲୋ ଓଜନର ରୁଟି

ଜୟପୁର: ଘରେ ରୁଟି ତିଆରି ହେଉଥିବା ତ ସମସ୍ତେ ଦେଖିଥିବେ। ହେଲେ ଜଣେ ବ୍ୟକ୍ତି ତାଙ୍କ ଜନ୍ମଦିନରେ ଏପରି ଏକ ରୁଟି ପ୍ରସ୍ତୁତ କରିଛନ୍ତି, ଯାହା ଗିନିଜ୍‌ ବୁକ୍‌ ଅଫ୍‌ ୱାଲର୍‌ଡ ରେକର୍ଡରେ ସାମିଲ ହୋଇଛି। ରାଜସ୍ଥାନର ଭିଲୱାଡା ସହରର କୈଳାସ…

ବିଜୟ ଦେବରକୋଣ୍ଡାଙ୍କ ସହ ରଶ୍ମିକାଙ୍କ ଡେଟିଂ ଚର୍ଚ୍ଚା

ମୁମ୍ବାଇ: ସାଉଥ୍‌ ଇଣ୍ଡଷ୍ଟ୍ରିର ଅଭିନେତ୍ରୀ ରଶ୍ମିକା ମାନ୍ଦାନାଙ୍କ ସହ ଅଭିନେତା ବିଜୟ ଦେବରକୋଣ୍ଡାଙ୍କ ଡେଟିଂ ଖବର ବହୁ ଚର୍ଚ୍ଚାରେ ରହିଛି। ଉଭୟ ନିଜ ସମ୍ପର୍କକୁ ନେଇ ଦୀର୍ଘ ସମୟ ଧରି ଲାଇମଲାଇଟରେ ରହିଆସିଛନ୍ତି। ଦୁହେଁ ନିଜ ସମ୍ପର୍କକୁ ନେଇ ଚୁପ ରହିଥିବାବେଳେ…

ଚିଙ୍ଗୁଡ଼ି ଫାର୍ମରେ ବିଷ ପକାଇ ମାରିଦେଲେ , ଜଣେ ଗିରଫ

ଚାନ୍ଦବାଲି,୯।୧୦ (କିଶାନ ପାତ୍ର): ଭଦ୍ରକ ଜିଲା ଚାନ୍ଦବାଲି ଏନ୍‌ଏସି ଅଧୀନ ବାଲିଗାଁରେ ଚିଙ୍ଗୁଡ଼ି ଘେରି ମଧ୍ୟରୁ ଚୋରି ପରେ ଫାର୍ମରେ ବିଷ ପକାଇ ଲକ୍ଷାଧିକ ଟଙ୍କାର ମାଛ ମାରି ଦେଇଥିବା ଅଭିଯୋଗରେ ପୋଲିସ ଜଣଙ୍କୁ ଗିରଫ କରିଛି। ସେ ହେଲେ ବାଲିଗାଁର…

ବାଇକ୍‌ ଧକ୍କାରେ ଚାଲିଗଲା ସାଇକେଲ ଆରୋହୀଙ୍କ ଜୀବନ

ବିନିକା,୯।୧୦(ରାମ ଗୋପାଳ ବାଘ ): ସୁବର୍ଣ୍ଣପୁର ଜିଲା ବିନିକା ବ୍ଲକ ଅଧୀନ ଗୁଲୁଣ୍ଡା ମଠ ଛକ ପାଖରେ ସୋମବାର ଏକ ଦୁର୍ଘଟଣା ଘଟିଛି। ବାଇକ୍‌ ଧକ୍କାରେ ଜଣେ ସାଇକେଲ ଆରୋହୀଙ୍କ ମୃତ୍ୟୁ ଘଟିଛି। ସେ ହେଲେ ସିଲଟି ଗ୍ରାମର କୁଞ୍ଜ ବିହାରୀ…

ନାବାଳିକାଙ୍କୁ ବୃଦ୍ଧଙ୍କ ବିବାହ ନେଇ ଅଭିଯୋଗ

ଭଦ୍ରକ, ୯।୧୦(ସନାତନ ରାଉତ): ଭଦ୍ରକ ଚରମ୍ପା ଅଞ୍ଚଳରେ ଜଣେ ବୃଦ୍ଧ ଜଣେ ନାବାଳିକାଙ୍କୁ ବିବାହ କରିଥିବା ନେଇ ଭଦ୍ରକ ବ୍ଲକ ସିଡିପିଓ ରାଜଶ୍ରୀ ଗୋସ୍ବାମୀ ସୋମବାର ଟାଉନ ଥାନାରେ ଅଭିଯୋଗ କରିଛନ୍ତି। ସୂଚନାଯୋଗ୍ୟ, ପଶ୍ଚିମବଙ୍ଗର ମା’, ଝିଅ ଚରମ୍ପାରେ ରହୁଥିବା ବେଳେ…

ହମାସ୍‌ର କ୍ଷେପଣାସ୍ତ୍ର ମାଡ଼ରେ କେରଳୀ ମହିଳା ଆହତ

କୋଟ୍ଟାୟାମ୍‌,୯ା୧୦: ହମାସ୍‌ ଆତଙ୍କବାଦୀଙ୍କ ଆକ୍ରମଣରେ ଇସ୍ରାଏଲ୍‌ରେ କେୟାରଗିଭର ଭାବେ କାର୍ଯ୍ୟ କରୁଥିବା ଜଣେ କେରଳୀ ମହିଳା ଆହତ ହୋଇଛନ୍ତି। ଶୀଜା ଆନନ୍ଦ ନାମ୍ନୀ ମହିଳାଙ୍କ ଘର କନ୍ନୁର ଜିଲାର ପାୟାଭୁର୍‌ ଅଞ୍ଚଳରେ। ଇସ୍ରାଏଲ୍‌ର ଦକ୍ଷିଣ ଭାଗରେ ଥିବା ଉପକୂଳ ସହର ଆଶକେଲୋନ୍‌ରେ…

ତାଲାବନ୍ଦ ଘରୁ କଳାକନା ବୁଲାଇଲେ

ବ୍ରହ୍ମପୁର,୯ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ବ୍ରହ୍ମପୁର ସହରରେ ଚୋରି ଘଟଣା ବୃଦ୍ଧି ପାଇବାରେ ଲାଗିଛି। ପୁଣି ଲୁଟେରାମାନେ ୨ ତାଲାବନ୍ଦ ଘରୁ ସୁନା ଗହଣା ଓ ଟଙ୍କା ଚୋରି କରିଛନ୍ତି। ବଡ଼ବଜାର ଥାନା ଅନ୍ତର୍ଗତ ନୂଆ ଗୌଡ଼ସାହିର ଜଣଙ୍କ ଘରୁ ଦୁଇଦିନ ତଳେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri