Home Left

ବିଜିୟୁର ୬ଷ୍ଠ ସମାବର୍ତ୍ତନ ଉସତ୍ବ

ଭୁବନେଶ୍ୱର,୨୬।୧୧: ରାଜ୍ୟର ପ୍ରମୁଖ ଘରୋଇ ଶିକ୍ଷାନୁଷ୍ଠାନ ବିର୍ଲା ଗ୍ଲୋବାଲ ୟୁନିଭର୍ସିଟି (ବିଜିୟୁ) ର ୬ଷ୍ଠ ସମାବର୍ତ୍ତନ ଉତ୍ସବ ଶନିବାର ବିଶ୍ୱବିଦ୍ୟାଳୟର ଭୁବନେଶ୍ୱର କ୍ୟାମ୍ପସରେ ଅନୁଷ୍ଠିତ ହୋଇଯାଇଛି। ବିଶେଷକରି ବିଜିୟୁର ୨୦୨୧-୨୩ ବ୍ୟାଚ୍‌ର ସ୍ନାତକୋତ୍ତର ଏବଂ ୨୦୨୦-୨୩ ବ୍ୟାଚ୍‌ର ସ୍ନାତକ ଛାତ୍ରୀଛାତ୍ରମାନଙ୍କ ପାଇଁ…

ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌

ଭୁବନେଶ୍ୱର,୨୬।୧୧: ରୁଚି ଫ୍ରୋଜିଟ୍‌ର ଏକ୍ସକ୍ଲୁସିଭ ଆଉଟ୍‌ଲେଟ୍‌ ଶନିବାର କଟକସ୍ଥିତ ମଧୁପାଟଣା ଶିଳ୍ପାଞ୍ଚଳ (ରୁଚି କମ୍ପାନୀ ପାଖ)ଠାରେ ଉଦ୍‌ଘାଟିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ରୁଚି ଫୁଡ୍‌ଲାଇନ୍‌ର ନିର୍ଦ୍ଦେଶିକା ସଙ୍ଗୀତା ସାହୁ ସମ୍ମାନିତ ଅତିଥି ଭାବେ ଯୋଗ ଦେଇ ଏହାର ଉଦ୍‌ଘାଟନ କରିଥିଲେ। ଅନ୍ୟମାନଙ୍କ…

‘୩୩,୦୦୦ କୋଟିରେ ପହଞ୍ଚତ୍ଛି ଗ୍ରାମୀଣ ବ୍ୟବସାୟ’

ଭୁବନେଶ୍ୱର,୨୬।୧୧ (ଅଭୟ ଦାଶ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କୃଷକ ଉତ୍ପାଦ ସଙ୍ଗଠନ (ଏଫ୍‌ପିଓ) ଏବଂ ସ୍ବୟଂ ସହାୟକ ଗୋଷ୍ଠୀ (ଏସ୍‌ଏଚ୍‌ଜି)ଙ୍କ ମାଧ୍ୟମରେ ଦେଶର କୃଷକ, ଗ୍ରାମୀଣ ମହିଳାମାନଙ୍କୁ ସଶକ୍ତ କରିବାର ଦାୟିତ୍ୱ ନେଇଛନ୍ତି ବୋଲି ଶନିବାର ନାବାର୍ଡ ପକ୍ଷରୁ ଆୟୋଜିତ ‘ଷ୍ଟେଟ୍‌…

୨୫ ବର୍ଷ ପରେ କରନ୍‌ଙ୍କ ସହ ସଲମାନ

ମୁମ୍ବାଇ: ବଲିଉଡ୍‌ ଭାଇଜାନ୍‌ ସଲମାନ ଖାନ୍‌ ଏବଂ ନିର୍ଦ୍ଦେଶକ କରନ୍‌ ଜୋହର ୨୫ ବର୍ଷ ପୂର୍ବେ ଏକାଠି ଏକ ଫିଲ୍ମ କରିଥିଲେ। ଏହାପରେ ସେମାନେ ଏକ ପ୍ରୋଜେକ୍ଟ କରିବାର ଯୋଜନା କରିଥିଲେ ମଧ୍ୟ ତାହା ଏପର୍ଯ୍ୟନ୍ତ ସଫଳ ହୋଇପାରିନାହିଁ। ତେବେ ଏତେ…

ସମ୍ବିଧାନ ପ୍ରତି ନାଗରିକଙ୍କ ପ୍ରତିବଦ୍ଧତା

ଭାରତୀୟ ଜନସାଧାରଣଙ୍କ ମୌଳିକ ଅଧିକାରର ସୁରକ୍ଷା କ୍ଷେତ୍ରରେ ସମ୍ବିଧାନ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥାଏ। ସମ୍ବିଧାନ ମୌଳିକ ଅଧିକାରକୁ ସୁନିଶ୍ଚିତ କରେ। ଏହା ମୌଳିକ ଅଧିକାରର ସୁରକ୍ଷା କବଚ ପାଲଟି ଥାଏ। ୨୬ ନଭେମ୍ବର ୧୯୪୯ରେ, ଭାରତର ସମ୍ବିଧାନକୁ ଗ୍ରହଣ କରାଯାଇଥିଲା।…

୧୬ କୋଟିରେ ଡାକ ଟିକେଟ ନିଲାମ

ନ୍ୟୁୟର୍କ: ବେଳେବେଳେ ଏକ ଛୋଟ ଜିନିଷ ବି ବେଶ୍‌ ଅମୂଲ୍ୟ ହୋଇଯାଏ। ସାଧାରଣତଃ ଡାକ ଟିକେଟର ମୂଲ୍ୟ ୫ରୁ ଆରମ୍ଭ ହୋଇ ୧୦୦ ଟଙ୍କା ଭିତରେ ହୋଇଥାଏ। ହେଲେ ନିକଟରେ ଏକ ଡାକ ଟିକେଟ ୧୬ କୋଟି ଟଙ୍କାରେ ନିଲାମ ହୋଇଥିବା…

ଶ୍ୱେତ ବିପ୍ଳବ

ଶ୍ୱେତ ବିପ୍ଳବର ଜନକ ଡ. ଭର୍ଗିଜ କୁରିନଙ୍କ ସମ୍ମାନରେ ପ୍ରତି ବର୍ଷ ଭାରତରେ ନଭେମ୍ବର ୨୬ରେ ଜାତୀୟ ଦୁଗ୍ଧ ଦିବସ ପାଳିତ ହୋଇଥାଏ। ଅପରେଶନ ଫ୍ଲଡ୍‌ ବା ଶ୍ୱେତ ବିପ୍ଳବରେ ସେ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିଥିଲେ; ଯାହା ଦେଶର ସର୍ବବୃହତ୍‌…

ବଦଳିଛି ଦେଶର ସୁରକ୍ଷା ଭିତ୍ତିଭୂମି

ନୂଆଦିଲ୍ଲୀ,୨୬।୧୧: ୯/୧୧ ଆକ୍ରମଣ ପାଶ୍ଚାତ୍ୟ ରାଷ୍ଟ୍ରଗୁଡ଼ିକୁ ବୈଶ୍ୱିକ ଆତଙ୍କବାଦର ବିପଦକୁ ନେଇ ଜାଗ୍ରତ କରିଥିବାବେଳେ ୨୬/୧୧ ମୁମ୍ବାଇ ଆତଙ୍କବାଦୀ ଆକ୍ରମଣ ଘଟଣା ଭାରତର ସୁରକ୍ଷା ଚିନ୍ତା ବଢ଼ାଇଥିଲା। ପାକିସ୍ତାନରୁ ସମୁଦ୍ର ପଥରେ ଆସିଥିବା ଆତଙ୍କବାଦୀ ଏକସଙ୍ଗେ ମୁମ୍ବାଇ ମହାନଗରୀରର ବିଭିନ୍ନ ସ୍ଥାନରେ…

ଧୂଳିରେ ଅତିଷ୍ଠ ସହରବାସୀ

ସମ୍ବଲପୁର,୨୬।୧୧(ଭବାନୀ ଶଙ୍କର ଭୋଇ)ସମ୍ବଲପୁର ସହରର ଧନୁପାଲି ଛକରୁ ଜେଲ ଛକ ପର୍ଯ୍ୟନ୍ତ ଦୁଇଥାକିଆ ରାସ୍ତାକାର୍ଯ୍ୟ ଦୀର୍ଘଦିନ ହେଲା ଆରମ୍ଭ ହୋଇଥିଲେ ମଧ୍ୟ ଏପର୍ଯ୍ୟନ୍ତ ଶେଷ ହୋଇପାରି ନାହିଁ। ପ୍ରଶସ୍ତୀକରଣ ପାଇଁ ରାସ୍ତା ଖୋଳାଯାଇ ମାଟି ଗଦାକରି ରଖାଯାଇଛି। ଫଳରେ ଗାଡିମୋଟର ଯିବା…

ସୁଡ଼ଙ୍ଗ ତଳେ ଜୀବନ: ୪୧ ଶ୍ରମିକ, ୧୪ ଦିନ

ଉତ୍ତରକାଶୀ,୨୬।୧୧: ଉତ୍ତରାଖଣ୍ଡର ଉତ୍ତରକାଶୀସ୍ଥିତ ସୁଡ଼ଙ୍ଗରେ ଗତ ୧୨ ତାରିଖରୁ ଫସି ରହିଥିବା ୪୧ ଶ୍ରମିକ କେବେ ବାହାରର ଆଲୋକ ଦେଖିବେ, ତାହା କହିହେଉ ନାହିଁ। ଖନନ କାର୍ଯ୍ୟରେ ନିୟୋଜିତ ଆମେରିକାର ଓଜନଦାର ମେଶିନ୍‌ର ଡ୍ରିଲିଂ ଯନ୍ତ୍ରାଂଶ ସମ୍ପୂର୍ଣ୍ଣ ନଷ୍ଟ ହୋଇଯାଇଛି। ଫଳରେ…

ଅନିଶ୍ଚିତତାରେ ସୁବର୍ଣ୍ଣପୁର ନୂଆ ବସ୍‌ଷ୍ଟାଣ୍ଡ

ସୋନପୁର,୨୬।୧୧(ମୃତ୍ୟୁଞ୍ଜୟ ଶତପଥୀ)ସୁବର୍ଣ୍ଣପୁରବାସୀଙ୍କ ବହୁ ପ୍ରତୀକ୍ଷିତ ନୂତନ ବସଷ୍ଟାଣ୍ଡ ନିର୍ମାଣ ଅନିଶ୍ଚିତତା ମଧ୍ୟରେ ରହିଛି। ଗତ ଅଗଷ୍ଟ ୨୩ ତାରିଖରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଭିଡିଓ କନ୍‌ଫରେନ୍ସିଂ ମାଧ୍ୟମରେ ସୁବର୍ଣ୍ଣପୁରରେ ଏ ଟାଇପ୍‌ ବସ୍‌ଷ୍ଟାଣ୍ଡ ନିର୍ମାଣ ପାଇଁ ଭିତ୍ତିପ୍ରସ୍ତର ସ୍ଥାପନ କରିଥିଲେ। ୫.୬୫…

ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି

ଭବାନୀପାଟଣା,୨୬।୧୧(ଉତ୍ତମ କୁମାର ଦାଶ)ଅନ୍ତର୍ଜାତୀୟ ଚଳଚ୍ଚିତ୍ର ମହୋତ୍ସବରେ କଳାହାଣ୍ଡିର ହାବସପୁରୀ ଶାଢ଼ି। ଜିଲାର ଜୁନାଗଡ଼ ବ୍ଲକ୍ର ଚିଚୈଗୁଡା, ବଲଧିଆମାଲ, ଚକୁଲି, ଧର୍ମଗଡ଼ ବ୍ଲକ ଜୟନ୍ତପୁର ଅଞ୍ଚଳରେ ବୁଣାକାରମାନଙ୍କ ଦ୍ୱାରା ବୁଣାଯାଉଥିବା ହାବସପୁରୀ ଶାଢ଼ିକୁ ନେଇ ନିର୍ମିତ ହେବାକୁ ଥିବା ଡକ୍ୟୁମେଣ୍ଟାରି ଫିଲ୍ମ ଗୋଆରେ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri