Home Left

ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ

ମୋହନା,୯ା୨(ମନ୍ମଥ ମିଶ୍ର): ମୋହନା ମେଡିକାଲ ଇନ୍‌ଚାର୍ଜଙ୍କୁ ଘରେ ତାଲା ପକାଇଲେ ଆଶାକର୍ମୀ । ୨୦୦ରୁ ଅଧିକ ଆଶା କର୍ମୀ ଧାରଣାରେ ବସିଛନ୍ତି । ମୋହନା ଗୋଷ୍ଠୀ ସ୍ୱାସ୍ଥ୍ୟ କେନ୍ଦ୍ର ଅଧିକାରୀ ଡାକ୍ତର ଜୟ ପଣ୍ଡାଙ୍କ ସରକାରୀ ଵାସ ଗୃହର ଗେଟରେ ତାଲା…

‘ଆମେ ଦୁଇ ଆମର ଦୁଇ ଡଜନ, ମୋ ମା’ଙ୍କର ୭୨ ନାତୁଣୀ-ନାତି’, ମୋହନ ଭାଗବତଙ୍କୁ କଡ଼ା ଟାର୍ଗେଟ କଲେ AIMIM ନେତା

ନୂଆଦିଲ୍ଲୀ,୯।୨: ଉତ୍ତର ପ୍ରଦେଶର ମୁରାଦାବାଦରେ, ଅସଦୁଦ୍ଦିନ ଓୱେସିଙ୍କ ଦଳ AIMIMର ୟୁପି ରାଜ୍ୟ ସଭାପତି ଶୌକତ ଅଲି ଜନସଂଖ୍ୟା ସମ୍ପର୍କରେ ଏକ ବଡ଼ ବୟାନ ଦେଇଛନ୍ତି। ଏକ ସାଧାରଣ ସଭାକୁ ସମ୍ବୋଧିତ କରି ସେ କହିଛନ୍ତି, ‘ଆଜିଠାରୁ, ଆମେ ଏକ ସ୍ଲୋଗାନ…

ରୋଗ ପ୍ରତିରୋଧକ ଶକ୍ତି ବଢ଼ାଏ କ୍ଷୀର

ନିୟମିତ କ୍ଷୀର ପିଇଲେ ତାହା ଆମ ଶରୀର ପାଇଁ ବେଶ୍‌ ଉପକାରୀ ସାବ୍ୟସ୍ତ ହୋଇଥାଏ। ତେବେ ଏହାର ଏକ ଖାସ୍‌ ଗୁଣ ରହିଛି। ତାହା କ’ଣ ଜାଣନ୍ତି? ପ୍ରତିିଦିନ କ୍ଷୀର ପିଇବା ଦ୍ୱାରା ରୋଗ ପ୍ରତିରୋଧକ ଶକ୍ତି ବୃଦ୍ଧି ଘଟିଥାଏ ବୋଲି…

ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ହତ୍ୟା ଧମକ, ଜୀବନରୁ ମାରିଦେବାକୁ…

ଭୁବନେଶ୍ବର,୯।୧: ଓଲିଉଡ୍‌ ଅଭିନେତା ସାତ୍ୟକି ମିଶ୍ରଙ୍କୁ ଜୀବନରୁ ମାରିଦେବାକୁ ଧମକ ଦିଆଯାଇଥିବା ନେଇ ଅଭିଯୋଗ ହୋଇଛି । ଦୁଇ ବଡ଼ବାପାଙ୍କ ପୁଅଙ୍କ ବିରୋଧରେ ଅଭିଯୋଗ ଆଣିଲେ ସାତ୍ୟକି । ପୈତୃକ ସମ୍ପତ୍ତି ଓ ବ୍ୟବସାୟିକ ପ୍ରତିଷ୍ଠାନର ମାଲିକାନାକୁ ନେଇ ଧମକ ।…

ଯୌତୁକ ଜୁଇରେ ଜଳିଗଲେ ଜ୍ୟୋତ୍ସ୍ନା: ସ୍ବାମୀ-ଦିଅର ଫେରାର

ବାଣପୁର,୯।୨(ଦିଲ୍ଲୀପ କୁମାର ସ୍ବାଇଁ): ଯୌତୁକ ଜୁଇରେ ପୁଣି ଜଣେ ବଧୂ। ଶାଶୁ ଘର ନିର୍ଯାତନା ଦେବା ସହ ବଧୂକୁ ଜୀବନରେ ମାରି ଦେଇଥିବା ଅଭିଯୋଗ ହୋଇଛି। ପୋଲିସ ମୃତଦେହ ଜବତ କରିବା ସହ ଘଟଣାର ତଦନ୍ତ ଚଳାଇଛି। ଘଟଣାରୁ ପ୍ରକାଶ ଯେ,…

ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଜଳିଗଲା ବାଇକ୍‌

ବାସୁଦେବପୁର,୯।୧: ରାସ୍ତାରେ ଜଳିଗଲା ବାଇକ। ଭଦ୍ରକ ଜିଲା ବାସୁଦେବପୁରର ବ୍ଲକ ରୋଡରୁ ସୁଦର୍ଶନ ପୁରକୁ ସଂଯୋଗ କରୁଥିବା ରାସ୍ତାର ଗୋପାଳପୁର ଛକଠାରେ ସୋମବାର  ପୂର୍ବାହ୍ନ ସାଢ଼େ ୧୨ଟାବେଳେ ଏକ ଦୋକାନରୁ ପେଟ୍ରୋଲ ପକାଉ ଥିବାବେଳେ ହଠାତ୍‌ ଗୋଟେ ବାଇକ ଜଳିଯାଇଛି। ଚୂଡ଼ାମଣି…

ଅଦୃଶ୍ୟ ଆକ୍ରମଣକାରୀ : ମାଇକ୍ରୋପ୍ଲାଷ୍ଟିକ

ବିଶ୍ୱ ସ୍ତରରେ, ମାଇକ୍ରୋପ୍ଲାଷ୍ଟିକ୍‌ ଏକ ସର୍ବବ୍ୟାପୀ ପ୍ରଦୂଷକ ପାଲଟିଛି। ଏଗୁଡ଼ିକୁ ଗଭୀର ସମୁଦ୍ର ଅବଶେଷ, ଧ୍ରୁବୀୟ ବରଫ ପାହାଡ଼, ଉଷ୍ଣକଟିବନ୍ଧୀୟ ବର୍ଷାଜଳ ଏବଂ ମାନବ ରକ୍ତପ୍ରବାହରେ ଆବିଷ୍କାର କରାଯାଇଛି। ଗ୍ରେଟ୍‌ ପ୍ୟାସିଫିକ୍‌ ଆବର୍ଜନା ପ୍ୟାଚ୍‌ ଭଳି ବିପୁଳ ସଞ୍ଚୟ କ୍ଷେତ୍ରଗୁଡ଼ିକରେ ସମୁଦ୍ର…

ମନମୁତାବକ ପୋଷ୍ଟିଂ ପାଇଁ ବଢୁଛି ପୋଲିସ ଅଧିକାରୀଙ୍କ ଲବି

ଭୁବନେଶ୍ୱର,୯ା୨(ତ୍ରିନାଥ ମହାନ୍ତି): କମିଶନରେଟ୍‌ ପୋଲିସରେ କାମ କରିବାକୁ ଅଧିକାଂଶ ପୋଲିସ ବାବୁଙ୍କ ଇଚ୍ଛା। ସବୁକିଛି ସୁବିଧା ମିଳୁଥିବାରୁ ସେମାନେ ଜିଲାକୁ ଯିବାକୁ ଚାହୁଁନାହାନ୍ତି। ନିଜ ମନମୁତାବକପୋଷ୍ଟିଂ ପାଇଁ ଡିଜିପିଙ୍କ ନିକଟରେ ବଦଳି ଆବେଦନ କରିବା ସହ ନେତା, ଉଚ୍ଚ ଅଧିକାରୀ ଓ…

ବିଜେଡିର ବଡ଼ ନିଷ୍ପତ୍ତି: ୧୩ରେ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ

କଟକ,୯ା୨(ଶିଳ୍ପା ପ୍ରିୟଦର୍ଶିନୀ): ବିଜୁ ଜନତା ଦଳ ପକ୍ଷରୁ ଆସନ୍ତା ୧୩ ତାରିଖ ପୂର୍ୱାହ୍ନ ୧୦ଟାରେ କଟକ ଜିଲାପାଳଙ୍କ କାର୍ଯ୍ୟାଳୟ ଘେରାଉ କରାଯିବ। ଦୋଳମୁଣ୍ଡାଇସ୍ଥିତ କଟକ ଜିଲା ବିଜେଡି କାର୍ଯ୍ୟାଳୟରେ ଜିଲା ସଭାପତି ପ୍ରଫୁଲ୍ଲ କୁମାର ସିଂଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ବୈଠକରେ ଏହି…

ଟ୍ରାକ୍‌ରୁ ମୃତଦେହ ମିଳିବା ଘଟଣା: ୫ ଦିନ ହେଲା ରେଳବାଇ ପୋଲିସ ପାଉନାହିଁ ମୁଣ୍ଡ, ମାଜିଷ୍ଟ୍ରେଟ୍‌ଙ୍କ ଉପସ୍ଥିତିରେ…

ବଲାଙ୍ଗୀର,୯ା୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ରେଲଓ୍ବେ ଷ୍ଟେଶନରୁ ମାତ୍ର ୧ କିଲୋମିଟର ଦୂର ଖୁଜେନପାଲି ନିକଟସ୍ଥ ବଲାଙ୍ଗୀର ଦେଓଗାଁ ରେଲଓ୍ବେ ଟ୍ରାକ୍‌ ଉପରେ ଜଣେ ଅଜଣା ବ୍ୟକ୍ତିଙ୍କ ମୁଣ୍ଡବିହୀନ ମୃତଦେହ ବୁଧବାର ବଲାଙ୍ଗୀର ରେଳବାଇ ପୋଲିସ ଉଦ୍ଧାର କରିଥିଲା। ଅଜଣା ବ୍ୟକ୍ତିଙ୍କ…

ବିଜେଡିକୁ ଶକ୍ତ ଝଟ୍‌କା: ଦଳରୁ ଇସ୍ତଫା ଦେଲେ ଆଉ ଜଣେ ନେତା

ଧର୍ମଶାଳା,୯।୨(ଶିବ ପ୍ରସାଦ ମହାନ୍ତି): ଆଜିକାଲି ଜଣେ ପରେ ଜଣେ ନେତା ବିଜେଡି ଛାଡୁଛନ୍ତି। ଏହି କ୍ରମରେ ସୋମବାର ବିଜୁ ଜନତା ଦଳରୁ ଇସ୍ତଫା ଦେଉଛନ୍ତି ଯାଜପୁର ଜିଲାର ପୂର୍ବତନ ଜିଲା ଛାତ୍ର ବିଜେଡ଼ି ସଭାପତି ତଥା ବର୍ତ୍ତମାନ ରାଜ୍ୟ ଛାତ୍ର ବିଜେଡ଼ି…

ଭାରତ-ପାକିସ୍ତାନ ବିଶ୍ୱକପ ମ୍ୟାଚ୍‌କୁ ନେଇ ଆସିଲା ନୂଆ ଟ୍ବିଷ୍ଟ୍‌: ବୟକଟ ମଧ୍ୟରେ ବାଂଲାଦେଶର ଏଣ୍ଟ୍ରି

ନୂଆଦିଲ୍ଲୀ,୯।୨: ୨୦୨୬ ଟି୨୦ ବିଶ୍ୱକପରେ ଭାରତ ଏବଂ ପାକିସ୍ତାନ ମଧ୍ୟରେ ଏକ ମ୍ୟାଚ ସମ୍ପର୍କରେ ଆଲୋଚନା ଚାଲିଛି। ରିପୋର୍ଟ ଅନୁଯାୟୀ, ଆଇସିସି ଦୁଇ ଦେଶ ମଧ୍ୟରେ ଏକ ବୈଠକ ଆୟୋଜନ କରିବାକୁ କାମ କରୁଛି। ଟି୨୦ ବିଶ୍ୱକପ ଆରମ୍ଭ ହେବା ପୂର୍ବରୁ…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri