Home Left

ମୋଦିଙ୍କ ରାଲିରେ ଅସମ୍ଭାଳ ଭିଡ଼: ଖମ୍ବ ଉପରେ ଚଢ଼ିଗଲେ ଲୋକେ, ପ୍ରଧାନମନ୍ତ୍ରୀ କହିଲେ…

ହାଇଦ୍ରାବାଦ୍‌,୨୬।୧୧: ତେଲଙ୍ଗାନା ବିଧାନସଭା ନିର୍ବାଚନରେ ଭାଜପାର ଷ୍ଟାର ପ୍ରଚାରକ ଭାବେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ରାଲି କରୁଛନ୍ତି। ରବିବାର ତେଲଙ୍ଗାନାର ନିର୍ମଲ ଠାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଏକ ରାଲିରେ କିଛି ଲୋକ ଖମ୍ବ ଉପରକୁ ଚଢ଼ିଯାଇଥିଲେ। ଏହା ଦେଖି ପ୍ରଧାନମନ୍ତ୍ରୀ ତୁରନ୍ତ…

ଦ୍ୱିତୀୟ ଟି-୨୦: ଟସ୍‌ ଜିତିଲା ଅଷ୍ଟ୍ରେଲିଆ

ଥିରୁଭାନନ୍ତପୁରମ୍‌,୨୬।୧୧: ଦ୍ୱିତୀୟ ଟି -୨୦ରେ ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛି। ଫୂରେ ଟିମ ଇଣ୍ଡିଆ ପ୍ରଥମେ ବ୍ୟାଟିଂ କରିବ। ଭାରତୀୟ ଦଳରେ କୌଣସି ପରିବର୍ତ୍ତନ ହୋଇନାହିଁ। ମ୍ୟାକ୍ସୱେଲ ଏବଂ ଜାମ୍ପା ଅଷ୍ଟ୍ରେଲିଆ ଦଳରେ ସାମିଲ ହୋଇଛନ୍ତି।…

ଭଉଣୀଙ୍କୁ ଶାଶୁଘର ଲୋକେ ନିର୍ଯାତନା ଦେଇ କରିଛନ୍ତି ହତ୍ୟା

ହିଞ୍ଜିଳିକାଟୁ,୨୬।୧୧(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ଥାନା ପିତଳ ଗ୍ରାମରେ ଜଣେ ମହିଳାଙ୍କ ବିଷକ୍ରିୟାରୁ ମୃତ୍ୟୁ ଘଟିଛି। ମୃତା ମହିଳା ଜଣକ ହେଲେ ପବିତ୍ର ସାହୁଙ୍କ ସ୍ତ୍ରୀ ସୁନିତା ସାହୁ(୨୮)। ସୁନିତା ବିଷ ଖାଇ ଆତ୍ମହତ୍ୟା କରିଥିବା ଶଶୁର ଘର ଲୋକେ…

କିଆରାଙ୍କ ପାଇଁ ରୋଷେୟା ହେଲେ ସିଦ୍ଧାର୍ଥ

ମୁମ୍ବାଇ: ବଲିଉଡର ଫେମଶ କପଲ ସିଦ୍ଧାର୍ଥ ମଲହୋତ୍ରା ଏବଂ କିଆରା ଆଡଭାନୀ ବର୍ଷ ବର୍ଷ ଧରି ପରସ୍ପରକୁ ଡେଟ କରିବା ପରେ ଚଳିତ ବର୍ଷ ଫେବୃୟାରୀରେ ବିବାହ କରିଥିଲେ। ବିବାହ ପରେ, ଏହି ଲଭବାର୍ଡ ଲଗାତାର ଭାବେ ଚର୍ଚ୍ଚାରେ ରହି ଆସୁଛନ୍ତି…

ଅନ୍ତରୀକ୍ଷ ଅନ୍ଧକାରମୟ କାହିଁକି

ଅନ୍ତରୀକ୍ଷ ଅନ୍ଧକାରମୟ କ’ଣ ପାଇଁ ତା’ର ଉତ୍ତର ଆମର ଦେଖିବା ପ୍ରକ୍ରିୟା ସହ ଜଡ଼ିତ। ପ୍ରକୃତ କଥା ହେଲା ଆମେ ଆଲୋକକୁ ସେତେବେଳ ପର୍ଯ୍ୟନ୍ତ ଦେଖିପାରି ନ ଥାଉ ଯେପର୍ଯ୍ୟନ୍ତ ଆମ ଆଖି ତାକୁ ଅବଶୋଷିତ ନ କରିଥାଏ। ଅର୍ଥାତ୍‌ କୌଣସି…

ଟ୍ୟୁଶନରୁ ହୋଇଥିଲା ମୋ ପ୍ରଥମ ରୋଜଗାର: ଲେଖିକା ଡା. ସୁରଭି ଭଟ୍ଟ

ପୁରୀରେ ନିଜ ଘର। ପୁରୀ ପୋଲିସ୍‌ ହାଇସ୍କୁଲ୍‌ରୁ ମାଟ୍ରିକ୍‌ ପାସ୍‌ କରିବା ପରେ ଏସ୍‌.ସି.ଏସ୍‌ କଲେଜରେ ଯୁକ୍ତ ଦୁଇ ବିଜ୍ଞାନ ପଢିଲି। ଏହି ସମୟରେ ମୁଁ ୫ଟି ପିଲାଙ୍କୁ ଟ୍ୟୁଶନ କରିବା ଆରମ୍ଭ କଲି କେବଳ ନିଜର ପଢା ଅଭ୍ୟାସକୁ ଜାରି…

ଆମ ଯବାନ ଶହୀଦ ହେଉଛନ୍ତି, ସେପଟେ ପ୍ରଧାନମନ୍ତ୍ରୀ କରୁଛନ୍ତି ଜେଟ୍‌ ବିମାନ ଟ୍ରାଏଲ: ଓଓ୍ବାଇସି

ନୂଆଦିଲ୍ଲୀ,୨୬।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ତେଜସ୍‌ ବିମାନ ଟ୍ରାଏଲ୍‌ କରିବାକୁ ନେଇ ଏଆଇଏମ୍‌ଆଇଏମ୍‌ ମୁଖ୍ୟ ଅସଉଦ୍ଦିନ ଓଓ୍ବାଇସି ତାଙ୍କ ଉପରେ ବର୍ଷିଛନ୍ତି। ସେ କହିଛନ୍ତି, ଗୋଟିଏ ପଟେ ଆମ ଯବାନ ଶହୀଦ ହେଉଛନ୍ତି, ଅନ୍ୟପଟେ ପ୍ରଧାନମନ୍ତ୍ରୀ ଜେଟ୍‌ ବିମାନ ଟ୍ରାଏଲ କରୁଛନ୍ତି।

କେହି ବି ଯୁବତୀ ଚାହୁଁ ନାହାଁନ୍ତି ମୁଁ ବିବାହ କରେ: ବିଜୟ ବର୍ମା

ମୁମ୍ବାଇ: ଗତ କିଛି ଦିନ ହେବ ବଲିଉଡ ନାୟିକା ତମନ୍ନା ଭାଟିଆ ଏବଂ ବିଜୟ ବର୍ମା ସେମାନଙ୍କ ସମ୍ପର୍କକୁ ନେଇ ଖବରରେ ଥିଲେ। ଶୁଣବାକୁ ମିଳିଥିଲା ଯେ ଉଭୟ ଶୀଘ୍ର ବିବାହ କରିବାକୁ ଯାଉଛନ୍ତି। ବର୍ତ୍ତମାନ ବିଜୟ ବିବାହ ଖବର ଉପରେ…

ବଣିଜର ଗାଁ ବନମାଳୀପୁର: ଏଠି ନାହାନ୍ତି କେହି ବେରୋଜଗାର…

ସୂର୍ଯ୍ୟ ଉଇଁଲେ ଏଠି ସାଇକେଲ ଗଡ଼େ। କାରବାର ପାଇଁ ଆରମ୍ଭ ହୁଏ ପ୍ରସ୍ତୁତି। ଇଏ ବନମାଳୀପୁର। କୁହାଯାଏ ଏଠି କୁଆଡ଼େ ଘରେ ଘରେ ବ୍ୟବସାୟୀ। ୨୭ ପାଟଣାକୁ ନେଇ ଗଠିତ ଏହି ବନମାଳୀପୁର ଓଡ଼ିଶାର ଏକ ପ୍ରମୁଖ ବ୍ୟବସାୟିକ ସ୍ଥଳ। ଖୋର୍ଦ୍ଧା…

ବାସ୍ତୁରେ ଶୋଇବାକୁ ନେଇ ରହିଛି ନିୟମ, ଜାଣିଲେ ଶରୀର ସହ ନିଦ୍ରା ଉପରେ ପଡ଼ିବନି କୁପ୍ରଭାବ…

ବାସ୍ତୁଶାସ୍ତ୍ର ଅନୁଯାୟୀ, ଶୋଇବା ସମୟରେ ମଧ୍ୟ କିଛିଟା ନିୟମ ମାନିବାକୁ ହୁଏ। ନଚେତ୍‌ ଏହାର କୁପ୍ରଭାବ ଆମର ଶରୀର ଓ ମନ ସହିତ ନିଦ୍ରା ଉପରେ ପଡ଼ିଥାଏ ବୋଲି କୁହାଯାଏ। ସେଥିପାଇଁ ବାସ୍ତୁଶାସ୍ତ୍ରରେ ଉଲ୍ଲେଖ ରହିଛି, ଦକ୍ଷିଣ ଦିଗକୁ ମୁଣ୍ଡକରି ଶୋଇବା…

ବାସ୍ତୁ ଅନୁଯାୟୀ କେଉଁ ମୂର୍ତ୍ତିକୁ ଘରେ ରଖିବା ଶୁଭ, ଜାଣନ୍ତୁ…

ସାଜସଜ୍ଜା ପାଇଁ ଘରେ ଆମେ ବିଭିନ୍ନ ପ୍ରକାରର ଆକର୍ଷଣୀୟ ମୂର୍ତ୍ତି ରଖିଥାଉ। କିନ୍ତୁ କିଛି ମୂର୍ତ୍ତିକୁ ବାସ୍ତୁ ଅନୁଯାୟୀ ବହୁତ ଶୁଭ ବୋଲି କୁହାଯାଏ; ଯାହାକୁ ଘରେ ରଖିଲେ ଐଶ୍ୱର୍ଯ୍ୟ ବୃଦ୍ଧି ହେବା ସହ ସୁଖଶାନ୍ତି ବଢ଼ିଥାଏ ବୋଲି ବିଶ୍ୱାସ ରହିଛି।…

ଭିକ ମାଗି କୋଟିପତି ହେଲେ ଏହି ସୁନ୍ଦରୀ ଯୁବତୀ, ମାଲେସିଆରେ କିଣିଛନ୍ତି ଦୁଇ ଫ୍ଲାଟ; ରହିଛି ଅନେକ ଦାମୀ ଗାଡ଼ି 

ଦେଖିବାକୁ କୌଣସି ସୁନ୍ଦରୀ ଅଭିନେତ୍ରୀଙ୍କଠାରୁ କମ୍‌ ନୁହେଁ। ହେଲେ ଭିକମାଗି କୋଟିପତି ହୋଇଛନ୍ତି ଯୁବତୀ। ଏବେ ତାଙ୍କର ମାଲେସିଆରେ ରହିଛି ଦୁଇ ଫ୍ଲାଟ୍‌ ଏବଂ ଦାମୀ କାର୍‌। ଚକିତ ହେଲେ ହେଁ କଥାଟି ସତ। ସୋସିଆଲ ମିଡିଆରେ ଏବେ ଉକ୍ତ ଯୁବତୀଙ୍କ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri