Home Left

୭୦% ଚାଷୀଙ୍କୁ ମିଳୁନି କେସିସି ଋଣ

ଭୁବନେଶ୍ୱର,୨୭।୧୨(ରବିନାରାୟଣ ଜେନା): ରାଜ୍ୟରେ ଚାଷୀଙ୍କ ବିକାଶ ପାଇଁ କେନ୍ଦ୍ର ଓ ରାଜ୍ୟ ସରକାରଙ୍କ ପକ୍ଷରୁ ବହୁବିଧ ଯୋଜନା କାର୍ଯ୍ୟକାରୀ କରାଯାଉଛି। ଏହାକୁ ତୃଣମୂଳସ୍ତରରେ କାର୍ଯ୍ୟକାରୀ କରିବା ଲାଗି ବିଭାଗୀୟ ସଚିବ ଏବଂ ବରିଷ୍ଠ ଅଧିକାରୀଙ୍କୁ ଦାୟିତ୍ୱ ଦିଆଯାଇଛି। ହେଲେ ବାସ୍ତବରେ ତାହା…

ପହିଲାରୁ ୩ ଡିଗ୍ରୀ ବଢ଼ିବ ତାପମାତ୍ରା

ଭୁବନେଶ୍ୱର,୨୮ା୧୨(ଅନୁରାଧା ମହାରଣା): ରାଜ୍ୟରେ ପ୍ରବଳ ଶୀତ ସହ କୁହୁଡ଼ି ପ୍ରଭାବରେ ଜନଜୀବନ ଅସ୍ତବ୍ୟସ୍ତ ହେବାରେ ଲାଗିଛି। ୩୧ ତାରିଖ ପର୍ଯ୍ୟନ୍ତ ଏଭଳି ସ୍ଥିତି ଲାଗି ରହିବ। ତେବେ ଜାନୁଆରୀ ପହିଲାରୁ ପରବର୍ତ୍ତୀ ସମୟରେ ତାପମାତ୍ରା ୨ରୁ ୩ ଡିଗ୍ରୀ ସେଲସିୟସ୍‌ ବଢ଼ିବ…

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ କଳହରୁ ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଶାଶୁଙ୍କ ମୃତ୍ୟୁ ଘଟିଛି। ସିର୍ତିଗୁଡା ଗ୍ରାମର ଜ୍ୱାଇଁ ସୁରତ…

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରାଇବାକୁ ହେବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ କିମ୍ବା ଅନଲାଇନ୍ ସପିଂ କରିବା ହେଉ — UPI ଏବେ ସବୁଠାରୁ ସହଜ ଓ…

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି. ବେଗ ପ୍ରାପ୍ତ ହୋଇଛି। ଏହାର ବେଗ ଏତେ ଦ୍ରୁତ ଯେ, ତାହା ବୁଝିବା ଆଗରୁ…

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ ଦାୟିତ୍ୱହୀନତା ଯୋଗୁ ରୋଗୀଙ୍କ ଜୀବନ ସହ ଖେଳ କରାଯାଉଥିବା ନେଇ ପୁଣି ଏକ ସାଂଘାତିକ…

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ ଯୁବକଙ୍କ ମୃତ୍ୟୁ ଘଟିଛି। ସେ ହେଲେ କୁସୁମଖୁଣ୍ଟି ଗ୍ରାମର ନବ ଭୋଇ (୩୫)। ଅନ୍ୟପଟେ…

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ ଶନିବାର ୨ ଦେଶ ଏକ ଯୁଦ୍ଧବିରତି ଚୁକ୍ତିନାମାରେ ସ୍ବାକ୍ଷର କରିଛନ୍ତି। ଉକ୍ତ ଚୁକ୍ତିନାମା ତୁରନ୍ତ…

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ ତୃତୀୟ ଟି୨୦ ମ୍ୟାଚ୍‌କୁ ଭାରତୀୟ ଦଳ ୮ ଉଇକେଟରେ ଜିତିଥିଲା। ଏହା ଅଧିନାୟିକା ଭାବେ…

ପରକୀୟା ପ୍ରୀତି: ସ୍ତ୍ରୀଙ୍କୁ ତଣ୍ଟି ଚିପି ହତ୍ୟା ଉଦ୍ୟମ, ଜେଲ ଗଲେ ସ୍ବାମୀ

ଦିଗପହଣ୍ଡି,୨୭।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳ କଲୋନୀ ପ୍ରଥମ ଲେନର ଚନ୍ଦନ ପାତ୍ରଙ୍କ ପରକୀୟା ପ୍ରୀତି ପଦାରେ ପଡ଼ିଛି। ବିବାହିତା ସ୍ତ୍ରୀ ଥାଉ ଥାଉ ଚନ୍ଦନ ଅନ୍ୟ ଜଣେ ମହିଳାଙ୍କୁ ସ୍ତ୍ରୀର ମର୍ଯ୍ୟାଦା ଦେଇ ବିବାହିତା ସ୍ତ୍ରୀଙ୍କୁ ହତ୍ୟା…

ଅଧା ଭଙ୍ଗା ଘରେ କଟୁଛି ଓକିଲଙ୍କ ଜୀବନ

ଚକାପାଦ,୨୭ା୧୨(ପ୍ରତାପ କିଶୋର ବେହେରା): ଚକାପାଦ ବ୍ଲକ୍‌ ଅନ୍ତର୍ଗତ ବପଲମେଣ୍ଡି(ଲା) ଡେଲିପଙ୍ଗା ଗ୍ରାମର ଓକିଲ ଡିଗାଲ (୬୫)ଙ୍କ ୨ ପୁଅ ନିଜ ନିଜ ସଂସାରକୁ ନେଇ ଚଳୁଛନ୍ତି। ବଡ ପୁଅ ଘର ଖଣ୍ଡେ ପାଇଛି। ସାନପୁଅ ବୋହୁ ବାପା ପାଖରେ ରହୁଛନ୍ତି। ଆଜକୁ…

ବିରଞ୍ଚିଙ୍କ ଏଏସଆଇକୁ ପଦୋନ୍ନତି: କଠିନ ପରିଶ୍ରମ ଆଣିଦେଲା ସଫଳତା

ଗଞ୍ଜାମ,୨୭।୧୨(ବିଦ୍ୟାଧର ସାହୁ):ଗଞ୍ଜାମ ଜିଲା ଛତ୍ରପୁରସ୍ଥିତ ଜିଲା ଆରକ୍ଷୀ କାର୍ଯ୍ୟାଳୟରେ କନଷ୍ଟେବଳ ଭାବେ କାର୍ଯ୍ୟରତ ଥିବା ବିରଞ୍ଚି ନାରାୟଣ ପଲେଇଙ୍କ ପଦୋନ୍ନତି ହୋଇଛି। କନେଷ୍ଟବଳରୁ ଏଏସଆଇକୁ ପଦୋନ୍ନତି ହୋଇଥିବା ରାଜ୍ୟ ମୁଖ୍ୟାଳୟରୁ ଚିଠି ନଂ ୩୬୯୦ରେ ଉଲେଖ ରହିଛି। ବିରଞ୍ଚି ନାରାୟଣ ପଲେଇ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri