ଖାଲକୁ ଖସିଲା ବସ୍: ୭ ମୃତ,୨୧ ଆହତ
ନୈନିତାଲ,୯।୧୦: ନୈନିତାଲ-କାଲାଡୁଙ୍ଗି ରାସ୍ତାରେ ହରିୟାଣାର ହିସାରରୁ ପର୍ଯ୍ୟଟକଙ୍କୁ ନେଇ ଯାଉଥିବା ଏକ ବସ ପ୍ରାୟ ୧୫୦ ମିଟର ଗଭୀର ଖାଲରେ ଖସି ପଡିଛି। ଏହି ଦୁର୍ଘଟଣାରେ ଜଣେ ଶିଶୁ ଏବଂ ୬ ଜଣ ମହିଳାଙ୍କ ସମେତ ୭ ଜଣଙ୍କର ମୃତ୍ୟୁ ହୋଇଥିବାବେଳେ…
ଅପହରଣ ପରେ ଯୁବକଙ୍କୁ ହତ୍ୟା
କୋଦଳା/କବିସୂର୍ଯ୍ୟନଗର,୮ା୧୦(ଅମିତ କୁମାର ପଟ୍ଟନାୟକ/କୃପାସିନ୍ଧୁ ସ୍ବାଇଁ): ଗଞ୍ଜାମ ଜିଲା କୋଦଳା ଥାନା ଅଞ୍ଚଳରେ ଜଣେ ଯୁବକଙ୍କୁ ଅପହରଣ ପରେ ହତ୍ୟା କରାଯାଇଛି। ତିନିଦିନ ପରେ ରବିବାର ସାତନଳ-ବେରୁଆଁବାଡି ନୁଦୁବୁଦି ନାଳ ନିକଟସ୍ଥ ଏକ ବୁଦା ନିକଟରୁ ଯୁବକଙ୍କ ମୃତଦେହ ପୋଲିସ ଜବତ କରିଛି।…
ଗ୍ରାହକ ସେବାକେନ୍ଦ୍ର ମୁଖ୍ୟ ଜେଲଗଲେ
କୋକସରା,୮।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଶୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ଅଧୀନ ବଡ଼ପୋଡ଼ାଗୁଡ଼ା ଗ୍ରାମର ଆମପାଣି ଷ୍ଟେଟ ବ୍ୟାଙ୍କ ଦ୍ୱାରା ଅନୁବନ୍ଧିତ ଏକ ଗ୍ରାହକ ସେବାକେନ୍ଦ୍ରରୁ ଜମାକାରୀଙ୍କ ଲକ୍ଷାଧିକ ଟଙ୍କା ହଡପ ଘଟଣାରେ ପୋଲିସ ମୁଖ୍ୟ ଅଭିଯୁକ୍ତଙ୍କୁ ଗିରଫ କରି…
ଯୁବତୀଙ୍କୁ ଅସଦାଚରଣ, ହତ୍ୟା ଉଦ୍ୟମ: ଅଭିଯୁକ୍ତ ଗିରଫ
ବ୍ରହ୍ମପୁର,୮ା୧୦(ସୁବାସ ଚନ୍ଦ୍ର ପାଢ଼ୀ): ଜଣେ ଯୁବତୀଙ୍କୁ ଅସଦାଚରଣ ଏବଂ ହତ୍ୟା ଉଦ୍ୟମ କରିଥିବା ଅଭିଯୋଗରେ ବଡ଼ବଜାର ଥାନା ପୋଲିସ ଜଣେ ଯୁବକଙ୍କୁ ଗିରଫ କରିଛି। ସେ ହେଲେ ତ୍ରିବେଣୀନଗରର ଅଜୟ କୁମାର ମହାରଣା(୨୩)। ଅସଦାଚରଣ ଘଟଣାରେ ଅଜୟଙ୍କୁ ସହଯୋଗ କରିଥିବା ୨…
ଇଜିପ୍ଟରେ ୨ ଇସ୍ରାଏଲ ପର୍ଯ୍ୟଟକଙ୍କୁ ହତ୍ୟା
କାଇରୋ,୮ା୧୦: ଇଜିପ୍ଟର ଆଲେକ୍ଜାଣ୍ଡ୍ରିଆ ସହରରେ ଜଣେ ପୋଲିସ ଅଫିସର ରବିବାର ଇସ୍ରାଏଲରୁ ଆସିଥିବା ପର୍ଯ୍ୟଟକଙ୍କ ଉପରକୁ ଗୁଳି ଚଳାଇଥିଲେ। ଫଳରେ ୨ଜର ଇସ୍ରାଏଲୀ ଏବଂ ଜଣେ ଇଜିପ୍ଟ ନାଗରିକଙ୍କ ମୃତ୍ୟୁ ଘଟିଛି। ଶନିବାରଠାରୁ ପାଲେଷ୍ଟାଇନ୍ର ହମାସ ଏବଂ ଇସ୍ରାଏଲୀ ସେନା ମଧ୍ୟରେ…
ହମାସ ଆକ୍ରମଣରେ ୧୦ ନେପାଳୀ ଛାତ୍ରଙ୍କ ମୃତ୍ୟୁ
ଜେରୁଜେଲମ,୮।୧୦: ପାଲେଷ୍ଟାଇନର ହମାସ ଏବଂ ଇସ୍ରାଏଲ ଯୁଦ୍ଧ ଗମ୍ଭୀର ହେବାରେ ଲାଗିଛି। ହମାସ ଆତଙ୍କବାଦୀ ଗୋଷ୍ଠୀ ଅଚାନକ ଇସ୍ରାଏଲ ଉପରେ ଭୟାନକ ଆକ୍ରମଣ କରିବା ପରେ ଯୁଦ୍ଧ ଘୋଷଣା କରିଛି ଇସ୍ରାଏଲ। ଗତକାଲିଠାରୁ ଆରମ୍ଭ ହୋଇଥିବା ଆକ୍ରମଣ ଓ ପାଲଟା ଆକ୍ରମଣରେ…
ବିଶିଷ୍ଟ ଚଳଚ୍ଚିତ୍ର ନିର୍ମାତାଙ୍କ ପରଲୋକ
ବ୍ରିଟିଶ ଚଳଚ୍ଚିତ୍ର ନିର୍ମାତା ଟେରେନ୍ସ ଡେଭିସଙ୍କ ପରଲୋକ ଘଟିଛି। ମୃତ୍ୟୁବେଳକୁ ତାଙ୍କୁ ୭୭ ବର୍ଷ ହୋଇଥିଲା। ଡିଷ୍ଟାନ୍ସ ଭଏସ୍, ଷ୍ଟିଲ୍ ଲାଇଭ୍ସ, ଦ ଡିପ୍ ବ୍ଲୁ ସି ଏବଂ ଦ ଲଙ୍ଗ ଡେ କ୍ଲୋଜ ଭଳି ସୁପରହିଟ୍ ଫିଲ୍ମ ନିର୍ମାଣ କରିଥିଲେ।…
ଜଳିଗଲା ହାଇଓ୍ବା
ବଡବିଲ,୮।୧୦(ଦେବପ୍ରିୟ ରଣା): କେନ୍ଦୁଝର ଜିଲା ବଲାଣି ଥାନା ଅଧୀନ ଡବ୍ଲୁହଟିଂ ନିକଟରେ ରବିବାର ଏକ ହାଇଓ୍ବାରେ ନିଆଁ ଲାଗି ଜଳିଯାଇଛି। ହାଇଓ୍ବା ମାଟକାମବେଡ଼ାସ୍ଥିତ ଆରିୟା ପ୍ଲାଣ୍ଟରୁ ପେଲେଟ ବୋଝେଇ କରି ବଲାଣି ରେଲୱେ ସାଇଡିଂ ଅଭିମୁଖେ ଯାଉଥିଲା। ଡବ୍ଲ୍ୟୁହଟିଂ ଛକରେ ହାଇଓ୍ବାର…
ଏଲ୍ଏଏଚ୍ଡିସି ନିର୍ବାଚନରେ ବାଜିମାରିଲା କଂଗ୍ରେସ, ନ୍ୟାଶନାଲ୍ କନଫରେନ୍ସ
ଶ୍ରୀନଗର,୮।୧୦: ୨୦୧୯ରେ ଧାରା ୩୭୦ ହଟାଯିବା ପରେ ଜମ୍ମୁ କଶ୍ମୀରରେ ଅନୁଷ୍ଠିତ ପ୍ରଥମ ନିର୍ବାଚନରେ କଂଗ୍ରେସ ଏବଂ ନ୍ୟାଶନାଲ୍ କନଫରେନ୍ସ ମିଳିତ ମେଣ୍ଟ କାର୍ଗିଲରେ ଲଦାଖ ସ୍ବାୟତ୍ତ ପର୍ବତୀୟ ପରିଷଦ ନିର୍ବାଚନରେ ଭାଜପାକୁ ପରାସ୍ତ କରିଛି। ୨୬ ସିଟ ବିଶିଷ୍ଟ ଲଦାଖ…
ଓଳଟି ପଡ଼ିଲା ବୋଲେରୋ: ଜଣେ ଶ୍ରମିକ ମୃତ, ୪ ଆହତ
ଲାଞ୍ଜିଗଡ଼,୮।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ଥାନା ଛତ୍ରପୁର ପଞ୍ଚାୟତ ଭାଟଗୁଡ଼ା ଗାଁ ଶିବ ମନ୍ଦିର ନିକଟ ଏକ ବୁଲାଣିରେ ରବିବାର ଭାରସାମ୍ୟ ହରାଇ ଏକ ବୋଲେରୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଏଥିରେ ଜୁନାଗଡ଼ ଥାନା କୁଟେନ ଗାଁର ବିରଞ୍ଚି…
ଇସ୍ରାଏଲ୍ରେ ଥିବା ଭାରତୀୟ ସୁରକ୍ଷିତ ଅଛନ୍ତି: ଭାରତୀୟ ଦୂତାବାସ
ଜେରୁଜେଲମ୍,୮ା୧୦: ହମାସ ବିଦ୍ରୋହୀ ଏବଂ ଇସ୍ରାଏଲୀ ସୈନ୍ୟଙ୍କ ମଧ୍ୟରେ ଯୁଦ୍ଧ ଚାଲିଥିବା ବେଳେ ସମ୍ପୃକ୍ତ ଅଞ୍ଚଳରେ ଉତ୍ତେଜନା ଲାଗି ରହିଛି। ତେବେ ସେଠାରେ ଥିବା ସମସ୍ତ ଭାରତୀୟ ନାଗରିକ ସୁରକ୍ଷିତ ବୋଲି ତେଲ୍ ଆଭିଭ୍ସ୍ଥିତ ଭାରତୀୟ ଦୂତାବାସ ପକ୍ଷରୁ କୁହାଯାଇଛି। ସେମାନଙ୍କୁ…
ଭାଜପା ତୃତୀୟଥର କ୍ଷମତାକୁ ଆସିଲେ ବିପଦରେ ପଡ଼ିଯିବ ଦେଶ: କେରଳ ମୁଖ୍ୟମନ୍ତ୍ରୀ
ଥିରୁଭାନନ୍ତପୁରମ୍,୮।୧୦: ଭାଜପା ତୃତୀୟ ଥର କ୍ଷମତାକୁ ଆସିଲେ ଦେଶ ବିପଦରେ ପଡିଯିବ ବୋଲି କେରଳ ମୁଖ୍ୟମନ୍ତ୍ରୀ ପିନାରାଇ ବିଜୟନ ଚେତାବନୀ ଦେଇଛନ୍ତି। ଉତ୍ତର କେରଳର ଏକ ଜିଲାର ଏକ କାର୍ଯ୍ୟକ୍ରମରେ ଭାଜପା ନେତୃତ୍ୱାଧୀନ କେନ୍ଦ୍ର ସରକାର ଏବଂ ଆରଏସଏସକୁ ଟାର୍ଗେଟ୍ କରିଛନ୍ତି…
Archives


