Home Left

ମଧ୍ୟାହ୍ନଭୋଜନରେ ପୋକ

ଚାନ୍ଦବାଲି,୧୯।୧୧(କିଷାନ ପାତ୍ର)ଭଦ୍ରକ ଜିଲା ଚାନ୍ଦବାଲି ବ୍ଲକ ଅଧୀନ ପରମାନନ୍ଦପୁର ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଶୁକ୍ରବାର ମଧ୍ୟାହ୍ନ ଭୋଜନ ସୋୟାବିନ ତରକାରିରେ   ପୁଳା ପୁଳା ଧଳା ଲାଙ୍ଗୁଡିଆ ପୋକ ବାହାରିଥିଲା। ଏଥିରେ ଅସନ୍ତୋଷ ପ୍ରକାଶ କରି ଛାତ୍ରୀଛାତ୍ର ଓ ଅଭିଭାବକମାନେ ଶନିବାର ସ୍କୁଲ…

ତିଗିରିଆ ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ

ପଟ୍ଟାମୁଣ୍ଡାଇ,୧୯ା୧୧(ଅକ୍ଷୟ ବିଶ୍ୱାଳ)ପଟ୍ଟାମୁଣ୍ଡାଇ ବ୍ଲକ ବଡପଡା ପଞ୍ଚାୟତ ଅଧୀନ ତିଗିରିଆ ବାତ୍ୟା ଆଶ୍ରୟସ୍ଥଳୀ ଅସୁରକ୍ଷିତ ହୋଇପଡିଛି। ଏନେଇ ତିଗିରିଆ ଗ୍ରାମବାସୀ ବାତ୍ୟା ଆଶ୍ରୟସ୍ଥଳ ନିକଟକୁ ଯିବାକୁ ସାହାସ କରୁ ନାହାନ୍ତି। ୨୦୦୩ରେ ବାତ୍ୟା ଆଶ୍ରୟସ୍ଥଳୀ ନିର୍ମାଣ କରିବାକୁ ତତ୍କାଳୀନ ଏମ୍‌ପି ପ୍ରଭାତ ସାମନ୍ତରାୟ…

ଭାରତ-ଅଷ୍ଟ୍ରେଲିଆ ମହାମୁକାବିଲା: କିପରି ରହିବ ଅହମଦାବାଦର ପାଣିପାଗ, ବଡ଼ ଅପଡେଟ ଦେଲା ଭାରତୀୟ ପାଣିପାଗ ବିଭାଗ

ଅହମଦାବାଦ,୧୮।୧୧: ଆଇସିସି ପୁରୁଷ କ୍ରିକେଟ୍ ବିଶ୍ୱକପ୍ ର ଫାଇନାଲ ମ୍ୟାଚ୍ ବିଶ୍ୱର ଦୁଇ ମହାନ ଦଳ ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବ। ଗୁଜୁରାଟର ଅହମ୍ମଦାବାଦର ନରେନ୍ଦ୍ର ମୋଦୀ କ୍ରିକେଟ୍ ଷ୍ଟାଡିୟମରେ ଅନୁଷ୍ଠିତ ହେବାକୁ ଥିବା ଏହି ମ୍ୟାଚ୍ ଭାରତୀୟ ସମୟ…

୩୨ ଏକରରୁ ଲକ୍ଷାଧିକ ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ପୋଲିସ

ବାଲିଗୁଡ଼ା,୧୮ା୧୧(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡ଼ା ପୋଲିସ ଶନିବାର ପାଟ୍ରୋଲିଂ କରୁଥିବା ସମୟରେ କୌଣସି ସୂତ୍ରରୁ ଖବର ପାଇ ବାଲିଗୁଡ଼ା ଥାନାର ବାରଖମା ନିକଟସ୍ଥ ରେବିଙ୍ଗିଆ, ଦୁଲୁକିଆ, ଓ ବଡି଼ଗାଁ ଭଳି ବିଭିନ୍ନ ଜଙ୍ଗଲ ଜମିରେ ବାଲିଗୁଡା ଥାନାଧିକାରୀ ସୁଶାନ୍ତ…

ଖେଳୁଥିବା ବେଳେ ଶିଶୁ ନିଖୋଜ, ପାଣିରେ ଚାଲିଛି ଖୋଜା

ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ଟାଙ୍ଗୀ ଥାନା ଅନ୍ତର୍ଗତ ଉଜ୍ୱଳା ଗୋପପାଥପୁର ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ସେହି ଗ୍ରାମର ସୁବାସ ପ୍ରଧାନଙ୍କ ୪ ବର୍ଷର ପୁଅ ଦାଣ୍ଡରେ ଖେଳୁଥିବା ବେଳେ ହଠାତ୍‌ କେଉଁଆଡ଼େ ଉଭାନ ହୋଇଯାଇଛି। ଚାରିଆଡ଼େ…

ପରିସ୍ରା କରିବାକୁ ଆସି ଅନ୍ଧାରରେ କୂଅରେ ଖସିପଡ଼ିଲେ ବ୍ୟକ୍ତି, ଚାଲିଗଲା ଜୀବନ

ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ଥାନା ଅନ୍ତର୍ଗତ ବଡ଼ବଜାରସ୍ଥିତ ଗଣେଶ ପଡ଼ିଆଠାରେ ଥିବା କୂଅରେ ପଡ଼ି ଜଣେ ବ୍ୟକ୍ତିଙ୍କ ମୃତ୍ୟୁ ଘଟିଛି। ମୃତକ ଜଣକ ହେଲେ କଟକ ଝାଞ୍ଜିରି ମଙ୍ଗଳା ହନୁମାନ ମନ୍ଦିରସ୍ଥିତ ସମରେନ୍ଦ୍ର ମହାନ୍ତି(୪୪)। ସୂଚନାଯୋଗ୍ୟ, ମୃତ…

ସଲମାନଙ୍କ ଟାଓ୍ବେଲ୍‌ ସିନ୍‌ ଶେୟାର କରି କ୍ୟାଟ୍ରିନା ଲେଖିଲେ ଏମିତି…

ମୁମ୍ବାଇ: ସୁନ୍ଦରୀ ଅଭିନେତ୍ରୀ କ୍ୟାଟ୍ରିନା କୈଫ୍‌ ସଲମାନଙ୍କ ସହ ଅଭିନୀତ ଫିଲ୍ମ ଟାଇଗର-୩ ପାଇଁ ଏବେ ଚର୍ଚ୍ଚାରେ ରହିଛନ୍ତି। ଲୋକେ ଉଭୟଙ୍କ କେମିଷ୍ଟ୍ରିକୁ ବହୁତ ପସନ୍ଦ କରିଛନ୍ତି। ଶନିବାର ଇନଷ୍ଟାଗ୍ରାମରେ AMA (Ask Me Anything) ସେସନ୍‌ରେ ପ୍ରଶଂସକମାନଙ୍କ ସହିତ ଯୋଡ଼ି…

ମୋ ମା’ ୧୦୦ରୁ ଅଧିକ ଫିଲ୍ମରେ କାମ କରିଛନ୍ତି, ହେଲେ ସମସ୍ତେ ବାପାଙ୍କ ବିଷୟରେ କଥା ହୁଅନ୍ତି: ନମାଶି ଚକ୍ରବର୍ତ୍ତୀ

ବମ୍ବେ: ଫିଲ୍ମ ରିଲିଜ ପରଠାରୁ ଚର୍ଚ୍ଚାରେ ଅଛନ୍ତି ସୁପରଷ୍ଟାର ମିଥୁନ ଚକ୍ରବର୍ତ୍ତୀଙ୍କ ପୁଅ ନମାଶି ଚକ୍ରବର୍ତ୍ତୀ। ସେ ଫିଲ୍ମ ‘ବ୍ୟାଡ୍‌ ବୟ’ ଜରିଆରେ ଡେବ୍ୟୁ କରିଛନ୍ତି। ସିନେମାହଲରେ ଏହା ପ୍ରଦର୍ଶିତ ହେବା ଯାଏ ନମାଶି ନିଜର ପରିଚୟ ଗୋପନ ରଖିଥିଲେ। ପ୍ରଥମେ…

ରୋହିତଙ୍କ ରଣହୁଙ୍କାର,ଫାଇନାଲ ପୂର୍ବରୁ ରଣନୀତି ନେଇ କହିଲେ ଏଭଳି…

ଅହମ୍ମଦାବାଦ,୧୮।୧୧: ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଖେଳାଯିବାକୁ ଥିବା ଫାଇନାଲ ମ୍ୟାଚ୍‌କୁ ନେଇ ରଣହୁଙ୍କାର ଭରିଛନ୍ତି ଅଧିନାୟକ ରୋହିତ ଶର୍ମା। ଏଯାବତ ଦଳ ଯେଉଁଭଳି କ୍ରିକେଟ ଖେଳି ଆସିଛି ସେହିଭଳି ଫାଇନାଲରେ ମଧ୍ୟ ଖେଳିବ ବୋଲି ସେ କହିଛନ୍ତି। ମ୍ୟାଚ୍‌ ପୂର୍ବରୁ…

ନିରାକାରପୁର ବଜାରରେ ଆୟକର ବିଭାଗର ଚଢ଼ାଉ

ନିରାକାରପୁର,୧୮ା୧୧(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ଜିଲା ନିରାକାରପୁର ବଜାରରେ ଶନିବାର ଜଟଣୀ ଆୟକର ବିଭିଗ ପକ୍ଷରୁ ଦିନ ତମାମ ଏବଂ ସନ୍ଧ୍ୟାରେ ମଧ୍ୟ ଚଢାଉ ଜାରି ରହିଛି। ଅପ୍ରୀତିକର ପରିସ୍ଥିତିକୁ ଏଡ଼ାଇବା ପାଇଁ ବିଭାଗ ପକ୍ଷରୁ ସ୍ପେଶାଲ ପୋଲିସ ସ୍କ୍ବାଡ ବିଭିନ୍ନ…

ଜୁଆଆଡ୍ଡାରେ ଚଢ଼ାଉ: ନଗଦ ୪୫ ହଜାର ଟଙ୍କା ଜବତ, ୫ ଗିରଫ

ଗୋପାଳପୁର,୧୮ା୧୧(ନବୀନ ରାଜ ଆଚାରୀ): ଗଞ୍ଜାମ ଜିଲା ଗୋଳନ୍ଥରା ପୋଲିସ ଏକ ଜୁଆଆଡ୍ଡାରେ ଚଢ଼ାଉ କରି ୫ ଜୁଆଡ଼ିଙ୍କୁ କାବୁ କରିବା ସହ ନଗଦ ୪୫ ହଜାରରୁ ଊର୍ଦ୍ଧ୍ୱ ଟଙ୍କା ଜବତ କରିଥିବା  ସୂଚନା ଦେଇଛି। ୫ ଜଣ ହେଲେ ଗୋବିନ୍ଦନଗର ଗ୍ରାମର…

ଚାଷଜମିରେ ବୁଲୁଛି ବାଘ, ଲୋକେ ଆତଙ୍କିତ

ଘସିପୁରା,୧୮ା୧୧(ନିରଞ୍ଜନ ସାହୁ): କେନ୍ଦୁଝର ଜିଲାର ଆନନ୍ଦପୁର ଦେଇ ପ୍ରବାହିତ ବୈତରଣୀ ନଦୀ ତଟ ଘସିପୁରା ଥାନା ଅଧୀନ ପଞ୍ଚୁପଲ୍ଲୀ ଗାଁରେ ବାଘ ଆତଙ୍କକୁ ନେଇ ଭୟର ବାତାବରଣ ଦେଖାଯାଇଛି। ଶୁକ୍ରବାର ବାଘ ପରି ଏକ ପ୍ରାଣୀ ଚାଷଜମିରେ ଚାଲି ଚାଲି ଯାଉଥିବାର…

Advertisement
Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri