ମା’ ତାରାତାରିଣୀ, ଦକ୍ଷିଣକାଳୀଙ୍କ ଷୋଡ଼ଶ ଉପଚାର ପୂଜା ଆରମ୍ଭ
ପୁରୁଷୋତ୍ତମପୁର,୭ା୧୦(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲାର ଇଷ୍ଟଦେବୀ ମା’ ତାରାତାରିଣୀ ଓ ଦକ୍ଷିଣ କାଳୀଙ୍କ ପୀଠରେ ଶାରଦୀୟ ପୂଜା ଶୁକ୍ରବାର ଆରମ୍ଭ ହୋଇଛି। ଏହା ଷୋହଳ ଦିନ ଧରି ଚାଲିବ। ପ୍ରଥମ ଦିନ ମା’ ତାରାତାରିଣୀ ଦୁଇ ଭଉଣୀଙ୍କ ପ୍ରତିମାକୁ ସ୍ନାନବେଦୀକୁ ଅଣାଯାଇଥିଲା।…
ମୁକୁଳା ନଦୀବନ୍ଧ, ତଳିଆ ଅଞ୍ଚଳ ଜଳମଗ୍ନ
ବାଲିଆପାଳ, ୭।୧୦(ଗୋପାଳ ଚନ୍ଦ୍ର ସାହୁ): ଗୁରୁବାରଠାରୁ ସୁବର୍ଣ୍ଣରେଖା ନଦୀରେ ବନ୍ୟାଜଳ ପ୍ରବାହିତ ହେଉଥିବା ଦେଖିବାକୁ ମିଳୁଛି। ବନ୍ୟାଜଳ ରାଜଘାଟଠାରେ ସନ୍ଧ୍ୟା ସୁଦ୍ଧା ବିପଦସଂକେତଠାରୁ ବହୁ ତଳେ ଅର୍ଥାତ ୯.୩୫ ମିଟରରେ ରହିଛି। ମାତ୍ର ମୁକୁଳା ନଦୀବନ୍ଧ ପାଇଁ ତଳିଆ ଅଞ୍ଚଳ ଜଳମଗ୍ନ…
ମେଟାଲ ଡିଟେକ୍ଟରର କମାଲ, ଘର ବଗିଚାରେ କାନ ଫୁଲ ଖୋଜୁ ଖୋଜୁ ମିଳିଲା ବହୁ ବର୍ଷ ପୁରୁଣା କଳାକୃତି
ଓସଲୋ,୭।୧୦: ନରୱେରେ ଜଣେ ବ୍ୟକ୍ତିଙ୍କ ଦ୍ୱାରା ମେଟାଲ ଡିଟେକ୍ଟର ସାହାଯ୍ୟରେ ସୁନା ଖେଶଜିବା ସମୟରେ ଗୋଟିଏ ପରିବାରକୁ ଶତାବ୍ଦୀ ପୁରୁଣା କଳାକୃତି ମିଳିଛି। ବାସ୍ତବରେ, ପରିବାର ସଦସ୍ୟମାନେ ସେମାନଙ୍କ ବଗିଚାରେ ହଜିଯାଇଥିବା କାନ ଫୁଲକୁ ଖୋଜୁଥିଲେ, କିନ୍ତୁ ସେଠାରେ ସେମାନେ ଏକ…
ଭୁଲ୍ ଇଞ୍ଜେକ୍ଶନ ଯୋଗୁ ପାର୍ଶ୍ୱ ପ୍ରତିକ୍ରିୟା
ସୋର, ୭ା୧୦(ଜନ୍ମେଜୟ ମିଶ୍ର): ସୋର ବ୍ଲକ ଶିଙ୍ଗାଖୁଣ୍ଟା ପଞ୍ଚାୟତ ବନ୍ଧସାହି ଜଙ୍ଗଲ ପାଦଦେଶରେ ରହୁଥିବା ଗ୍ରାମବାସୀଙ୍କ ଛେଳି ଓ ଗୋରୁଙ୍କୁ ଗତ ଗୁରୁବାର ଇଞ୍ଜେକ୍ସନ ଦିଆଯାଇଥିବା ବେଳେ ଏହାର ପ୍ରଭାବରେ ଗତ ଦୁଇଦିନ ମଧ୍ୟରେ ୮ ଛେଳି ମରିଯାଇଥିବା ଗ୍ରାମବାସୀ ଅଭିଯୋଗ…
ଯଦି ପାଶ୍ଚାତ୍ୟ ସାମରିକ ସହାୟତା ବନ୍ଦ ହୋଇଯାଏ, ତେବେ ୟୁକ୍ରେନ ଏକ ସପ୍ତାହ ମଧ୍ୟରେ ଶେଷ ହୋଇଯିବ: ପୁଟିନ୍
ମସ୍କୋ,୭।୧୦: ୟୁକ୍ରେନ ଏବଂ ରୁଷିଆ ମଧ୍ୟରେ ଗତ କିଛି ମାସ ଧରି ଯୁଦ୍ଧ ଚାଲିଛି। ଏଥି ସହିତ ପାଶ୍ଚାତ୍ୟ ଯୁଦ୍ଧଗ୍ରସ୍ତ ୟୁକ୍ରେନକୁ ସହାୟତା ଯୋଗାଇବ। ଏହା ପରେ ରୁଷିଆର ରାଷ୍ଟ୍ରପତି ଭ୍ଲାଦିମିର ପୁଟିନ୍ କହିଛନ୍ତି, ପାଶ୍ଚାତ୍ୟ ସାମରିକ ଏବଂ ଆର୍ଥିକ ସହାୟତା…
ତେଲ ଆଭିଭ ନିକଟରେ ଶୁଭିଲା ବିସ୍ଫୋରଣ ଶବ୍ଦ, ଲୋକଙ୍କୁ ଘରେ ରହିବାକୁ ନିର୍ଦ୍ଦେଶ
ଜେରୁଜେଲମ,୭।୧୦: ଶନିବାର ସକାଳେ ଗାଜା ଏବଂ ବୃହତ ତେଲ ଆଭିବ ଅଞ୍ଚଳରେ ଦକ୍ଷିଣ ଅଞ୍ଚଳରେ ରକେଟ ଚେତାବନୀ ଦେଉଥିବା ସାଇରନ ଧ୍ୱନି ଦୀର୍ଘ ସମୟ ପର୍ଯ୍ୟନ୍ତ ବାଜିଥିଲା। ତେବେ ବିସ୍ଫୋରଣ ସମ୍ପର୍କରେ ସେନା ପକ୍ଷରୁ କୌଣସି ତତକ୍ଷଣାତ ବିବରଣୀ ଦିଆଯାଇ ନାହିଁ।…
ଇଲିଶି ସାତସପନ
ପାରାଦୀପ, ୭।୧୦ (ଶରତ ରାଉତ): ଓଡ଼ିଆ ଲୋକକଥାରେ କୁହନ୍ତି, ମାଛ ଖାଇବ ଇଲିଶି ଚାକିରି କରିବ ପୋଲିସ। ଯେଉଁ ଇଲିଶି ମାଛର ସର୍ବାଧିକ ଚାହିଦା ଆମିଷାଷୀଙ୍କ ପାଖରେ ଥାଏ ତାହା ଆଉ ସମୟାନୁସାରେ ମିଳୁନାହିଁ। ଏଥିଯୋଗୁ ଏହି ମାଛର ଦାମ ଦିନକୁ…
ଟସ୍ ଜିତି ବୋଲିଂ ନିଷ୍ପତ୍ତି ନେଲା ବାଂଲାଦେଶ
ଧର୍ମଶାଳା,୭।୧୦: ବିଶ୍ୱକପ୍ ୨୦୨୩ ତୃତୀୟ ମ୍ୟାଚ ଶନିବାର ଆଫଗାନିସ୍ତାନ ଏବଂ ବାଂଲାଦେଶ ମଧ୍ୟରେ ଧର୍ମଶାଳାର ହିମାଚଳ ପ୍ରଦେଶ କ୍ରିକେଟ ଆସୋସିଏଶନ ଷ୍ଟାଡିୟମରେ ଖେଳାଯାଉଛି। ବାଂଲାଦେଶ ଅଧିନାୟକ ଶାକିବ ଉଲ ହସନ ଟସ୍ ଜିତି ପ୍ରଥମେ ବୋଲିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଆମନ୍ତ୍ରଣ…
ମରାମତି ଅଭାବ: କଚେରି ପୋଖରୀ କଚଡ଼ାପୂର୍ଣ୍ଣ
ପଟ୍ଟାମୁଣ୍ଡାଇ,୭ା୧୦ (ଅକ୍ଷୟ ବିଶ୍ୱାଳ): ପଟ୍ଟାମୁଣ୍ଡାଇର ଐତିହାସିକ କଚେରି ପୋଖରୀ ପୁନର୍ନିର୍ମାଣ ଦାବିରେ ସହରବାସୀଙ୍କ ପକ୍ଷରୁ ବାରମ୍ବାର ଦାବି ହୋଇ ଆସୁଛି। ଏ ନେଇ ପଟ୍ଟାମୁଣ୍ଡାଇ ପୌର କର୍ତ୍ତୃପକ୍ଷ, ତହସିଲଦାର, ବିଡିଓ ଓ ଜିଲା ପ୍ରଶାସନ ପକ୍ଷରୁ କୌଣସି ପଦକ୍ଷେପ ଗ୍ରହଣ କରାଯାଇନାହିଁ।…
ଆଜି ୨ ମହାମୁକାକିଲା
ଧର୍ମଶାଳା,୭।୧୦: ବିଶ୍ୱକପ୍ ୨୦୨୩ରେ ଶନିବାର ଦୁଇଟି ମ୍ୟାଚ ଖେଳାଯିବ। ପ୍ରଥମ ମ୍ୟାଚରେ ଆଫଗାନିସ୍ତାନ ଦଳ ବାଂଲାଦେଶକୁ ଭେଟିବ। ଦ୍ୱିତୀୟ ମ୍ୟାଚରେ ଦକ୍ଷିଣ ଆଫ୍ରିକା ଏବଂ ଶ୍ରୀଲଙ୍କା ମଧ୍ୟରେ ଅଛି। ବାଂଲାଦେଶ-ଆଫଗାନିସ୍ତାନ ମ୍ୟାଚ ପୂର୍ବାହ୍ନ ୧୦.୩୦ରେ ଧର୍ମଶାଳାରେ ଆରମ୍ଭ ହେବ। ସେହିପରି ଦକ୍ଷିଣ…
ଦୋଛକିରେ ବାଣ ନିର୍ମାଣକାରୀଙ୍କ ଜୀବିକା
କେନ୍ଦ୍ରାପଡ଼ା, ୭ା୧୦(ଜଗନ୍ନାଥ ଧଳ): କେନ୍ଦ୍ରାପଡ଼ା ଜିଲା ସଦର ଥାନା ଅନ୍ତର୍ଗତ ଭରତପୁର ପଞ୍ଚାୟତସ୍ଥ ଖଣ୍ଡିଆବନ୍ଧ ଗ୍ରାମରେ ଗୁରୁବାର ବାଣ ବିସ୍ଫୋରଣ ହୋଇଥିଲା। ଏଥିରେ ଏହି ଗ୍ରାମର ଡା. ସୁଜିତ କୁମାର ସାମଲ ଗୁରୁତର ହୋଇ କଟକ ବଡ଼ ମେଡିକାଲରେ ଏବେବି ଚିକିତ୍ସିତ…
ସାପ କାମୁଡ଼ାରେ ଚାଲିଗଲା ମା’ ଝିଅଙ୍କ ଜୀବନ
ହିଞ୍ଜିଳିକାଟୁ,୭।୧୦(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା କବିସୂର୍ଯ୍ୟନଗର ଥାନା ଅଢେଇବର ଗାଁରେ ଶନିବାର ଏକ ଅଘଟଣ ଘଟିଛି। ସାପ କାମୁଡ଼ାରେ ମା’ କେ.ବାସନ୍ତୀ ପାତ୍ର ଏବଂ ତାଙ୍କର ୨ ବର୍ଷର ଶିଶୁକନ୍ୟା ଦେବସ୍ମିତାଙ୍କ ଅକାଳ ମୃତ୍ୟୁ ଘଟିଛି। ମିଳିଥିବା ସୂଚନା ମୁତାବକ, ଉଭୟ…
Archives


