Home Left

ଟାଇଗର-୩: ଲିକ ହେଲା କ୍ୟାଟ୍ରିନାଙ୍କ ସିନ…

ମୁମ୍ବାଇ : ଟାଇଗର-୩ ରିଲିଜ ଦିନ ଯେତେ ପାଖେ ଆସୁଛି ଏହାକୁ ନେଇ ଦର୍ଶକଙ୍କ ମଧ୍ୟରେ ଉତ୍ସାହ ସେତେ ବଢ଼ିବାରେ ଲାଗିଛି। ଫିଲ୍ମରେ ସଲମାନ ଖାନ ଏବଂ କ୍ୟାଟ୍ରିନା କୈଫ ମଧ୍ୟରେ ପୁଣି ରୋମାନ୍ସ ଦର୍ଶକ ଦେଖିବାର ସୁଯୋଗ ପାଇବେ। ତେବେ…

କୋରାପୁଟରେ ୧୬୭ ସ୍କ୍ରବ୍‌ ଟାଇଫସ୍‌ ରୋଗୀ ଚିହ୍ନଟ: ସିଡିଏମ୍‌ଓ

କୋରାପୁଟ,୭ା୧୦(ଅମିତାଭ ବେହେରା): କୋରାପୁଟ ଜିଲାରେ ବର୍ତ୍ତମାନସୁଧା ୧୬୭ ଜଣ ସ୍କ୍ରବ୍‌ ଟାଇଫସ୍‌ରେ ଆକ୍ରାନ୍ତ ହୋଇଥିବା ଜିଲା ଜନସ୍ବାସ୍ଥ୍ୟ ଅଧିକାରୀ ଡାକ୍ତର ଅରୁଣ କୁମାର ପାଢ଼ୀ ଶନିବାର ସୂଚନା ଦେଇଛନ୍ତି। ବର୍ତ୍ତମାନ ସୁଦ୍ଧା ପ୍ରାୟ ୧୬୫୦ ଜଣଙ୍କର ରକ୍ତ ନମୁନା ପରୀକ୍ଷା କରାଯାଇଥିବା…

୪ ଛେଳି ଖାଇଲା ବାଘ, ଲୋକେ ଆତଙ୍କିତ

କେନ୍ଦୁଝର,୭ା୧୦(ନରେଶ ଚନ୍ଦ୍ର ପଟ୍ଟନାୟକ): ଘଟଗାଁ ରେଞ୍ଜ ଢେଙ୍କିକୋଟ ସେକ୍ସନ କାଳିମାଟି ଡ୍ୟାମ୍‌ ନିକଟ ବାରବାଙ୍କ ଜଙ୍ଗଲରେ ବାଘ ଆକ୍ରମଣରେ ୪ଟି ଛେଳିଙ୍କ ଜୀବନ ଯାଇଛି। ପ୍ରକାଶ ଯେ, ଢେଙ୍କିକୋଟ ଅଞ୍ଚଳର ବାସନ୍ତୀ ଓ ଲମ୍ବୋଧର ମୁଣ୍ଡାଙ୍କ ଛେଳି ଧରି ଶୁକ୍ରବାର ଦୁଇ…

ନିର୍ମାଣାଧୀନ କାର୍ଯ୍ୟ ତୁରନ୍ତ ଶେଷ କରିବାକୁ ନିର୍ଦ୍ଦେଶ

ହିଞ୍ଜିଳିକାଟୁ,୭ା୧୦(ଦ୍ୱିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲାପାଳ ଦିବ୍ୟଜ୍ୟୋତି ପରିଡ଼ା ଶନିବାର ହିଞ୍ଜିଳିକାଟୁ ଗସ୍ତରେ ଆସି ବିଭିନ୍ନ ଉନ୍ନୟନମୂଳକ କାର୍ଯ୍ୟର ସମୀକ୍ଷା କରିବା ସହ ନିର୍ମାଣାଧୀନ କାର୍ଯ୍ୟଗୁଡିକୁ ଶୀଘ୍ର ଶେଷ କରିବାକୁ ବିଭାଗୀୟ ଅଧିକାରୀମାନଙ୍କୁ ନିର୍ଦ୍ଦେଶ ଦେଇଛନ୍ତି। ଶନିବାର ଜିଲାପାଳ ହିଞ୍ଜିଳିକାଟୁ ଉପଖଣ୍ଡ ଚିକିତ୍ସାଳୟରେ…

ଏସବୁ ସ୍ଥାନରେ ମନଖୋଲି ଖର୍ଚ୍ଚ କରନ୍ତୁ ଟଙ୍କା; ସୌଭାଗ୍ୟ ବଢ଼ିବ

ଆଚାର୍ଯ୍ୟ ଚାଣକ୍ୟଙ୍କ ନୀତିଶାସ୍ତ୍ର ଆଜି ବି ପ୍ରାସଙ୍ଗିକ। ଏଥିରେ ଜୀବନକୁ ସରଳ କରିବା ଲାଗି ଅନେକ ନୀତି ବିଷୟରେ ବର୍ଣ୍ଣନା କରାଯାଇଛି। ସେଥିରୁ ଗୋଟିଏ ହେଲା ଧନ ଖର୍ଚ୍ଚ କରିବା। ଚାଣକ୍ୟ କୁହନ୍ତି, କେଉଁଠି ଖର୍ଚ୍ଚ କରିବେ, ନ କରିବେ ତାହା…

ଆଫଗାନିସ୍ତାନରେ ଗୋଟିଏ ପରେ ଗୋଟିଏ ଭୂକମ୍ପର ୭ ଝଟ୍‌କା, ୧୫ ମୃତ

କାବୁଲ,୭।୧୦: ଉତ୍ତର-ପଶ୍ଚିମ ଆଫଗାନିସ୍ତାନରେ ଶନିବାର ଗୋଟିଏ ପରେ ଗୋଟିଏ ହୋଇ ୭ଥର ଭୂକମ୍ପ ଝଟ୍‌କା ଅନୁଭୂତ ହୋଇଛି। ୬.୩ ତିବ୍ରତା ବିଶିଷ୍ଟ ଭୂକମ୍ପରେ ବହୁତ କ୍ଷୟକ୍ଷତି ହୋଇଥିବା ବେଳେ ୧୫ ଲୋକଙ୍କ ମୃତ୍ୟୁ ଘଟିଛି। ସେହିଭଳି ଅନେକ ଲୋକ ଆହତ ହୋଇଥିବା…

ଡୁଡୁକାଠେଙ୍ଗା ପଞ୍ଚାୟତକୁ ପ୍ରଧାନମନ୍ତ୍ରୀ ସଡ଼କ ଯୋଜନାରେ ସାମିଲ ପାଇଁ ବିଭାଗୀୟ ଅଧିକାରୀଙ୍କୁ ଚିଠି

କୋକସରା,୭ା୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): କଳାହାଣ୍ଡି ଜିଲା କୋକସରା ବ୍ଲକ ବିଜୁ ଏକ୍ସପ୍ରେସ ଓ୍ବେ ଦର୍ଲିପଡ଼ା ଛକରୁ ଡୁଡୁକାଠେଙ୍ଗା ପଞ୍ଚାୟତ ମୁନୁଗା ପଦର ଓ ଧବେନ ଚଞ୍ଚରା ୭ କିଲୋମିଟର ରାସ୍ତା ଅତି ଶୋଚନୀୟ ଅବସ୍ଥାରେ ପଡ଼ିରହିଛି। ଫଳରେ ଏହି ପଞ୍ଚାୟତର ଜଙ୍ଗଲ ପାଦଦେଶରେ…

ଏ ହେଉଛି ଦୀପିକାଙ୍କ ଫିଟ୍‌ନେସ ମନ୍ତ୍ର, ଜାଣନ୍ତୁ ପତଳା ରହିବାକୁ ନେଇ କ’ଣ ରହିଛି ତାଙ୍କ ଜୀବନଚର୍ଯ୍ୟା

ଫିଟ୍‌ ରହିବା ପାଇଁ ଅଭିନେତା ତଥା ଅଭିନେତ୍ରୀମାନେ ନିଜର ଖାଦ୍ୟପେୟ ଉପରେ ବିଶେଷ ଧ୍ୟାନ ଦେଇଥାନ୍ତି। ଏଣୁ ଆଜିର ଯୁବପୀଢ଼ି ଅଭିନୟ ସାଙ୍ଗକୁ ସେମାନଙ୍କ ଫିଟ୍‌ନେଟ୍‌ ରହିବାର ଫର୍ମୁଲା ବିଷୟରେ ଜାଣିବାକୁ ବେଶ ଇଚ୍ଛୁକ ଥାନ୍ତି। ସେପରି ଜଣେ ଅଭିନେତ୍ରୀ ହେଲେ…

ବାଇକ୍‌-ସାଇକେଲ ମୁହାଁମୁହିଁ, ଛାତ୍ରୀଙ୍କ ସମେତ ଦୁଇ ଗୁରୁତର

ଦିଗପହଣ୍ଡି,୭ା୧୦(ସଞ୍ଜୀବ କୁମାର ପାତ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଜାତୀୟ ରାଜପଥରେ ଥିବା ଇଲେକ୍ଟ୍ରି ସବ୍‌ଡିଭିଜନ୍‌ କାର୍ଯ୍ୟାଳୟ ନିକଟରେ ଶନିବାର ସାଇକେଲ୍‌ ସହ ବାଇକ୍‌ ମୁହାଁମୁହିଁ ଧକ୍କା ହେବାରୁ ଛାତ୍ରୀଙ୍କ ସମେତ ଜଣେ ଯୁବକ ଗୁରୁତର ହୋଇଥିବା ଜଣାପଡ଼ିଛି। ଘଟଣାସ୍ଥଳରୁ ଗୁରୁତର ଦୁହିଁଙ୍କୁ…

ପଞ୍ଜାବୀ ଗାୟିକାଙ୍କୁ ହତ୍ୟା ଧମକ

ବମ୍ବେ: ଭାରତୀୟ ବଂଶୋଦ୍ଭବ ଅନ୍ତର୍ଜାତୀୟ ପଞ୍ଜାବୀ ଗାୟିକା ଜସ୍ମିନ ସାଣ୍ଡଲାସଙ୍କୁ ହତ୍ୟା ଧମକ। ଲରେନ୍ସ ବିଶ୍ନୋଇ ନାମରେ ଗାୟିକାଙ୍କୁ ଧମକପୂର୍ଣ୍ଣ ଫୋନ୍‌ ଆସିଛି। ଏହାକୁ ନେଇ ଜସ୍ମିନଙ୍କ ସୁରକ୍ଷା ବୃଦ୍ଧି କରାଯାଇଛି। ଏହାଛଡ଼ା ଦିଲ୍ଲୀ ପୋଲିସ ମଧ୍ୟ ଫୋନ୍‌ କଲ୍‌ କିଏ…

ମ୍ୟାଚ୍‌ ମଝିରେ ନମାଜ ପଢ଼ିବାକୁ ଲାଗିଲେ ରିଜଓ୍ବାନ, ଭାଇରାଲ ହେଉଛି…

ହାଇଦ୍ରାବାଦ,୭।୧୦: ପାକିସ୍ତାନ କ୍ରିକେଟ ଟିମ୍‌ ବିଜୟରୁ ବିଶ୍ୱକପ୍‌ରେ ଯାତ୍ରା ଆରମ୍ଭ କରିଛି। ଶୁକ୍ରବାର ହାଇଦ୍ରାବାଦରେ ଖେଳାଯାଇଥିବା ମ୍ୟାଚ୍‌ରେ ନେଦରଲ୍ୟାଣ୍ଡକୁ ଦଳ ପରାଜିତ କରିଛି। ଏହି ରୋମାଞ୍ଚକର ମ୍ୟାଚ୍‌ରେ ଦଳର ଉଇକେଟକିପର-ବ୍ୟାଟ୍ସମ୍ୟାନ୍‌ ମହମ୍ମଦ ରିଜଓ୍ବାନଙ୍କ ଭଲ ବ୍ୟାଟିଂ ଅର୍ଦ୍ଧଶତକୀୟ ଇନିଂସ ଖେଳିଥିଲେ। ହେଲେ…

ପରଦାକୁ ଫେରୁଛନ୍ତି କରୀନା

ମୁମ୍ବାଇ: ଅଭିନେତ୍ରୀ କରୀନା କପୁର ତାଙ୍କର ଫିଲ୍ମକୁ ନେଇ କନ୍‌ଫର୍ମ କରିଛନ୍ତି। ଶନିବାର ସେ ତାଙ୍କ ଇନ୍‌ଷ୍ଟାଗ୍ରାମରେ ନିର୍ଦ୍ଦେଶକ ରୋହିତ ଶେଟ୍ଟୀଙ୍କ ସହ ଫିଲ୍ମ କରିବା ନେଇ ସୂଚନା ଦେଇଛନ୍ତି। ବର୍ତ୍ତମାନ ଶୁଟିଂ ପାଇଁ ହାଇଦ୍ରାବାଦରେ ଥିବା ଇନ୍‌ଷ୍ଟାଗ୍ରାମରେ ଫଟୋ ଶେୟାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri