Home Left

ଖୋଲିଲା ମା’ ବାଙ୍କେଶ୍ବରୀଙ୍କ ଦାନହୁଣ୍ଡି: ମିଳିଲା ୧୧ ଲକ୍ଷ ୯୩ ହଜାର

ଦିଗପହଣ୍ଡି,୨୬।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡିି ପଞ୍ଚାୟତ କେରାଣ୍ଡିମାଳ ପର୍ବତ ଶିଖରରେ ପୂଜା ପାଉଥିବା ସମଗ୍ର ଦକ୍ଷିଣ ଓଡ଼ିଶାର ପ୍ରମୁଖ ଶକ୍ତିପୀଠ ମା ’ ନିଜ ବାଙ୍କେଶ୍ୱରୀ ମନ୍ଦିର ପରିସରରେ ଥିବା ଦାନହୁଣ୍ଡି ଶୁକ୍ରବାର ଖୋଲା…

କଳାହାଣ୍ଡିର ଯୁବତୀଙ୍କୁ ତେଲେଙ୍ଗାନାରେ ହତ୍ୟା, ନଦୀବ୍ରିଜ ତଳୁ ମୃତଦେହ…

ଭବାନୀପାଟଣା,୨୬।୧୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ର ଯୁବତୀ ଙ୍କୁ ତେଲେଙ୍ଗାନା ରେ ହତ୍ୟା ଭଳି ଏକ ଦୁଃଖଦ ଘଟଣା ସାମ୍ନାକୁ ଆସିଛି। ଗତ ୩ ମାସ ତଳେ ନିଜ ପରିବାର ସହ ଦାଦନ ଖଟିବାକୁ ଯୁବତୀ ଜଣକ ତେଲେଙ୍ଗାନା ଯାଇଥିଲେ। ହେଲେ ତେଲେଙ୍ଗାନାର…

କ’ଣ ଭାରତରେ ଲିଭ୍‌ ଇନ୍‌ ରିଲେଶନସିପରେ ରହିବା ଅବୈଧ? ନିୟମ ଜାଣିଲେ ତାଜୁବ ହେବେ

ଭାରତୀୟ ସମାଜରେ ବିବାହକୁ ଏକ ପବିତ୍ର ଓ ଏକ ଜରୁରି ଉତ୍ସବ ଭାବେ ପରିଗଣିତ କରାଯାଇଥାଏ । କାରଣ ବିବାହ ପରେ ହିଁ ପୁରୁଷ ଓ ମହିଳାଙ୍କୁ ପତି ପତ୍ନୀର ମାନ୍ୟତା ମିଳିଥାଏ ଓ ସେମାନେ ସାମାଜିକ ଭାବେ ସାଥିରେ ରହିବାକୁ…

ଫେସବୁକରେ ଭିଡିଓ କରି କମାଇ ପାରିବେ ମୋଟା ଅଙ୍କର ଟଙ୍କା! ଜାଣନ୍ତୁ ପୂରା ପ୍ରକ୍ରିୟା

ନୂଆଦିଲ୍ଲୀ,୨୬।୧୨: ଯଦି ଆପଣ ସୋସିଆଲ ମିଡିଆରେ କଣ୍ଟେଣ୍ଟ ତିଆରି କରୁଛନ୍ତି ତେବେ ଆପଣଙ୍କ ପାଇଁ ଭଲ ଖବର। ଇ-କମର୍ସ କମ୍ପାନୀ ମିଶୋ କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ଏକ ନୂତନ ପ୍ଲାଟଫର୍ମ “ମିଶୋ କ୍ରିଏଟର କ୍ଲବ” ଲଞ୍ଚ କରିଛି। ଏହି ପ୍ଲାଟଫର୍ମ ମାଧ୍ୟମରେ,…

ଶଟ ସର୍କିଟ୍‌ରୁ ଜଳିଗଲା ଘର

ପାରଳାଖେମୁଣ୍ଡି,୨୬ା୧୨(ଗିରିଧାରୀ ପରିଚ୍ଛା): ପାରଳାଖେମୁଣ୍ଡି ପୌରପରିଷଦ ୬ ନଂ.ୱାର୍ଡ ଅନ୍ତର୍ଗତ ରେଲିସେରି ସାହିର ଜଣେ ବ୍ୟକ୍ତିଙ୍କ ଘରେ ସର୍ଟସର୍କିଟ ଯୋଗୁଁ ନିଆଁଲାଗି ଘରର ସମସ୍ତ ଆସବାବପତ୍ର ପୋଡି ପାଉଁଶ ହୋଇଛି । ଶୁକ୍ରବାର ମଧ୍ୟାହ୍ନରେ କେ. ପ୍ରଶାନ୍ତିଙ୍କ ଘରେ ଅଗ୍ନିକାଣ୍ଡ ଘଟିଥିଲା। ଏହା…

ବର୍ଷର ଶେଷ ଶନିବାରରେ ବିରଳ ସଂଯୋଗ, ମୀନ ସମେତ ଏହି ୫ ରାଶି ହେବେ ମାଲାମାଲ; ବଢିବ ବ୍ୟାଙ୍କ୍‌ ବାଲାନ୍ସ

ଆସନ୍ତାକାଲି ହେଉଛି 2025 ମସିହାର ଶେଷ ଶନିବାର। ଶନିବାର ନ୍ୟାୟ ଏବଂ କର୍ମର ଗ୍ରହ ଶନିଦେବଙ୍କୁ ଉତ୍ସର୍ଗୀକୃତ, ଏବଂ ତାଙ୍କୁ ପୂଜା କରିବା ଦ୍ୱାରା ଧୈଯ୍ୟ ଏବଂ ଷାଡ଼େ ସତୀର ଅଶୁଭ ପ୍ରଭାବ ହ୍ରାସ ପାଏ। ଏହା ବ୍ୟତୀତ, ଶନିବାର ଦିନ,…

ଘର ନିର୍ମାଣ କରିବାକୁ କହି ମହିଳାଙ୍କଠାରୁ ଟଙ୍କା ଠକେଇ

ବ୍ରହ୍ମପୁର,୨୬।୧୨(ସୁବାସ ଚନ୍ଦ୍ର ପାଢ଼ୀ): ଘର ନିର୍ମାଣ କରିବାକୁ କହି ଜଣେ ଠିକାଦାର ସୌନ୍ଦର୍ଯ୍ୟନଗର ଅଞ୍ଚଳର ଜଣେ ମହିଳାଙ୍କଠାରୁ ୮୦ ହଜାର ଟଙ୍କା ଠକି ନେଇଛନ୍ତି। ଏ ନେଇ ଅଭିଯୋଗ ପରେ ସଦର ଥାନା ପୋଲିସ ଏକ ମାମଲା ରୁଜୁ କରି ତଦନ୍ତ…

ପ୍ରତିଶ୍ରୁତି ଭୁଲିଯାଇଛି ଭାଜପା: ପ୍ରତିଷ୍ଠା ଦିବସରେ ଗର୍ଜିଲା ବିଜେଡି

ଭଞ୍ଜନଗର,୨୬।୧୨(ବାବୁଲା ପ୍ରଧାନ)-ଗଞ୍ଜାମ ଜିଲ୍ଲା ଭଞ୍ଜନଗର ବ୍ଲକ ବାଉଁଶଲୁଣ୍ଡି ବିଜୁ ସ୍ମୃତି ଭବନ ଠାରେ ଶୁକ୍ରବାର ବିଜେଡିର ପ୍ରତିଷ୍ଠା ଦିବସ ପାଳିତ ହୋଇଯାଇଛି। ଏଥିରେ ବିଜେଡି ବ୍ଲକ ସଭାପତି ରାଜେନ୍ଦ୍ର ପ୍ରସାଦ ପ୍ରଧାନ ଅଧ୍ୟକ୍ଷତା କରିଥିଲେ। ଅନ୍ୟମାନଙ୍କ ମଧ୍ୟରେ ପୂର୍ବତନ ଆସିକା କୋଅପରେଟିଭ…

ଖୁବଶୀଘ୍ର BSNL ବନ୍ଦ କରିଦେବ ଏହି ସର୍ଭିସ, ଲକ୍ଷଲକ୍ଷ ୟୁଜର୍ସଙ୍କ ଉପରେ ପଡିବ ପ୍ରଭାବ

ନୂଆଦିଲ୍ଲୀ,୨୬।୧୨: ଦେଶର ସରକାରୀ ଟେଲିକମ କମ୍ପାନୀ ଭାରତ ସଞ୍ଚାର ନିଗମ ଲିମିଟେଡ (BSNL) ଏହାର 3G ସେବା ବନ୍ଦ କରିବାକୁ ନିଷ୍ପତ୍ତି ନେଇଛି। ଆଗାମୀ କିଛି ଦିନ ମଧ୍ୟରେ ଏହି ସେବା ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ। କମ୍ପାନୀ ବହୁତ ଦିନ ଧରି…

ଫେଲ ମାରିଲା ‘ମେଡ ଇନ ଚାଇନା’! ଥାଇଲ୍ୟାଣ୍ଡ ବିରୋଧରେ ପ୍ରୟୋଗ ସମୟରେ ଫାଟିଲା ରକେଟ ସିଷ୍ଟମ, ୮ ସେନା ମୃତ

ବ୍ୟାଙ୍କକ,୨୬।୧୨: ପାକିସ୍ତାନର ସେନା ମୁଖ୍ୟ ଅସୀମ ମୁନିର ଚାଇନାର JF-17 ଥଣ୍ଡର ଲଢୁଆ ବିମାନ ଲିବିଆକୁ ବିକ୍ରି କରିଥାଇପାରନ୍ତି, କିନ୍ତୁ ବାସ୍ତବତା ହେଉଛି ଚାଇନା ଅସ୍ତ୍ରଶସ୍ତ୍ରର ଗୁପ୍ତ କଥା ନିରନ୍ତର ଉନ୍ମୋଚିତ ହେଉଛି। ଅପରେଶନ ସିନ୍ଦୂର ପରେ ସଦ୍ୟତମ ଘଟଣା ହେଉଛି…

ସ୍କୁଲ୍‌ ପିଲାଙ୍କ ପାଇଁ ଖୁସିଖବର: ଏଣିକି ଆଉ ଦେବାକୁ ପଡିବନି ବସ୍‌ ଭଡ଼ା

ଭୁବନେଶ୍ୱର,୨୬।୧୨: ରାଜ୍ୟରେ ସ୍କୁଲ ପିଲାଙ୍କ ପାଇଁ ଆରମ୍ଭ ହେବ ମାଗଣା ବସ୍‌ ସେବା। ମୁଖ୍ୟମନ୍ତ୍ରୀ ବସ ସେବା ଯୋଜନାରେ ପିଲାଙ୍କୁ ମାଗଣା ବସ ସେବା ଯୋଗାଇ ଦିଆଯିବ । ସ୍କୁଲ ଓ ଗଣଶିକ୍ଷା ବିଭାଗର ପ୍ରସ୍ତାବକୁ ରାଜ୍ୟ ସରକାରଙ୍କ ଅନୁମୋଦନ ପ୍ରଦାନ…

ମାତ୍ର ୫୬ ବଲରେ କମାଲ୍‌ କରିଦେଲେ ରିଙ୍କୁ ସିଂ: ଟି-୨୦ ବିଶ୍ୱକପ୍‌ ପୂର୍ବରୁ…

ନୂଆଦିଲ୍ଲୀ,୨୬।୧୨: ବିଜୟ ହଜାରେ ଟ୍ରଫିରେ ଚଣ୍ଡିଗଡ଼ ବିପକ୍ଷରେ ଉତ୍ତର ପ୍ରଦେଶର ଅଧିନାୟକ ରିଙ୍କୁ ସିଂହ ଏକ ଚମତ୍କାର ଶତକ ହାସଲ କରିଥିଲେ। ଏହା ପୂର୍ବରୁ, ୟୁପି ଓପନର ଆର୍ୟନ ଜୁୟାଲ ୧୩୪ ରନ କରିଥିଲେ, ଯାହା ଦଳକୁ ପ୍ରଥମେ ବ୍ୟାଟିଂ କରି…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri