ବିଭାଗୀୟ ଅଧିକାରୀଙ୍କୁ ବିଧାୟକଙ୍କ ତାଗିଦ୍
କଟକ,୪ା୧୦(କାର୍ତ୍ତିକ ସାହୁ)ଏସ୍ସିବି ମେଡିକାଲରେ କ୍ରମାଗତ ୨ ଦିନ ଧରି ବିଦ୍ୟୁତ୍ ବିଭ୍ରାଟ ଓ ତା’ପରେ ଗୋଟିଏ ଦିନ ଜଳଯୋଗାଣ ବିଭ୍ରାଟକୁ ନେଇ ବିଭାଗୀୟ ଅଧିକାରୀଙ୍କୁ ଦାୟୀ କରିଛନ୍ତି ବିଧାୟକ ସୌଭିକ୍ ବିଶ୍ୱାଳ। ଏଭଳି ବିଭ୍ରାଟ ଘଟଣାକୁ ନେଇ ବିଧାୟକ ସୌଭିକ୍ ଏସ୍ସିବି…
ସଡ଼କ ଦୁର୍ଘଟଣାର ଶିକାର ହେଲେ ଅଭିନେତ୍ରୀ ଗାୟତ୍ରୀ ଯୋଶୀ
ମୁମ୍ବାଇ: ଅଭିନେତା ଶାହରୁଖ ଖାନଙ୍କ ସହ ଫିଲ୍ମ ‘ସ୍ବଦେଶ’ରେ ନଜର ଆସିଥିବା ଅଭିନେତ୍ରୀ ଗାୟତ୍ରୀ ଯୋଶୀଙ୍କ ସହ ଏକ ଦୁଃଖଦ ଘଟଣା ଘଟିଛି। ଅଭିନେତ୍ରୀ ତାଙ୍କ ସ୍ବାମୀ ବିକାଶ ଓବେରୟଙ୍କ ସହ ଇଟାଲୀ ଯାତ୍ରା କରୁଥିବା ସମୟରେ ଏକ ଦୁର୍ଘଟଣାର ଶିକାର…
ନର୍ଦ୍ଦମାପାଣିରେ ମୂର୍ତ୍ତି ବିସର୍ଜନ
ଯୋଡା,୪ା୧୦(ମାନସ ମହାନ୍ତି)କେନ୍ଦୁଝର ଜିଲା ଯୋଡ଼ା ସହରର ବିଭିନ୍ନ ସ୍ଥାନରେ ହେଉଥିବା ମୃଣ୍ମୟୀ ମୂର୍ତ୍ତିର ବିସର୍ଜନ ପାଇଁ ସୁନା ନଦୀ ଅବବାହିକା ଆମ୍ ବାଗାନଠାରେ ଏକ କୃତ୍ରିମ ପୋଖରୀ କରାଯାଇଛି। ଏହି ପୋଖରୀରେ ପ୍ରତିବର୍ଷ ଠାକୁରଙ୍କ ମୂର୍ତ୍ତି ବିସର୍ଜନ କରାଯାଇଥାଏ। ତେବେ ଏହି…
ଜିଲା ଦାବିରେ ନୀଳଗିରି ୧୨ଘଣ୍ଟା ବନ୍ଦ
ନୀଳଗିରି, ୪।୧୦(ପ୍ରଶାନ୍ତ ବିଶ୍ୱାଳ)ବାଲେଶ୍ୱର ଜିଲା ନୀଳଗିରିକୁ ଜିଲା ଦାବିରେ ମଙ୍ଗଳବାର ଜିଲା କ୍ରିୟାନୁଷ୍ଠାନ କମିଟି ପକ୍ଷରୁ ୧୨ଘଣ୍ଟିଆ ବନ୍ଦ ଡାକରା ଦିଆଯାଇଥିଲା। ଏହି ଡାକରାକୁ ନୀଳଗିରିର ଜନସାଧାରଣ ସମର୍ଥନ ଦେବା ସହ ଦୋକାନ ବଜାର, ସମସ୍ତ ଅଫିସ୍ ବନ୍ଦ ଓ ଗାଡ଼ି…
୫ ଜିଲାରୁ ଯିବେ ୧ ହଜାର ତୀର୍ଥଯାତ୍ରୀ
ଛତ୍ରପୁର,୪ା୧୦(ସନ୍ତୋଷ ପାଢ଼ୀ/ଦିଲୀପ ସାମଲ)ବରିଷ୍ଠ ନାଗରିକ ତୀର୍ଥଯାତ୍ରା ଯୋଜନାରେ ଗଞ୍ଜାମ, ଗଜପତି, କନ୍ଧମାଳ, ବୌଦ୍ଧ ଓ ନୟାଗଡ଼ ଜିଲାର ବରିଷ୍ଠ ନାଗରିକମାନେ ତୀର୍ଥ କରିବାକୁ ଯିବେ। ଉକ୍ତ ୫ ଜିଲାର ୧ ହଜାର ବରିଷ୍ଠ ନାଗରିକ ଏଥିରେ ସାମିଲ ହେବେ। ବ୍ରହ୍ମପୁର ରେଲୱେ…
ଭାଇଚାରାର ସମ୍ପର୍କ ଗଢ଼ିଥାଏ ଦାଣ୍ଡିଆ
ବ୍ରହ୍ମପୁର,୪ା୧୦(ସ୍ମୃତି ରଞ୍ଜନ ମହାଲିକ)ବ୍ରହ୍ମପୁର ସହରରେ ପାର୍ବଣ ପାଇଁ ପ୍ରସ୍ତୁତି ଆରମ୍ଭ ହୋଇଯାଇଛି। ବିିଭିନ୍ନ ପୂଜା ମଣ୍ଡପ ପକ୍ଷରୁ ମୂର୍ତ୍ତି, ତୋରଣ ନିର୍ମାଣ କାର୍ଯ୍ୟ ଚାଲିଛି। ମା’ଙ୍କ ନବରାତ୍ର ଓ ଦଶହରା ଲାଗି ବିଭିନ୍ନ ସାଜସଜା ଓ ଆଲୋକମାଳାରେ ସହର ଝଲସି ଉଠିବ।…
ଜମି ବଦଳରେ ଚାକିରି ମାମଲା: ଆଜି କୋର୍ଟରେ ହାଜର ହେବେ ଲାଲୁ
ନୂଆଦିଲ୍ଲୀ,୪।୧୦: ଜମି ବଦଳରେ ଚାକିରି ଦେବା ମାମଲାର ଶୁଣାଣି ବୁଧବାର ଦିଲ୍ଲୀର ରୌଜ୍ ଏଭେନ୍ୟୁ କୋର୍ଟରେ ହେବ। ଆରଜେଡି ସୁପ୍ରିମୋ ଲାଲୁ ପ୍ରସାଦ ଯାଦବ, ରାବ୍ରି ଦେବୀ ଏବଂ ଉପମୁଖ୍ୟମନ୍ତ୍ରୀ ତେଜସ୍ବୀ ଯାଦବ ମଙ୍ଗଳବାର ସନ୍ଧ୍ୟାରେ ପାଟନାରୁ ଦିଲ୍ଲୀରେ ପହଞ୍ଚିଛନ୍ତି। ମାମଲାରେ…
ବିଶ୍ୱ ସଂସ୍କୃତି ମହୋତ୍ସବରେ ଓଡ଼ିଶୀନୃତ୍ୟ ପ୍ରଶଂସିତ
କଟକ,୪ା୧୦ (କାର୍ତ୍ତିକ ସାହୁ)ୱାଶିଂଟନ ଡିସିସ୍ଥିତ ନ୍ୟାଶନାଲ ମଲ୍ଠାରେ ୩ ଦିନିଆ ବିଶ୍ୱ ସଂସ୍କୃତି ମହୋତ୍ସବ-୨୦୨୩ ଅନୁଷ୍ଠିତ ହୋଇଯାଇଛି। ଏଥିରେ ୧୮୦ ଦେଶର ଲୋକମାନେ ଯୋଗ ଦେଇଥିଲେ। ନୃତ୍ୟ, ସଙ୍ଗୀତ, ଧ୍ୟାନ ଏବଂ ସଂସ୍କୃତି ମାଧ୍ୟମରେ ମାନବ ବିବିଧତାକୁ ପାଳନ କରି ଭାଇଚାରା…
ରାମଗଡ଼କୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦାବି
ଜେନାପୁର,୪ା୧୦(ଅଶୋକ ଦାସ):ଯାଜପୁର ଜିଲା ଧର୍ମଶାଳା ବ୍ଲକ୍ ଅନ୍ତର୍ଗତ ତାଳଜଙ୍ଗ ଗ୍ରାମ ନିକଟସ୍ଥ ପାହାଡ଼ରେ ଥିବା ରାମଗଡ଼ ଏବେ ଜରାଜୀର୍ଣ୍ଣ ଅବସ୍ଥାରେ ପଡ଼ିରହିଛି। ତେଣୁ ଏହାର ପୁନରୁଦ୍ଧାର କରିବା ସହ ଏହାକୁ ପର୍ଯ୍ୟଟନସ୍ଥଳୀ ମାନ୍ୟତା ଦେବାକୁ ଜେନାପୁର ଗୋପବନ୍ଧୁ ପ୍ରେସ୍ କ୍ଲବର ସଦସ୍ୟ…
କାନାରା ବ୍ୟାଙ୍କ ପକ୍ଷରୁ ସ୍ବଚ୍ଛତା ହିଁ ସେବା
ଭୁବନେଶ୍ୱର,୪।୧୦: କାନାରା ବ୍ୟାଙ୍କର ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ପକ୍ଷରୁ ମହାତ୍ମା ଗାନ୍ଧୀଙ୍କ ୧୫୪ତମ ଜୟନ୍ତୀ ପାଳିତ ହୋଇଯାଇଛି। ଏହି ପରିପ୍ରେକ୍ଷୀରେ ବ୍ୟାଙ୍କର ଅଞ୍ଚଳ ମୁଖ୍ୟ ଜଗଦୀଶ ଚନ୍ଦରଙ୍କ ଅଧ୍ୟକ୍ଷତାରେ ଭୁବନେଶ୍ୱର ଅଞ୍ଚଳ କାର୍ଯ୍ୟାଳୟ ଅନ୍ତର୍ଗତ କ୍ଷେତ୍ରୀୟ କାର୍ଯ୍ୟାଳୟ ଏବଂ ଶାଖାଗୁଡ଼ିକରେ ସ୍ବଚ୍ଛତା…
ୟୁବିଆଇର ସ୍ବଚ୍ଛତା ଅଭିଯାନ
ଭୁବନେଶ୍ୱର,୪।୧୦: ୟୁନିୟନ୍ ବ୍ୟାଙ୍କ ଅଫ୍ ଇଣ୍ଡିଆ (ୟୁବିଆଇ)ର ଭୁବନେଶ୍ୱର କ୍ଷେତ୍ରୀୟ କାର୍ଯ୍ୟାଳୟ ପକ୍ଷରୁ ସ୍ବଚ୍ଛତା ଅଭିଯାନ (ସ୍ବଚ୍ଛତା ହିଁ ସେବା) କାର୍ଯ୍ୟକ୍ରମ ଭୁବନେଶ୍ୱରର ପୋଖରୀପୁଟସ୍ଥିତ ମଧୁସୂଦନ ପାର୍କ ଏବଂ ମୋ ବସ୍ ଷ୍ଟାଣ୍ଡ୍ଠାରେ ଆୟୋଜିତ ହୋଇଯାଇଛି। ଉକ୍ତ କାର୍ଯ୍ୟକ୍ରମରେ ଭୁବନେଶ୍ୱର ଏମ୍ପି…
ପାର୍ବଣ ପାଇଁ ବାଦ୍ୟଯନ୍ତ୍ର ନିର୍ମାଣକାରୀ ଉତ୍ସାହିତ
କେନ୍ଦ୍ରାପଡା, ୪ା୧୦ (ଜଗନ୍ନାଥ ଧଳ)ଶ୍ରୀଗଣେଶ ପୂଜାଠାରୁ ପାର୍ବଣ ଋତୁ ଆରମ୍ଭ ହୋଇଛି। ଏହା ମଧ୍ୟରେ ଶ୍ରୀଜୀଉଙ୍କ ଭସାଣି ଉତ୍ସବ ସରିଥିବା ବେଳେ ମା’ ଖୁଦୁରୁକୁଣୀଙ୍କୁ ବିଦାୟ ଦିଆଯାଇଛି। ସେହିପରି ମା’ ଦୁର୍ଗାଙ୍କର ପୂଜା ଉତ୍ସବ ଆଗକୁ ଆସୁଛି। ଏହା ପରେ ଆସନ୍ତା…
Archives


