Home Left

ଏହି ଧନୀ ମହିଳାଙ୍କ ଲାଗି ଦେବଦୂତ ପାଲଟିଲେ ନୀତା ଅମ୍ବାନୀ, ଅଭିଯୁକ୍ତ ସ୍ବାମୀ ୧୧,୦୦୦ କୋଟି ଟଙ୍କା ସମ୍ପତ୍ତିର ମାଲିକ

ନୂଆଦିଲ୍ଲୀ,୨୨।୧୧: କୋଟିପତି ବ୍ୟବସାୟୀ ଗୌତମ ସିଙ୍ଘାନିଆ ଏବଂ ତାଙ୍କ ପତ୍ନୀ ନଓ୍ବାଜ ମୋଦି ପରସ୍ପରଠାରୁ ଅଲଟା ହୋଇଛନ୍ତି। ଦୀପାବଳି ପାର୍ଟୀରେ ନଓ୍ବାଜଙ୍କୁ ସାମିଲ ହେବାକୁ ଦିଆଯାଇ ନ ଥିବା ଭିଡିଓ ଭାଇରାଲ ହୋଇଥିଲା। ପରେ ଗୌତମ ସୋସିଆଲ ମିଡିଆରେ ପୋଷ୍ଟ କରି…

ବିଶ୍ୱକପ୍‌ ଫାଇନାଲ ଅହମ୍ମଦାବାଦ ବଦଳରେ ଲକ୍ଷ୍ନୌରେ ଖେଳାଯାଇଥିଲେ ଭାରତ ନିଶ୍ଚୟ ଜିତିଥାନ୍ତା: ଅଖିଳେଶ

ଲକ୍ଷ୍ନୌ,୨୨।୧୧: ଆଇସିସି ବିଶ୍ୱକପ୍‌ରେ ଭାରତର ପରାଜୟକୁ ସହଜରେ ଗ୍ରହଣ କରିପାରୁନାହାନ୍ତି ପ୍ରଶଂସକ। ହେଲେ ମ୍ୟାଚ୍‌ ବେଳେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ଉପସ୍ଥିତିକୁ ନେଇ ଅନେକ ନେତା କଟାକ୍ଷ କରୁଥିବା ଦେଖାଯାଇଛି। ଏହି କ୍ରମରେ ସମାଜବାଦୀ ପାର୍ଟି ମୁଖ୍ୟ ଅଖିଳେଶ ଯାଦବ ଭାଜପାକୁ…

ବୁଲା ଷଣ୍ଢ ଆକ୍ରମଣ: ଚକଟି ମାରିଲା, ଜଣଙ୍କୁ କଚାଡ଼ିଦେଲା 

ଭଦ୍ରକ,୨୨।୧୧(ସନାତନ ରାଉତ): ଭଦ୍ରକ ଚରମ୍ପା ହ୍ୟାପିହୋମ ସ୍କୁଲ ନିକଟରେ ଏକ ବୁଲା ଷଣ୍ଢ ଆକ୍ରମଣରେ ବୁଧବାର ସକାଳେ ଜଣେ ବୃଦ୍ଧାଙ୍କର ମୃତ୍ୟୁ ଘଟିଛି। ଏଥିରେ ଅନ୍ୟ ଜଣେ ମହିଳା ଗୁରୁତର ହୋଇଛନ୍ତି। ଏହି ଘଟଣା ସ୍ଥାନୀୟ ଅଞ୍ଚଳରେ ଆଲୋଡନ ସୃଷ୍ଟି କରିଛି।…

୩୦୦ ପାଲେଷ୍ଟାଇନ ବନ୍ଧକଙ୍କୁ ମୁକ୍ତ କରିବାକୁ ପ୍ରସ୍ତୁତ ଇସ୍ରାଏଲ, ଜାରି କଲା ଲିଷ୍ଟ

ଜେରୁଜେଲମ,୨୨।୧୧: ଛଅ ସପ୍ତାହ ପର୍ଯ୍ୟନ୍ତ ଚାଲିଥିବା ଯୁଦ୍ଧ ପରେ ଇସ୍ରାଏଲ ଏବଂ ପାଲେଷ୍ଟାଇନରେ ମାନବିକ ଅସ୍ତ୍ରବିରତି ଘୋଷଣା କରାଯାଇଛି। ଯୁଦ୍ଧବିରତି ଚୁକ୍ତିନାମାର କିଛି ଘଣ୍ଟା ପରେ ଇସ୍ରାଏଲ ୩୦୦ ପାଲେଷ୍ଟାଇନ ବନ୍ଧକଙ୍କୁ ମୁକ୍ତ କରିବାକୁ ନିଷ୍ପତ୍ତି ନେଇଛି। ଟାଇମ୍ସ ଅଫ ଇସ୍ରାଏଲ…

ମଧୁର ପାଣିରେ ମାଛ ଅପେକ୍ଷା ଚିଙ୍ଗୁଡ଼ି ଚାଷ ଅଧିକ

କେନ୍ଦ୍ରାପଡା, ୨୨।୧୧ (ଜଗନ୍ନାଥ ଧଳ): ଲୁଣି ମାଛ ରପ୍ତାନୀ କ୍ଷେତ୍ରରେ ଓଡ଼ିଶାର ଚାହିଦା ବଢ଼ିଛି। ୧୦ବର୍ଷ ମଧ୍ୟରେ ଏହା ୭୪୭ ପ୍ରତିଶତକୁ ବୃଦ୍ଧି ପାଇଛି। ୨୦୧୧- ୧୨ ଆଥିକ ବର୍ଷରେ ୧୧,୪୬୦ ମେଟ୍ରିକ ଟନ ଲୁଣି ମାଛ ରପ୍ତାନୀ ହୋଇଥିବା ବେଳେ…

୩୮ଟି ଦାନ୍ତ ପାଇଁ ବିଶ୍ୱ ରେକର୍ଡରେ ସ୍ଥାନ ପାଇଲେ ଭାରତୀୟ ମହିଳା

ନୂଆଦିଲ୍ଲୀ,୨୨।୧୧:ସାଧାରଣ ମଣିଷର କେତୋଟି ଦାନ୍ତ ଥିବା ନେଇ ଆପଣଙ୍କୁ ପଚାରିଲେ ଏହାର ଉତ୍ତର ଆପଣ ୩୨ହିଁ ଦେବେ। କିନ୍ତୁ ଆମେ ଯଦି ଆପଣଙ୍କୁ କହିବୁ ୩୨ ନୁହେଁ ଜଣେ ମହିଳାଙ୍କର ୩୮ଟି ଦାନ୍ତ ଅଛି। ଆଶ୍ଚର୍ଯ୍ୟ ଲାଗୁଥିଲେ ବି ସତ। ଭାରତର…

ଲକ୍ଷ୍ନୌ ସୁପର୍‌ ଜିଆଣ୍ଟସ୍‌ ହାତ ଛାଡିଲେ ଗମ୍ଭୀର, ଆଇପିଏଲରେ ୨ ଥର ଚାମ୍ପିୟନ କରାଇଥିବା ଦଳକୁ କଲେ ପ୍ରତ୍ୟାବର୍ତ୍ତନ

ନୂଆଦିଲ୍ଲୀ,୨୨।୧୧: ଗୌତମ ଗମ୍ଭୀର କୋଲକାତା ନାଇଟ ରାଇଡର୍ସକୁ ପ୍ରତ୍ୟାବର୍ତ୍ତନ କରିଛନ୍ତି। ଶାହାରୁଖ ଖାନଙ୍କ ଦଳ କେକେଆର ଗୌତମ ଗମ୍ଭୀରଙ୍କୁ ଆଇପିଏଲ ୨୦୨୪ପାଇଁ ଏହାର ପରାମର୍ଶଦାତା ଭାବରେ ନିଯୁକ୍ତ କରିଛି। କୋଲକାତା ନାଇଟ ରାଇଡର୍ସ ଏ ପର୍ଯ୍ୟନ୍ତ ଆଇପିଏଲରେ ମାତ୍ର ଦୁଇଥର ଟ୍ରଫି…

କାଗଜ କଲମରେ କୃଷିଋଣ

ଯାଜପୁର,୨୨।୧୧(ହର୍ଷବର୍ଦ୍ଧନ ବେହେରା) : ରାଜ୍ୟର ନିରୀହ ଗରିବ କୃଷକ ସଦସ୍ୟଙ୍କ କୃଷି ଋଣ ଆକାଉଣ୍ଟକୁ ଜାଲିଆତି କରି ସେମାନଙ୍କୁ ହଇରାଣ କରାଯାଉଥିବା ଅଭିଯୋଗ ପରେ ରାଜ୍ୟ ସରକାର ୨୦୨୨ ଜୁନ ପ୍ରଥମ ସପ୍ତାହରେ ଏକ ଗୁରୁତ୍ୱପୂର୍ଣ୍ଣ ନିର୍ଦ୍ଦେଶ ଜାରି କରିଥିଲେ। ରାଜ୍ୟ…

ଓ୍ବାର୍ନର କଲେ ବଡ଼ ଖୁଲାସା: ଏହି ଗୋଟିଏ ନିଷ୍ପତ୍ତି ବଦଳାଇଦେଇଥିଲା ଅଷ୍ଟ୍ରେଲିଆ ଟିମ୍‌ର ଭାଗ୍ୟ

ନୂଆଦିଲ୍ଲୀ,୨୧।୧୧: ନରେନ୍ଦ୍ର ମୋଦି କ୍ରିକେଟ ଷ୍ଟାଡିୟମରେ ଅଷ୍ଟ୍ରେଲିଆ ଅଧିନାୟକ ପ୍ୟାଟ କମିନ୍ସ ଟସ୍‌ ଜିତି ପ୍ରଥମେ ବୋଲିଂ ନିଷ୍ପତ୍ତି ନେଇଥିଲେ। ପୂର୍ବରୁ ବିଶ୍ୱକପ୍‌ର ଅଧିକାଂଶ ମ୍ୟାଚ୍‌ରେ ଟିମ୍‌ର ଅଧିନାୟକ ଟସ୍‌ ଜିତି ବ୍ୟାଟିଂ ନିଷ୍ପତ୍ତି ନେଉଥିଲେ। ଏଣୁ ତାଙ୍କ ନିଷ୍ପତ୍ତି ବିରୋଧି…

ବ୍ରାହ୍ମଣୀ ଆଁରେ ୫ଶହ ହେକ୍ଟର ଜମି

ଢେଙ୍କାନାଳ,୨୨।୧୧(ରତନ ନାୟାର): ଢେଙ୍କାନାଳ ଜିଲା ସଦର ବ୍ଲକ ଗେଙ୍ଗୁଟିଆ, ଗୁରୁଜାଙ୍ଗଠାରୁ ଆରମ୍ଭ କରି ସାଙ୍କୁଲେଇ ଗ୍ରାମ ପର୍ଯ୍ୟନ୍ତ ପ୍ରାୟ ୫୦୦ ହେକ୍ଟର ଚାଷଜମି ବ୍ରାହ୍ମଣୀ ନଦୀର ବନ୍ୟା ଜଳ ଖାଇଯାଇଛି। ଏ ସମ୍ପର୍କରେ ଚାଷୀମାନେ ରାଜ୍ୟ ସରକାରଙ୍କ ଦୃଷ୍ଟି ଆକର୍ଷଣ କରିବା…

ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ ପାଇଁ ପ୍ରଶାସନର ପ୍ରୟାସ

ପାରଳାଖେମୁଣ୍ଡି,୨୨।୧୧ (ଗିରିଧାରୀ ପରିଛା): ଗଜପତି ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପ୍ଲାଷ୍ଟିକମୁକ୍ତ କରିବା ପାଇଁପ ପ୍ରଶାସନ ପ୍ରୟାସ ଆରମ୍ଭ କରିଛି। ବର୍ତ୍ତମାନ ପିକନିକ ଋତୁ ଆରମ୍ଭ ହୋଇଥିବା ବେଳେ ଜିଲାର ବିଭିନ୍ନ ପର୍ଯ୍ୟଟନ ସ୍ଥଳକୁ ପର୍ଯ୍ୟଟକଙ୍କ ସୁଅ ଛୁଟୁଛି । ରାୟଗଡ…

ଗୁଣାତ୍ମକ ଶିକ୍ଷା ପାଇଁ ମିଳିବ ନିର୍ଭରଯୋଗ୍ୟ ବିଜୁଳି

ବାଲେଶ୍ୱର,୨୨।୧୧ (ମାନସ ବିଶ୍ୱାଳ): ଟିପି ନର୍ଦ୍ଦର୍ଣ୍ଣ ଓଡ଼ିଶା ଡିଷ୍ଟ୍ରିବ୍ୟୁଶନ ଲିମିଟେଡ (ଟିପିଏନଓଡିଏଲ) କେନ୍ଦୁଝର ଇଞ୍ଜିନିୟରିଂ କଲେଜ ଛାତ୍ରୀଛାତ୍ରଙ୍କ ଦୀର୍ଘଦିନ ଧରି ବିଦ୍ୟୁତ୍‌ ସରବରାହ ସମସ୍ୟାର ସମାଧାନ ହୋଇଛି ବୋଲି ବାଲେଶ୍ୱର ଜିଲା ରେମୁଣା ଗୋଲେଇସ୍ଥିତ ଟିପିଏନଓଡିଏଲ ସିଇଓ ଭାସ୍କର ସରକାର ଏକ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri